2 Samuel 8

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଏହାପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେଠାରକ୍ସ୍ଟ ତାଙ୍କ ରାଜଧାନୀର କତ୍ତର୍କ୍ସ୍ଟତ୍ବ ନେଲେ।
1 Algum tempo depois, Davi atacou os filisteus, derrotou-os e acabou com o poder deles naquela região.
2 ଦାଉଦ ମଧ୍ଯ ମାୟୋବକକ୍ସ୍ଟ ପରାସ୍ତ କଲେ। ସେ ସମାନଙ୍କେୁ ଭୂମିରେ ପଡି ରହିବା ପାଇଁ ବାଧ୍ଯ କଲେ, ସେ ସମାନଙ୍କେୁ ଏକ ଦଉଡି ଦ୍ବାରା ଦକ୍ସ୍ଟଇ ଦଳ ରେ ବିଭକ୍ତ କଲେ। ଦକ୍ସ୍ଟଇ ଧାଡିରକ୍ସ୍ଟ ପୁରୁଷ ଲୋକମାନଙ୍କୁ ହତ୍ଯା କରାଗଲା, କିନ୍ତୁ ତୃତୀୟ ଧାଡିଟିକକ୍ସ୍ଟ ଜୀବନ୍ତ ଛାଡି ଦିଆଗଲା। ତା'ପରେ ମାୟୋବୀଯମାନେ ଦାଉଦଙ୍କର ସବେକ ହେଲ ଓ ତାକକ୍ସ୍ଟ କର ଦେଲେ।
2 Ele também derrotou os moabitas. Fez com que se deitassem no chão, mediu-os com uma corda e matou dois terços deles. Assim os moabitas se tornaram escravos de Davi e lhe pagavam impostos.
3 ସୋବାରର ରାଜା ରହୋବର ପକ୍ସ୍ଟତ୍ର, ହଦଦଷେର ଫରାତ ନଦୀ ନିକଟରେ ନିଜର ରାଜ୍ଯ ପକ୍ସ୍ଟନର୍ବାର ହସ୍ତଗତ କରିବାକୁ ୟିବା ସମୟରେ ଦାଉଦ ତାହାଙ୍କକ୍ସ୍ଟ ପରାସ୍ତ କଲେ।
3 Então Davi atacou o rei de Zoba, Hadadezer, filho de Reobe, quando este foi tomar de novo as terras que ficam perto do rio Eufrates.
4 ଦାଉଦ ତାଠାରକ୍ସ୍ଟ 1 ,700 ଅଶ୍ବାରୋହୀ ଏବଂ 20 ,000 ପଦାତିକ ସୈନ୍ଯ ନେଲେ। ଦାଉଦ 100ଟି ଅଶ୍ବ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ବଗୁଡିକୁ ପଙ୍ଗକ୍ସ୍ଟ କରି ଦେଲେ।
4 Davi prendeu mil e setecentos cavaleiros de Hadadezer e vinte mil dos seus soldados da infantaria; também aleijou os cavalos que puxavam os carros, deixando cavalos somente para cem carros.
5 ଦମ୍ମେଶକର ଅରାମୀଯମାନେ ସୋବାର ହଦଦଷେର ରାଜାଙ୍କକ୍ସ୍ଟ ସାହାୟ୍ଯ କରିବାକୁ ଆସିଲେ। କିନ୍ତୁ ଦାଉଦ ସହେି 22,000 ଅରାମୀଯମାନଙ୍କୁ ପରାସ୍ତ କଲେ।
5 Os sírios de Damasco foram socorrer Hadadezer, e Davi matou vinte e dois mil deles.
6 ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମା ରେ ସୈନ୍ଯଦଳମାନଙ୍କୁ ମୃତଯନ କଲେ। ଏବଂ ଅରାମୀଯମାନେ ଦାଉଦଙ୍କର ସବେକ ହାଇଗେଲେ। ସମାନେେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡକକ୍ସ୍ଟ ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।
6 Em seguida colocou acampamentos militares na terra deles. Davi os dominou, e eles lhe pagavam impostos. O Senhor Deus fez com que Davi fosse vitorioso em todos os lugares aonde ia.
7 ଦାଉଦ ହଦଦଷେର ଅଧିକାରୀମାନଙ୍କ ପାଖ ରେ ଥିବା ସକ୍ସ୍ଟବର୍ଣ୍ଣ ଢାଲଗକ୍ସ୍ଟଡିକ ଛଡାଇ ଆଣିଲେ। ଦାଉଦ ସହେି ସକ୍ସ୍ଟବର୍ଣ୍ଣ ଢାଲଗକ୍ସ୍ଟଡିକ ଯିରୁଶାଲମକୁ ନଇେ ଆସିଲେ।
7 Davi tomou dos oficiais de Hadadezer os escudos de ouro que eles usavam e os levou para Jerusalém.
8 ଦାଉଦ ମଧ୍ଯ ହଦଦଷେର ସହର ବଟହେ ଓ ବରେୋଥାରକ୍ସ୍ଟ ବହକ୍ସ୍ଟତ ଦ୍ରବ୍ଯ ଓ ଅପାର ପିତ୍ତଳ ନଇେ ଆସିଲେ।
8 Também levou uma grande quantidade de bronze das cidades de Betá e Berotai, que eram governadas por Hadadezer.
9 ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦଷେର ସମସ୍ତ ୈସନ୍ଯମାନଙ୍କୁ ପରାସ୍ତ କରିଛନ୍ତି।
9 O rei Toí, da cidade de Hamate, soube que Davi tinha derrotado todo o exército de Hadadezer.
10 ତେଣୁ ତୋହି ତାଙ୍କର ପକ୍ସ୍ଟତ୍ର ଯୋରାମକକ୍ସ୍ଟ ରାଜା ଦାଉଦଙ୍କକ୍ସ୍ଟ ଅଭ୍ଯର୍ଥନା କରିବା ପାଇଁ ଓ ୟକ୍ସ୍ଟଦ୍ଧ ରେ ହଦଦଷେର ବିରକ୍ସ୍ଟଦ୍ଧ ରେ ଜଯଲାଭ କରିଥିବାରକ୍ସ୍ଟ ଶକ୍ସ୍ଟଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରକ୍ସ୍ଟ ହଦଦଷେର ତୋହି ସହିତ ୟକ୍ସ୍ଟଦ୍ଧ ରେ ରତ ଥିଲେ। ଯୋରାମ ନିଜ ସଙ୍ଗ ରେ ସକ୍ସ୍ଟନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ଯ ଆଣିଥିଲେ।
10 Então enviou o seu filho Jorão para cumprimentar Davi e para lhe dar parabéns por ter vencido Hadadezer. Acontece que Toí havia lutado muitas vezes contra Hadadezer. Jorão levou para Davi objetos feitos de prata, de ouro e de bronze.
11 ଦାଉଦ ସେସବୁ ଦ୍ରବ୍ଯକକ୍ସ୍ଟ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସଗେୁଡିକୁ ଅର୍ପଣ କଲେ। ସେ ସଗେୁଡିକୁ ଅନ୍ୟ ସକ୍ସ୍ଟନା ରୂପାର ଦ୍ରବ୍ଯ ପାଖ ରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସଗେୁଡିକୁ ଯେଉଁ ଦେଶକକ୍ସ୍ଟ ପରାସ୍ତ କରୁଥିଲେ, ସହେି ଦେଶରକ୍ସ୍ଟ ଦ୍ରବ୍ଯମାନ ଆଣକ୍ସ୍ଟଥିଲେ।
11 E o rei Davi os separou para serem usados na adoração ao Senhor , juntamente com a prata e o ouro que havia tomado dos povos que havia conquistado,
12 ଦାଉଦ ଅରାମ, ମାଯାେବ, ଅମ୍ମାନେ, ପଲେଷ୍ଟୀୟ, ଅମାଲକେୀଯ ଏବଂ ସେ ମଧ୍ଯ ସୋବାର ରାଜା ରହବରେ ପକ୍ସ୍ଟତ୍ର ହଦଦଷେରକକ୍ସ୍ଟ ପରାସ୍ତ କରିଥିଲେ।
12 isto é, os edomitas, os moabitas, os amonitas, os filisteus e os amalequitas. E fez a mesma coisa com parte do que havia tirado de Hadadezer.
13 ଦାଉଦ ଲବଣ ନାମକ ଉପତ୍ୟକା ରେ ଅରାମୀଯମାନଙ୍କର 18,000 ସୈନ୍ଯଙ୍କକ୍ସ୍ଟ ବଧ କରିଥିଲେ ଓ ସେ ଯେତବେେଳେ ଘରକକ୍ସ୍ଟ ଫରେିଲେ ସେତବେେଳେ ବହକ୍ସ୍ଟତ ଖ୍ଯାତି ଅର୍ଜନ କରିଥିଲେ।
13 Davi se tornou ainda mais famoso quando voltou depois de ter matado dezoito mil edomitas no vale do Sal.
14 ଦାଉଦ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ଇଦୋମ ରେ ମୃତଯନ କଲେ। ସେ ଇଦୋମ ସାରା ବହକ୍ସ୍ଟତ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ମୃତଯନ କଲେ। ସମସ୍ତ ଇଦୋମୀଯଗଣ ଦାଉଦଙ୍କର ଦାସ ହେଲ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।
14 Ele colocou acampamentos militares em todo o país de Edom e dominou o povo dali. O Senhor Deus fez com que Davi fosse vitorioso em todos os lugares aonde ia.
15 ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଦାଉଦ ମଧ୍ଯ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସକ୍ସ୍ଟବିଗ୍ଭର କଲେ।
15 Davi governou todo o povo de Israel e fez com que eles fossem sempre tratados com igualdade e justiça.
16 ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବ ସୈନ୍ଯମାନଙ୍କ ଉପରେ ପ୍ରାଧାନ୍ଯ ଥିଲା, ଅହୀଟକ୍ସ୍ଟବର ପକ୍ସ୍ଟତ୍ର ଯିହାଶାଫେଟ୍ ମଧ୍ଯ ଇତିହାସ ଲେଖକ ଥିଲେ।
16 Joabe, cuja mãe era Zeruia, comandava o seu exército. Josafá, filho de Ailude, era o conselheiro do rei.
17 ଅହୀଟକ୍ସ୍ଟବର ପକ୍ସ୍ଟତ୍ର ସାଦୋକ୍ ଓ ଅବିଯାଥରର ପକ୍ସ୍ଟତ୍ର ଅହୀମଲକେ ଯାଜକ ଥିଲେ। ସରାଯ ଲେଖକ ଥିଲେ।
17 Zadoque, filho de Aitube, e Aimeleque, filho de Abiatar, eram sacerdotes. Seraías era o escrivão.
18 ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ଦାଯିତ୍ବ ରେ ଥିଲେ। ଏବଂ ଦାଉଦଙ୍କର ପକ୍ସ୍ଟତ୍ରମାନେ ମହତ୍ବପୂର୍ଣ୍ଣ ନତେୃବର୍ଗ ଥିଲେ।
18 Benaías, filho de Joiada, era o chefe dos queretitas e dos peletitas . E os filhos de Davi eram sacerdotes.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 8, comparar traduções ou montar um estudo — tudo direto pelo WhatsApp.