Apocalipse 2

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
1 Escreve ao anjo da igreja que está em Éfeso: Isto diz aquele que tem na sua destra as sete estrelas, que anda no meio dos sete castiçais de ouro:
2 ମୁଁ ତୁମ୍ଭର କାର୍ୟ୍ଯ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ର୍ଧୈୟ୍ଯଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ଯ ମୁଁ ଜାଣେ। ଯେଉଁମାନେ ପ୍ରକୃତ ରେ ପ୍ ରରେିତ ନ ହେଲେ ହେଁ ନିଜକୁ ପ୍ ରରେିତ ବୋଲି କହନ୍ତି ; ସମାନଙ୍କେୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସମାନେେ ଯେ ମିଥ୍ଯାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।
2 Eu sei as tuas obras, e o teu trabalho, e a tua paciência, e que não podes sofrer os maus; e puseste à prova os que dizem ser apóstolos e o não são e tu os achaste mentirosos;
3 ମୁଁ ଜାଣେ ତୁମ୍ଭର ବହୁତ ର୍ଧୈୟ୍ଯ ଅଛି କାରଣ ତୁମ୍ଭେ ମାେ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବା ରେ ତୁମ୍ଭେ କ୍ଲାନ୍ତ ହାଇେ ପଡ଼ିନାହଁ।
3 e sofreste e tens paciência; e trabalhaste pelo meu nome e não te cansaste.
4 କିନ୍ତୁ ତୁମ୍ଭ ବିରୁଦ୍ଧ ରେ ମାରେ ଏହି କଥା ଅଛି : ତୁମ୍ଭର ଆରମ୍ଭ ରେ ଯେଉଁ ପ୍ ରମେ ଥିଲା, ତୁମ୍ଭେ ସହେି ପ୍ ରମେ ହରାଇଛ।
4 Tenho, porém, contra ti que deixaste o teu primeiro amor.
5 ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।
5 Lembra-te, pois, de onde caíste, e arrepende-te, e pratica as primeiras obras; quando não, brevemente a ti virei e tirarei do seu lugar o teu castiçal, se não te arrependeres.
6 ତୁମ୍ଭେ କେତକେ ଉତ୍ତମ କାର୍ୟ୍ଯ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ୟ୍ଯ କଳାପକୁ ଘୃଣା କର। ମୁଁ ମଧ୍ଯ ସମାନଙ୍କେର କାର୍ୟ୍ଯକୁ ଘୃଣା କରେ।
6 Tens, porém, isto: que aborreces as obras dos nicolaítas, as quais eu também aborreço.
7 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।
7 Quem tem ouvidos ouça o que o Espírito diz às igrejas: Ao que vencer, dar-lhe-ei a comer da árvore da vida que está no meio do paraíso de Deus.
8 ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
8 E ao anjo da igreja que está em Esmirna escreve: Isto diz o Primeiro e o Último, que foi morto e reviveu:
9 ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରୀବ। କିନ୍ତୁ ପ୍ରକୃତ ରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧ ରେ ଅପବାଦ ମୁଁ ଶୁଣିଛି। ସହେି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସମାନେେ ପ୍ରକୃତ ଯିହୂଦୀ ନୁହଁନ୍ତି। ସମାନେେ ଶୟତାନର ଦଳର ଲୋକ।
9 Eu sei as tuas obras, e tribulação, e pobreza ( mas tu és rico), e a blasfêmia dos que se dizem judeus e não o são, mas são a sinagoga de Satanás.
10 ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।
10 Nada temas das Sê fiel até à morte, e dar-te-ei a coroa da vida.
11 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜଯୀ ହୁଏ, ସେ ଦ୍ବିତୀୟ ମୃତ୍ଯୁ ଦ୍ବାରା ଆଦୌ କ୍ଷତିଗ୍ରସ୍ତ ହବେନାହିଁ।
11 Quem tem ouvidos ouça o que o Espírito diz às igrejas: O que vencer não receberá o dano da segunda morte.
12 ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ :
12 E ao anjo da igreja que está em Pérgamo escreve: Isto diz aquele que tem a espada aguda de dois fios:
13 ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠା ରେ ରହିଛି, ସହେି ନଗର ରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମାେ ପ୍ରତି ନିଷ୍ଠାବାନ ହାଇେଅଛ ଏପରିକି, ଶୟତାନ ବାସ କରୁଥିବା ସହେି ନଗର ରେ ମାରେ ବିଶ୍ବସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ଯା କରାୟିବା ସମୟରେ ମଧ୍ଯ ତୁମ୍ଭେ ମାେ'ଠା ରେ ବିଶ୍ବାସ କରୁଅଛ ବୋଲି ଅସ୍ବୀକାର କରି ନ ଥିଲା।
13 Eu sei as tuas obras, e onde habitas,
14 ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।
14 Mas umas poucas coisas tenho contra ti, porque tens lá os que seguem a doutrina de Balaão, o qual ensinava Balaque a lançar tropeços diante dos filhos de Israel para que comessem dos sacrifícios da idolatria e se prostituíssem.
15 ସହେିପରି ତୁମ୍ଭ ଦଳର କେତକେ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି।
15 Assim, tens também os que seguem a doutrina dos nicolaítas, o que eu aborreço.
16 ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତବେେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମାରେ ମୁଖରୁ ବାହାରୁଥିବା ଖଡ୍ଗ ରେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବି।
16 Arrepende-te, pois; quando não, em breve virei a ti e contra eles batalharei com a espada da minha boca.
17 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
17 Quem tem ouvidos ouça o que o Espírito diz às igrejas: Ao que vencer darei eu a comer do maná escondido e dar-lhe-ei uma pedra branca, e na pedra um novo nome escrito, o qual ninguém conhece senão aquele que o recebe.
18 ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
18 E ao anjo da igreja de Tiatira escreve: Isto diz o Filho de Deus, que tem os olhos como chama de fogo e os pés semelhantes ao latão reluzente:
19 ମୁଁ ତୁମ୍ଭ କାର୍ୟ୍ଯ ବିଷୟ ରେ ଜାଣେ, ମୁଁ ତୁମ୍ଭର ପ୍ ରମେ, ବିଶ୍ବାସ, ସବୋ, ଓ ର୍ଧୈୟ୍ଯ ବିଷୟ ରେ ମଧ୍ଯ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭ ରେ କରିଥିବା କାର୍ୟ୍ଯ ଅପେକ୍ଷା ଅଧିକ କାର୍ୟ୍ଯ କରୁଛ।
19 Eu conheço as tuas obras, e o teu amor, e o teu serviço, e a tua fé, e a tua paciência, e que as tuas últimas obras
20 କିନ୍ତୁ ମାରେତୁମ୍ଭ ବିରୁଦ୍ଧ ରେ ଏହି କଥା ଅଛି : ତୁମ୍ଭେ ସହେି ୟିଜବଲେ ନାମଧାରିଣୀ ମହିଳାକୁ ତା'ର ଇଚ୍ଛାନୁସା ରେ କାର୍ୟ୍ଯ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ଯଦ୍ ବକ୍ତ୍ରୀ ବୋଲି କ ହେ। ସେ ତା'ର ଶିକ୍ଷା ଦ୍ବାରା ମାରେ ଲୋକମାନଙ୍କୁ ଭୁଲାଉଅଛି। ସେ ମାରେ ଦାସମାନଙ୍କୁ ବ୍ଯଭିଚାର ପାପ କରିବାକୁ ଓ ପ୍ରତିମାକୁ ଦିଆଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।
20 Mas tenho contra ti o tolerares que Jezabel, mulher que se diz profetisa, ensine e engane os meus servos, para que se prostituam e comam dos sacrifícios da idolatria.
21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପପଥରୁ ଦୂ ରଇେ ୟିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।
21 E dei-lhe tempo para que se arrependesse da sua prostituição; e não se arrependeu.
22 ତେଣୁ ମୁଁ ତାକୁ ୟନ୍ତ୍ରଣାପୂର୍ଣ୍ଣ ଶୟ୍ଯା ରେ ପକାଇ ଦବେି। ତା'ସହିତ ଯେଉଁମାନେ ବ୍ଯଭିଚାର ପାପକର୍ମ କରିବେ, ସମାନେେ ମଧ୍ଯ କଷ୍ଟ ଭୋଗିବେ। ସମାନେେ ଯଦି ତା'ର ମନ୍ଦକାର୍ୟ୍ଯରୁ ନିଜକୁ ଫରୋଇ ନ ଆଣିବେ, ତବେେ ମୁଁ ସମାନଙ୍କେୁ ଦଣ୍ଡ ଦବେି।
22 Eis que a porei numa cama, e sobre os que adulteram com ela virá grande tribulação, se não se arrependerem das suas obras.
23 ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।
23 E ferirei de morte a seus filhos, e todas as igrejas saberão que eu sou aquele que sonda as mentes e os corações. E darei a cada um de vós segundo as vossas obras.
24 କିନ୍ତୁ ଥୁଯାତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରିନାହାଁନ୍ତି ଓ ସମାନଙ୍କେର କହିବା ଶୟତାନର ନିଗୂଢ଼ତତ୍ତ୍ବ ଗ୍ରହଣ କରି ନାହାଁନ୍ତି, ମୁଁ ସମାନଙ୍କେୁ ଏହା କହୁଛୁ : ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ।
24 Mas eu vos digo a vós e aos restantes que
25 ମୁଁ ଆସିବା ପର୍ୟ୍ଯନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।
25 Mas o que tendes, retende-o até que eu venha.
26 ଯେ ବିଜଯୀ ହୁଏ ଓ ଶଷେପର୍ୟ୍ଯନ୍ତ ମାେ ଇଚ୍ଛା ଅନୁଯାଯୀ କାର୍ୟ୍ଯ ରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦବେି।
26 E ao que vencer e guardar até ao fim as minhas obras, eu lhe darei poder sobre as nações,
27 ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବ। ସେ ସମାନଙ୍କେୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦବେ। ଗୀତସଂହିତା 2:9
27 e com vara de ferro as regerá; e serão quebradas como vasos de oleiro; como também recebi de meu Pai,
28 ମୁଁ ମାରେପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସହେି ଲୋକଙ୍କୁ ପ୍ରଭାତୀତାରା ମଧ୍ଯ ଦବେି।
28 dar-lhe-ei a estrela da manhã.
29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
29 Quem tem ouvidos ouça o que o Espírito diz às igrejas.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Apocalipse 2, comparar traduções ou montar um estudo — tudo direto pelo WhatsApp.