Apocalipse 11
Oriya Bible (GL_ORIYA) vs NVT
1 ତା'ପରେ ମାେତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମାେତେ କୁହାଗଲା, ଯାଅ ପରମେଶ୍ବରଙ୍କର ମନ୍ଦିର, ବଦେୀକୁ ମାପ, ଏବଂ ସଠାେରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ଯା ଗଣନା କର।
1 Depois disso, recebi uma vara de medir e me foi dito: “Vá e tire as medidas do templo de Deus e do altar, e conte o número de adoradores.
2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।
2 Mas não meça o pátio exterior, porque ele foi entregue às nações. Elas pisotearão a cidade santa durante 42 meses.
3 ମୁଁ ମାରଦେୁଇ ସାକ୍ଷୀଙ୍କୁ କ୍ଷମତା ଦବେି। ସମାନେେ 1260 ଦିନ ପର୍ୟ୍ଯନ୍ତ ଅଖା ପିନ୍ଧି ଭବିଷ୍ଯଦ୍ ବାଣୀ କହିବେ।
3 Darei autoridade a minhas duas testemunhas, e elas se vestirão de pano de saco e profetizarão durante 1.260 dias”.
4 ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀ ରେ ପ୍ରଭୁଙ୍କ ସମ୍ମୁଖ ରେ ଠିଆ ହାଇେଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା।
4 Essas duas testemunhas são as duas oliveiras e os dois candelabros que estão diante do Senhor de toda a terra.
5 ଯଦି କହେି ସମାନଙ୍କେର କ୍ଷତି କରିବାକୁ ଚା ହେଁ, ତା' ହେଲ ସମାନଙ୍କେର ମୁହଁରୁ ବାହାରୁଥିବା ଅଗ୍ନି ସମାନଙ୍କେୁ ଧ୍ବଂସ କରିବ। ଯଦି କୌଣସି ଲୋକ ସମାନଙ୍କେର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ଯୁ ଭୋଗ କରିବ।
5 Se alguém tentar lhes fazer mal, da boca lhes sairá fogo e consumirá seus inimigos. Assim deve morrer quem tentar lhes fazer mal.
6 ଏହି ଦୁଇଜଣ ଭବିଷ୍ଯଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସମାନଙ୍କେର କ୍ଷମତା ଅଛି। ଜଳକୁ ରକ୍ତ ରେ ପରିଣତ କରିବାର କ୍ଷମତା ସମାନଙ୍କେର ଅଛି। ପୃଥିବୀକୁ ପ୍ରେତ୍ୟକକ ପ୍ରକାରର ମହାମାରୀ ଦ୍ବାରା କଷ୍ଟ ଦବୋର କ୍ଷମତା ସମାନଙ୍କେର ଅଛି। ସମାନେେ ସମାନଙ୍କେର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସତେଥର ଏହା କରି ପାରିବେ।
6 Elas têm poder para fechar o céu, a fim de que não chova durante o tempo que profetizarem, e têm poder para transformar as águas em sangue e para ferir a terra com pragas de toda espécie, quantas vezes desejarem.
7 ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।
7 Quando tiverem concluído seu testemunho, a besta que vem do abismo lutará contra elas, e ela as vencerá e as matará.
8 ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତା ରେ ପଡ଼ିରହିବ। ଏହି ନଗରର ନାମ 'ସଦୋମ' ଓ 'ମିସର'। ନଗରର ନାମଗୁଡ଼ିକର ବିଶଷେ ଅର୍ଥ ରହିଛି। ଏହି ନଗର ରେ ସମାନଙ୍କେର ପ୍ରଭୁଙ୍କୁ ମଧ୍ଯ କ୍ରୁଶ ରେ ଚଢ଼ାଇ ମାରି ଦିଆଯାଇଥିଲା।
8 Os corpos ficarão estendidos na rua principal da grande cidade, chamada figuradamente “Sodoma” e “Egito”, onde seu Senhor foi crucificado.
9 ସାଢ଼େ ତିନିଦିନ ପର୍ୟ୍ଯନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସମାନଙ୍କେର ଶବ ଦେଖିବେ। କିନ୍ତୁ ସମାନେେ ସମାନଙ୍କେର ସମାଧିସ୍ଥ ହବୋକୁ ଦବେେ ନାହିଁ।
9 Durante três dias e meio, todos os povos, tribos, línguas e nações olharão para esses corpos, e ninguém terá permissão de sepultá-los.
10 ସମାନଙ୍କେର ମୃତ୍ଯୁ ରେ ପୃଥିବୀର ଲୋକେ ଖୁସି ହବେେ। ସମାନେେ ଭୋଜି କରିବେ ଓ ପରସ୍ପର ଭିତ ରେ ଉପହାର ଦିଆନିଆ କରିବେ। ସମାନେେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ୟନ୍ତ୍ରଣା ଦଇେଥିଲେ।
10 Os habitantes da terra festejarão e trocarão presentes entre si para comemorar a morte dos dois profetas que os haviam atormentado.
11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ବରଙ୍କଠାରୁ ଜୀବନୀ ଶକ୍ତି ସହେି ଦୁଇଜଣ ଭବିଷ୍ଯଦ୍ ବକ୍ତାଙ୍କ ଭିତ ରେ ପ୍ରବେଶ କଲା। ସମାନେେ ସମାନଙ୍କେର ପାଦ ରେ ଉଠି ଠିଆ ହେଲେ। ସମାନଙ୍କେୁ ଦେଖିବା ଲୋକମାନେ ବହୁତ ଭୟ କଲେ।
11 Depois de três dias e meio, porém, Deus soprou vida nos dois profetas, e eles se levantaram, enchendo de terror os que os viram.
12 ତା'ପରେ ସହେି ଦୁଇଜଣ ସାକ୍ଷୀ ସ୍ବର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ବର ଶୁଣିପାରିଲେ, ଏଠାକୁ ଉଠି ଆସ। ଏହା ଶୁଣି ଦୁଇ ଜଣ ଭବିଷ୍ଯଦ୍ ବକ୍ତା ମେଘ ଦ୍ବାରା ସ୍ବର୍ଗକୁ ଗଲେ। ଏହା ସମାନଙ୍କେର ଶତ୍ରୁମାନେ ଦେଖୁଥିଲେ।
12 Então uma forte voz do céu disse aos dois: “Subam aqui!”. E eles subiram ao céu numa nuvem, sob o olhar de seus inimigos.
13 ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।
13 Nesse momento, houve um grande terremoto que destruiu um décimo da cidade. Sete mil pessoas morreram, e as que restaram ficaram aterrorizadas e deram glória ao Deus do céu.
14 ଦ୍ବିତୀୟ କ୍ଲେଶ ଦୂର ହେଲା। ତୃତୀୟ କ୍ଲେଶଟି ଖୁବ୍ ଶୀଘ୍ର ଆସୁଛି।
14 O segundo terror passou, mas logo vem o terceiro.
15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,
15 O sétimo anjo tocou sua trombeta, e fortes vozes gritaram no céu: “O reino do mundo se tornou de nosso Senhor e de seu Cristo, e ele reinará para todo o sempre”.
16 ତା'ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ବରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ବରଙ୍କ ସମ୍ମୁଖ ରେ ସମାନଙ୍କେ ସିଂହାସନ ରେ ବସନ୍ତି।
16 Os 24 anciãos que estavam sentados em seus tronos diante de Deus se prostraram com o rosto em terra e o adoraram,
17 ସହେି ପ୍ରାଚୀନମାନେ କହିଲେ :
17 dizendo: “Nós te agradecemos, Senhor Deus, o Todo-poderoso, que és e que eras, pois agora assumiste teu grande poder e começaste a reinar.
18 ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କୋରଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କୋରଧର ସମୟ ଉପସ୍ଥିତ, ମୃତମାନଙ୍କର ବିଚାର ସମୟ ଆସିଛି ; ତୁମ୍ଭ ସବେକମାନଙ୍କୁ ଭବିଷ୍ଯତ୍ ବକ୍ତାମାନଙ୍କୁ ପୁରସ୍କାର ଦବୋର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରେତ୍ୟକକଙ୍କୁ ପୁରସ୍କାର ଦବୋର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହାଇେଛି।
18 As nações se enfureceram, mas agora chegou o tempo de tua ira. É tempo de julgar os mortos e de recompensar teus servos, os profetas, assim como teu povo santo e todos que temem o teu nome, desde os pequenos até os grandes. É tempo de destruir todos que causaram destruição na terra”.
19 ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
19 Então se abriu no céu o templo de Deus, e dentro do templo foi vista a arca de sua aliança. Houve relâmpagos, estrondos e trovões, um terremoto e uma grande tempestade de granizo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 11, comparar traduções ou montar um estudo — tudo direto pelo WhatsApp.