Apocalipse 19
Oriya Bible (GL_ORIYA) vs NVI
1 ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :
1 Depois disso ouvi no céu algo semelhante à voz de uma grande multidão, que exclamava: "Aleluia! A salvação, a glória e o poder pertencem ao nosso Deus,
2 ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।
2 pois verdadeiros e justos são os seus juízos. Ele condenou a grande prostituta que corrompia a terra com a sua prostituição. Ele cobrou dela o sangue dos seus servos".
3 ସମାନେେ ପୁଣି କହିଲେ :
3 E mais uma vez a multidão exclamou: "Aleluia! A fumaça que dela vem, sobe para todo o sempre".
4 ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ :
4 Os vinte e quatro anciãos e os quatro seres viventes prostraram-se e adoraram a Deus, que estava assentado no trono, e exclamaram: "Amém, Aleluia! "
5 ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା :
5 Então veio do trono uma voz, conclamando: "Louvem o nosso Deus, todos vocês, seus servos, vocês que o temem, tanto pequenos como grandes! "
6 ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :
6 Então ouvi algo semelhante ao som de uma grande multidão, como o estrondo de muitas águas e fortes trovões, que bradava: "Aleluia! pois reina o Senhor, o nosso Deus, o Todo-poderoso.
7 ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।
7 Regozijemo-nos! Vamos nos alegrar e dar-lhe glória! Pois chegou a hora do casamento do Cordeiro, e a sua noiva já se aprontou.
8 କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।
8 Foi-lhe dado para vestir-se linho fino, brilhante e puro". O linho fino são os atos justos dos santos.
9 ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।
9 E o anjo me disse: "Escreva: Felizes os convidados para o banquete do casamento do Cordeiro! " E acrescentou: "Estas são as palavras verdadeiras de Deus".
10 ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।
10 Então caí aos seus pés para adorá-lo, mas ele me disse: "Não faça isso! Sou servo como você e como os seus irmãos que se mantêm fiéis ao testemunho de Jesus. Adore a Deus! O testemunho de Jesus é o espírito de profecia".
11 ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।
11 Vi o céu aberto e diante de mim um cavalo branco, cujo cavaleiro se chama Fiel e Verdadeiro. Ele julga e guerreia com justiça.
12 ତାହାଙ୍କର ଚକ୍ଷୁ ଦୁଇଟି ଜ୍ବଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନକେ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳ ରେ ଗୋଟିଏ ନାମ ଲଖାେ ଯାଇଥିଲା, କିନ୍ତୁ ତାହାଙ୍କ ବ୍ଯତୀତ ଅନ୍ୟ କହେି ସେ ନାମ ଜାଣି ନ ଥିଲେ।
12 Seus olhos são como chamas de fogo, e em sua cabeça há muitas coroas e um nome que só ele conhece, e ninguém mais.
13 ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ 'ପରମେଶ୍ବରଙ୍କ ବାକ୍ଯ'।
13 Está vestido com um manto tingido de sangue, e o seu nome é Palavra de Deus.
14 ସ୍ବର୍ଗର ସନୋବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସମାନେେ ମଧ୍ଯ ଶ୍ବତେଅଶ୍ବ ଉପରେ ବସିଥିଲେ। ସମାନେେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।
14 Os exércitos do céu o seguiam, vestidos de linho fino, branco e puro, e montados em cavalos brancos.
15 ସହେି ଅଶ୍ବାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରଯୋଗ କରିବେ। ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ବରଙ୍କର କୋରଧରୂପ ଦ୍ରାକ୍ଷାପଷୋ କୁଣ୍ଡକୁ ଦଳିପକାଇବେ।
15 De sua boca sai uma espada afiada, com a qual ferirá as nações. "Ele as governará com cetro de ferro". Ele pisa o lagar do vinho do furor da ira do Deus todo-poderoso.
16 ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :
16 Em seu manto e em sua coxa está escrito este nome: REI DOS REIS E SENHOR DOS SENHORES.
17 ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।
17 Vi um anjo que estava de pé no sol e que clamava em alta voz a todas as aves que voavam pelo meio do céu: "Venham, reúnam-se para o grande banquete de Deus,
18 ଆସ, ତୁମ୍ଭମାନେେ ଏକାଠି ହାଇେ ରାଜା, ସନୋପତି ଓ ପ୍ରସିଦ୍ଧ ଲୋକମାନଙ୍କ ଶରୀରର ମାଂସ ତଥା ଅଶ୍ବ ଓ ସମାନଙ୍କେର ଆ ରୋହୀଙ୍କର ଓ ସ୍ବାଧୀନ ଓ ପରାଧୀନ, ସାନ ଓ ବଡ଼, ସବୁ ଲୋକମାନଙ୍କର ମାଂସ ଖାଇବ।
18 para comerem carne de reis, generais e poderosos, carne de cavalos e seus cavaleiros, carne de todos: livres e escravos, pequenos e grandes".
19 ତା'ପରେ ମୁଁ ସହେି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସମାନଙ୍କେର ସନୋବାହିନୀଗଣ, ଅଶ୍ବାରୋହୀ ଓ ସମାନଙ୍କେର ସନୋବାହିନୀ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ଏକତ୍ର ହେଲେ।
19 Então vi a besta, os reis da terra e os seus exércitos reunidos para guerrearem contra aquele que está montado no cavalo e contra o seu exército.
20 କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।
20 Mas a besta foi presa, e com ela o falso profeta que havia realizado os sinais miraculosos em nome dela, com os quais ele havia enganado os que receberam a marca da besta e adoraram a imagem dela. Os dois foram lançados vivos no lago de fogo que arde com enxofre.
21 ସମାନଙ୍କେର ସନୋବାହିନୀଗଣ ଅଶ୍ବାରୋହୀଙ୍କ ମୁଖରୁ ବାହାରିଥିବା ଖଡ୍ଗ ରେ ନିହଦ ହେଲେ। ସମସ୍ତ ପକ୍ଷୀଗଣ ସମାନଙ୍କେର ଏହି ଶରୀରଗୁଡ଼ିକୁ ପଟେ ପୁରିବା ପର୍ୟ୍ଯନ୍ତ ଖାଇଲେ।
21 Os demais foram mortos com a espada que saía da boca daquele que está montado no cavalo. E todas as aves se fartaram com a carne deles.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 19, comparar traduções ou montar um estudo — tudo direto pelo WhatsApp.