2 Samuel 21

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଦାଉଦଙ୍କ ରାଜତ୍ବ ସମୟରେ କ୍ରମାଗତ ତିନିବର୍ଷ ଧରି ଦକ୍ସ୍ଟର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଶାଉଲ ଓ ତା'ର ହତ୍ଯାକାରୀ ବଂଶ ଯୋଗକ୍ସ୍ଟ ଏପରି ହେଉଛି। ଯେ ହତେକ୍ସ୍ଟ ସେ ଗିବିଯୋନୀଯମାନଙ୍କୁ ହତ୍ଯା କରିଥିଲା।
1 Durante o reinado de Davi, houve uma fome que durou três anos. Davi consultou o Senhor, que lhe disse: "A fome veio por causa de Saul e de sua família sanguinária, por terem matado os gibeonitas".
2 ଗିବିଯୋନୀଯମାନେ ଇଶ୍ରାୟେଲୀୟ ନ ଥିଲେ। ସମାନେେ ଇ ମାରେୀଯ ବଂଶଧର ଥିଲେ। ଇଶ୍ରାୟେଲୀୟମାନେ ପ୍ରତିଜ୍ଞା କରିଥିଲେ ସମାନେେ ଗିବିଯୋନୀଯମାନଙ୍କୁ ହତ୍ଯା କରିବେ ନାହିଁ। କିନ୍ତୁ ଶାଉଲ ସମାନଙ୍କେୁ ହତ୍ଯା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇଶ୍ରାୟେଲୀୟମାନଙ୍କ ପ୍ରତି ଓ ୟିହକ୍ସ୍ଟଦାମାନଙ୍କ ପ୍ରତି ଉଦ୍ୟୋଗୀ ହାଇେ ସମାନଙ୍କେୁ ବଧ କରିବାକୁ ଚେଷ୍ଟା କରିଥିଲେ।
2 O rei então mandou chamar os gibeonitas e falou com eles. ( Os gibeonitas não eram de origem israelita, mas remanescentes dos amorreus. Os israelitas tinham feito com eles um acordo sob juramento; mas Saul, em seu zelo por Israel e Judá, havia tentado exterminá-los. )
3 ଦାଉଦ ଗିବିଯୋନୀଯମାନଙ୍କୁ କହିଲେ, ମୁ ଇଶ୍ରାୟେଲର ପାପ ଦୂର କରିବା ପାଇଁ କ'ଣ କରିପାରିବି, ଯାହା ଫଳ ରେ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?
3 Davi perguntou aos gibeonitas: "Que posso fazer por vocês? Como posso reparar o que foi feito, para que abençoem a herança do Senhor? "
4 ତହିଁରେ ଗିବିଯୋନୀଯମାନେ ରାଜାଙ୍କକ୍ସ୍ଟ କହିଲେ, ଆମ୍ଭମାନଙ୍କୁ କ୍ଷତି ପୂରଣ ଦବୋ ପାଇଁ କିମ୍ବା ତାଙ୍କ ବଂଶ ରେ ୟଥେଷ୍ଟ ସକ୍ସ୍ଟନା କି ରୂପା ନାହିଁ। କିନ୍ତୁ ଇଶ୍ରାୟେଲ ରେ କାହାକକ୍ସ୍ଟ ହତ୍ଯା କରିବାର ଅଧିକାର ଆମ୍ଭମାନଙ୍କର ନାହିଁ।
4 Os gibeonitas responderam: "Não exigimos de Saul ou de sua família prata ou ouro, nem queremos matar ninguém em Israel". Davi perguntou: "O que querem que eu faça por vocês? ",
5 ତହିଁରେ ସମାନେେ ରାଜାଙ୍କକ୍ସ୍ଟ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି, ଆମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଯୋଜନା କରିଅଛି ଯେ, ଆମ୍ଭେ ଯେପରି ନରହକ୍ସ୍ଟ ଓ ସଠାେରକ୍ସ୍ଟ ବିତାଡିତ ହେଉ।
5 e eles responderam: "Quanto ao homem que quase nos exterminou e que pretendia destruir-nos, para que não tivéssemos lugar em Israel,
6 ତାହାରି ସନ୍ତାନମାନଙ୍କ ମଧ୍ଯରକ୍ସ୍ଟ ସାତଜଣ ପୁରୁଷ ଆମ୍ଭମାନଙ୍କ ହସ୍ତ ରେ ସମର୍ପିତ ହକ୍ସ୍ଟଅନ୍ତକ୍ସ୍ଟ। ତହିଁରେ ଆମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବିଯୋନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାନଙ୍କେୁ ଟଙ୍ଗାଇ ଦବୋ।
6 que sete descendentes dele sejam executados perante o Senhor, em Gibeá de Saul, no monte do Senhor". "Eu os entregarei a vocês", disse o rei.
7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।
7 O rei poupou Mefibosete, filho de Jônatas e neto de Saul, por causa do juramento feito perante o Senhor entre Davi e Jônatas, filho de Saul.
8 କିନ୍ତୁ ସେ ସମାନଙ୍କେୁ ଶାଉଲର ଦକ୍ସ୍ଟଇ ପକ୍ସ୍ଟତ୍ର ଅମୌଣି ଓ ମଫୀବୋଶତ୍କକ୍ସ୍ଟ ଦେଲେ, ଯାହାର ମାତା ଅଯାର କନ୍ଯା ରିପ୍ସା ଥିଲେ। ସେ ମଧ୍ଯ ସମାନଙ୍କେୁ ମରୋବଙ୍କର ପାଞ୍ଚପକ୍ସ୍ଟତ୍ର ଦେଲେ। ମରୋବ ଦାଉଦଙ୍କର କନ୍ଯା ୟିଏକି ମହୋଲ୍ଲାର ବର୍ସିଲ୍ଲଯର ପକ୍ସ୍ଟତ୍ର ଅଦ୍ରୀଯଲକେକ୍ସ୍ଟ ବିବାହ କରିଥିଲେ।
8 Mas o rei mandou buscar Armoni e Mefibosete, dois filhos de Rispa, filha de Aiá, que ela teve com Saul, e os cinco filhos de Merabe, filha de Saul, que ela teve com Adriel, filho de Barzilai, de Meolá.
9 ସମାନଙ୍କେୁ ରାଜା ଗିବିଯୋନୀଯମାନଙ୍କ ହସ୍ତ ରେ ସମର୍ପଣ କଲେ। ତହକ୍ସ୍ଟଁ ସମାନେେ ପର୍ବତ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେୁ ଟାଙ୍ଗି ଦେଲେ, ପକ୍ସ୍ଟଣି ସେ ସାତଜଣ ୟାକ ଏକା ବେଳେ ମରା ପଡିଲେ। ସମାନେେ ପ୍ରଥମ ଶସ୍ଯଛଦନେ ସମୟରେ ଅର୍ଥାତ୍ ୟବ ଛଦନରେ ଆରମ୍ଭ ସମୟରେ ହତ ହେଲେ।
9 Ele os entregou aos gibeonitas, que os executaram no monte, perante o Senhor. Os sete foram mortos ao mesmo tempo, nos primeiros dias da colheita de cevada.
10 ବର୍ତ୍ତମାନ ଅଯାର କନ୍ଯା ରିସ୍ପା ଅଖା ନଇେ ଶସ୍ଯ ଅମଳ ଋତକ୍ସ୍ଟର ଆରମ୍ଭରକ୍ସ୍ଟ ବର୍ଷା ହବୋ ପର୍ୟ୍ଯନ୍ତ ସହେି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା। ସେ ଦିନରାତି ସହେି ଶରୀରଗୁଡିକୁ ଜଗିବାକକ୍ସ୍ଟ ସଠାେରେ ରହିଲା। ଆଉ ସେ ଦିନ ବେଳେ ଆକାଶ ପକ୍ଷୀଗଣକକ୍ସ୍ଟ ସମାନଙ୍କେ ଉପରେ ବସିବାକକ୍ସ୍ଟ କିଅବା ରାତ୍ରି ବେଳେ ବନପଶକ୍ସ୍ଟଗଣକକ୍ସ୍ଟ ଆସିବାକକ୍ସ୍ଟ ଦଲୋ ନାହିଁ।
10 Então Rispa, filha de Aiá, pegou um pano de saco e o estendeu para si sobre uma rocha. Desde o início da colheita até cair chuva do céu sobre os corpos, ela não deixou que as aves de rapina os tocassem de dia, nem os animais selvagens à noite.
11 ଏଥି ରେ ଶାଉଲଙ୍କର ଉପପତ୍ନୀ ଅଯାର କନ୍ଯା ରିସ୍ପାର ଏହି କର୍ମ ଦାଉଦଙ୍କକ୍ସ୍ଟ ଜ୍ଞାତ କରାଗଲା।
11 Quando Davi foi informado do que Rispa, filha de Aiá, concubina de Saul, havia feito,
12 ସେତବେେଳେ ଦାଉଦ ୟାଇ ୟାବେଶ୍-ଗିଲିଯଦ ନିବାସୀମାନଙ୍କ ନିକଟରକ୍ସ୍ଟ ଶାଉଲଙ୍କର ଅସ୍ଥି ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ନେଲେ। କାରଣ ଗିଲ୍ବୋଯ ରେ ପଲେଷ୍ଟଯୀମାନେ ଶାଉଲଙ୍କକ୍ସ୍ଟ ବଧ କରିବା ଦିନ ସମାନଙ୍କେ ଶବ ପଲେଷ୍ଟୀୟମାନଙ୍କ ଦ୍ବାରା ବୈଥ୍ଶାନ ଛକରେ ଟଙ୍ଗାଗଲା ଉତ୍ତା ରେ ୟାବେଶ୍- ଗିଲିଯଦୀଯମାନେ ସହେି ସ୍ଥାନରକ୍ସ୍ଟ ତାହା ଗ୍ଭରେି କରି ନଇେଥିଲେ।
12 ele mandou recolher os ossos de Saul e de Jônatas, tomando-os dos cidadãos de Jabes-Gileade. ( Eles haviam roubado os ossos da praça de Bete-Seã, onde os filisteus os tinham pendurado, no dia em que mataram Saul no monte Gilboa. )
13 ଏ ନିମନ୍ତେ ସେ ସଠାେରକ୍ସ୍ଟ ଶାଉଲଙ୍କର ଅସ୍ଥି ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ଆଣିଲା, ପକ୍ସ୍ଟଣି ଲୋକମାନେ ଟଙ୍ଗାୟିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
13 Davi trouxe de lá os ossos de Saul e de seu filho Jônatas, que foram recolhidos dentre os ossos dos que haviam sido executados.
14 ଏହାପରେ ସମାନେେ ଶାଉଲଙ୍କର ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ବିନ୍ଯାମୀନ ଦେଶସ୍ଥ ସେଲା ରେ ତାହାର ପିତା କୀଶର କବର ମଧିଅରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁପରେ ପରମେଶ୍ବର ପ୍ରାର୍ଥନା ଶକ୍ସ୍ଟଣି ଦେଶପ୍ରତି ପ୍ରସନ୍ନ ହେଲେ।
14 Enterraram os ossos de Saul e de Jônatas no túmulo de Quis, pai de Saul, em Zela, na terra de Benjamim, e fizeram tudo o que o rei ordenou. Depois disso, Deus respondeu as orações em favor da terra de Israel.
15 ଏହାପରେ ପଲେଷ୍ଟୀୟମାନଙ୍କର ଇଶ୍ରାୟେଲ ସହିତ ପକ୍ସ୍ଟନର୍ବାର ୟକ୍ସ୍ଟଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ୟାଇ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଲାନ୍ତ ହେଲେ।
15 Houve, ainda, outra batalha entre os filisteus e Israel; Davi e seus soldados foram lutar contra os filisteus. Davi se cansou muito,
16 ସେ ସମୟ ଇଶ୍ବୀବନୋବ୍ ନାମ ରେ ତିନିଶ ଶକେଲ ପରିମିତି ପିତ୍ତଳମଯ ବର୍ଚ୍ଛାଧାରୀ ଦୀର୍ଘକାଯ ବଂଶ ଜାତ ଜଣେ ନୂତନ ଖଡ୍ଗ ରେ ସସଜ୍ଜ ହାଇେ ଦାଉଦଙ୍କକ୍ସ୍ଟ ହତ୍ଯା କରିବାକୁ ଚେଷ୍ଟା କଲା।
16 e Isbi-Benobe, descendente de Rafa, prometeu matar Davi. ( A ponta de bronze da lança de Isbi-Benobe pesava três quilos e seiscentos gramas, e ele ainda estava armado com uma espada nova. )
17 ସରକ୍ସ୍ଟଯାର ପକ୍ସ୍ଟତ୍ର ଅବୀଶଯ ଦାଉଦଙ୍କର ସାହାୟ୍ଯ କଲା ଓ ସହେି ପଲେଷ୍ଟୀୟକକ୍ସ୍ଟ ଆଘାତ କରି ବଧ କଲା।
17 Mas Abisai, filho de Zeruia, foi em socorro de Davi e matou o filisteu. Então os soldados de Davi lhe juraram, dizendo: "Nunca mais sairás conosco à guerra, para que não apagues a lâmpada de Israel".
18 ଏହାପରେ ପକ୍ସ୍ଟଣିଥରେ ଗୋବ ରେ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ ହେଲା, ତହିଁରେ ହୂଶାତୀଯ ସଦ୍ଦଖଯ ଦୀର୍ଘ୍ଯକାଯ ବଂଶଜାତ ସଫକକ୍ସ୍ଟ ବଧ କଲା।
18 Houve depois outra batalha com os filisteus, em Gobe. Naquela ocasião Sibecai, de Husate, matou Safe, um dos descendentes de Rafa.
19 ଏହାପରେ ପକ୍ସ୍ଟନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ ରେ ୟକ୍ସ୍ଟଦ୍ଧ ହେଲା। ସେଥି ରେ ବୈଥ୍ଲହମେୀଯ ୟା ରେ-ଓରଗୀମର ପକ୍ସ୍ଟତ୍ର ଇଲ୍ହାନନ୍ ତନ୍ତି ନରାଜ ତକ୍ସ୍ଟଲ୍ଯ ବର୍ଚ୍ଛାଧାରୀ ଗାଥୀଯ ଗଲିଯାତକକ୍ସ୍ଟ ବଧ କଲା।
19 Noutra batalha contra os filisteus em Gobe, Elanã, filho de Jaaré-Oregim, de Belém, matou Golias, de Gate, que possuía uma lança cuja haste parecia uma lançadeira de tecelão.
20 ଏହାପରେ ପକ୍ସ୍ଟଣି ଥରେ ଗାଥରେ ୟକ୍ସ୍ଟଦ୍ଧ ହେଲା, ସଠାେରେ ଅତି ଦୀର୍ଘକାଯ ପକ୍ସ୍ଟଣି ପ୍ରତି ହସ୍ତ ପାଦ ରେ ଛଅ ଛଅ ଅଙ୍ଗକ୍ସ୍ଟଳି, ସର୍ବସକ୍ସ୍ଟଦ୍ଧା ଚବିଶ ଅଙ୍ଗକ୍ସ୍ଟଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ଯ ଦୀର୍ଘକାଯ ବଂଶଜାତ।
20 Noutra batalha, em Gate, havia um homem de grande estatura e que tinha seis dedos em cada mão e seis dedos em cada pé, vinte e quatro dedos ao todo. Ele também era descendente de Rafa,
21 ପକ୍ସ୍ଟଣି ସେ ଇଶ୍ରାୟେଲକକ୍ସ୍ଟ ତକ୍ସ୍ଟଚ୍ଛ କରନ୍ତେ ଦାଉଦଙ୍କର ଭ୍ରାତା ଶିମିଯିର ପକ୍ସ୍ଟତ୍ର ଯୋନାଥନ ତାହାକକ୍ସ୍ଟ ବଧ କଲା।
21 e desafiou Israel, mas Jônatas, filho de Siméia, irmão de Davi, o matou.
22 ଏହି ଗ୍ଭରିଜଣ ଗାଥରେ ଦୀର୍ଘକାଯ ବଂଶ ରେ ଜନ୍ମି ଥିଲେ, ଏବଂ ସମାନେେ ଦାଉଦଙ୍କ ହସ୍ତ ରେ ଓ ତାଙ୍କର ଲୋକମାନଙ୍କ ହସ୍ତ ରେ ହତ ହେଲେ।
22 Esses quatro eram descendentes de Rafa, em Gate, e foram mortos por Davi e seus soldados.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 21, comparar traduções ou montar um estudo — tudo direto pelo WhatsApp.