2 Samuel 18

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଦାଉଦ ଲୋକମାନଙ୍କୁ ଗଣି 1,000 ଜଣ ରେ ଜଣେ ଓ ପ୍ରତି 100 ଜଣ ରେ ଜଣେ ଲଖାେଏ ମକ୍ସ୍ଟଖିଆଙ୍କକ୍ସ୍ଟ ନିୟକ୍ସ୍ଟକ୍ତି ଦେଲେ।
1 Contou Davi o povo que tinha consigo e pôs sobre eles capitães de mil e capitães de cem.
2 ଦାଉଦ ତାଙ୍କର ଲୋକମାନଙ୍କୁ ମାଟେ ତିନି ଭାଗ ରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀଯାଂଶ ଲୋକମାନଙ୍କ ଉପରେ ନିୟକ୍ସ୍ଟକ୍ତି ହେଲେ। ଅନ୍ୟ ଏକ ତୃତୀଯାଂଶ ଯୋୟାବର ଭାଇ ସରକ୍ସ୍ଟଯାର ପକ୍ସ୍ଟତ୍ର ଅବୀଶଯର ଆଦେଶର ଅଧିନ ରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀଯାଂଶ ଗାଥର ଇତ୍ତଯ ଆଦେଶର ଅଧିନ ରେ ଥିଲେ।
2 Davi enviou o povo: um terço sob o comando de Joabe, outro terço sob o de Abisai, filho de Zeruia e irmão de Joabe, e o outro terço sob o de Itai, o geteu. Disse o rei ao povo: Eu também sairei convosco.
3 ଲୋକମାନେ କହିଲେ, ଆପଣ ଆମ ସହିତ ନିଶ୍ଚଯ ଯିବେ ନାହିଁ। କାରଣ ଆମ୍ଭମାନେେ ପଳାଇଲେ ଅବଶା ଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିର କରିବେ ନାହିଁ। ଆମ୍ଭମାନଙ୍କରକ୍ସ୍ଟ ଅର୍ଦ୍ଧକେ ମୃତକ୍ସ୍ଟ୍ଯବରଣ କଲେ ହେଁ, ସମାନେେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗର ରେ ସାହାୟ୍ଯ ପାଇଁ ରକ୍ସ୍ଟହନ୍ତକ୍ସ୍ଟ।
3 Respondeu, porém, o povo: Não sairás, porque, se formos obrigados a fugir, não se importarão conosco, nem ainda que metade de nós morra, pois tu vales por dez mil de nós. Melhor será que da cidade nos prestes socorro.
4 ରାଜା ତାଙ୍କର ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ଯାହା ଉତ୍ତମ ବିଗ୍ଭର କର ମୁ ତାହା କରିବି।
4 Tornou-lhes Davi: O que vos agradar, isso farei. Pôs-se o rei ao lado da porta, e todo o povo saiu a centenas e a milhares.
5 ରାଜା ଯୋୟାବ ଅବୀଶଯ ଓ ଇତ୍ତଯକକ୍ସ୍ଟ ଆଦେଶ ଦଇେ କହିଲେ, ମାେ ପାଇଁ ଅବଶା ଲୋମ ପ୍ରତି ଭଦ୍ର ବ୍ଯବହାର କର।
5 Deu ordem o rei a Joabe, a Abisai e a Itai, dizendo: Tratai com brandura o jovem Absalão, por amor de mim. Todo o povo ouviu quando o rei dava a ordem a todos os capitães acerca de Absalão.
6 ଏହିପରି ଦାଉଦଙ୍କର ଲୋକମାନେ ଇଶ୍ରାୟେଲୀୟ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କ୍ଷେତ୍ରକକ୍ସ୍ଟ ଗଲେ ଓ ଇଫ୍ରଯିମ ବଣ ରେ ୟକ୍ସ୍ଟଦ୍ଧ ହେଲା।
6 Saiu, pois, o povo ao campo, a encontrar-se com Israel, e deu-se a batalha no bosque de Efraim.
7 ସଠାେରେ ଇଶ୍ରାୟେଲୀୟ ଲୋକମାନେ ଦାଉଦଙ୍କ ସୈନ୍ଯମାନଙ୍କ ଆଗ ରେ ପରାସ୍ତ ହେଲେ ଓ ସହେିଦିନ ସଠାେରେ ବହକ୍ସ୍ଟତ କ୍ଷତି ହେଲା ଏବଂ 20 ,000 ଲୋକ ସଠାେରେ ମୃତକ୍ସ୍ଟ୍ଯବରଣ କଲେ।
7 Ali, foi o povo de Israel batido diante dos servos de Davi; e, naquele mesmo dia, houve ali grande derrota, com a perda de vinte mil homens.
8 ଦେଶୟାକ ୟକ୍ସ୍ଟଦ୍ଧ ବ୍ଯାପିଗଲା। ପକ୍ସ୍ଟଣି ସଦେିନ ଖଡ୍ଗଗ୍ରାସ କରିବା ଅପେକ୍ଷା ବନ ରେ ଅଧିକ ଲୋକ ଗ୍ରାସ କଲା।
8 Porque aí se estendeu a batalha por toda aquela região; e o bosque, naquele dia, consumiu mais gente do que a espada.
9 ଅବଶା ଲୋମ ଦାଉଦଙ୍କର ଅଧିକାରୀମାନଙ୍କ ସହିତ ଦଖାେ ହେଲା। ସେ ସମୟରେ ଅବଶା ଲୋମ ଖଚର ଉପରେ ଚଢି ଥିଲା। ସେ ଯେତବେେଳେ ଖଚର ରେ ଆରୋହଣ କରୁଥିଲା, ସେ ଖସିୟିବା ପାଇଁ ଗ୍ଭହକ୍ସ୍ଟଁଥିଲା ସମୟରେ ଏକ ବିରାଟ ଆଲୋନ୍ ବୃକ୍ଷ ରେ ତା'ର ମକ୍ସ୍ଟଣ୍ତ ଧକ୍କା ହେଲା ଏବଂ ବାଳଗକ୍ସ୍ଟଡାକ ଗଛ ଡାଳ ରେ ଲାଗି ଭୂମିର ଉପରେ ଝକ୍ସ୍ଟଲି ରହିଲା। ଯେତବେେଳେ ଖଚରଟି ସହେି ବାଟେ ଦୌଡିଥିଲା।
9 Indo Absalão montado no seu mulo, encontrou-se com os homens de Davi; entrando o mulo debaixo dos ramos espessos de um carvalho, Absalão, preso nele pela cabeça, ficou pendurado entre o céu e a terra; e o mulo, que ele montava, passou adiante.
10 ସହେି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକକ୍ସ୍ଟ ଜଣାଇ ଦଲୋ, ମୁ ଅବଶା ଲୋମକକ୍ସ୍ଟ ଆଲୋନ ବୃକ୍ଷ ରେ ଟଙ୍ଗା ହାଇେଥିବାର ଦେଖିଲି।
10 Vendo isto um homem, fez saber a Joabe e disse: Vi Absalão pendurado num carvalho.
11 ଯୋୟାବ ସେ ଲୋକକୁ କହିଲେ, ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକକ୍ସ୍ଟ ମାରି ଭୂମିରେ ପକାଇ ନ ଦଲେ? ତାହା କରିଥିଲେ ମୁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦଇେଥାନ୍ତି।
11 Então, disse Joabe ao homem que lho fizera saber: Viste-o! Por que logo não o feriste ali, derrubando-o por terra? E forçoso me seria dar-te dez moedas de prata e um cinto.
12 ସେ ଲୋକଟି ଯୋୟାବକକ୍ସ୍ଟ କହିଲା, ମୁ ସେ ରାଜପକ୍ସ୍ଟତ୍ରକକ୍ସ୍ଟ ମାରି ପାରି ନ ଥାନ୍ତି, ମାେତେ ଆପଣ ଯେତେ ଧନ ଦେଲବେି। ବା 1,000 ଖଣ୍ତ ରୂପା ଦେଲେ ମଧ୍ଯ ଏକାର୍ୟ୍ଯ ଅସମ୍ଭବ। କାହିଁକି? କାରଣ ଆମ୍ଭମାନେେ ରାଜାଙ୍କର ଆଦେଶ ତକ୍ସ୍ଟମ୍ଭ ପ୍ରତି, ଅବୀଶଯ ପ୍ରତି ଓ ଇତ୍ତଯ ପ୍ରତି ଶକ୍ସ୍ଟଣିଥିଲକ୍ସ୍ଟ। ରାଜାଙ୍କର ଆଦେଶ ଥିଲା, 'ସାବଧାନ, ଅବଶା ଲୋମକକ୍ସ୍ଟ ଆଘାତ କର ନାହିଁ।'
12 Disse, porém, o homem a Joabe: Ainda que me pesassem nas mãos mil moedas de prata, não estenderia a mão contra o filho do rei, pois bem ouvimos que o rei te deu ordem a ti, a Abisai e a Itai, dizendo: Guardai-me o jovem Absalão.
13 ଯଦି ମୁ ଅବଶାଲୋମକକ୍ସ୍ଟ ହତ୍ଯା କରିଥାନ୍ତି, ରାଜା ଏକଥା ଜାଣିଥାନ୍ତେ ଏବଂ ଆପଣ ମାରେ ରକ୍ଷା କରିବାକୁ ଆସି ନଥାନ୍ତେ।
13 Se eu tivesse procedido traiçoeiramente contra a vida dele, nada disso se esconderia ao rei, e tu mesmo te oporias.
14 ଯୋୟାବ କହିଲା, ମୁ ଏଠା ରେ ତକ୍ସ୍ଟମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।
14 Então, disse Joabe: Não devo perder tempo, assim, contigo. Tomou três dardos e traspassou com eles o coração de Absalão, estando ele ainda vivo no meio do carvalho.
15 ଯୋୟାବଙ୍କର ଦଶ ଜଣ ୟକ୍ସ୍ଟବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରୁଥିଲେ। ସହେି ସୈନିକମାନେ ଅବଶା ଲୋମର ଚତକ୍ସ୍ଟପାଶର୍‌ବ ରେ ଏକତ୍ରୀତ ହାଇେ ତାକକ୍ସ୍ଟ ହତ୍ଯା କଲେ।
15 Cercaram-no dez jovens, que levavam as armas de Joabe, e feriram a Absalão, e o mataram.
16 ଯୋୟାବ ତୂରୀ ବଜାଇ ଇଶ୍ରାୟେଲୀୟମାନଙ୍କ ପଛ ରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।
16 Então, tocou Joabe a trombeta, e o povo voltou de perseguir a Israel, porque Joabe deteve o povo.
17 ତା'ପରେ ଯୋୟାବର ଲୋକମାନେ ଅବଶା ଲୋମର ମୃତ ଶରୀରକକ୍ସ୍ଟ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତ ରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକକ୍ସ୍ଟ ପଥର ପକଇେ ପୋତି ଦେଲେ।
17 Levaram Absalão, e o lançaram no bosque, numa grande cova, e levantaram sobre ele mui grande montão de pedras; todo o Israel fugiu, cada um para a sua casa.
18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକା ରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, ମାରେ ନାମକକ୍ସ୍ଟ ଜୀବିତ ରଖିବା ପାଇଁ ମାରେ ପକ୍ସ୍ଟତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ। ସହେି ନାମ ଅଦ୍ଯପି ଅବଶା ଲୋମର ସମାଧିସ୍ତକ୍ସ୍ଟପ ରହିଅଛି।
18 Ora, Absalão, quando ainda vivia, levantara para si uma coluna, que está no vale do Rei, porque dizia: Filho nenhum tenho para conservar a memória do meu nome; e deu o seu próprio nome à coluna; pelo que até hoje se chama o Monumento de Absalão.
19 ଏହାପରେ ସାଦୋକର ପକ୍ସ୍ଟତ୍ର ଅହୀମାସ ଯୋୟାବଙ୍କକ୍ସ୍ଟ କହିଲା, ମୁ ଧାଇଁବି ଏବଂ ରାଜାଙ୍କକ୍ସ୍ଟ କହିବି ଯେ, ସଦାପ୍ରଭୁ ତାଙ୍କର ଶତୃମାନଙ୍କୁ ଧ୍ବଂସ କରିଛନ୍ତି।
19 Então, disse Aimaás, filho de Zadoque: Deixa-me correr e dar notícia ao rei de que já o Senhor o vingou do poder de seus inimigos.
20 ଯୋୟାବ ଉତ୍ତର ରେ ଅହୀମାସକକ୍ସ୍ଟ କହିଲା, ନାଁ, ତୁମ୍ଭେ ଏ ସମ୍ବାଦ ଦାଉଦଙ୍କ ପାଖକକ୍ସ୍ଟ ନଇେ ୟିବା ନାହିଁ। ତୁମ୍ଭେ ଏ ସମ୍ବାଦ ଅନ୍ୟ ସମୟରେ ନଇୟିବେ। କିନ୍ତୁ ଆଜି ନବେ ନାହିଁ। କାହିଁକି? ରାଜାଙ୍କର ପକ୍ସ୍ଟତ୍ର ମରିଅଛି।
20 Mas Joabe lhe disse: Tu não serás, hoje, o portador de novas, porém outro dia o serás; hoje, não darás a nova, porque é morto o filho do rei.
21 ଏହାପରେ ଯୋୟାବ କୂଶୀଯରକ୍ସ୍ଟ ଆସିଥିବା ଲୋକକୁ କହିଲା, ତୁମ୍ଭେ ୟାଅ, ଆଉ ଯାହା ଦେଖିଛ ତାହା ରାଜାଙ୍କକ୍ସ୍ଟ କକ୍ସ୍ଟହ।
21 Disse Joabe ao etíope: Vai tu e dize ao rei o que viste. Inclinou-se a Joabe e correu.
22 କିନ୍ତୁ ସାଦୋକର ପକ୍ସ୍ଟତ୍ର ଅହୀମାସ ପକ୍ସ୍ଟନର୍ବାର ଯୋୟାବକକ୍ସ୍ଟ ଅନକ୍ସ୍ଟ ରୋଧ କଲା, ଯାହା ହେଉନା ପେଛ, ମାେତେ ମଧ୍ଯ ସଇେ କୂସୀଯମାନଙ୍କ ପଛ ରେ ଦାଉଦଙ୍କ ଆଡକକ୍ସ୍ଟ ଧାଇଁବାକକ୍ସ୍ଟ ଦିଅ।
22 Prosseguiu Aimaás, filho de Zadoque, e disse a Joabe: Seja o que for, deixa-me também correr após o etíope. Disse Joabe: Para que, agora, correrias tu, meu filho, pois não terás recompensa das novas?
23 ଅହୀମାସ ଉତ୍ତର ଦଲୋ, ଯାହା ହେଉନା କାହିଁକି ମୁ ୟିବି।
23 Seja o que for, tornou Aimaás, correrei. Então, Joabe lhe disse: Corre. Aimaás correu pelo caminho da planície e passou o etíope.
24 ଦାଉଦ ନଗରର ଦକ୍ସ୍ଟଇ ଫାଟକର ମଧିଅରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ବାର ଛାତର କାନ୍ଥ ଉପରକକ୍ସ୍ଟ ୟାଇ ଦେଖିଲା ଜଣେ ଲୋକ ଦୌଡି ଦୌଡି ଆସକ୍ସ୍ଟଅଛି।
24 Davi estava assentado entre as duas portas da entrada; subiu a sentinela ao terraço da porta sobre o muro e, levantando os olhos, viu que um homem chegava correndo só.
25 ପ୍ରହରୀଟି ରାଜା ଦାଉଦଙ୍କକ୍ସ୍ଟ କହିଲେ, ରାଜା ଦାଉଦ କହିଲେ, ଯଦି ସେ ଲୋକଜଣକ ଏକା ଆସକ୍ସ୍ଟଅଛି ତବେେ ସେ ଖବର ନଇେ ଆସିଛ।
25 Gritou, pois, a sentinela e o disse ao rei. O rei respondeu: Se vem só, traz boas notícias. E vinha andando e chegando.
26 ପ୍ରହରୀ ଆଉ ଜଣେ ଦୌଡି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ବାରପାଳକକ୍ସ୍ଟ ଡାକି କହିଲା, ଦେଖ! ଆଉ ଜଣେ ଲୋକ ଦୌଡି ଆସକ୍ସ୍ଟଅଛି।
26 Viu a sentinela outro homem que corria; então, gritou para a porta e disse: Eis que vem outro homem correndo só. Então, disse o rei: Também este traz boas-novas.
27 ପ୍ରହରୀ ଜଣକ କହିଲା, ମୁ ଭାବକ୍ସ୍ଟଛି ପ୍ରଥମ ଲୋକଟି ସାଦୋକର ପକ୍ସ୍ଟତ୍ର ଅହୀମାସ୍।
27 Disse mais a sentinela: Vejo o correr do primeiro; parece ser o correr de Aimaás, filho de Zadoque. Então, disse o rei: Este homem é de bem e trará boas-novas.
28 ଅହୀମାସ ଉଚ୍ଚସ୍ବର ରେ କହିଲା, ସବୁ ମଙ୍ଗଳ! ଅହୀମାସ ରାଜାଙ୍କ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁ ମାଡି ପ୍ରଣାମ କଲା। ଅହୀମାସ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ବରଙ୍କର ପ୍ରଶଂସା କରନ୍ତକ୍ସ୍ଟ। ମାରେ ସଦାପ୍ରଭୁ ସହେିମାନଙ୍କୁ ପରାସ୍ତ କରିଛନ୍ତି, ଯେଉଁମାନେ ରାଜାଙ୍କ ବିରକ୍ସ୍ଟଦ୍ଧ ରେ ଯାଉଥିଲେ।
28 Gritou Aimaás e disse ao rei: Paz! Inclinou-se ao rei, com o rosto em terra, e disse: Bendito seja o Senhor , teu Deus, que nos entregou os homens que levantaram a mão contra o rei, meu senhor.
29 ରାଜା ପଚାରିଲେ, ୟକ୍ସ୍ଟବକ ଅବଶା ଲୋମର ମଙ୍ଗଳ ତ?
29 Então, perguntou o rei: Vai bem o jovem Absalão? Respondeu Aimaás: Vi um grande alvoroço, quando Joabe mandou o teu servo, ó rei, porém não sei o que era.
30 ତା'ପରେ ରାଜା କହିଲେ, ଏଠାରକ୍ସ୍ଟ ପଳାଇ ଆସ ଓ କିଛି ସମୟ ଅପେକ୍ଷା କର। ଅହୀମାସ ସଠାେରକ୍ସ୍ଟ ୟାଇ ଅନ୍ୟତ୍ର ଠିଆ ହାଇେ ଅପେକ୍ଷା କଲା।
30 Disse o rei: Põe-te ao lado e espera aqui. Ele se pôs e esperou.
31 ଠିକ୍ ତା'ପରେ ସମୟରେ କୂଶୀଯ ଆସି ପହଞ୍ଚିଲା। ସେ କହିଲା, ମାରେ ପ୍ରଭକ୍ସ୍ଟ ମହାରାଜାଙ୍କ ପାଇଁ ଏକ ସକ୍ସ୍ଟସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରକ୍ସ୍ଟଦ୍ଧାଚରଣ କରୁଥିଲେ ସମାନଙ୍କେୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।
31 Chegou o etíope e disse: Boas-novas ao rei, meu senhor. Hoje, o Senhor te vingou do poder de todos os que se levantaram contra ti.
32 ରାଜା କୂଶୀଯକକ୍ସ୍ଟ ପଚାରିଲେ, ୟକ୍ସ୍ଟବକ ଅବଶା ଲୋମର ମଙ୍ଗଳ ତ?
32 Então, disse o rei ao etíope: Vai bem o jovem Absalão? Respondeu o etíope: Sejam como aquele os inimigos do rei, meu senhor, e todos os que se levantam contra ti para o mal.
33 ଏହାପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦକ୍ସ୍ଟଃଖ ରେ ଭାଙ୍ଗି ପଡିଲେ, ସେ ନଗର ଦ୍ବାର ଉପରିସ୍ଥ କୋଠରୀକକ୍ସ୍ଟ ୟାଇ କ୍ରନ୍ଦନ କଲେ। ସେ କଠାେରୀ ରେ ଏପଟରକ୍ସ୍ଟ ସପଟେ କ୍ରନ୍ଦନ କରି କରି ବକ୍ସ୍ଟଲକ୍ସ୍ଟଥାନ୍ତି। ସେ କହକ୍ସ୍ଟଥିଲେ, ହେ ମାରେ ପକ୍ସ୍ଟତ୍ର ଅବଶା ଲୋମ, ମାରେ ପକ୍ସ୍ଟତ୍ର ଅବଶା ଲୋମ, ମୁ ଆଶା କରୁଥିଲି ମୁ ତକ୍ସ୍ଟମ୍ଭ ବଦଳ ରେ ମରିଥାନ୍ତି କି! ହାୟ ମାରେ ପକ୍ସ୍ଟତ୍ର ଅବଶା ଲୋମ ମାରେ ପକ୍ସ୍ଟତ୍ର, ଅବଶାଲୋମ।
33 Então, o rei, profundamente comovido, subiu à sala que estava por cima da porta e chorou; e, andando, dizia: Meu filho Absalão, meu filho, meu filho Absalão! Quem me dera que eu morrera por ti, Absalão, meu filho, meu filho!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 18, comparar traduções ou montar um estudo — tudo direto pelo WhatsApp.