Amós 8
Oriya Bible (GL_ORIYA) vs NVT
1 ସଦାପ୍ରଭୁ ମାେତେ ଏହା ଦଖାଇେଲେ, ମୁଁ ଏକଡାଲା ଗ୍ରୀଷ୍ମକାଳୀନ ଫଳ ଦେଖିଲି।
1 Em outra visão, o S enhor Soberano me mostrou um cesto cheio de frutas maduras
2 ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?
2 e perguntou: “Amós, o que você vê?”. Respondi: “Um cesto cheio de frutas maduras”. Então o S
3 ପୁଣି ମନ୍ଦିର ଗୀତ ଦୁଃଖପୂର୍ଣ୍ଣ ମୃତ୍ଯୁକାଳୀନ ସଙ୍ଗୀତ ରେ ପରିଣତ ହବେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଲେ: ସବୁ ସ୍ଥାନ ରେ ମୃତ ଶରୀର ପଡିରହିବ। ନୀରବ ରେ ଲୋକମାନେ ସହେି ଶବଗୁଡିକୁ ନଇେ ଏକ ସ୍ଥାନ ରେ ପକାଇବେ।
3 Naquele dia, os cânticos no templo se transformarão em lamentos. Haverá cadáveres espalhados por toda parte, e serão levados em silêncio para fora da cidade. Eu, o S enhor Soberano, falei!”.
4 ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,
4 Ouçam isto, vocês que roubam dos pobres e oprimem os necessitados!
5 ତୁମ୍ଭେ ବ୍ଯବସାଯୀଗଣ କହୁଛ, କେତବେେଳେ ଅମାବାସ୍ଯା ଗତ ହବେ ଓ ଆମ୍ଭମାନେେ ଆମ୍ଭର ଶସ୍ଯ ବୀକ୍ରି କରିବୁ? ପୁଣି କେତବେେଳେ ବିଶ୍ରାମଦିନ ଗତ ହବେ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭମାନେେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ଯ ବୃଦ୍ଧି କରିବୁ। ଆମ୍ଭମାନେେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।
5 Não veem a hora de o sábado acabar e as festas religiosas terminarem para que voltem a fazer negócios. Usam medidas falsas para medir o trigo e enganam o comprador com balanças desonestas.
6 ଆଉ ଦରିଦ୍ର ଲୋକମାନେ ସମାନଙ୍କେର ଋଣ ପରିଶାଧେ କରିପାରିବେ ନାହିଁ, ତେଣୁ ଆମ୍ଭେ ସମାନଙ୍କେୁ କ୍ରୀତଦାସ ରୂପେ କିଣିବୁ। ସହେି ଅସହାୟ ଲୋକମାନଙ୍କୁ ଏକହଳ ପାଦୁକା ବଦଳ ରେ କିଣି ପାରିବୁ। ହାୟ! ପରିତ୍ଯକ୍ତ ଗହମ ପରି ସହେି ଦରିଦ୍ର ବ୍ଯକ୍ତିମାନଙ୍କୁ ବୀକ୍ରି କରିବୁ।
6 Misturam o trigo que vendem com palha varrida do chão. Escravizam os pobres por uma moeda de prata ou um par de sandálias.
7 ସଦାପ୍ରଭୁ ଯାକୁବର ଗର୍ବକୁ ନଇେ ଶପଥ କରି କହିଲେ, ସହେି ଲୋକମାନେ ଯାହା କଲେ ଆମ୍ଭେ କବେେ ତାହା ପାଶୋରି ପାରିବା ନାହିଁ।
7 O S enhor , a Glória de Israel, jurou por seu próprio nome: “Jamais esquecerei tudo que vocês fizeram!
8 ସହେି ୟୋଗୁ ସମଗ୍ରଦେଶ ଥରିବ। ସହେି ରାଜ୍ଯ ରେ ବାସ କରୁଥିବା ପ୍ରେତ୍ୟକକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉତ୍ଥାନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହବେ।
8 A terra tremerá por causa de suas maldades, e todos que nela habitam lamentarão. A terra se levantará como o Nilo, o rio do Egito, na época das enchentes; ela se erguerá e depois afundará.
9 ସଦାପ୍ରଭୁ ଏହା କହିଥିଲେ: ସଦେିନ ମଧ୍ଯାହ୍ନ ରେ ସୂର୍ୟ୍ଯଙ୍କୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନ ରେ ପୃଥିବୀକୁ ଅନ୍ଧକାରମଯ କରାଇବା।
9 “Naquele dia”, diz o S enhor Soberano, “farei o sol se pôr ao meio-dia e em plena luz do dia escurecerei a terra.
10 ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।
10 Transformarei suas festas em tempos de lamento e seus cânticos, em canções fúnebres. Vocês se vestirão de luto e rasparão a cabeça, como se seu único filho tivesse morrido; será um dia de muita amargura!
11 ସଦାପ୍ରଭୁ କୁହନ୍ତି:
11 “Está chegando o tempo”, diz o S enhor Soberano, “em que enviarei fome sobre a terra, não fome de pão nem sede de água, mas de ouvir as palavras do S
12 ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ୟ୍ଯନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଏଣତେଣେେ ଖାଜେି ବୁଲିବେ, ମାତ୍ର ତାହା ପାଇବେ ନାହିଁ।
12 As pessoas andarão sem rumo, de mar em mar e de um extremo ao outro, em busca da palavra do S mas não a encontrarão.
13 ସେତବେେଳେ ସୁନ୍ଦର ୟୁବକଗଣ ଓ ସୁନ୍ଦରୀ ରମଣୀମାନେ ତୃଷା ରେ ଦୁର୍ବଳ ହାଇେ ପଡିବେ। ଶମରିଯାର ପାପ ପାଇଁ ସମାନେେ ଶପଥ ନଇେ କହିବେ,
13 Naquele dia, moças belas e rapazes fortes desmaiarão de sede.
14 ହେ ଦାନ୍ ଯେପରି ତୁମ୍ଭର ପରମେଶ୍ବର ନିଶ୍ଚିତ ଜୀବିତ' ଓ 'ବେର୍ଶବୋର ପ୍ରଭୁ ନିଶ୍ଚିତ ଜୀବିତ, ସମାନଙ୍କେର ନିଶ୍ଚିତ ପତନ ଘଟିବ ଓ ସମାନେେ କବେେ ଉଠି ପାରିବେ ନାହିଁ।
14 E aqueles que juram pelos ídolos de Samaria, que fazem juramentos em nome do deus de Dã e votos em nome do deus de Berseba, todos eles cairão e nunca mais se levantarão.”
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Amós 8, comparar traduções ou montar um estudo — tudo direto pelo WhatsApp.