Apocalipse 16
Oriya Bible (GL_ORIYA) vs NVT
1 ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।
1 Então ouvi uma poderosa voz que vinha do templo dizer aos sete anjos: “Vão e derramem sobre a terra as sete taças da fúria de Deus”.
2 ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢ଼ାଳି ଦେଲେ। ତା'ପରେ ଯେଉଁମାନେ ସହେି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସମାନଙ୍କେର ଶରୀର ରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।
2 O primeiro anjo saiu do templo e derramou sua taça sobre a terra, e se abriram feridas horríveis e malignas naqueles que tinham a marca da besta e adoravam sua estátua.
3 ଦ୍ବିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢ଼ାଳି ଦେଲେ। ସେଥି ରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହାଇଗେଲା। ସମୁଦ୍ର ରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।
3 O segundo anjo derramou sua taça sobre o mar, que se transformou em sangue como de um cadáver, e morreram todas as criaturas do mar.
4 ତୃତୀୟ ସ୍ବର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢ଼ାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହାଇଗେଲା।
4 O terceiro anjo derramou sua taça sobre os rios e as fontes, que se transformaram em sangue.
5 ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :
5 E ouvi o anjo que tinha autoridade sobre a água dizer: “Tu és justo, ó Santo, que és e que eras, pois enviaste estes julgamentos.
6 ଲୋକମାନେ ଯେ ହତେୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ଯଦ୍ ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସମାନଙ୍କେୁ ରକ୍ତପାତ କରିବାକୁ ଦଇେଛ। ସମାନେେ ଏହା ହିଁ ପାଇବାକୁ ଯୋଗ୍ଯ।
6 Porque eles derramaram o sangue de teu povo santo e de teus profetas, tu lhes deste sangue para beber; é sua justa retribuição”.
7 ମୁଁ ବଦେୀକୁ ଏହା କହିବାର ଶୁଣିଲି,
7 E ouvi uma voz que vinha do altar dizer: “Sim, Senhor Deus, o Todo-poderoso, teus julgamentos são verdadeiros e justos”.
8 ଏହାପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ୟ୍ଯଙ୍କ ଉପରେ ଢ଼ାଳିଲେ। ସେଥି ରେ ସୂର୍ୟ୍ଯକୁ, ମନୁଷ୍ଯମାନଙ୍କୁ ଅଗ୍ନି ରେ ପୋଡ଼ି ଦବୋର କ୍ଷମତା ଦିଆଗଲା।
8 O quarto anjo derramou sua taça sobre o sol, que com seu fogo fez queimar as pessoas.
9 ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସମାନେେ ପରମେଶ୍ବରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କବଳେ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସମାନେେ ସମାନଙ୍କେର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ବରଙ୍କ ମହିମା ଗାନ ଦେଲେ ନାହିଁ।
9 Todos foram queimados pelo intenso calor e blasfemaram contra o nome de Deus, que tinha controle sobre essas pragas. E não se arrependeram nem deram glória a Deus.
10 ପଞ୍ଚମ ଦୂତ ତାହାଙ୍କ ପାତ୍ର ସହେି ପଶୁର ସିଂହାସନ ଉପରେ ଢ଼ାଳିଲେ। ଏହାଦ୍ବାରା ପଶୁର ରାଜ୍ଯ ରେ ଅନ୍ଧକାର ଘୋଟିଗଲା। ଲୋକମାନେ ୟନ୍ତ୍ରଣା ରେ ଜିଭ କାମୁଡ଼ିଲେ।
10 O quinto anjo derramou sua taça sobre o trono da besta, e seu reino foi lançado na escuridão. Angustiados, seus súditos rangiam os dentes
11 ସମାନେେ ତାହାଙ୍କ ୟନ୍ତ୍ରଣା ଓ ଘା ସକାେଶ ସ୍ବର୍ଗ ରେ ଥିବା ପରମେଶ୍ବରଙ୍କର ନିନ୍ଦା କଲେ। କିନ୍ତୁ ସମାନେେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।
11 e, por causa de suas dores e feridas, blasfemavam contra o Deus do céu. E não se arrependeram de seus atos perversos.
12 ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢ଼ାଳିଲେ। ଏହାଦ୍ବାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।
12 O sexto anjo derramou sua taça sobre o grande rio Eufrates, e ele secou, abrindo caminho para os reis que vêm do Oriente.
13 ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସମାନେେ ବେଙ୍ଗ ପରି ଦଖାଯାେଉଥିଲେ। ସମାନେେ ସହେି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ଯଦ୍ ବକ୍ତା ମୁଖରୁ ବାହାରି ଆସିଲେ
13 Então vi saltarem da boca do dragão, da boca da besta e da boca do falso profeta três espíritos impuros semelhantes a sapos.
14 ସମାନେେ ଭୂତର ଆତ୍ମା ଓ ସମାନଙ୍କେର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିବାର କ୍ଷମତା ଥିଲା। ସମାନେେ ସର୍ବଶକ୍ତିମାନ ପରମେଶ୍ବରଙ୍କ ମହାଦିନର ୟୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସମାନଙ୍କେ ପାଖକୁ ଯାଆନ୍ତି।
14 São espíritos demoníacos que realizam sinais e vão aos governantes da terra a fim de reuni-los para a batalha contra o Senhor, no grande dia de Deus, o Todo-poderoso.
15 ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।
15 “Eu virei inesperadamente, como ladrão! Feliz é aquele que me espera alerta e mantém puras suas vestes, para que não precise andar nu e envergonhado.”
16 ସହେି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷା ରେ କୁହା ଯାଉଥିବା 'ହର୍ମିଗିଦ୍ଦୋନ୍' ନାମକ ସ୍ଥାନ ରେ ଏକାଠି କଲେ।
16 E os espíritos reuniram todos os governantes e seus exércitos no lugar que, em hebraico, se chama Armagedom .
17 ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାଯୁ ରେ ଢ଼ାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ବର ଆସିଲା। ସହେି ସ୍ବର କହିଲା, ଏହା ସମାପ୍ତ ହେଲା।
17 O sétimo anjo derramou sua taça no ar, e do trono do templo veio um forte grito: “Está terminado!”.
18 ତା'ପରେ ସଠାେରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ଯ ଇତିହାସ ରେ କବେେ ହାଇେ ନ ଥିଲା।
18 Então houve relâmpagos, estrondos e trovões, e um forte terremoto, o mais violento desde a criação da humanidade.
19 ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।
19 A grande cidade, Babilônia, se dividiu em três partes, e as cidades de muitas nações tombaram. Deus se lembrou de todos os pecados da Babilônia e a fez beber do cálice cheio do vinho de sua furiosa ira.
20 ପ୍ରେତ୍ୟକକ ଦ୍ବୀପ ଉଭଇେ ଗଲା ଓ ସଠାେରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ।
20 Todas as ilhas desapareceram, e todos os montes foram arrasados.
21 ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରେତ୍ୟକକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସହେି କୁଆପଥର ମହାମାରୀ ପାଇଁ ପରମେଶ୍ବରଙ୍କୁ ନିନ୍ଦା କଲେ। ଏହି କ୍ଲେଶ ଅତି ଭୟାନକ ଥିଲା।
21 Houve uma forte tempestade de granizo, com pedras que pesavam até 35 quilos caindo do céu sobre as pessoas. E elas blasfemaram contra Deus por causa da terrível praga de granizo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 16, comparar traduções ou montar um estudo — tudo direto pelo WhatsApp.