Ageu 1
Oriya Bible (GL_ORIYA) vs NTLH
1 ପାରସ୍ଯ ରାଜା ଦାରିଯାବସଙ୍କର ରାଜତ୍ବର ଦ୍ବିତୀୟ ବର୍ଷର ଛଅମାସର ପ୍ରଥମ ଦିବସ ରେ ହାଗଯ ପରମେଶ୍ବରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀଯଲଙ୍କେ ପୁତ୍ର ୟିରୁଦ୍ଦାବିଲ ଓ ୟିହୋଷାଦଙ୍କ ପୁତ୍ର ଯିହାଶୂେୟଙ୍କ ପାଇଁ ଥିଲା। ୟିରୁଦ୍ଦାବିଲ ଯିହୁଦାର ଦଶାେଧ୍ଯକ୍ଷ ଓ ଯିହାଶୂେୟ ଜଣେ ମହାନ୍ ଯାଜକ ଥିଲେ। ଭବିଷ୍ଯଦ୍ବକ୍ତା ହାଗଯଙ୍କ ଦ୍ବାରା କୁହାୟାଇଥିବା ବାର୍ତ୍ତା ଏହାହିଁ ଅଟେ।
1 No segundo ano do reinado de Dario, rei da Pérsia, no primeiro dia do sexto mês, o Senhor Deus mandou uma mensagem por meio do profeta Ageu. Essa mensagem era para o governador de Judá, Zorobabel, filho de Salatiel, e para o Grande Sacerdote Josué, filho de Jozadaque.
2 ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ୟ୍ଯନ୍ତ ପ୍ରକୃଷ୍ଟ ସମୟ ହାଇନୋହିଁ।
2 O Senhor Todo-Poderoso disse o seguinte: — O povo está dizendo que ainda não chegou o tempo de reconstruir o Templo.
3 ପୁନର୍ବାର ହାଗଯ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗଯ ବାର୍ତ୍ତାଟି କହିଲେ:
3 Por isso, o Senhor falou assim por meio do profeta Ageu:
4 ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି।
4 — Povo de Judá, será que fica bem vocês viverem em casas luxuosas enquanto o meu Templo continua destruído?
5 ବର୍ତ୍ତମାନ ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'କ'ଣ ଘଟୁଛି ଚିନ୍ତା କର।
5 Pensem bem no que tem acontecido com vocês.
6 ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।
6 Vocês semearam muitas sementes, mas colheram pouco; têm comida, mas não é suficiente para matar a fome; têm vinho, mas não dá para ficarem bêbados; têm roupas, porém elas não chegam para os proteger do frio; e o salário que o trabalhador recebe não dá para viver.
7 ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାହା କରୁଛ, ସେ ବିଷଯ ରେ ଚିନ୍ତା କର।
7 Por isso o Senhor Todo-Poderoso diz: — Pensem bem no que tem acontecido com vocês.
8 ପର୍ବତ ଉପରକୁ ୟାଅ ଓ କାଠ ନଇେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପ ରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହବୋ ଓ ଗୌରବାନ୍ବିତ ହବୋ। ସଦାପ୍ରଭୁ ଏହା କହିଲେ।
8 Agora, vão até as montanhas, tragam madeira e construam de novo o Templo. Eu ficarei muito contente com esse Templo e ali serei adorado e honrado.
9 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।
9 — Vocês esperavam colheitas grandes, porém elas foram pequenas. E, quando estavam levando para casa o pouco que colheram, eu soprei tudo para longe. E por que foi que eu, o Senhor Todo-Poderoso, fiz isso? Foi porque vocês só vivem cuidando das suas próprias casas, mas não se importam com a minha Casa, que está destruída.
10 ସେଥିସକାେଶ ଆକାଶ ବର୍ଷା ଫରୋଇ ନେଉଛି ଓ ପୃଥିବୀ ଆଉ ଶସ୍ଯ ଦେଉନାହିଁ।
10 É por isso que não chove e os campos não produzem colheitas.
11 ସଦାପ୍ରଭୁ କୁହନ୍ତି, ପର୍ବତ ଓ ପୃଥିବୀ ଶୁଷ୍କ ହବୋକୁ ଆମ୍ଭେ ଆଦେଶ ଦଲେୁ। ଶସ୍ଯ, ସଦ୍ଯ ଦ୍ରାକ୍ଷାରସ, ଅଲିଭ ତଲେ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହାଇଯେିବ। ଏହି ମରୁଡି ମଧ୍ଯ ପ୍ରେତ୍ୟକକ ପଶୁ, ମନୁଷ୍ଯ ଓ ତୁମ୍ଭର ଶ୍ରମିକ ଉପ ରେ ପ୍ରଭାବ ପକାଇବ।
11 Eu fiz com que houvesse seca nos campos e nas montanhas; fiz com que a seca atingisse as plantações de cereais, as parreiras , as oliveiras e todas as outras plantações do país. Ela castigou as pessoas, os animais e todas as plantações.
12 ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ୟିହୋଷାଦକଙ୍କ ପୁତ୍ର ମହାୟାଜକ ଯିହାଶୂେୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ବର ହାଗଯଙ୍କୁ ପ୍ ରରଣେ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ଯଦ୍-ବକ୍ତା ହାଗଯଙ୍କଠାରୁ ସଦାପ୍ରଭୁ ଦଇେଥିବା ବାର୍ତ୍ତା ଶୁଣିଲେ। ସମାନେେ ସମାନଙ୍କେର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ବରଙ୍କୁ ଜଣାଇଲେ।
12 Então Zorobabel, filho de Salatiel, e o Grande Sacerdote Josué, filho de Jozadaque, e todos os que haviam voltado do cativeiro na Babilônia temeram a Deus e obedeceram à mensagem que o Senhor , o Deus deles, tinha mandado por meio do profeta Ageu.
13 ହାଗଯ ସଦାପ୍ରଭୁ ପରମେଶ୍ବରଙ୍କ ଜଣେ ଦୂତ ଥିଲେ, ଯାହା ମାଧ୍ଯମ ରେ ସେ ଏହି ବାର୍ତ୍ତା ଲୋକମାନଙ୍କ ପାଖକୁ ପଠାଇଥିଲେ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।
13 E assim Ageu, o mensageiro de Deus, falou e entregou ao povo de Judá a seguinte mensagem: — Eu estarei com vocês. Eu, o
14 ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।
14 O Senhor deu coragem e ânimo ao governador de Judá, Zorobabel, filho de Salatiel, ao Grande Sacerdote Josué, filho de Jozadaque, e a todos os que haviam voltado do cativeiro na Babilônia. Eles foram e começaram a trabalhar no Templo do seu Deus, o Senhor Todo-Poderoso,
15 ପାରସ୍ଯର ରାଜାଙ୍କର ରାଜତ୍ବର ଦ୍ବିତୀୟ ବର୍ଷ ରେ ଏବଂ ଦାରିଯାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସ ରେ ସମାନେେ କାର୍ୟ୍ଯ ଆରମ୍ଭ କଲେ।
15 no dia vinte e quatro do sexto mês do segundo ano do reinado de Dario.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Ageu 1, comparar traduções ou montar um estudo — tudo direto pelo WhatsApp.