Amós 7
Oriya Bible (GL_ORIYA) vs VC
1 ସଦାପ୍ରଭୁ ମାେତେ ଏହା ଦଖାଇେଲେ। ଦ୍ବିତୀୟବାର ଶସ୍ଯ ଉତ୍ପାଦନ ଆରମ୍ଭ ହବୋ ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ଯ ଅମଳ କଲାପ ରେ ଏହା ଦ୍ବିତୀୟବାର ଶସ୍ଯ ଥିଲା।
1 Eis o que me mostrou o senhor Javé: uma nuvem de gafanhotos no tempo em que a forragem começa a crescer. Era a forragem depois da ceifa reservada ao rei.
2 ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।
2 Quando os gafanhotos acabaram de devorar a erva da terra, eu disse: Senhor, tende misericórdia! Como poderá resistir Jacó, sendo ele tão pequeno?
3 ତା'ପ ରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, ଏହା ଘଟିବ ନାହିଁ।
3 O Senhor arrependeu-se. Isso não acontecerá, disse o Senhor.
4 ମାରେପ୍ରଭୁ ସଦାପ୍ରଭୁ ମାେତେ ଏହିସବୁ ଦଖାଇେଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସହେି ଅଗ୍ନି ମହାସାଗରକୁ ଧ୍ବଂସ କଲା। ସେ ପୃଥିବୀକୁ ମଧ୍ଯ ଶଷେ କରିବାକୁ ଆରମ୍ଭ କଲା।
4 Eis o que ainda me mostrou o Senhor Javé: o Senhor Javé chamava o fogo para exercer o castigo. O fogo, tendo devorado o grande abismo, consumia também os campos.
5 କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, ହେ ମାରେ ସଦାପ୍ରଭୁ ପରମେଶ୍ବର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।
5 Então disse eu: Cessai, Senhor Javé! Como poderá resistir Jacó, sendo ele tão pequeno?
6 ତା'ପ ରେ ସଦାପ୍ରଭୁ ଏବିଷଯ ରେ ତାଙ୍କର ମନ ପରିବର୍ତ୍ତନ କଲେ। ସଦାପ୍ରଭୁ ପରମେଶ୍ବର କହିଲେ, ତାହା ଘଟିବ ନାହିଁ।
6 O Senhor arrependeu-se. Pois tampouco isso há de acontecer, disse-me o Senhor.
7 ସଦାପ୍ରଭୁ ଏହି ଜିନିଷ ମାେତେ ଦଖାଇେଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡା ହେଲେ। କାନ୍ଥ ଓଳମ ଦ୍ବାରା ସଳଖ କରାୟାଏ।
7 Eis o que me mostrou o Senhor Javé: o Senhor estava de pé sobre um muro a prumo, com um prumo na mão.
8 ସଦାପ୍ରଭୁ ମାେତେ କହିଲେ, ହେ ଆମାଷେ କ'ଣ ଦେଖୁଛ?
8 Que estás vendo, Amós?, perguntou-me. Eu disse: Um prumo. Eis que vou passar ao prumo o meu povo de Israel, replicou o Senhor, e não lhe perdoarei mais.
9 ଇସ୍ହାକର ଉଚ୍ଚସ୍ଥାନ ଧ୍ବଂସ ହବେ। ଇଶ୍ରାୟେଲର ପବିତ୍ର ସ୍ଥାନଗୁଡିକ ପଥର ରେ ପରିଣତ ହବେ। ଆମ୍ଭେ ଖଡ୍ଗ ଦ୍ବାରା ୟାରବିଯାମର ପରିବାରକୁ ଆକ୍ରମଣ କରିବା ଏବଂ ସମାନଙ୍କେୁ ହତ୍ଯା କରିବା।
9 Os lugares altos de Isaac serão devastados, os santuários de Israel serão destruídos; levantar-me-ei e brandirei a espada contra a casa de Jeroboão.
10 ବୈଥଲରେ ଯାଜକ ଅମତ୍ସିଯ ଏହି ବାର୍ତ୍ତା ଇଶ୍ରାୟେଲର ରାଜା ୟାରବିଯାମଙ୍କୁ ପଠାଇଲେ, ଆମାଷେ ତୁମ୍ଭ ବିରୁଦ୍ଧ ରେ ଇଶ୍ରାୟେଲୀୟମାନଙ୍କ ମଧିଅରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁନାହିଁ।
10 Amasias, sacerdote de Betel, mandou dizer a Jeroboão, rei de Israel: Amós conspira contra ti no meio dos israelitas. A terra não pode mais suportar os seus discursos.
11 ଆମାଷେ କହୁଛନ୍ତି, 'ୟାରବିଯାମ୍ ଖଡ୍ଗ ରେ ନିହତ ହବେେ ଏବଂ ଇଶ୍ରାୟେଲର ଲୋକମାନଙ୍କୁ ଦେଶ ବାହାରକୁ ବନ୍ଦୀରୂପେ ନିଆୟିବ।'
11 Ele diz que Jeroboão perecerá pela espada e que Israel será deportado para longe de seu país!
12 ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।
12 Amasias disse a Amós: Vai-te daqui, vidente, vai para a terra de Judá e ganha lá o teu pão, profetizando.
13 କିନ୍ତୁ ଆଉ ବୈଥଲେ ରେ ପ୍ରଗ୍ଭର କରନାହିଁ। ଏହା ୟାରବିଯାମ୍ଙ୍କ ପବିତ୍ର ସ୍ଥାନ। ଏହା ଇଶ୍ରାୟେଲର ମନ୍ଦିର।
13 Mas não continues a profetizar em Betel, porque aqui é o santuário do rei, uma residência real.
14 ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।
14 Amós respondeu a Amasias: Eu não sou profeta nem filho de profeta. Sou pastor e cultivador de sicômoros.
15 ମୁଁ ଜଣେ ମଷେପାଳକ ଥିଲି ଓ ସଦାପ୍ରଭୁ ମାେତେ ଆଣି କହିଲେ, 'ୟାଅ ଓ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଭବିଷ୍ଯତବାଣୀ ପ୍ରଗ୍ଭର କର।'
15 O Senhor tomou-me de detrás do meu rebanho e disse-me: Vai e profetiza contra o meu povo de Israel.
16 ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'
16 Ouve, pois, agora, a palavra do Senhor: Tu me dizes: Não profetizarás contra Israel, não falarás contra a casa de Isaac.
17 କିନ୍ତୁ ସଦାପ୍ରଭୁ କୁହନ୍ତି, 'ତୁମ୍ଭର ସ୍ତ୍ରୀ ନଗର ମଧିଅରେ ଜଣେ ଗଣିକା ହବେ। ତୁମ୍ଭର ପୁତ୍ରକନ୍ଯାଗଣ ଖଡ୍ଗ ରେ ନିହତ ହବେେ। ଅନ୍ୟ ଲୋକମାନଙ୍କୁ ତୁମ୍ଭ ରାଜ୍ଯରୁ ନିଆୟିବ ଏବଂ ସମାନଙ୍କେ ନିଜ ନିଜ ମଧିଅରେ ବିଭାଗ କରାୟିବ। ଆଉ ମଧ୍ଯ ତୁମ୍ଭେ ବିଦେଶ ରେ ମୃତ୍ଯୁବରଣ କରିବ। ଇଶ୍ରାୟେଲର ଲୋକମାନେ ନିଶ୍ଚିତ ଏଦେଶରୁ ବନ୍ଦୀରୂପେ ବିତାଡିତ ହବେେ।'
17 Pois bem! Eis o que diz o Senhor: tua mulher será violada em plena cidade, teus filhos e tuas filhas cairão sob a espada, teu campo será repartido a cordel; quanto a ti, morrerás numa terra impura, e Israel será deportado para longe de seu país.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Amós 7, comparar traduções ou montar um estudo — tudo direto pelo WhatsApp.