2 Samuel 6

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଦାଉଦ ଆଉ ଥରେ ବଛା ବଛା 30,000 ୈସନ୍ଯମାନଙ୍କୁ ଇଶ୍ରାୟେଲ ରେ ଏକତ୍ରୀତ କଲେ।
1 Mais uma vez Davi reuniu os melhores soldados de Israel, num total de trinta mil homens.
2 ଦାଉଦ ଏବଂ ତାଙ୍କର ଲୋକମାନେ ୟକ୍ସ୍ଟହକ୍ସ୍ଟଦା ରେ ବାଲିକକ୍ସ୍ଟ ଗଲେ। ସମାନେେ ବାଲିର ୟିହକ୍ସ୍ଟଦାଠାରକ୍ସ୍ଟ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକ ଯିରୁଶାଲମକୁ ଆଣିବାକକ୍ସ୍ଟ ଗଲେ। ସହେି ପବିତ୍ର ସିନ୍ଦକ୍ସ୍ଟକ ସଦାପ୍ରଭୁଙ୍କର ସିଂହାସନ ତକ୍ସ୍ଟଲ୍ଯ ଥିଲା। ସହେି ପବିତ୍ର ସିନ୍ଦକ୍ସ୍ଟକ ଉପରେ କିରକ୍ସ୍ଟବ ଦୂତମାନଙ୍କର ପ୍ରତିମୂର୍ତ୍ତୀମାନ ଥିଲା ଏବଂ ସଦାପ୍ରଭୁ ସମାନଙ୍କେ ଉପରେ ବସକ୍ସ୍ଟଥିଲେ।
2 Levou-os à cidade de Baalá, em Judá, para pegarem a arca da aliança , que tem o nome do Senhor Todo-Poderoso, que se assenta no seu trono, entre os querubins .
3 ଦାଉଦର ଲୋକମାନେ ସହେି ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅବୀନାଦବର ଗୃହରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସଇେ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସମାନେେ ଏହି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଏକ ନୂଆ ଶଗଡ ରେ ଲଦିଲେ ଏବଂ ଅବୀନାଦବର ପକ୍ସ୍ଟତ୍ର ଉଷ ଅହୀୟୋ ସହେି ନୂଆ ଶଗଡକକ୍ସ୍ଟ ଚଲଇେଲେ।
3 Colocaram a arca num carro de bois, novo, e a tiraram da casa de Abinadabe, que ficava num monte. Uzá e Aiô, filhos de Abinadabe, guiavam o carro
4 ସମାନେେ ପର୍ବତସ୍ଥ ଶିର୍ଷଦେଶ ରେ ଅବୀନାଦବର ଗୃହରକ୍ସ୍ଟ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆଣିଲେ ଓ ଉଷ ପବିତ୍ର ସିନ୍ଦକ୍ସ୍ଟକ ପାଶର୍‌ବ ରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦକ୍ସ୍ଟକ ଆଗେ ଆଗେ ଗ୍ଭଲିଲା।
4 que carregava a arca. Aiô caminhava na frente.
5 ଦାଉଦ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗ ରେ ଦବଦୋରକ୍ସ୍ଟ କାଠ ରେ ତିଆରି ନାନା ପ୍ରକାର ବାଦ୍ଯୟନ୍ତ୍ର ବୀଣା ଓ ନବେଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନିଚକ୍ସ୍ଟ ଥିଲେ।
5 Davi e todos os israelitas dançavam e cantavam com todas as suas forças em louvor a Deus, o Senhor . Eles tocavam harpas , liras , tambores, castanholas e pratos.
6 ସମାନେେ ନାଖାନେ ନାମକ ଶସ୍ଯ ମର୍ଦ୍ଦନ ସ୍ଥାନ ରେ ପହଁଞ୍ଚିଲେ। ବଳଦମାନେ ଅମଣା ହବୋରକ୍ସ୍ଟ ଉଷ ହସ୍ତ ବଢାଇ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରି ନେଲେ।
6 Quando chegaram ao campo de descascar cereais que pertencia a Nacom, os bois tropeçaram. Então Uzá estendeu a mão e segurou a arca da aliança.
7 ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରକ୍ସ୍ଟ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ପାଖ ରେ ମୃତକ୍ସ୍ଟ୍ଯବରଣ କଲେ।
7 O Senhor Deus ficou irado com Uzá, por sua falta de respeito, e o matou. E Uzá morreu ali, ao lado da arca.
8 ସଦାପ୍ରଭୁ ଉଷକକ୍ସ୍ଟ ମାରି ଦଇେଥିବାରକ୍ସ୍ଟ ଦାଉଦ ବ୍ଯତିବ୍ଯସ୍ତ ହେଲ ଓ ସହେି ସ୍ଥାନର ନାମ ପରେସଉଷ ରଖିଲେ। ଆଜି ପର୍ୟ୍ଯନ୍ତ ସହେି ସ୍ଥାନର ନାମ ପରେସ୍ଉଷ ରହିଅଛି।
8 Davi ficou furioso porque o Senhor , na sua ira, havia castigado Uzá; assim até hoje aquele lugar é chamado de Peres-Uzá .
9 ସହେି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, ମୁ କିପରି ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ମାେ ପାଖକକ୍ସ୍ଟ ଆଣିବି।
9 Então Davi ficou com medo de Deus, o Senhor , e disse: — E agora como é que poderei levar comigo a arca da aliança?
10 ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିଲେ ନାହିଁ। ଦାଉଦ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଗାଥର ଓବଦଇଦେୋମର ଗୃହ ରେ ରଖିଲେ।
10 Assim Davi resolveu não levar a arca para a sua cidade de Jerusalém; em vez disso, ele mudou de direção e a levou para a casa de Obede-Edom, que era da cidade de Gate.
11 ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସଠାେରେ ତିନିମାସ ରହିଲା। ସଦାପ୍ରଭୁ ଓବଦଇଦେୋମ ଓ ତାଙ୍କର ପରିବାରକକ୍ସ୍ଟ ଆଶିର୍ବାଦ କଲେ।
11 A arca da aliança ficou ali três meses, e o Senhor abençoou Obede-Edom e a sua família.
12 ତା'ପରେ ଲୋକମାନେ ଦାଉଦକକ୍ସ୍ଟ କହିଲେ, ଓବଦଇଦେୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶିର୍ବାଦ ପାଇଛନ୍ତି କାରଣ ସଠାେରେ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଅଛି। ତେଣୁ ଦାଉଦ ଓବଦଇଦେୋମଙ୍କ ଘରକ୍ସ୍ଟ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିବାକକ୍ସ୍ଟ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହାଇେ ଏହା କଲେ।
12 O rei Davi soube que, por causa da arca, o Senhor havia abençoado a família de Obede-Edom e tudo o que ele tinha. Então tirou a arca da casa de Obede-Edom e, com uma grande festa, a levou para a Cidade de Davi .
13 ଯେଉଁ ଲୋକମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହିଥିଲେ ସମାନେେ ଛଅ ପାହକ୍ସ୍ଟଣ୍ତ ଆସିଲା ପରେ ସଠାେରେ ଅଟକିଲେ ଓ ଦାଉଦ ସଠାେରେ ଏକ ଗୋରୁ ବଳି ଦେଲେ ଓ ଏକ ମାଟୋ ବାଛକ୍ସ୍ଟରୀ ମଧ୍ଯ ବଳି ଦେଲେ।
13 Depois que os homens que carregavam a arca deram seis passos, Davi ofereceu a Deus em sacrifício um touro e um bezerro gordo.
14 ଦାଉଦ ଏକ ଶକ୍ସ୍ଟକ୍କ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ତାଙ୍କର ସମସ୍ତ ସାମର୍ଥ୍ଯ ସହ ନାଚକ୍ସ୍ଟଥିଲେ।
14 Davi, vestindo um manto sacerdotal de linho, dançou com todo o entusiasmo em louvor a Deus, o Senhor .
15 ଏହିପରି ଭାବରେ ଦାଉଦ ଓ ଇଶ୍ରାୟେଲୀୟମାନେ ଆନନ୍ଦ ଉଲ୍ଲାସ ରେ ଜଯଧ୍ବନୀ କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଗର ମଧ୍ଯକକ୍ସ୍ଟ ନଇେ ଆସିଲେ।
15 E assim ele e todos os israelitas levaram a arca da aliança para Jerusalém, com gritos de alegria e sons de trombetas.
16 ଶାଉଲଙ୍କ ଝିଅ ମୀଖଲ ଝରକା ରେ ଗ୍ଭହିଁ ଥିଲେ। ଯେତବେେଳେ ସେ ଦେଖିଲେ, ପବିତ୍ର ସିନ୍ଦକ୍ସ୍ଟକ ଦାଉଦ ନଗରକକ୍ସ୍ଟ ଆସିଲା, ଏବଂ ସେ ଯେତବେେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ନାଚକ୍ସ୍ଟଛନ୍ତି, ସେ ବ୍ଯତିବ୍ଯସ୍ତ ହେଲେ। ସେ ହୃଦଯ ରେ ତାଙ୍କୁ ତକ୍ସ୍ଟଚ୍ଛ ବୋଲି ଭାବିବାକକ୍ସ୍ଟ ଲାଗିଲେ।
16 Quando a arca estava entrando na cidade, Mical, filha de Saul, olhou pela janela, viu o rei Davi pulando e dançando em louvor ao Senhor . Então sentiu por ele um profundo desprezo.
17 ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
17 Levaram a arca e a colocaram no seu lugar, na barraca que Davi tinha preparado para ela. Então ele ofereceu a Deus, o Senhor , sacrifícios que foram completamente queimados e ofertas de paz.
18 ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
18 Quando acabou de oferecer os sacrifícios e as ofertas, Davi abençoou o povo em nome do Senhor Todo-Poderoso.
19 ଦାଉଦ ମଧ୍ଯ ଇଶ୍ରାୟେଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶକ୍ସ୍ଟଷ୍କ ଦ୍ରାକ୍ଷା ଦେଲେ ଓ ତା'ପରେ ଲୋକମାନେ ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।
19 Depois deu a cada homem e a cada mulher de Israel um pão, um pedaço de carne assada e passas. Em seguida todos foram para casa.
20 ଦାଉଦ ଆଶୀର୍ବାଦ ଦବୋକକ୍ସ୍ଟ ନିଜର ଘରକକ୍ସ୍ଟ ଗଲେ, କିନ୍ତୁ ଶାଉଲଙ୍କ କନ୍ଯା ମୀଖଲ ବାହାରକକ୍ସ୍ଟ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, ଆଜି ଇଶ୍ରାୟେଲର ରାଜା ନିଜକକ୍ସ୍ଟ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମକ୍ସ୍ଟଖ ରେ ଲକ୍ସ୍ଟଗା କାଢି ପକାଇଲେ। ତୁମ୍ଭେ ଜଣେ ନିର୍ ବୋଧପରି କାର୍ୟ୍ଯ କଲ, ୟିଏ ନିଜର ବସ୍ତ୍ର ବିନା ଲଜ୍ଜା ରେ କାଢି ପକାଏ।
20 Davi voltou para casa a fim de estar com a sua família, e Mical, filha de Saul, saiu para encontrá-lo. Ela disse: — Que bela figura fez hoje o rei de Israel! Parecia um sem-vergonha, mostrando o corpo para as empregadas dos seus funcionários!
21 ତା'ପରେ ଦାଉଦ ମୀଖଲକକ୍ସ୍ଟ କହିଲେ, ତାହାତ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହେଲା। ସତେ ତକ୍ସ୍ଟମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇଶ୍ରାୟେଲ ଉପରେ ଅଗ୍ରଣୀ ରୂପେ ନିୟକ୍ସ୍ଟକ୍ତି କରିବାକୁ ମାେତେ ମନୋନୀତ କରିଛନ୍ତି। ଏହି ହତେକ୍ସ୍ଟ ମୁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବି।
21 Davi respondeu: — Eu estava dançando em louvor ao
22 ମୁ ଏପରିକି ଏହାଠାରକ୍ସ୍ଟ ଆହକ୍ସ୍ଟରି ମର୍ୟ୍ଯାଦାହୀନ ଓ ନିଜକକ୍ସ୍ଟ ଅପମାନିତ କରିବି। ତା'ପରେ ତୁମ୍ଭମାନେେ ଯେଉଁ ଦାସୀମାନଙ୍କ ବିଷଯ ରେ କହିଲ, ମାେତେ ସମ୍ମାନ କରିବେ ଓ ମାେ ପାଇଁ ଗର୍ବ ଅନକ୍ସ୍ଟଭବ କରିବେ।
22 e me humilharei ainda mais diante dele. Você pode pensar que eu não sou nada, mas aquelas moças de quem você falou vão me dar muito valor!
23 ଏହି ଯୋଗୁ ଶାଉଲଙ୍କର କନ୍ଯା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତକ୍ସ୍ଟ୍ଯ ପର୍ୟ୍ଯନ୍ତ ନିସନ୍ତାନ ଥିଲେ।
23 E Mical, filha de Saul, nunca teve filhos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 6, comparar traduções ou montar um estudo — tudo direto pelo WhatsApp.