2 Samuel 16

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଦାଉଦ ପର୍ବତ ଶୃଙ୍ଗ ପାର ହାଇେ କିଛି ବାଟ ଗଲାପରେ ମଫୀବୋଶତର ଦାସ ସୀବଃ ସଜ୍ଜିତ ଦକ୍ସ୍ଟଇଟି ଗଧ ସଙ୍ଗ ରେ ଯାଉଥିବାର ଦେଖିଲେ। ସେ ଗଧମାନଙ୍କ ଉପରେ 200 ରୋଟୀ ଏବଂ 100 ପୋଣ୍ତା ଦ୍ରାକ୍ଷାଫଳ ଏବଂ 100 ଗ୍ରୀଷ୍ମକାଳିନ ଫଳ ଏବଂ ଏକ କକ୍ସ୍ଟମ୍ଫା ଦ୍ରାକ୍ଷାରସ ଥିଲା।
1 Tendo Davi avançado um pouco além do cume, viu que lhe vinha ao encontro Siba, servo de Mifiboset, com dois jumentos selados e carregados de duzentos pães, cem cachos de uvas secas, cem frutos maduros e um odre de vinho.
2 ରାଜା ଦାଉଦ ସୀବଃକକ୍ସ୍ଟ ପଚାରିଲେ, ଏଗକ୍ସ୍ଟଡିକ କାହା ପାଇଁ?
2 O rei disse-lhe: Que tens aí? Os jumentos, respondeu Siba, devem servir à família do rei, para que os montem; os pães e frutos servirão de comida para os teus servos, o vinho será para aqueles que se fatigarem no deserto.
3 ରାଜା ଦାଉଦ ପଚାରିଲେ, ତକ୍ସ୍ଟମ୍ଭ ମୂନିବର ପକ୍ସ୍ଟତ୍ର କାହିଁ।
3 O rei perguntou: Mas onde está o filho do teu senhor? Ficou em Jerusalém, respondeu Siba, alegando que agora a casa de Israel lhe devolveria o reino de seu pai.
4 ତା'ପରେ ରାଜା ସୀବଃକକ୍ସ୍ଟ କହିଲେ, ସହେି କାରଣରକ୍ସ୍ଟ, ବର୍ତ୍ତମାନ ମୁ ତୁମ୍ଭକୁ ମଫୀବୋଶତର ସର୍ବସ୍ବ ଦେଉଛି।
4 O rei disse a Siba: Tudo o que possuía Mifiboset te pertence doravante. Eu me inclino diante de ti, respondeu ele; conserva-me a tua graça, ó rei, meu senhor.
5 ଦାଉଦ ବହକ୍ସ୍ଟରୀମକକ୍ସ୍ଟ ଗଲେ, ସଠାେରେ ଦେଖିଲେ ଶାଉଲ ବଂଶର ଏକ ବ୍ଯକ୍ତି ସଠାେରକ୍ସ୍ଟ ବାହାରି ଆସିଲା, ତା'ର ନାମ ଥିଲା ଶିମିଯି। ସେ ଥିଲା ଗରୋର ପକ୍ସ୍ଟତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କକ୍ସ୍ଟ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷଯ ରେ ଗାଳି କରି କରି ବାହାରକ୍ସ୍ଟ ଥିଲା।
5 Quando o rei chegou a Baurim, apareceu um homem da família da casa de Saul, chamado Semei, filho de Gera, o qual ia proferindo maldições enquanto andava.
6 ଶିମିଯି ଗାଳି ଦେଉଦେଉ ଦାଉଦ ଓ ତାଙ୍କର ସୈନ୍ଯମାନଙ୍କ ଉପରକକ୍ସ୍ଟ ପଥର ଫିଙ୍ଗକ୍ସ୍ଟ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ଯଦଳ ଓ ଲୋକମାନେ ଦାଉଦଙ୍କକ୍ସ୍ଟ ଘରେି କରି ରହିଥିଲେ।
6 Atirava pedras contra o rei Davi e contra todos os seus servos, embora todo o exército e todos os guerreiros valentes se encontrassem à direita e à esquerda do rei.
7 ଶିମିଯି ଦାଉଦଙ୍କକ୍ସ୍ଟ ଅଭିଶାପ ଦେଉଥିଲା ଏବଂ କହିଲା, ଆ ରେ ହତ୍ଯାକାରୀ ଏବଂ ମନ୍ଦ ଲୋକ ଏଠାରକ୍ସ୍ଟ ଦୂର ହକ୍ସ୍ଟଅ।
7 E o amaldiçoava, dizendo: Vai-te, vai-te embora, homem sanguinário e celerado.
8 ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ଯା କଲ ଏବଂ ଶାଉଲଙ୍କର ରାଜପଦ ଚୋରାଇ ନେଲେ। କିନ୍ତୁ ବର୍ତ୍ତମାନ ଠିକ୍ ସହେି ମନ୍ଦ କର୍ମ ତକ୍ସ୍ଟମ୍ଭ ପାଇଁ ଘଟିବାକକ୍ସ୍ଟ ଯାଉଛି। ସଦାପ୍ରଭୁ ସହେି ରାଜ୍ଯକକ୍ସ୍ଟ ତକ୍ସ୍ଟମ୍ଭ ପକ୍ସ୍ଟଅ ଅବଶା ଲୋମକକ୍ସ୍ଟ ହସ୍ତାନ୍ତର କରି ଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସକ୍ସ୍ଟ ମଣିଷ।
8 O Senhor faz cair sobre ti todo o sangue da casa de Saul, cujo trono usurpaste; o Senhor entregou o reino ao teu filho Absalão. Eis-te oprimido de males, homem sanguinário que és!
9 ସରକ୍ସ୍ଟଯାର ପକ୍ସ୍ଟତ୍ର ଅବିଶଯ ରାଜାଙ୍କକ୍ସ୍ଟ କହିଲା, ଏ ମଲା କକ୍ସ୍ଟକକ୍ସ୍ଟରଟା କାହିଁକି ମାେ ପ୍ରଭକ୍ସ୍ଟ ମହାରାଜାଙ୍କକ୍ସ୍ଟ ଅଭିଶାପ ଦବେ? ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ ମୁ ପାର ହାଇେ ତା'ର ମକ୍ସ୍ଟଣ୍ତ କାଟି ଆଣିବି।
9 Então Abisai, filho de Sarvia, disse ao rei: Por que insulta esse cão morto ao rei, meu senhor? Deixa-me passar, vou cortar-lhe a cabeça.
10 କିନ୍ତୁ ରାଜା କହିଲେ, ସରକ୍ସ୍ଟଯାର ପକ୍ସ୍ଟତ୍ରମାନେ, କାହିଁକି ତୁମ୍ଭମାନେେ ମାେ ବିଷଯ ରେ ଅନ୍ୟଥା ଚର୍ଚ୍ଚା କରୁଛ? ଶିମଯି ମାେତେ ଅଭିଶାପ ଦେଉଛି, କିନ୍ତୁ ସଦାପ୍ରଭୁ ତାକକ୍ସ୍ଟ କହିଛନ୍ତି, ମାେତେ ଅଭିଶାପ ଦବୋ ପାଇଁ। ଏବଂ କିଏ ସଦାପ୍ରଭୁଙ୍କୁ ପ୍ରଶ୍ନ କରିପାରିବ, ଜିନିଷଗକ୍ସ୍ଟଡିକ ବିଷଯ ରେ ସେ କରନ୍ତି?
10 Que nos importa, filho de Sarvia?, respondeu Davi. Deixa-o amaldiçoar. Se o Senhor lhe ordenou que me amaldiçoasse, quem poderia dizer-lhe: por que fazes isso?
11 ଦାଉଦ ଅବିଶଯକକ୍ସ୍ଟ ଓ ନିଜର ଦାସମାନଙ୍କୁ କହିଲେ, ଦେଖ, ମାରେନିଜ ପକ୍ସ୍ଟତ୍ର ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ଯାମୀନ ଗୋଷ୍ଠୀବର୍ଗର ଏହି ଲୋକ ମାେତେ ମାରିବାକକ୍ସ୍ଟ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକକ୍ସ୍ଟ ଏକା ଛାଡିଦିଅ। ତାକକ୍ସ୍ଟ ଅଭିଶାପ ଦବୋକକ୍ସ୍ଟ ଦିଅ। କାରଣ ସଦାପ୍ରଭୁ ତାକକ୍ସ୍ଟ ଅନକ୍ସ୍ଟମତି ଦଇେ ଅଛନ୍ତି।
11 E Davi disse a Abisai e à sua gente: Vede: se meu filho, fruto de minhas entranhas, conspira contra a minha vida, quanto mais agora esse benjaminita? Deixai-o amaldiçoar, se o Senhor lho ordenou.
12 ଏହା ହାଇପୋ ରେ ଯେ, ସଦାପ୍ରଭୁ ମାେ ପ୍ରତି ଅନ୍ଯାଯ ହେଉଥିବାର ଦେଖିବେ ଏବଂ ଶିମିଯିର ଅଭିଶାପ ବଦଳ ରେ ସେ ମାେତେ ଆଶୀର୍ବାଦ କରିବେ।
12 Talvez o Senhor considere a minha aflição e me dê agora bens por esses ultrajes.
13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିଯି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତା ରେ ଅନକ୍ସ୍ଟସରଣ କରୁଥିଲେ ଓ ଅଭିଶାପ ଦେଉଥିଲେ। ଏବଂ ସେ ତାଙ୍କୁ ପଥର ଫିଙ୍ଗିଥାଏ ଓ ଧୂଳି ପକାଉ ଥାଏ।
13 Davi e seus homens retomaram o seu caminho, mas Semei ia ao longo da montanha, ao lado dele, vomitando injúrias, atirando-lhe pedras e espalhando poeira pelo ar.
14 ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ୟର୍ଦ୍ଦନ ନଦୀ କୂଳ ରେ ପହନ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଲାନ୍ତ ହାଇୟୋଇ ଥିଲେ। ତେଣୁ ସମାନେେ ସଠାେରେ ବିଶ୍ରାମ ନେଲେ ଓ କ୍ଲାନ୍ତ ମେଣ୍ଟାଇଲେ।
14 O rei e toda a sua tropa chegaram extenuados a... onde descansaram.
15 ଅବଶାଲୋମ, ଅହୀଥୋଫଲ ଓ ସମସ୍ତ ଇଶ୍ରାଯଲୀଯ ଲୋକମାନେ ଯିରୁଶାଲମକୁ ଫରେି ଆସିଲେ।
15 Absalão entrou em Jerusalém com toda a sua tropa de israelitas, acompanhado de Aquitofel.
16 ଦାଉଦଙ୍କର ସାଙ୍ଗ ଅର୍କୀଯ ହୂଶଯ ଅବଶା ଲୋମ ନିକଟକକ୍ସ୍ଟ ଆସନ୍ତେ ହୂଶଯ ଅବଶାଲୋମକକ୍ସ୍ଟ କହିଲା, ମହାରାଜ ଚିରଜୀବୀ ହକ୍ସ୍ଟଅନ୍ତକ୍ସ୍ଟ, ମହାରାଜ ଚିରଜୀବୀ ହକ୍ସ୍ଟଅନ୍ତକ୍ସ୍ଟ।
16 Quando Cusai, o araquita amigo de Davi, se apresentou a Absalão, disse-lhe: Viva o rei! Viva o rei!
17 ଅବଶାଲୋମ ହୂଶଯକକ୍ସ୍ଟ କହିଲେ, ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ବସ୍ତ ନକ୍ସ୍ଟହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?
17 Absalão disse-lhe: É essa a tua afeição por teu amigo? Por que não partiste com ele?
18 ହୂଶଯ ଅବଶା ଲୋମକକ୍ସ୍ଟ କହିଲା, ସଦାପ୍ରଭୁ ଓ ଏହି ସମକ୍ସ୍ଟଦାଯ ଇଶ୍ରାୟେଲର ଲୋକମାନେ ତୁମ୍ଭକୁ ମନୋନୀତ କଲେ, ତେଣୁ ମୁ ତୁମ୍ଭର ସମର୍ଥନ କରିବି ଏବଂ ତକ୍ସ୍ଟମ୍ଭ ସହିତ ମୁ ରହିବି।
18 Não, respondeu-lhe Cusai; eu sou daquele que escolheu o Senhor com todo esse povo: com esse é que eu ficarei.
19 ମୁ କାହାର ସବୋ କରିବି, ଅତୀତ ରେ ମୁ ତୁମ୍ଭର ପିତାଙ୍କର ସବୋ କରିଛି। ତେଣୁ ମୁ ବର୍ତ୍ତମାନ ତୁମ୍ଭର ସବୋ କରିବି।
19 Aliás, a quem serviria eu senão ao seu filho? Como servi a teu pai, assim te servirei a ti também.
20 ଅବଶାଲୋମ ଅହୀଥୋଫଲକକ୍ସ୍ଟ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ଯ, ଏ ବିଷଯ ରେ ତୁମ୍ଭେ ମନ୍ତ୍ରଣା ଦିଅ।
20 Absalão disse a Aquitofel: Deliberai entre vós sobre o que devemos fazer.
21 ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।
21 Aquitofel respondeu-lhe: Aproxima-te das concubinas de teu pai, que ficaram aqui para guardar o palácio. Assim todo o Israel saberá que te tornaste odioso ao teu pai, e os teus partidários se animarão com maior coragem.
22 ଏହାପରେ ଲୋକମାନେ ଅବଶା ଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶା ଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇଶ୍ରାୟେଲୀୟମାନେ ଏହା ଦେଖିଲେ।
22 Armaram, pois, para Absalão uma tenda no terraço, e ali, à vista de todo o Israel, ele vinha abusar das concubinas de seu pai.
23 ସେ ସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସହେି ମନ୍ତ୍ରଣା ପରମେଶ୍ବରଙ୍କ ବାକ୍ଯ ବୋଲି ବିବଚେନା କରାୟାଏ। ଦାଉଦ ଓ ଅବଶା ଲୋମ ଉଭୟ ଏହାକକ୍ସ୍ଟ ଗକ୍ସ୍ଟରକ୍ସ୍ଟତ୍ତ୍ବପୂର୍ଣ ବିବଚେନା କଲେ।
23 Ora, os conselhos que dava Aquitofel naquele tempo eram considerados como palavras de Deus; assim se consideravam todos os seus conselhos, tanto para Davi como para Absalão.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 16, comparar traduções ou montar um estudo — tudo direto pelo WhatsApp.