Apocalipse 10

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।
1 Então vi outro anjo poderoso descendo do céu, envolto numa nuvem, com um arco-íris sobre a cabeça. Seu rosto brilhava como o sol, e seus pés eram como colunas de fogo.
2 ସହେି ଦୂତଙ୍କ ହାତ ରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।
2 Tinha na mão um livrinho aberto. O anjo pôs o pé direito no mar e o pé esquerdo na terra.
3 ସେ ସିଂହ ଗର୍ଜନ ପରି ଜାରେ ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତବଜ୍ର ତାହାର ଉତ୍ତର ଦେଲେ।
3 Deu um forte grito, como o rugido de um leão, e os sete trovões responderam.
4 ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।
4 No momento em que os sete trovões falaram, eu estava prestes a escrever, mas ouvi uma voz do céu que disse: “Guarde em segredo as coisas que os sete trovões disseram, e não as escreva”.
5 ତା'ପରେ ସହେି ସ୍ବର୍ଗଦୂତ ଯକେି ସମୁଦ୍ର ଓ ପୃଥିବୀ ଉପରେ ପାଦଦଇେ ଠିଆ ହାଇେଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ବର୍ଗକୁ ଉଠାଇଲେ।
5 Então o anjo que vi em pé sobre o mar e sobre a terra levantou a mão direita para o céu.
6 ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, ଆଉ ଅଧିକ ବିଳମ୍ବ ହବେ ନାହିଁ।
6 Jurou em nome daquele que vive para todo o sempre, que criou os céus, a terra, o mar e tudo que neles há. “Não haverá mais demora”, disse ele.
7 କିନ୍ତୁ ସପ୍ତମ ଦୂତ ସହେି ଦିନମାନଙ୍କ ରେ ତୂରୀ ବଜାନ୍ତେ ପରମେଶ୍ବର ଆପଣା ସବେକ ଭବିଷ୍ଯତ୍ ବକ୍ତାମାନଙ୍କୁ କହିଥିବା ବାକ୍ଯ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହବେ।
7 “Quando o sétimo anjo tocar sua trombeta, o plano que Deus manteve em segredo se cumprirá, conforme ele anunciou a seus servos, os profetas.”
8 ତା'ପରେ ମୁଁ ସହେି ସ୍ବର ସ୍ବର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ବର ମାେତେ କହିଲା, ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହାଇେଥିବା ଦୂତଙ୍କ ହାତରୁ ଖାେଲା ଚର୍ମପତ୍ରଟି ନିଅ।
8 A voz do céu falou novamente comigo: “Vá e pegue o livro aberto da mão do anjo que está em pé sobre o mar e sobre a terra”.
9 ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।
9 Então me aproximei do anjo e lhe pedi o livrinho. “Pegue-o e coma-o!”, disse ele. “Ele será amargo em seu estômago, embora tenha um sabor doce como mel em sua boca.”
10 ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନଲେି ଓ ଖାଇଲି। ମାେ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତବେେଳେ ମୁଁ ଏହାକୁ ଢ଼ୋକିଲି, ପଟେ ରେ ଏହା ଖଟା ଲାଗିଲା।
10 Peguei o livrinho da mão do anjo e o comi. Em minha boca, era doce como mel, mas, quando o engoli, tornou-se amargo em meu estômago.
11 ତା'ପରେ ସମାନେେ ମାେତେ କହିଲେ, ଅନକେ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟ ରେ ତୁମ୍ଭକୁ ଆହୁରି ଭବିଷ୍ଯଦ୍ ବାଣୀ କହିବାକୁ ପଡ଼ିବ।
11 Então me foi dito: “É necessário que você profetize outra vez a respeito de muitos povos, nações, línguas e reis”.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Apocalipse 10, comparar traduções ou montar um estudo — tudo direto pelo WhatsApp.