Amós 5

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ।
1 Ouça, povo de Israel! Ouça este meu cântico fúnebre:
2 ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।
2 “A virgem Israel caiu, para nunca mais se levantar! Está estendida no chão, e não há quem a ajude a ficar em pé”.
3 ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ।
3 O S enhor Soberano diz: “Quando uma cidade mandar mil homens para a batalha, apenas cem retornarão. Quando dela saírem cem, apenas dez voltarão com vida”.
4 ଇଶ୍ରାୟେଲକୁ ସଦାପ୍ରଭୁ ଏହାହିଁ କୁହନ୍ତି: ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ।
4 Assim diz o S enhor ao povo de Israel: “Busquem-me e vivam!
5 ମାତ୍ର ବୈଥଲକୁ ଖାଜେ ନାହିଁ। ଗିଲ୍ଗଲକୁ ୟାଅ ନାହିଁ। ସୀମା ଅତିକ୍ରମ କରି ବେର୍ଶବୋକୁ ୟାଅ ନାହିଁ। ଗିଲ୍ଗଲ୍ର ଲୋକମାନଙ୍କୁ ବନ୍ଦୀରୂପେ ନିଆୟିବ ଏବଂ ବୈଥଲ ଧ୍ବଂସ ହବେ।
5 Não adorem nos altares em Betel, não vão aos santuários em Gilgal ou Berseba. Pois os habitantes de Gilgal serão levados para o exílio, e os de Betel serão reduzidos a nada”.
6 ସଦାପ୍ରଭୁଙ୍କ ଅନ୍ବଷେଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ୟିବ ତାହା ହେଲେ ଗୋଟିଏ ଅଗ୍ନି ସଞ୍ଚାର ହବେ ଏବଂ ସହେି ଅଗ୍ନି ଯୋଷଫଙ୍କେ ଗୃହକୁ ଧ୍ବଂସ କରିବ ଏବଂ କୌଣସି ବ୍ଯକ୍ତି ବୈଥଲ ରେ ସେ ଅଗ୍ନିକୁ ଲିଭାଇ କରିପାରିବେ ନାହିଁ।
6 Busquem o S enhor e vivam! Do contrário, ele passará por Israel e a destruirá por completo. Não haverá em Betel ninguém que possa apagar as chamas.
7 ପରମେଶ୍ବର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ।
7 Vocês transformam a retidão em amargura e tratam a justiça como lixo.
8 ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି।
8 Pois ele criou as estrelas, as Plêiades e o Órion. Transforma a escuridão em manhã e o dia em noite. Tira água dos oceanos e a derrama sobre a terra; seu nome é S
9 ତାଙ୍କର ନାମ ଯିହାବୋଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ବଂସ କରି ପାରନ୍ତି।
9 Com rapidez tremenda, destrói os fortes e esmaga suas defesas.
10 ସହରର ଫାଟକରେ ତୁମ୍ଭେ ଭବିଷ୍ଯତବକ୍ତା ଦ୍ବାରା ଉଚ୍ଛନ୍ନ ହବୋକୁ ଘୃଣା କର। ତୁମ୍ଭେ ସଚ୍ଚୋଟ ବାକ୍ଯକୁ ମଧ୍ଯ ଘୃଣା କର।
10 Como vocês odeiam juízes honestos! Como detestam os que dizem a verdade!
11 ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।
11 Oprimem os pobres e roubam seu trigo com impostos injustos. Por isso, ainda que construam belas casas de pedra, jamais morarão nelas. Ainda que plantem videiras verdejantes, jamais beberão o vinho delas.
12 ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।
12 Pois eu sei que seus atos de rebeldia são muitos, e seus pecados são grandes. Afligem o justo aceitando subornos e não fazem justiça ao pobre nos tribunais.
13 ସେତବେେଳେ ଜ୍ଞାନୀ ବ୍ଯକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ।
13 Quem for prudente ficará de boca fechada, pois este é um tempo de desgraça.
14 ତୁମ୍ଭେ କୁହ, ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ତେଣୁ ତୁମ୍ଭେ ଉତ୍ତମ କାର୍ୟ୍ଯ କର। ମନ୍ଦଠାରୁ ଦୂ ରଇେ ରୁହ। ତାହା ହେଲେ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ପ୍ରକୃତ ରେ ତୁମ୍ଭର ସହବର୍ତ୍ତା ହବେେ।
14 Façam o bem e fujam do mal, para que tenham vida! Então o S como vocês afirmam.
15 ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।
15 Odeiem o mal e amem o bem, estabeleçam a justiça em seus tribunais. Talvez o S ainda tenha compaixão do remanescente de seu povo.
16 ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ।
16 Portanto, assim diz o S enhor Soberano, o Deus dos Exércitos: “Haverá choro nas praças públicas e angústia nas ruas. Chamem os lavradores para chorar com vocês, convoquem pranteadores para lamentar.
17 ସଦାପ୍ରଭୁ ଏହା ମଧ୍ଯ କହନ୍ତି: ଲୋକମାନେ ଦ୍ରାକ୍ଷାକ୍ଷେତ୍ର ରେ କ୍ରନ୍ଦନ କରିବେ। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଅତିକ୍ରମ କରିବା ଏବଂ ତୁମ୍ଭଙ୍କୁ ଦଣ୍ତ ଦବୋ।
17 Haverá lamento em cada videira, pois destruirei todas elas”, diz o S
18 ତୁମ୍ଭମାନଙ୍କ ମଧ୍ଯରୁ କେତକେ ସଦାପ୍ରଭୁଙ୍କର ବିଶଷଦେିନ ପାଇଁ ଅପେକ୍ଷା କରିଛ। କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ। ସଦାପ୍ରଭୁଙ୍କର ସହେି ବିଶଷଦେିବସଟି କବଳେ ଗ୍ଭରିଆଡୁ ଅନ୍ଧକାର ଆଣିବ, ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।
18 Que aflição espera vocês que dizem: “Se ao menos o dia do S Não fazem ideia do que desejam; aquele dia trará escuridão, e não luz.
19 ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ।
19 Vocês serão como o homem que foge de um leão e acaba encontrando um urso, que apoia a mão na parede de sua casa e é picado por uma cobra.
20 ସଦାପ୍ରଭୁଙ୍କର ବିଶଷଦେିନଟି ଆନନ୍ଦର ଦିନ ନ ହାଇେ ଦୁଃଖମଯ ହବେ। ଏହା ଆଲୋକିତ ନ ହାଇେ ଅନ୍ଧକାର ପୂର୍ଣ୍ଣ ହବେ।
20 Sim, o dia do S enhor será de escuridão, e não de luz; não haverá um só raio de claridade no meio das trevas.
21 ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।
21 “Sinto imenso desprezo de suas festas religiosas, não suporto suas reuniões solenes.
22 ଏପରିକି ତୁମ୍ଭେ ହାମବେଳି ଓ ଭୈକ୍ଷ୍ଯ ନବୈେଦ୍ଯ ଅର୍ପଣ କଲେ ହେଁ ଆମ୍ଭେ ସଗେୁଡିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ଯ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ଯ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦବୋ ନାହିଁ।
22 Não aceitarei seus holocaustos nem suas ofertas de cereal. Não darei a mínima atenção para suas melhores ofertas de paz.
23 ତୁମ୍ଭମାନଙ୍କର ସହେି ଉଚ୍ଚସ୍ବର ସଙ୍ଗୀତ ବନ୍ଦ କର। କାରଣ ଆମ୍ଭେ ସଗେୁଡିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡିକ ଦୁର କର।
23 Chega de seus ruidosos cânticos de louvor! Não ouvirei a música de suas harpas.
24 ତୁମ୍ଭର ନ୍ଯାଯ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହବୋ ଉଚିତ୍ ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହବୋ ଉଚିତ୍। ଯାହା କବେେ ଶୁଖେ ନାହିଁ।
24 Em vez disso, quero ver uma grande inundação de justiça, um rio inesgotável de retidão.
25 ହେ ଇଶ୍ରାୟେଲୀୟମାନେ, ତୁମ୍ଭମାନେେ ଦୀର୍ଘ ଗ୍ଭଳିଶ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସବୋ ଓ ବଳିଦାନ ଆମ୍ଭକୁ ଦଇେଥିଲ କି?
25 “Foi a mim que vocês trouxeram sacrifícios e ofertas durante os quarenta anos no deserto, povo de Israel?
26 ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ ଏବଂ କାଯନଙ୍କୁ ତୁମ୍ଭର 'ତାରକା ସଦାପ୍ରଭୁ' ରୂପେ ତୁମ୍ଭେ ନିଜେ ତିଆରି କରିଛ।
26 Não, vocês serviram Sicute, seu deus rei, e Quium, seu deus estrela, imagens que fizeram para si mesmos!
27 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା। ସର୍ବଶକ୍ତିମାନ ପରମେଶ୍ବର ଏହି କଥା କହିଲେ।
27 Por isso eu os enviarei para o exílio, para uma terra a leste de Damasco”, diz o S enhor , cujo nome é Deus dos Exércitos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Amós 5, comparar traduções ou montar um estudo — tudo direto pelo WhatsApp.