Amós 4
Oriya Bible (GL_ORIYA) vs ACF
1 ହେ ଶମରିଯାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭମାନେେ ମାରେ ଏହି ବାକ୍ଯ ଶୁଣ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଆଘାତ ଦଇେ ଦରିଦ୍ରମାନଙ୍କୁ ଦଳି ଦଇେଛ ଆଉ ମଧ୍ଯ ତୁମ୍ଭର ସ୍ବାମୀମାନଙ୍କୁ କହିଛ, ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।
1 Ouvi esta palavra vós, vacas de Basã, que estais no monte de Samaria, que oprimis aos pobres, que esmagais os necessitados, que dizeis a vossos senhores: Dai cá, e bebamos.
2 ମାରେପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ବାରା ଶପଥ ନେଲେ ଏବଂ କହିଲେ, ଭବିଷ୍ଯତ ରେ ଲୋକମାନେ ତେଣ୍ଟା ବ୍ଯବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନଇେଯିବେ। ସମାନେେ ବନଶି କଣ୍ଟା ବ୍ଯବହାର କରି ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକକୁ ନଇେଯିବେ।
2 Jurou o Senhor DEUS, pela sua santidade, que dias estão para vir sobre vós, em que vos levarão com ganchos e a vossos descendentes com anzóis de pesca.
3 ସ୍ତ୍ରୀ ଲୋକମାନେ କାନ୍ଥଗୁଡିକ ଭାଙ୍ଗି ବାହାରି ଆସିବେ ଏବଂ ସମାନେେ ହର୍ମୋଣ ଭିତରକୁ ନିକ୍ଷପେ ହବେେ।
3 E saireis pelas brechas, uma após outra, e sereis lançadas para Harmom, disse o Senhor.
4 ବୈଥଲକେୁ ୟାଅ ଏବଂ ସଠାେ ରେ ପାପ କର। ଗିଲ୍ଗଲକୁ ୟାଅ ସଠାେ ରେ ଅଧିକ ପାପ କର। ପ୍ରଭାତ ରେ ତୁମ୍ଭର ବଳିଦାନ ଉତ୍ସର୍ଗ କର। ତିନି ଦିନ ରେ ଥରେ ଏକ ଦଶମାଂଶ ଶସ୍ଯ ଆଣ।
4 Vinde a Betel, e transgredi; a Gilgal, e multiplicai as transgressões; e cada manhã trazei os vossos sacrifícios, e os vossos dízimos de três em três dias.
5 ଆଉ ମଧ୍ଯ ଦ୍ରାକ୍ଷାରସର ଫଣରେ ନବୈେଦ୍ଯ ପାଇଁ ଧନ୍ଯବାଦ ଦିଅ। ଏହି ସ୍ବେଚ୍ଛାଦତ୍ତ ନବୈେଦ୍ଯ ବିଷଯ ରେ ପ୍ରେତ୍ୟକକଙ୍କୁ ଜଣାଅ। ହେ ଇଶ୍ରାୟେଲୀୟ, ତୁମ୍ଭେ ଏହିସବୁ କାର୍ୟ୍ଯ କରିବାକୁ ଭଲ ପାଉଛ। ସଦାପ୍ରଭୁ ଏହାହିଁ କହିଲେ।
5 E oferecei o sacrifício de louvores do que é levedado, e apregoai as ofertas voluntárias, publicai-as; porque disso gostais, ó filhos de Israel, disse o Senhor DEUS.
6 ଏଗୁଡିକ କରିବା ଦ୍ବାରା ଆମ୍ଭେ ତୁମ୍ଭମାନଙ୍କୁ ବାରଣ କରି ଆମ୍ଭ ପାଖକୁ ଫରୋଇ ଆଣିବାକୁ ଚେଷ୍ଟା କଲୁ। ଆମ୍ଭେ ତୁମ୍ଭମାନଙ୍କୁ କୌଣସି ଖାଦ୍ୟ ଖାଇବାକୁ ଦଲେୁ ନାହିଁ। ତୁମ୍ଭର ନଗରୀଗୁଡିକରେ କୌଣସି ଖାଦ୍ୟ ନଥିଲା। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ଆସିଲ ନାହିଁ। ସଦାପ୍ରଭୁ ଏହା କହନ୍ତି।
6 Por isso também vos dei limpeza de dentes em todas as vossas cidades, e falta de pão em todos os vossos lugares; contudo não vos convertestes a mim, disse o Senhor.
7 ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।
7 Além disso, retive de vós a chuva quando ainda faltavam três meses para a ceifa; e fiz que chovesse sobre uma cidade, e não chovesse sobre a outra cidade; sobre um campo choveu, mas o outro, sobre o qual não choveu, secou-se.
8 ତେଣୁ ଅନାବୃଷ୍ଟି ଯୋଗୁ ଦୁଇ ତିନିଟି ନଗର ରେ ଲୋକ ବୃଷ୍ଟି ବହୁଳ ଅଞ୍ଚଳକୁ ଝଳପାନ କରିବାକୁ ଧାଇଁଲେ। କିନ୍ତୁ ସଠାେ ରେ ସବୁ ଲୋକଙ୍କ ପାଇଁ ପ୍ରଚୁର ଜଳ ନଥିଲା। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ଆସିଲ ନାହିଁ। ସଦାପ୍ରଭୁ ଏହାହିଁ କହିଲେ।
8 E andaram errantes duas ou três cidades, indo a outra cidade para beberem água, mas não se saciaram; contudo não vos convertestes a mim, disse o Senhor.
9 ଉତ୍ତାପ ଓ ରୋଗଦ୍ବାରା ତୁମ୍ଭର ଶସ୍ଯସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷା କ୍ଷତକେୁ ଧ୍ବଂସ କଲୁ। ଫଙ୍ଗପାଳ ତୁମ୍ଭର ଡିମିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ବଂସ କଲେ। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
9 Feri-vos com queimadura, e com ferrugem; a multidão das vossas hortas, e das vossas vinhas, e das vossas figueiras, e das vossas oliveiras, comeu a locusta; contudo não vos convertestes a mim, disse o Senhor.
10 ମିଶର ରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ରୋଗଗୁଡିକୁ ପ୍ ରରଣେ କଲୁ। ଖଡ୍ଗ ରେ ଆମ୍ଭେ ତୁମ୍ଭର ୟୁବକମାନଙ୍କୁ ହତ୍ଯା କଲୁ। ତୁମ୍ଭମାନଙ୍କର ଘୋଡାଗୁଡିକୁ ନଇଗେଲୁ। ତୁମ୍ଭର ଶିବରଗୁଡିକୁ ମୃତଶବର ଦୁର୍ଗନ୍ଧ ରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭମାନେେ ଆମ୍ଭ ସାହାୟ୍ଯ ଭିକ୍ଷା ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
10 Enviei a peste contra vós, à maneira do Egito; os vossos jovens matei à espada, e os vossos cavalos deixei levar presos, e o mau cheiro dos vossos arraiais fiz subir às vossas narinas; contudo não vos convertestes a mim, disse o Senhor.
11 ସଦୋମ ଓ ହ ମାରୋ ସହରଗୁଡିକ ଧ୍ବଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ବଂସ କଲୁ। ସହେି ନଗରଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହାଇେଥିଲା। ତୁମ୍ଭମାନେେ ଗୋଟିଏ ପୋଡା ବାଡି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
11 Subverti a alguns dentre vós, como Deus subverteu a Sodoma e Gomorra, e vós fostes como um tição arrebatado do incêndio; contudo não vos convertestes a mim, disse o Senhor.
12 ତେଣୁ ହେ ଇଶ୍ରାୟେଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡିକ କହିବା। ହେ ଇଶ୍ରାୟେଲୀୟ! ତୁମ୍ଭେ ପରମେଶ୍ବରଙ୍କ ସମ୍ମୁଖୀନ ହବୋ ପାଇଁ ପ୍ରସ୍ତୁତ ହୁଅ।
12 Portanto, assim te farei, ó Israel! E porque isso te farei, prepara-te, ó Israel, para te encontrares com o teu Deus.
13 ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।
13 Porque eis aqui o que forma os montes, e cria o vento, e declara ao homem qual seja o seu pensamento, o que faz da manhã trevas, e pisa os altos da terra; o Senhor, o Deus dos Exércitos, é o seu nome.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Amós 4, comparar traduções ou montar um estudo — tudo direto pelo WhatsApp.