Apocalipse 1
Oriya Bible (GL_ORIYA) vs BKJ
1 ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ।
1 A Revelação de Jesus Cristo, que Deus lhe deu, para mostrar aos seus servos coisas que em breve devem acontecer; e ele a declarou enviando-a por meio de seu anjo a seu servo João.
2 ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା।
2 Que deu testemunho da palavra de Deus, e do testemunho de Jesus Cristo, e de todas as coisas que ele viu.
3 ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ।
3 Abençoado é aquele que lê, e aqueles que ouvem as palavras desta profecia, e guardam estas coisas que nela estão escritas, porque o tempo está próximo.
4 ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି : ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ।
4 João, às sete igrejas que estão na Ásia: Graça esteja convosco, e a paz, daquele que é, que era e que há de vir; e dos sete Espíritos que estão diante de seu trono;
5 ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
5 e de Jesus Cristo, que é a fiel testemunha, e o primogênito dos mortos, e o príncipe dos reis da terra. A ele, que nos amou e nos lavou de nossos pecados em seu próprio sangue;
6 ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍।
6 e nos fez reis e sacerdotes para Deus, seu Pai; a ele seja a glória e o domínio para sempre e sempre. Amém.
7 ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।
7 Eis que ele vem com as nuvens, e todo olho há de vê-lo, e também aqueles que o perfuraram; e todas as famílias da terra se lamentarão por causa dele. Assim seja. Amém.
8 ପ୍ରଭୁ ପରମେଶ୍ବର କହନ୍ତି, ମୁଁ ଆରମ୍ଭ ଓ ଶଷେ (ଆଲ୍ଫା ଓ ଓମଗୋ) ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।
8 Eu sou o Alfa e o Ômega, o princípio e o fim, diz o Senhor, que é, que era e que há de vir, o Todo-Poderoso.
9 ଯୀଶୁଙ୍କ ଦୁଃଖ ଭୋଗ ରାଜ୍ଯ ଓ ର୍ଧୈୟ୍ଯ ରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ବରଙ୍କ ବାକ୍ଯ ପ୍ରଚାର ଓ ଯୀଶୁଙ୍କର ସାକ୍ଷୀ ହବୋ ହତେୁ ନିର୍ବାସିତ ହାଇେ ପାତ୍ମ ଦ୍ବୀପରେ ଥିଲି କାରଣ ମୁଁ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କଲି। ମୁଁ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦଲେି।
9 Eu, João, que também sou vosso irmão e companheiro na tribulação e no reino e paciência de Jesus Cristo, estava na ilha que é chamada de Patmos, por causa da palavra de Deus, e do testemunho de Jesus Cristo.
10 ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।
10 Eu estava no Espírito, no dia do Senhor, e ouvi por trás de mim uma grande voz, como a de uma trombeta,
11 ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।
11 dizendo: Eu sou o Alfa e o Ômega, o primeiro e o último; e o que tu vês, escreve em um livro, e envia-o às sete igrejas que estão na Ásia; a Éfeso, e a Esmirna, e a Pérgamo, e a Tiatira, e a Sardes, e a Filadélfia e a Laodiceia.
12 ମୁଁ ବୁଲିପଡ଼ି ଦେଖିବାକୁ ଚାହିଁଲି ଯେ, କିଏ ମାେତେ ଏହିକଥା କହୁଛନ୍ତି। ମୁଁ ଯେତବେେଳେ ବୁଲିପଡ଼ିଲି, ସେତବେେଳେ ସାତାଟେି ସୁନାର ଦୀପରୁଖା ଦେଖିଲି।
12 E voltei-me para ver a voz que falava comigo. E, voltando-me, eu vi sete candelabros de ouro;
13 ସହେି ସାତାଟେି ସୁନାର ଦୀପରୁଖା ମଝି ରେ: ମନୁଷ୍ଯ ପୁତ୍ରଙ୍କ ପରି ଜଣେ ଠିଆ ହାଇେଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତି ରେ ଗୋଟିଏ ସୁନାର ପଟୁକା ପିନ୍ଧିଲେ।
13 e no meio dos sete candelabros, alguém semelhante ao Filho do homem, vestido com uma roupa comprida até aos pés, e cingido com um cinto de ouro no seu peito.
14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦଖାଯାେଉଥିଲା।
14 Sua cabeça e seus cabelos eram brancos como a lã, tão brancos como a neve, e os seus olhos eram como uma chama de fogo;
15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।
15 e seus pés como bronze polido, como se queimassem em uma fornalha; e a sua voz como o som de muitas águas.
16 ସେ ତାହାଙ୍କ ଡାହାଣ ହାତ ରେ ସାତାଟେି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ୟୁକ୍ତ ଖଡ୍ଗ ବାହାରି ଆସିଲା। ସେ ମଧ୍ଯାହ୍ନ ସୂର୍ୟ୍ଯଭଳି ତଜେୋମୟ ଦଖାଯାେଉଥିଲେ।
16 E ele tinha em sua mão direita sete estrelas, e da sua boca saía uma espada afiada de dois gumes e a sua face era como o sol quando brilha em sua força.
17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।
17 E, quando o vi, caí como morto aos seus pés. E ele pôs sua mão direita sobre mim, dizendo: Não temas. Eu sou o primeiro e o último;
18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।
18 Eu Sou Ele que vive, e que estava morto; e eis que eu estou vivo para sempre, amém; e tenho as chaves do inferno e da morte.
19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ।
19 Escreve as coisas que tu tens visto, as que são, e as que hão de acontecer.
20 ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।
20 O mistério das sete estrelas que tu viste em minha mão direita, e dos sete candelabros de ouro. As sete estrelas são os anjos das sete igrejas, e os sete candelabros que tu viste são as sete igrejas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 1, comparar traduções ou montar um estudo — tudo direto pelo WhatsApp.