Apocalipse 20
Oriya Bible (GL_ORIYA) vs ARIB
1 ତା'ପରେ ମୁଁ ସ୍ବର୍ଗରୁ ଜଣେ ସ୍ବର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖ ରେ ପାତାଳର ଅତଳ ଗହ୍ବରର ଗ୍ଭବି ଥିଲା। ତାହାଙ୍କ ହାତ ରେ ଗୋଟିଏ ବଡ଼ ଶିକୁଳି ଥିଲା।
1 E vi descer do céu um anjo, que tinha a chave do abismo e uma grande cadeia na sua mão.
2 ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।
2 Ele prendeu o dragão, a antiga serpente, que é o Diabo e Satanás, e o amarrou por mil anos.
3 ସେ ତାହାକୁ ଗଭୀରତମ ଗହ୍ବର ରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରି ଦେଲେ। ଦୂତ ସହେି ଗହ୍ବରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହବୋପର୍ୟ୍ଯନ୍ତ ଲୋକମାନଙ୍କୁ ଭ୍ରାନ୍ତ କରିପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାୟିବ।
3 Lançou-o no abismo, o qual fechou e selou sobre ele, para que não enganasse mais as nações até que os mil anos se completassem. Depois disto é necessário que ele seja solto por um pouco de tempo.
4 ତା'ପରେ ମୁଁ ତିନୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସହେି ଲୋକମାନଙ୍କୁ ବିଚାର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହବୋ ଓ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କରିବା ହତେୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସହେି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସହେି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସମାନେେ ତାହାଙ୍କ କପାଳ ରେ ବା ହାତ ରେ ସହେି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସମାନେେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କଲେ।
4 Então vi uns tronos; e aos que se assentaram sobre eles foi dado o poder de julgar; e vi as almas daqueles que foram degolados por causa do testemunho de Jesus e da palavra de Deus, e que não adoraram a besta nem a sua imagem, e não receberam o sinal na fronte nem nas mãos; e reviveram, e reinaram com Cristo durante mil anos.
5 (ଅବଶିଷ୍ଟ ମୃତ ଲୋକମାନେ ଏକହଜାର ବର୍ଷ ପୂର୍ଣ୍ଣ ନ ହବୋ ପର୍ୟ୍ଯନ୍ତ ବଞ୍ଚି ଉଠିଲେ ନାହିଁ।) ଏହା ହିଁ ପ୍ରଥମ ପୁନରୁତ୍ଥାନ।
5 Mas os outros mortos não reviveram, até que os mil anos se completassem. Esta é a primeira ressurreição.
6 ଏହି ପ୍ରଥମ ପୁନରୁତ୍ଥାନ ରେ ଯେଉଁମାନେ ଅଂଶୀ ହୁଅନ୍ତି, ସମାନେେ ଧନ୍ଯ ଓ ପବିତ୍ର। ଏମାନଙ୍କ ଉପରେ ଦ୍ବିତୀୟ ମୃତ୍ଯୁର କୌଣସି କ୍ଷମତା ନାହିଁ। ସହେି ଲୋକମାନେ ପରମେଶ୍ବରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହବେେ। ସମାନେେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କରିବେ।
6 Bem-aventurado e santo é aquele que tem parte na primeira ressurreição; sobre estes não tem poder a segunda morte; mas serão sacerdotes de Deus e de Cristo, e reinarão com ele durante os mil anos.
7 ଏକ ହଜାର ବର୍ଷ ଶଷେ ହବୋପରେ ଶୟତାନକୁ ତା'ର ଗଭୀରତମ ଗହ୍ବରର ବନ୍ଦୀଶାଳାରୁ ମୁକ୍ତି ମିଳିବ।
7 Ora, quando se completarem os mil anos, Satanás será solto da sua prisão,
8 ସେ ପୃଥିବୀର ଚାରିକୋଣରୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସହେି ସମୁଦ୍ରର ବାଲି ପରି ଅସଂଖ୍ଯ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ୟୁଦ୍ଧ କରିବାକୁ ବାହାରିବ।
8 e sairá a enganar as nações que estão nos quatro cantos da terra, Gogue e Magogue, cujo número é como a areia do mar, a fim de ajuntá-las para a batalha.
9 ଶୟତାନର ସନୋବାହିନୀ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ପରମେଶ୍ବରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ବରଙ୍କ ପ୍ରିୟ ନଗରକୁ ନଇଗେଲେ। କିନ୍ତୁ ସ୍ବର୍ଗରୁ ଅଗ୍ନି ଆସିଲା ଓ ତା'ର ସନୋବାହିନୀକୁ ବିନାଶ କରି ଦଲୋ।
9 E subiram sobre a largura da terra, e cercaram o arraial dos santos e a cidade querida; mas desceu fogo do céu, e os devorou;
10 ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।
10 e o Diabo, que os enganava, foi lançado no lago de fogo e enxofre, onde estão a besta e o falso profeta; e de dia e de noite serão atormentados pelos séculos dos séculos.
11 ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।
11 E vi um grande trono branco e o que estava assentado sobre ele, de cuja presença fugiram a terra e o céu; e não foi achado lugar para eles.
12 ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।
12 E vi os mortos, grandes e pequenos, em pé diante do trono; e abriram-se uns livros; e abriu-se outro livro, que é o da vida; e os mortos foram julgados pelas coisas que estavam escritas nos livros, segundo as suas obras.
13 ସମୁଦ୍ର ଭିତ ରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସମାନଙ୍କେୁ ଦଇେ ଦଲୋ। ମୃତ୍ଯୁ ଓ ପାତାଳ ନିଜ ପାଖ ରେ ଥିବା ମୃତ ଲୋକମାନଙ୍କୁ ଦଇେ ଦଲୋ, ପ୍ରେତ୍ୟକକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଚାର କରାଗଲା।
13 O mar entregou os mortos que nele havia; e a morte e o além entregaram os mortos que neles havia; e foram julgados, cada um segundo as suas obras.
14 ତା'ପରେ ମୃତ୍ଯୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷପେ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ବିତୀୟ ମୃତ୍ଯୁ ଅଟେ।
14 E a morte e o inferno foram lançados no lago de fogo. Esta é a segunda morte, o lago de fogo.
15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲଖାେ ହାଇେଥିବାର ଦଖାଗେଲା ନାହିଁ, ତାହାକୁ ମଧ୍ଯ ଅଗ୍ନିମୟ ହ୍ରଦ ରେ ନିକ୍ଷପେ କରାଗଲା।
15 E todo aquele que não foi achado inscrito no livro da vida, foi lançado no lago de fogo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 20, comparar traduções ou montar um estudo — tudo direto pelo WhatsApp.