Apocalipse 3

Oriya Bible (GL_ORIYA)

1 ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ : ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।

2 ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟଗୁଡ଼ିକ ଲୋପ ପାଇଯାଉଅଛି ସଗେୁଡ଼ିକ ସମ୍ପୂର୍ଣ୍ଣ ମରିୟିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ ଦୋଷ ପାଇନାହିଁ।

3 ତେଣୁ ପ୍ରଥମ ରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସଗେୁଡ଼ିକର ବାଧ୍ଯ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭରପରେି ତୁମ୍ଭ ପାଖକୁ ଆସିବି ଓ କେତବେେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରି ଦବେି, ତାହା ତୁମ୍ଭେ ଜାଣିପାରିବ ନାହିଁ।

4 ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।

5 ଯେ ବିଜଯୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସହେି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମାହେର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନା ରେ ସ୍ବୀକାର କରିବି।

6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

7 ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :

8 ମୁଁ ତୁମ୍ଭର ସବୁକାର୍ୟ୍ଯ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖ ରେ ଗୋଟିଏ ଦ୍ବାର ଖାେଲା ରଖିଛି। କହେି ତାହାକୁ ବନ୍ଦ କରିପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମାରେ ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମାେ ନାମ ଉଚ୍ଚାରଣ କରିବା ପାଇଁ କବେେ ଭୟ କରିନାହଁ।

9 ଶୁଣ ! ତୁମ୍ଭ ମଧିଅରେ ଶୟତାନର ଗୋଟିଏ ଦଳ ଅଛି। ସମାନେେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତ ରେ ସମାନେେ ମିଥ୍ଯାବାଦୀ। ସମାନେେ ବାସ୍ତବ ରେ ୟିହୁଦୀ ନୁହଁନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସମାନଙ୍କେର ମୁଣ୍ଡ ନୁଆଁଇବି। ତବେେ ସମାନେେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ ରମେ କରିଛି।

10 ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।

11 ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତବେେ କହେି ତୁମ୍ଭର ମୁକୁଟ ହରଣ କରିପାରିବ ନାହିଁ।

12 ଯେ ବିଜଯୀ ହୁଏ, ତାହାକୁ ମୁଁ ମାରେ ପରମେଶ୍ବରଙ୍କ ମନ୍ଦିର ରେ ଗୋଟିଏ ସ୍ତମ୍ଭ ସ୍ବରୂପ ରଖିବି। ସେ କଦାପି ସଠାରୁେ ସ୍ଥାନଚ୍ଯୁତ ହବେ ନାହିଁ। ମୁଁ ସହେି ଲୋକ ଉପରେ ପରମେଶ୍ବରଙ୍କ ନାମ ଲେଖିବି। ମାେ ପରମେଶ୍ବରଙ୍କର ନଗରର ନାମ ମଧ୍ଯ ମୁଁ ତା' ଉପରେ ଲେଖିବି। ଏହି ନଗରର ନାମ ନୂତନ ୟିରୁଶାଲମ। ସହେି ନଗର ମାହେର ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ଆସୁଅଛି। ମୁଁ ମାରେନୂତନ ନାମ ମଧ୍ଯ ସହେି ଲୋକ ଉପରେ ଲେଖିବି।

13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

14 ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :

15 ମୁଁ ତୁମ୍ଭର କାର୍ୟ୍ଯ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶା କରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହାଇେଥିଲେ ଭଲ ହାଇେଥାଆନ୍ତା।

16 କିନ୍ତୁ ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ନ ହାଇେ ନାତିଶୀତଷ୍ଣୋ ହବୋରୁ ମୁଁ ତୁମକୁ ମୁଖରୁ ଉଦ୍ଗାର କରି ବାହାର କରି ଦବେି।

17 ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।

18 ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।

19 ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।

20 ଦେଖ, ମୁଁ ଏଠା ରେ ଅଛି ଓ ଦ୍ବାର ପାଖ ରେ ଠିଆ ହାଇେ ଆଘାତ କରୁଛି। ଯଦି ଜଣେ ଲୋକ ମାେ ସ୍ବର ଶୁଣେ ଓ ଦ୍ବାର ଫିଟାଏ, ତବେେ ମୁଁ ଭିତରକୁ ଆସି ସହେି ଲୋକ ସହିତ ଖାଇବି। ସେ ଲୋକ ମଧ୍ଯ ମାେ ସହିତ ଖାଦ୍ୟ ଖାଇବ।

21 ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।

22 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Ler em outra tradução

Comparar lado a lado

Estude este capítulo no WhatsApp

Peça à IA da Bíblia Fala para explicar Apocalipse 3, comparar traduções ou montar um estudo — tudo direto pelo WhatsApp.