Apocalipse 5
Oriya Bible (GL_ORIYA) vs VC
1 ତା'ପରେ ମୁଁ ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କର ଦକ୍ଷିଣ ହସ୍ତ ରେ ଗୋଟିଏ ଚର୍ମପତ ର ଥିବାର ଦେଖିଲି। ସହେି ଚର୍ମପତ୍ରଟିର ଉଭୟ ପଟେ ଲଖାେ ହାଇେଥିଲା। ସହେି ଚର୍ମପତ୍ରଟି ସାତାଟେି ମୁଦ୍ରା ରେ ବନ୍ଦ କରାଯାଇଥିଲା।
1 Eu vi também, na mão direita do que estava assentado no trono, um livro escrito por dentro e por fora, selado com sete selos.
2 ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ବର ରେ କହିଲେ, ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ଯ ଅଟନ୍ତି ?
2 Vi então um anjo vigoroso, que clamava em alta voz: Quem é digno de abrir o livro e desatar os seus selos?
3 କିନ୍ତୁ ସହେି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ବର୍ଗ, ମର୍ତ୍ତ୍ଯ ବା ପାତାଳ ରେ କାହାରି ସାଧ୍ଯ ନ ଥିଲା।
3 Mas ninguém, nem no céu, nem na terra, nem debaixo da terra, podia abrir o livro ou examiná-lo.
4 ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସହେି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସଠାେରେ କହେି ସକ୍ଷମ ନ ଥିଲେ।
4 Eu chorava muito, porque ninguém fora achado digno de abrir o livro e examiná-lo.
5 କିନ୍ତୁ ସହେି ପ୍ରାଚୀନମାନଙ୍କ ମଧ୍ଯରୁ ଜଣେ ମାେତେ କହିଲେ, କାନ୍ଦ ନାହିଁ ! ୟିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ୟ୍ଯ କରିବାକୁ ବିଜଯୀ ହାଇେଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତାଟେି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।
5 Então um dos Anciãos me falou: Não chores! O Leão da tribo de Judá, o descendente de Davi achou meio de abrir o livro e os sete selos.
6 ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।
6 Eu vi no meio do trono, dos quatro Animais e no meio dos Anciãos um Cordeiro de pé, como que imolado. Tinha ele sete chifres e sete olhos {que são os sete Espíritos de Deus, enviados por toda a terra}.
7 ସହେି ମଷେଶାବକ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ।
7 Veio e recebeu o livro da mão direita do que se assentava no trono.
8 ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।
8 Quando recebeu o livro, os quatro Animais e os vinte e quatro Anciãos prostraram-se diante do Cordeiro, tendo cada um uma cítara e taças de ouro cheias de perfume {que são as orações dos santos}.
9 ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :
9 Cantavam um cântico novo, dizendo: Tu és digno de receber o livro e de abrir-lhe os selos, porque foste imolado e resgataste para Deus, ao preço de teu sangue, homens de toda tribo, língua, povo e raça;
10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ଯ ସ୍ବରୂପ, ଓ ଆମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଯାଜକଗଣ କରିଅଛ। ସମାନେେ ଏ ପୃଥିବୀ ଉପରେ ରାଜତ୍ବ କରିବେ।
10 e deles fizeste para nosso Deus um reino de sacerdotes, que reinam sobre a terra.
11 ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।
11 Na minha visão ouvi também, ao redor do trono, dos Animais e dos Anciãos, a voz de muitos anjos, em número de miríades de miríades e de milhares de milhares,
12 ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :
12 bradando em alta voz: Digno é o Cordeiro imolado de receber o poder, a riqueza, a sabedoria, a força, a glória, a honra e o louvor.
13 ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି :
13 E todas as criaturas que estão no céu, na terra, debaixo da terra e no mar, e tudo que contêm, eu as ouvi clamar: Àquele que se assenta no trono e ao Cordeiro, louvor, honra, glória e poder pelos séculos dos séculos.
14 ଚାରିଜଣ ଜୀବିତପ୍ରାଣୀ କହିଲେ, ଆମେନ୍! ଏବଂ ଚବିଶଜଣ ପ୍ରାଚୀନ ବ୍ଯକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
14 E os quatro Animais diziam: Amém! Os Anciãos prostravam-se e adoravam.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 5, comparar traduções ou montar um estudo — tudo direto pelo WhatsApp.