Apocalipse 15
Oriya Bible (GL_ORIYA) vs BKJ
1 ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।
1 E eu vi outro sinal no céu, grande e admirável: Sete anjos, tendo as sete últimas pragas; porque nelas é consumada a ira de Deus.
2 ମୁଁ ମାେ ସାମନା ରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସହେି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ଯା ଉପରେ ଜୟଲାଭ କରିଥିଲେ, ସମାନଙ୍କେୁ ସହେି ସମୁଦ୍ର କୂଳ ରେ ଠିଆ ହବୋର ଦେଖିଲି। ସମାନଙ୍କେ ହାତ ରେ ପରମେଶ୍ବର ଦଇେଥିବା ବୀଣା ଥିଲା।
2 E eu vi como se fosse um mar de vidro misturado com fogo; e aos que haviam obtido a vitória sobre a besta, e sobre a sua imagem, e sobre sua marca, e sobre o número de seu nome, ficarem sobre o mar de vidro, tendo as harpas de Deus.
3 ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
3 E eles cantam a canção de Moisés, o servo de Deus, e a canção do Cordeiro, dizendo: Grandes e maravilhosas são tuas obras, Senhor Deus Todo-Poderoso; justos e verdadeiros são os teus caminhos, tu, Rei de santos.
4 ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।
4 Quem não te temerá, ó Senhor, e não glorificará o teu nome? Porque tu somente és santo; porque todas as nações virão e adorarão diante de ti, porque os teus juízos foram feitos manifestos.
5 ଏହାପରେ ମୁଁ ସ୍ବର୍ଗ ରେ ପରମେଶ୍ବରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖାେଲା ହାଇେଥିବାର ଦେଖିଲି।
5 E depois disto eu olhei, e eis que o templo do tabernáculo do testemunho no céu estava aberto.
6 ସହେି ମନ୍ଦିର ଭିତରୁ ସାତଜଣ ଦୂତ ସାତାଟେି ମହାମାରୀଗୁଡ଼ିକୁ ଧରି ବାହରି ଆସିଲେ। ସମାନେେ ଶୁଦ୍ଧ, ଉଜ୍ଜ୍ବଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ବକ୍ଷ ରେ ସୁବର୍ଣ୍ଣ ବନ୍ଧନୀ ଥିଲା।
6 E os sete anjos saíram do templo, tendo as sete pragas, vestidos de linho puro e branco, e cingidos com cintos de ouro nos seus peitos.
7 ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା।
7 E um dos quatro animais deu aos sete anjos sete taças de ouro, cheias da ira de Deus, que vive para sempre e sempre.
8 ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ।
8 E o templo foi preenchido com a fumaça da glória de Deus, e de seu poder; e nenhum homem era capaz de entrar no templo, até que as sete pragas dos sete anjos fossem cumpridas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 15, comparar traduções ou montar um estudo — tudo direto pelo WhatsApp.