Atos 11
Oriya Bible (GL_ORIYA) vs VC
1 ୟିହୂଦା ରେ ପ୍ ରରେିତମାନେ ଓ ଭାଇମାନେ ଶୁଣିବାକୁ ପାଇଲେ ଯେ, ଅଣଯିହୂଦୀ ଲୋକମାନେ ମଧ୍ଯ ପରମେଶ୍ବରଙ୍କ ସୁସମାଚ଼ାର ଗ୍ରହଣ କରିଛନ୍ତି।
1 Os apóstolos e os irmãos da Judéia ouviram dizer que também os pagãos haviam recebido a palavra de Deus.
2 ତେଣୁ ପିତର ୟିରୂଶାଲମ ରେ ପହଞ୍ଚିବା ପରେ ସୁନ୍ନତ ହାଇେଥିବା ଲୋକମାନେ ତାହାଙ୍କୁ ସମାଲୋଚ଼ନା କଲେ।
2 E, quando Pedro subiu a Jerusalém, os fiéis que eram da circuncisão repreenderam-no:
3 ସମାନେେ କହିଲେ, ତୁମ୍ଭେ ସୁନ୍ନତ ନ ହାଇେଥିବା ଲୋକଙ୍କ ଘରକୁ ଯାଇଛ ଓ ସମାନଙ୍କେ ସହିତ ଭୋଜନ ମଧ୍ଯ କରିଛ।
3 Por que entraste em casa de incircuncisos e comeste com eles?
4 ତେଣୁ ପିତର ସମାନଙ୍କେୁ ସମସ୍ତ ଘଟଣାମାନ ବୁଝାଇ କହିଲେ,
4 Mas Pedro fez-lhes uma exposição de tudo o que acontecera, dizendo:
5 ମୁଁ ଯାଫୋ ନଗର ରେ ପ୍ରାର୍ଥନା କଲା ବେଳେ ଗୋଟିଏ ଦିବ୍ଯଦର୍ଶନ ଦେଖିଲି। ଗୋଟିଏ ଚାଦର ଚ଼ାରିକଣରୁ ଧରାଯାଇ ସ୍ବର୍ଗରୁ ମାେ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି।
5 Eu estava orando na cidade de Jope e, arrebatado em espírito, tive uma visão: uma coisa, à maneira duma grande toalha, presa pelas quatro pontas, descia do céu até perto de mim.
6 ମୁଁ ମନୋୟୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥି ରେ ଚ଼ାରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି।
6 Olhei-a atentamente e distingui claramente quadrúpedes terrestres, feras, répteis e aves do céu.
7 ତା'ପରେ ମୁଁ ଗୋଟିଏ ସ୍ବର ଶୁଣିଲି, 'ପିତର ଉଠ। ଏମାନଙ୍କ ଭିତରୁ କୌଣସିଟିକୁ ମାରି ଖାଅ।'
7 Ouvi também uma voz que me dizia: Levanta-te, Pedro! Mata e come.
8 କିନ୍ତୁ ମୁଁ କହିଲି, 'ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କବେେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇନାହିଁ।'
8 Eu, porém, disse: De nenhum modo, Senhor, pois nunca entrou em minha boca coisa profana ou impura.
9 ଏହି ସ୍ବର ମୁଁ ସ୍ବର୍ଗରୁ ଦ୍ବିତୀୟ ଥର ପୁଣି ଶୁଣିଲି, 'ପରମେଶ୍ବର ଯାହା ସବୁ ପବିତ୍ର କରିଛନ୍ତି, ତାହା ତୁମ୍ଭର ଅପବିତ୍ର ବୋଲି କହିବା ଉଚିତ ନୁହେଁ।'
9 Outra vez falou a voz do céu: O que Deus purificou não chames tu de impuro.
10 ଏହିପରି ତିନିଥର ହବୋପରେ, ଏହା ସବୁ ସ୍ବର୍ଗକୁ ଉଠାଇ ନିଆଗଲା।
10 Isto aconteceu três vezes e tudo tornou a ser levado ao céu.
11 ଠିକ୍ ସହେି ସମୟରେ ତିନିଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସମାନଙ୍କେୁ କାଇସରୀଆରୁ ମାେ ପାଖକୁ ପଠାଯାଇଥିଲା।
11 Nisso chegaram três homens à casa onde eu estava, enviados a mim de Cesaréia.
12 ମାେତେ ସମାନଙ୍କେ ସହିତ ବିନା ସଙ୍କୋଚ଼ ରେ ୟିବାପାଇଁ ପବିତ୍ର ଆତ୍ମା ନିର୍ଦ୍ଦେଶ ଦେଲେ। ମାେ ସାଙ୍ଗ ରେ ଏଠା ରେ ଥିବା ଏହି ଛଅଜଣ ବିଶ୍ବାସୀ ଭାଇ ମଧ୍ଯ ଆସିଥିଲେ। ଆମ୍ଭମାନେେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ।
12 O Espírito me disse que fosse com eles sem hesitar. Foram comigo também os seis irmãos aqui presentes e entramos na casa de Cornélio.
13 କର୍ଣ୍ଣୀଲିୟ କିପରି ତାହାଙ୍କ ଘ ରେ ଜଣେ ସ୍ବର୍ଗଦୂତଙ୍କୁ ଦେଖିଲେ, ସହେିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, 'ଯାଫୋ ନଗରକୁ ଲୋକ ପଠାଇ ପିତର ନାମ ରେ ପରିଚ଼ିତ ଶିମାନଙ୍କେୁ ଆଣ।
13 Este nos referiu então como em casa tinha visto um anjo diante de si, que lhe dissera: Envia alguém a Jope e chama Simão, que tem por sobrenome Pedro.
14 ସେ ତୁମ୍ଭକୁ ଓ ତୁମ୍ଭ ଘ ରେ ରହୁଥିବା ଲୋକମାନଙ୍କୁ ବାକ୍ଯ କହିବେ, ଯାହା ଦ୍ବାରା ତୁମ୍ଭେ ସମସ୍ତେ ରକ୍ଷା ପାଇବ।'
14 Ele te dirá as palavras pelas quais serás salvo tu e toda a tua casa.
15 ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।
15 Apenas comecei a falar, quando desceu o Espírito Santo sobre eles, como no princípio descera também sobre nós.
16 ସେତବେେଳେ ମାରେ ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, 'ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭମାନେେ ପବିତ୍ର ଆତ୍ମା ରେ ବାପ୍ତିଜିତ ହବେ।'
16 Lembrei-me então das palavras do Senhor, quando disse: João batizou em água, mas vós sereis batizados no Espírito Santo.
17 ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବାରୁ ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତ୍ମା ଦାନ ଦଇେଥିଲେ, ସହିପରି ଯଦି ସେ ସମାନଙ୍କେୁ ସହେି ସମାନ ଦାନ ଦେଲେ, ତବେେ ମୁଁ ପରମେଶ୍ବରଙ୍କ ମାର୍ଗ ରେ ବାଧା ଦବୋ ପାଇଁ କିଏ?
17 Pois, se Deus lhes deu a mesma graça que a nós, que cremos no Senhor Jesus Cristo, com que direito me oporia eu a Deus?
18 ଯିହୂଦୀୟ ବିଶ୍ବାସୀମାନେ ଏକଥା ଶୁଣି ଆଉ ୟୁକ୍ତିତର୍କ କଲେ ନାହିଁ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ, ପୁଣି କହିଲେ, ଏହାର ଅର୍ଥ ଯେ, ପରମେଶ୍ବର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ଯ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହବୋ ନିମନ୍ତେ ସୁ ଯୋଗ ଦଇେଛନ୍ତି।
18 Depois de terem ouvido essas palavras, eles se calaram e deram glória a Deus, dizendo: Portanto, também aos pagãos concedeu Deus o arrependimento que conduz à vida!
19 ସ୍ତିଫାନ ମୃତ ହବୋପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ବାସୀମାନେ ଚ଼ାରିଆଡ଼େ ଛିନ୍ନଭିନ୍ନ ହାଇଗେଲେ। ସମାନଙ୍କେ ମଧ୍ଯରୁ କେତଜେଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସଠାେରେ ସମାନେେ ୟିହୁଦୀମାନଙ୍କ ବ୍ଯତୀତ ଅନ୍ୟ କାହାରି ନିକଟରେ ସୁସମାଚ଼ାର ପ୍ରଚ଼ାର କଲେ ନାହିଁ।
19 Entretanto, aqueles que foram dispersados pela perseguição que houve no tempo de Estêvão chegaram até a Fenícia, Chipre e Antioquia, pregando a palavra só aos judeus.
20 ଏହି ବିଶ୍ବାସୀମାନଙ୍କ ମଧିଅରେ କେତଜେଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସମାନେେ ଆନ୍ତିୟଖିଆକୁ ଆସି ଗ୍ରୀକମାନଙ୍କୁ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚ଼ାର ଦେଲେ।
20 Alguns deles, porém, que eram de Chipre e de Cirene, entrando em Antioquia, dirigiram-se também aos gregos, anunciando-lhes o Evangelho do Senhor Jesus.
21 ପ୍ରଭୁ ସହେି ବିଶ୍ବାସୀମାନଙ୍କୁ ସାହାୟ୍ଯ କରୁଥିଲେ। ତେଣୁ ଅନକେ ଲୋକ ବିଶ୍ବାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।
21 A mão do Senhor estava com eles e grande foi o número dos que receberam a fé e se converteram ao Senhor.
22 ଆନ୍ତିୟଖିଆର ଏହି ନୂଆ ବିଶ୍ବାସୀମାନଙ୍କ ବିଷୟ ରେ ୟିରୂଶାଲମର ବିଶ୍ବାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସମାନେେ ବର୍ଣ୍ଣବ୍ବାଙ୍କୁ ଆନ୍ତିୟଖିଆକୁ ପଠାଇ ଦେଲେ।
22 A notícia dessas coisas chegou aos ouvidos da Igreja de Jerusalém. Enviaram então Barnabé até Antioquia.
23 ବର୍ଣ୍ଣବ୍ବା ସଠାେରେ ପହଞ୍ଚି ସହେି ଲୋକମାନଙ୍କୁ ପରମେଶ୍ବର ଦଇେଥିବା ଆଶୀର୍ବାଦ ଦେଖି ବହୁତ ଖୁସି ହେଲେ। ସେ ସମାନଙ୍କେୁ ଆହୁରି ଉତ୍ସାହିତ କଲେ। ସେ ସମାନଙ୍କେୁ କହିଲେ, ତୁମ୍ଭର ବିଶ୍ବାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣ ରେ ପ୍ରଭୁଙ୍କର ବାଧ୍ଯ ହୁଅ।
23 Ao chegar lá, alegrou-se, vendo a graça de Deus, e a todos exortava a perseverar no Senhor com firmeza de coração,
24 ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ଯକ୍ତି ଥିଲେ। ସେ ପବିତ୍ର ଆତ୍ମା ଓ ବିଶ୍ବାସ ରେ ପୂର୍ଣ୍ଣ ଥିଲେ। ତେଣୁ ଅନକେ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ଯ ହେଲେ।
24 pois era um homem de bem e cheio do Espírito Santo e de fé. Assim uma grande multidão uniu-se ao Senhor.
25 ବର୍ଣ୍ଣବ୍ବା ଶାଉଲଙ୍କୁ ଖାଜେିବା ପାଇଁ ତାର୍ଷ ନଗରକୁ ଯାତ୍ରା କଲେ।
25 Em seguida, partiu Barnabé para Tarso, à procura de Saulo. Achou-o e levou-o para Antioquia.
26 ଯେତବେେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନଇେ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସଠାେରେ ବର୍ଷେ ପର୍ୟ୍ଯନ୍ତ ରହିଲେ ଓ ଯେତେଥର ବିଶ୍ବାସୀମାନଙ୍କ ଦଳ ସମାନଙ୍କେ ନିକଟକୁ ଆସିଲେ, ସମାନେେ ସମାନଙ୍କେୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆ ରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମ ରେ ଖ୍ରୀଷ୍ଟିଆନ ନାମ ରେ ନାମିତ ହେଲେ।
26 Durante um ano inteiro eles tomaram parte nas reuniões da comunidade e instruíram grande multidão, de maneira que em Antioquia é que os discípulos, pela primeira vez, foram chamados pelo nome de cristãos.
27 ସେତବେେଳେ କେତକେ ଭାବବାଦୀ ୟିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ।
27 Por aqueles dias desceram alguns profetas de Jerusalém a Antioquia.
28 ସମାନଙ୍କେ ମଧିଅରେ ଆଗାବା ନାମକ ଜଣେ ଭାବବାଦୀ ଥିଲେ। ସେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଭବିଷ୍ଯଦ୍ବାଣୀ କହିଲେ, ଏ ସମଗ୍ର ପୃଥିବୀ ରେ ମହାଦୁର୍ଭିକ୍ଷ ପଡ଼ିବ, ସହେି ସମୟରେ ଲୋକମାନେ କିଛି ଖାଇବାକୁ ପାଇବେ ନାହିଁ। ଏହି ଦୁର୍ଭିକ୍ଷ କ୍ଲାଉଦିଅ କାଇସରଙ୍କ ସମୟରେ ପଡିଥିଲେ।
28 Um deles, chamado Ágabo, levantou-se e deu a entender pelo Espírito que haveria uma grande fome em toda a terra. Esta, com efeito, veio no reinado de Cláudio.
29 ସେଥିପାଇଁ ବିଶ୍ବାସୀମାନେ ସ୍ଥିର କଲେ ଯେ, ସମାନେେ ଯଥାଶକ୍ତି ସାହାୟ୍ଯ ପାଠାଇବେ। ପ୍ରେତ୍ୟକକ ବିଶ୍ବାସୀ ନିଜର ସାଧ୍ଯମତେ ସାହାୟ୍ଯ ଦବୋପାଇଁ ଯୋଜନା କଲେ।
29 Os discípulos resolveram, cada um conforme as suas posses, enviar socorro aos irmãos da Judéia.
30 ସମାନେେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣବ୍ବାଙ୍କୁ ଦେଲେ। ଶାଉଲ ଓ ପର୍ଣ୍ଣବ୍ବା ତାହା ଆଣି ୟିହୂଦାର ପ୍ରାଚୀନ ବ୍ଯକ୍ତିମାନଙ୍କୁ ହାତ ରେ ଅର୍ପଣ କଲେ।
30 Assim o fizeram e o enviaram aos anciãos por intermédio de Barnabé e Saulo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 11, comparar traduções ou montar um estudo — tudo direto pelo WhatsApp.