2 Samuel 7
Oriya Bible (GL_ORIYA) vs NTLH
1 ଏହାପରେ ଦାଉଦ, ଯେତବେେଳେ ନୂତନ ଗୃହକକ୍ସ୍ଟ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତକ୍ସ୍ଟର୍ଦ୍ଦିଗସ୍ଥିତ ଶତୃମାନଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ।
1 O rei Davi conseguiu controlar completamente o seu reino, e o Senhor Deus o livrou de todos os seus inimigos.
2 ରାଜା ଦାଉଦ ଭବିଷ୍ଯଦ୍ବକ୍ତା ନାଥନଙ୍କକ୍ସ୍ଟ କହିଲେ, ଦେଖ ମୁ ଏବେ ଏରସ ନିର୍ମିତ କାଠ ଘ ରେ ବାସ କରୁଅଛି କିନ୍ତୁ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ସହେି ତମ୍ବୁ ତଳେ ରହି ଅଛି। ଆମ୍ଭମାନେେ ପବିତ୍ର ସିନ୍ଦକ୍ସ୍ଟକ ପାଇଁ ଏକ ସକ୍ସ୍ଟନ୍ଦର ପ୍ରସାଦ ତିଆରି କରିବା କଥା।
2 Um dia Davi disse ao profeta Natã: — Veja só! Aqui estou eu, morando numa casa revestida de madeira de cedro, enquanto a
3 ନାଥନ ରାଜା ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭର ଯାହା ଇଛା ତାହା କର, କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ସହିତ ଅଛନ୍ତି।
3 Natã respondeu: — Faça tudo o que quiser porque o
4 କିନ୍ତୁ ସହେି ରାତ୍ରି ରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକକ୍ସ୍ଟ ଆସିଲା: ଏହା ଥିଲା,
4 Mas naquela noite o Senhor disse a Natã:
5 ତୁମ୍ଭେ ୟାଅ ଓ ମାରେ ଦାସ ଦାଉଦଙ୍କକ୍ସ୍ଟ କକ୍ସ୍ଟହ, 'ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମାରେ ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଦିଷ୍ଟ ବ୍ଯକ୍ତି ନକ୍ସ୍ଟହଁ।
5 — Vá e diga ao meu servo Davi que eu mandei dizer o seguinte: “Não é você a pessoa que deve construir um templo para eu morar nele.
6 ମୁ ଇଶ୍ରାୟେଲୀୟ ସନ୍ତାନଗଣକକ୍ସ୍ଟ ମିଶରରକ୍ସ୍ଟ ବାହାର କରିଆଣିବାଠାରକ୍ସ୍ଟ ଆଜି ପର୍ୟ୍ଯନ୍ତ କୌଣସି ଗୃହ ରେ ବାସ କରି ନାହିଁ। ମାତ୍ର ମୁ ଏକ ତମ୍ବୁ ମଧିଅରେ ୟାତାଯତ କଲି।
6 Desde que tirei do Egito o povo de Israel e até hoje, eu não tenho morado em nenhum templo. Tenho viajado morando numa barraca.
7 ମୁ ସମକ୍ସ୍ଟଦାଯ ଇଶ୍ରାୟେଲ ସନ୍ତାନ ସହିତ ଯେ ସବୁ ସ୍ଥାନକକ୍ସ୍ଟ ଗମନାଗମନ କଲି, ମୁ ମାରେ ଇଶ୍ରାୟେଲର ଏହିପରି କୌଣସି ପରିବାରବର୍ଗ ମାେ ପାଇଁ ଏରସ କାଠ ରେ ଏକ ସକ୍ସ୍ଟନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।'
7 Em todas as minhas viagens com o povo de Israel, nunca perguntei aos líderes que escolhi por que razão eles não construíram para mim um templo revestido de cedro.”
8 ତେଣୁ ଏବେ ତୁମ୍ଭେ ମାେ ଦାସ ଦାଉଦକକ୍ସ୍ଟ ଏପରି କକ୍ସ୍ଟହ, 'ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମିଁ ତୁମ୍ଭମାନଙ୍କୁ ଆଣିଲି। ଯେତବେେଳେ ତୁମ୍ଭମାନେେ ଗ୍ଭରଣ ଭୂମିରେ ମଷେପଲଗକ୍ସ୍ଟଡିକ ପଛ ରେ ଅନକ୍ସ୍ଟସରଣ କରୁଥିଲ। ମୁ ତୁମ୍ଭମାନଙ୍କୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନଇେ ଆସିଲି।
8 Portanto, diga ao meu servo Davi que eu, o Senhor Todo-Poderoso, digo o seguinte: “Eu tirei você do trabalho de cuidar de ovelhas nos campos, para que governasse o meu povo de Israel.
9 ଏହାପରେ ତୁମ୍ଭେ ଯେଉଁ ସ୍ଥାନକକ୍ସ୍ଟ ଗଲ, ମୁ ତୁମ୍ଭର ସହିତ ଗଲି ଓ ତୁମ୍ଭର ସମସ୍ତ ଶତୃମାନଙ୍କୁ ଧ୍ବଂସ କଲି ଏବଂ ମୁ ତୁମ୍ଭକୁ ପୃଥିବୀର ବିଖ୍ଯାତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ କରିବି।
9 Estive com você em todos os lugares por onde tem ido e, conforme você foi avançando, eu o defendi de todos os seus inimigos. Eu farei com que você seja famoso, tão famoso quanto os maiores líderes do mundo. Escolhi um lugar para o meu povo de Israel e o fiz morar ali, onde eles viverão em paz. Desde que entraram nesta terra, eles têm sido atacados por povos violentos, mas isso não acontecerá mais. Eu prometo que livrarei você de todos os seus inimigos e que lhe darei descendentes.
10 ମୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସଠାେରେ ସମାନଙ୍କେୁ ସ୍ଥାପିତ କଲି। ଏବଂ ସମାନଙ୍କେୁ ଗୋଟିଏ ସ୍ଥାନରକ୍ସ୍ଟ ଅନ୍ୟ ଗୋଟିଏ ସ୍ଥାନକକ୍ସ୍ଟ ୟିବାକକ୍ସ୍ଟ ପଡିବ ନାହିଁ। ପୂର୍ବରକ୍ସ୍ଟ ମୁ ବିଗ୍ଭରକଗଣଙ୍କକ୍ସ୍ଟ ପଠାଇ ଅଛି। ଅତୀତ ରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସକ୍ସ୍ଟବିଧା ରେ ପକାଉଥିଲେ, କିନ୍ତୁ ତାହା ଆଉ କବେେ ହବେନାହିଁ।
10 — ausente —
11 ପରମେଶ୍ବର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କଠାରକ୍ସ୍ଟ ଆଶ୍ବସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରକ୍ସ୍ଟ ଓ ପରିବାରରକ୍ସ୍ଟ ରାଜାଗଣ କରିବେ
11 — ausente —
12 ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।
12 E, quando você morrer e for sepultado ao lado dos seus antepassados, eu colocarei um dos seus filhos como rei e tornarei forte o reino dele.
13 ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
13 Será ele quem construirá um templo para mim, e eu farei com que os seus descendentes governem para sempre.
14 ମୁ ତା'ର ପିତା ହବେି ଓ ସେ ମାରେ ପକ୍ସ୍ଟତ୍ର ହବେ। ଯେତବେେଳେ ସେ ପାପ କରେ ମୁ ତାକକ୍ସ୍ଟ ଦଣ୍ତ ଦବେି, ଯେପରି ଲୋକମାନେ ସମାନଙ୍କେର ପକ୍ସ୍ଟତ୍ରମାନଙ୍କୁ ଦଣ୍ତ ଦିଅନ୍ତି।
14 Eu serei o pai dele, e ele será meu filho. Quando ele errar, eu o castigarei como um pai castiga seu filho.
15 ମୁ କବେେ ତା' ପ୍ରତି ମାରେ କରୁଣା ଓ ପ୍ ରମେ ବନ୍ଦ କରିବି ନାହିଁ। ମୁ ଶାଉଲଠାରକ୍ସ୍ଟ ମାରେ ପ୍ ରମେ ଓ କରୁଣା କଲି, କିନ୍ତୁ ମୁ ତୁମ୍ଭକୁ ସପରେି କରିବି ନାହିଁ।
15 Porém não retirarei dele o meu amor, como fiz com Saul, para que você pudesse ser rei.
16 ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।
16 Você sempre terá descendentes, e eu farei com que o seu reino dure para sempre. E a sua descendência real nunca terminará.”
17 ନାଥନ ଏ ସମସ୍ତ ବାକ୍ଯ ଦର୍ଶନ ଅନକ୍ସ୍ଟସା ରେ ସେ ପରମେଶ୍ବରଙ୍କର ବାକ୍ଯଗକ୍ସ୍ଟଡିକ ଅନକ୍ସ୍ଟସା ରେ ଦାଉଦଙ୍କକ୍ସ୍ଟ କହିଲେ।
17 E Natã contou a Davi tudo o que Deus lhe havia revelado.
18 ଦାଉଦ କହିଲା, ସଦାପ୍ରଭୁ ମାରେ ପ୍ରଭକ୍ସ୍ଟ, କାହିଁକି ମୁ ତକ୍ସ୍ଟମ୍ଭ ପକ୍ଷ ରେ ଏତେ ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ? କାହିଁକି ମାରେପରିବାର ଏତେ ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ? କାହିଁକି ମାେତେ ଏତେ ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ କରିଛ?
18 O rei Davi entrou na barraca, sentou-se e orou assim: — Ó
19 ସଦାପ୍ରଭୁ ମାରେ ମୂନିବ, କବଳେ ମୁ ଜଣେ ତୁମ୍ଭର ସବେକ। ତଥାପି ତୁମ୍ଭେ ମାରେ ଭବିଷ୍ଯତ ବଂଶଧର ପ୍ରତି ଏହି ସହାନକ୍ସ୍ଟଭକ୍ସ୍ଟତି ବାକ୍ଯ କହିଲ। ସଦାପ୍ରଭୁ ମାରେ ପ୍ରଭକ୍ସ୍ଟ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କକ୍ସ୍ଟହନାହଁ। କକ୍ସ୍ଟହ କି?
19 E, como se as bênçãos do passado ainda fossem poucas, agora estás fazendo promessas a respeito dos meus descendentes no futuro. E deixaste um homem ver isso, ó Senhor , meu Deus!
20 ଏଣୁ ଦାଉଦ ତୁମ୍ଭକୁ ଆଉ କ'ଣ କହିପା ରେ? କାରଣ ହେ ପ୍ରଭକ୍ସ୍ଟ, ତୁମ୍ଭେ ଆପଣା ଦାସକକ୍ସ୍ଟ ଜାଣକ୍ସ୍ଟ ଅଛ।
20 O que mais posso te dizer? Tu me conheces, pois sou teu servo .
21 ତୁମ୍ଭେ ତୁମ୍ଭର ସବେକ ପାଇଁ ଏହିସବୁ ମହାନ କାର୍ୟ୍ଯ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷଯ ଜାଣିବା ନିମନ୍ତେ ମାେତେ ନିର୍ଦ୍ଧାରଣ କରିଅଛ।
21 Era o teu desejo e propósito fazer isso; e tu me deixaste saber de todas essas grandes coisas.
22 ହେ! ପରମେଶ୍ବର, ତୁମ୍ଭେ ମହାନ। ତକ୍ସ୍ଟମ୍ଭପରି ଅନ୍ୟ କହେି ନକ୍ସ୍ଟ ହେଁ। ତକ୍ସ୍ଟମ୍ଭ ବ୍ଯତୀତ ଅନ୍ୟ ପରମେଶ୍ବର କହେି ନକ୍ସ୍ଟହଁନ୍ତି। ଆମ୍ଭେ ତାହା ଜାଣକ୍ସ୍ଟ, ଯେ ହତେକ୍ସ୍ଟ ଆମ୍ଭମାନେେ ତୁମ୍ଭର କାର୍ୟ୍ଯକଳାପ ବିଷଯ ରେ ଶକ୍ସ୍ଟଣିଅଛକ୍ସ୍ଟ।
22 Como és grande, ó Senhor , nosso Deus! Não há ninguém igual a ti; como temos ouvido dizer, somente tu és Deus; não existe outro.
23 ତୁମ୍ଭର ଇଶ୍ରାୟେଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସମାନେେ ଗୋଟିଏ ବିଶଷେ ଲୋକ ଅଟନ୍ତି। ସଦାପ୍ରଭୁ ସମାନଙ୍କେୁ ମିଶରର ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରି ଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସମାନଙ୍କେ ପାଇଁ ମହତ କର୍ମ ଓ ତକ୍ସ୍ଟମ୍ଭ ଦେଶ ପାଇଁ ଆଶ୍ଚର୍ୟ୍ଯ କର୍ମ କରନ୍ତି।
23 Não há nenhuma outra nação na terra como o teu povo de Israel, que libertaste para ser o teu próprio povo. Tu te tornaste famoso e fizeste grandes e maravilhosas coisas por eles. Tu libertaste o teu povo do Egito e expulsaste as outras nações e os seus deuses conforme o teu povo ia avançando.
24 ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହାଇେଅଛ।
24 Ó Senhor , tu fizeste com que o teu povo de Israel fosse teu para sempre e te tornaste o seu Deus.
25 ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ତୁମ୍ଭର ଦାସ ବିଷଯ ରେ ଓ ତାହାର ପରିବାର ବିଷଯ ରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମାରେ ପରିବାରକକ୍ସ୍ଟ ଗୋଟିଏ ରାଜ ବଂଶ ରେ ପ୍ରତିଷ୍ଠା କର।
25 — E agora, ó Senhor , nosso Deus, confirma a promessa que fizeste a meu respeito e a respeito da minha família e cumpre o que disseste que ia acontecer.
26 'ତା' ହେଲ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହବେ। ଲୋକମାନେ କହିବେ, ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲ ରେ ଶାସନ କରନ୍ତି। ଏବଂ ତୁମ୍ଭର ସବେକ ଦାଉଦର ବଂଶଧର ତୁମ୍ଭର ସବୋ କରିବା ରେ ଶକ୍ତିଶାଳୀ ହକ୍ସ୍ଟଅନ୍ତକ୍ସ୍ଟ।'
26 A tua fama será grande, e para sempre as pessoas dirão: “O Senhor Todo-Poderoso é o Deus de Israel.” E tu farás com que sempre haja reis entre os meus descendentes.
27 ତକ୍ସ୍ଟମ୍ଭ ସକାେଶ, ସର୍ବଶକ୍ତିମାନ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର, ଏହା ମାେତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, 'ମୁ ତୁମ୍ଭର ପରିବାରକକ୍ସ୍ଟ ମହାନ କରିବି।' ସେଥିପାଇଁ ମୁ ତୁମ୍ଭର ସବେକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି।
27 Senhor Todo-Poderoso, Deus de Israel! Eu tenho coragem para te fazer esta oração porque revelaste a mim, teu servo , que farás com que os meus descendentes sejam reis.
28 ହେ ସଦାପ୍ରଭୁ! ମାରେପ୍ରଭକ୍ସ୍ଟ, ତୁମ୍ଭେ ହେଉଛ ପରମେଶ୍ବର ଓ ଆପଣଙ୍କର ବାକ୍ଯ ସତ୍ଯ। ପକ୍ସ୍ଟଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
28 — E mais. Tu, ó Senhor , me fizeste esta maravilhosa promessa, e as tuas promessas sempre se cumprem porque tu és Deus.
29 ବର୍ତ୍ତମାନ, ମାରେ ପରିବାରକକ୍ସ୍ଟ ଆଶୀର୍ବାଦ କର। ପରମେଶ୍ବର, ସମାନେେ ତୁମ୍ଭର ଚିରଦିନ ସବୋ କରିବା ପାଇଁ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଛିଡା ହବୋ ପାଇଁ ସକ୍ସ୍ଟୟୋଗ ଦିଅନ୍ତକ୍ସ୍ଟ। ହେ ସଦାପ୍ରଭୁ! ମାରେପ୍ରଭକ୍ସ୍ଟ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମାରେ ପରିବାରକକ୍ସ୍ଟ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହକ୍ସ୍ଟ।
29 Eu te peço agora que abençoes os meus descendentes para que eles continuem a ter sempre a tua proteção. Tu, ó Senhor , meu Deus, prometeste isso. Que a tua bênção esteja com os meus descendentes para sempre!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Samuel 7, comparar traduções ou montar um estudo — tudo direto pelo WhatsApp.