Amós 3
Oriya Bible (GL_ORIYA) vs NVI
1 ହେ ଇଶ୍ରାୟେଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇଶ୍ରାୟେଲ ବିଷଯ ରେ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇଶ୍ରାୟେଲୀୟ ପରିବାର ବିଷଯ ରେ ଏହା ବାର୍ତ୍ତା ଥିଲା।
1 Ouçam esta palavra que o SENHOR falou contra vocês, ó israelitas; contra toda esta família que tirei do Egito:
2 ଏହି ପୃଥିବୀ ରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭମାନେେ ଏପରି ଏକ ଗୋଷ୍ଠୀ ସ୍ବତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦବୋ।
2 "Escolhi apenas vocês de todas as famílias da terra; por isso eu os castigarei por causa de todas as suas maldades".
3 ଏକମତ ନ ହେଲେ ଦୁଇଜଣ ଏକତ୍ର ଗମନ କରିବେ ନାହିଁ।
3 Duas pessoas andarão juntas se não tiverem de acordo?
4 ସିଂହଟି ଗର୍ଜ୍ଜନ କରେ ଯଦି ତାକୁ ଶିକାର ଦୃଶ୍ଯମାନ ହୁଏ। ଯଦି ଗୋଟିଏ ୟୁବା ସିଂହ ତା'ର ଗୁମ୍ଫା ରେ ଗର୍ଜ୍ଜନ କରୁଛି ତବେେ ଜାଣିବ ସେ କିଛି ଗୋଟିଏ ଶିକାର ଧରିଛି।
4 O leão ruge na floresta se não apanhou presa alguma? O leão novo ruge em sua toca se nada caçou?
5 ଯଦି ଫାଶ ରେ କିଛି ଖାଦ୍ୟ ନାହିଁ, ତବେେ ପକ୍ଷୀଟିଏ ତା' ମଧ୍ଯକୁ ପ୍ରବେଶ କରିବ ନାହିଁ। ପକ୍ଷୀକୁ କବଳିତ କରିବା ପାଇଁ ଫାଶ ଭିତ ରେ ଥୋପ ନଥିଲେ ଫାଶ ବସାୟାଏ ନାହିଁ।
5 Cai o pássaro num laço se não há nenhuma armadilha? Será que a armadilha do laço se desarma se nada foi apanhado?
6 ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।
6 Quando a trombeta toca na cidade, o povo não treme? Ocorre alguma desgraça na cidade, sem que o SENHOR a tenha mandado?
7 ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।
7 Certamente o SENHOR Soberano não faz coisa alguma sem revelar o seu plano aos seus servos, os profetas.
8 ୟହି ସିଂହ ଗର୍ଜ୍ଜନ କରେ, ତବେେ ଲୋକମାନେ ଭୟଭୀତ ହବେେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ଯଦବାଣୀ ପ୍ରଚାର କରିବାକୁ, କିଏ ସହେି ଭବିଷ୍ଯବାଣୀ ପ୍ରଚାର ନ କରିବ।
8 O leão rugiu, quem não temerá? O SENHOR Soberano falou, quem não profetizará?
9 ତୁମ୍ଭେ ଅସ୍ଦୋଦର ଓ ମିଶର ରାଜପ୍ରାସାଦ ରେ ଏହି ବାର୍ତ୍ତା ଘାଷେଣା କର, ଶମରିଯାର ପର୍ବତମାଳା ଶିଖରକୁ ଆସ ଏବଂ ସଠାେକାର କୋଳାହଳ ଓ ଦଙ୍ଗାକୁ ଦେଖ। ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।
9 Proclamem os palácios de Asdode e do Egito: "Reúnam-se nos montes de Samaria para verem o grande tumulto que há ali e a opressão no meio do seu povo".
10 ଲୋକମାନେ ସଠାେ ରେ କିପରି ସାଧୁତ୍ବଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସମାନଙ୍କେର ଗୋଦାମ ଘର ୟୁଦ୍ଧରୁ ଲୁଟିଥିବା ସମ୍ପତ୍ତି ରେ ପୁରିୟାଇଛି।
10 "Eles não sabem como agir direito", declara o SENHOR, "eles, que acumulam em seus palácios o que roubaram e saquearam".
11 ତେଣୁ ସଦାପ୍ରଭୁ ମାରେ ପ୍ରଭୁ କୁହନ୍ତି: ଜଣେ ଶତୃ ତୁମ୍ଭ ଭୂମିକୁ ବେଷ୍ଟନ କରିବ। ସେ ତୁମ୍ଭର ସମସ୍ତ ଶକ୍ତି ଅପହରଣ କରିବ। ତୁମ୍ଭେ ଯେଉଁସବୁ ଜିନିଷକୁ ପ୍ରାସାଦ ରେ ଲୁଗ୍ଭଇଛ, ସବୁତକ ତାଙ୍କ ଦ୍ବାରା ଲୁଣ୍ଠିତ ହବେ।
11 Portanto, assim diz o SENHOR Soberano: "Um inimigo está cercando o país. Ele derrubará as suas fortalezas e saqueará os seus palácios".
12 ସଦାପ୍ରଭୁ ଏହା କୁହନ୍ତି: ଯେତବେେଳେ ଗୋଟିଏ ସିଂହ ମେଣ୍ତା ଛୁଆକୁ ଆକ୍ରମଣ କରେ ଏବଂ ତା'ପ ରେ ଯଦି ମଷେପାଳକ ମେଣ୍ତା ଛୁଆକୁ ରକ୍ଷା କରିବାକୁ ୟାଏ, ସେ କବଳେ ସିଂହ ମୁହଁରୁ ଦୁଇଟି ଗୋଡ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହାଇପୋ ରେ। ସହେିପରି, ଆମ୍ଭେ ଇଶ୍ରାୟେଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିଯା ରେ ବସବାସ କରନ୍ତି ଏବଂ ସମାନଙ୍କେର ବିଛଣାର ଏକ କଣ ରେ କି ପଲଙ୍କର ସୋଫା ରେ ବସିବାକୁ ଭଲପାନ୍ତି
12 Assim diz o SENHOR: "Assim como o pastor arranca da boca do leão só dois ossos da perna ou um pedaço da orelha, assim serão arrancados os israelitas de Samaria, com um canto de cama e um pedaço de sofá.
13 ମାରେ ପ୍ରଭୁ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ସେ ଏହିକଥା କୁହନ୍ତି: ଯାକୁବ ପରିବାର ଲୋକଙ୍କୁ ସତର୍କ କରିଦିଅ।
13 "Ouçam isto e testemunhem contra a descendência de Jacó", declara o SENHOR Soberano, o Deus dos Exércitos.
14 ଇଶ୍ରାୟେଲ ପାପ କରିଛି ଏବଂ ସେ ପାପ ଲାଗି ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ। ସହେିଦିନ ଆମ୍ଭେ ମଧ୍ଯ ବୈଥଲରେ ସମସ୍ତ ୟଜ୍ଞବଦେୀକୁ ଧ୍ବଂସ କରିବା। ସହେି ୟଜ୍ଞବଦେୀର ତୂରୀସବୁ ଖଣ୍ତ ଖଣ୍ତ ହବେ ଓ ଭୂମିରେ ପକାୟିବ।
14 "No dia em que eu castigar Israel por causa dos seus pecados, destruirei os altares de Betel; as pontas do altar serão cortadas e cairão no chão.
15 ଆମ୍ଭେ ଆମ୍ଭ ଶୀତକାଳୀନ ଗୃହ ଓ ଗ୍ରୀଷ୍ମକାଳୀନ ଗୃହକୁ ଧ୍ବଂସ କରିବା। ହାତୀ ଦାନ୍ତ ରେ ନିର୍ମିତ ଗୃହ ମଧ୍ଯ ଧ୍ବଂସ ପାଇବ। ବହୁ ଘର ଏହିପରି ଧ୍ବଂସ ଲାଭ କରିବ। ସଦାପ୍ରଭୁ ଏହିସବୁ କୁହନ୍ତି।
15 Derrubarei a casa de inverno junto com a casa de verão; as casas enfeitadas de marfim serão destruídas, e as mansões desaparecerão", declara o SENHOR.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Amós 3, comparar traduções ou montar um estudo — tudo direto pelo WhatsApp.