Atos 14
Oriya Bible (GL_ORIYA) vs NVI
1 ପାଉଲ ଓ ବର୍ଣ୍ଣବ୍ବା ଦୁ ହେଁ ଇକନିୟ ନଗର ରେ ଯିହୂଦୀୟମାନଙ୍କର ସମାଜଗୃହକୁ ଗଲେ। ସଠାେରେ ସମାନେେ ଏଭଳି ଭାବରେ ପ୍ରଭୁଙ୍କ ବାକ୍ଯ ପ୍ରଚ଼ାର କଲେ ଯେ, ଉଭୟ ଯିହୂଦୀୟ ଓ ଅନ୍ୟ ଜାତିର ଅନକେ ଲୋକ ବିଶ୍ବାସ କଲେ।
1 Em Icônio, Paulo e Barnabé, como de costume, foram à sinagoga judaica. Ali falaram de tal modo que veio a crer grande multidão de judeus e gentios.
2 ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ବାସ କରୁଥିଲେ, ସମାନେେ ଅନ୍ୟ ଜାତୀୟ ଲୋକମାନଙ୍କ ମନ ରେ ଭାଇମାନଙ୍କ ବିରୁଦ୍ଧ ରେ ଖରାପ ଧାରଣା ଜନ୍ମାଇଲେ।
2 Mas os judeus que se tinham recusado a crer incitaram os gentios e irritaram-lhes os ânimos contra os irmãos.
3 ତଥାପି ପାଉଲ ଓ ବର୍ଣ୍ଣବ୍ବା ସଠାେରେ ଅନକେ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଚ଼ାର କଲେ। ସମାନଙ୍କେ ମାଧ୍ଯମ ରେ ପ୍ରଭୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ କଲେ ଓ ଅନୁଗ୍ରହର ବାକ୍ଯ ପ୍ରଚ଼ାର କଲେ।
3 Paulo e Barnabé passaram bastante tempo ali, falando corajosamente do Senhor, que confirmava a mensagem de sua graça realizando sinais e maravilhas pelas mãos deles.
4 ନଗରର ଲୋକମାନେ ଦୁଇ ଦଳ ରେ ଭାଗ ହାଇଗେଲେ। କେତକେ ଯିହୂଦୀୟମାନଙ୍କ ପକ୍ଷ ରେ ଓ ଅନ୍ୟ ଦଳ ପ୍ ରରେିତମାନଙ୍କ ପକ୍ଷ ରେ ଥିଲେ।
4 O povo da cidade ficou dividido: alguns estavam a favor dos judeus, outros a favor dos apóstolos.
5 ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସମାନଙ୍କେ ସହ ଖରାପ ବ୍ଯବହାର କରିବାପାଇଁ ଓ ସମାନଙ୍କେ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।
5 Formou-se uma conspiração de gentios e judeus, juntamente com os seus líderes, para maltratá-los e apedrejá-los.
6 ପାଉଲ ଓ ବର୍ଣ୍ଣବ୍ବା ଏହା ଜାଣିପାରି ଲୁକାଅନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଚ଼ାରିପାଖ ଅଞ୍ଚଳକୁ ଚ଼ାଲିଗଲେ।
6 Quando eles souberam disso, fugiram para as cidades licaônicas de Listra e Derbe, e seus arredores,
7 ସଠାେରେ ସମାନେେ ସୁସମାଚ଼ାର ପ୍ରଚ଼ାର କଲେ।
7 onde continuaram a pregar as boas novas.
8 ଲୁସ୍ତ୍ରା ରେ ଗୋଟିଏ େଛାଟା ଥିଲା। ସେ ଲୋକଟି ଜନ୍ମରୁ େଛାଟା ଥିଲା। ସେ କବେେ ଚାଲି ପାରୁନଥିଲା।
8 Em Listra havia um homem paralítico dos pés, aleijado desde o nascimento, que vivia ali sentado e nunca tinha andado.
9 ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହାଇପୋରିବ ବୋଲି ତା'ର ବିଶ୍ବାସ ଅଛି।
9 Ele ouvira Paulo falar. Quando Paulo olhou diretamente para ele e viu que o homem tinha fé para ser curado,
10 ସେ ଖୁବ୍ ଜାରେ ରେ କହିଲେ, ପାଦ ରେ ଭରା ଦଇେ ସିଧାଠିଆ ହୂଅ। ସେ େଛାଟା ଲୋକଟି ଡ଼ଇେଁ ପଡ଼ିଲା ଓ ଚ଼ାଲିବାକୁ ଆରମ୍ଭ କଲା।
10 disse em alta voz: "Levante-se! Fique de pé! " Com isso, o homem deu um salto e começou a andar.
11 ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାଅନିଆ ଭାଷା ରେ ଖୁବ୍ ଜାରେ ରେ କହିଲେ, ଦବେତାମାନେ ମନୁଷ୍ଯ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।
11 Ao ver o que Paulo fizera, a multidão começou a gritar em língua licaônica: "Os deuses desceram até nós em forma humana! "
12 ଲୋକମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ଓ ପାଉଲ ପ୍ରଧାନ ବକ୍ତା ହବୋରୁ ତାହାଙ୍କୁ ବୁଧ ବୋଲି କହିଲେ।
12 A Barnabé chamavam Zeus e a Paulo Hermes, porque era ele quem trazia a palavra.
13 ସହେି ନଗର ସାମନା ରେ ସ୍ଥାପିତ ବୃହସ୍ପତି ମନ୍ଦିରର ଯାଜକ କତେୋଟି ବଳଦ ଓ ଫୁଲମାଳ ଆଣି ପହନ୍ଚିଲେ। ଯାଜକ ଓ ଲୋକମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଏହା ଉତ୍ସର୍ଗ କରିବା ପାଇଁ ଇଚ୍ଛା କରୁଥିଲେ।
13 O sacerdote de Zeus, cujo templo ficava diante da cidade, trouxe bois e coroas de flores à porta da cidade, porque ele e a multidão queriam oferecer-lhes sacrifícios.
14 କିନ୍ତୁ ବର୍ଣ୍ଣବ୍ବା ଓ ପାଉଲ ଏହା ଶୁଣି ନିଜ ବସ୍ତ୍ର ଚ଼ିରି ପକାଇଲେ। ସମାନେେ ଲୋକମାନଙ୍କ ଆଡ଼କୁ ଦୌଡ଼ି ପାଟିକରି କହିବାକୁ ଲାଗିଲେ:
14 Ouvindo isso, os apóstolos Barnabé e Paulo rasgaram as roupas e correram para o meio da multidão, gritando:
15 ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।
15 "Homens, por que vocês estão fazendo isso? Nós também somos humanos como vocês. Estamos trazendo boas novas para vocês, dizendo-lhes que se afastem dessas coisas vãs e se voltem para o Deus vivo, que fez o céu, a terra, o mar e tudo o que neles há.
16 ଅତୀତ ରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତା ରେ ଚ଼ାଲିବା ପାଇଁ ସେ ଅନୁମତି ଦଇେଥିଲେ।
16 No passado ele permitiu que todas as nações seguissem os seus próprios caminhos.
17 କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ଯ ଦଇେ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ବର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ଯ ଦଇେଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦ ରେ ଭରି ଦିଅନ୍ତି।
17 Contudo, não ficou sem testemunho: mostrou sua bondade, dando-lhes chuva do céu e colheitas no tempo certo, concedendo-lhes sustento com fartura e enchendo de alegria os seus corações".
18 ଏସବୁ କଥା କହି ପାଉଲ ଓ ବର୍ଣ୍ଣବ୍ବା ଅତି କଷ୍ଟ ରେ ସମାନଙ୍କେର ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରିବାରୁ ଲୋକମାନଙ୍କୁ ବନ୍ଦ କଲେ।
18 Apesar dessas palavras, eles tiveram dificuldade para impedir que a multidão lhes oferecesse sacrifícios.
19 କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।
19 Então alguns judeus chegaram de Antioquia e de Icônio e mudaram o ânimo das multidões. Apedrejaram Paulo e o arrastaram para fora da cidade, pensando que estivesse morto.
20 କିନ୍ତୁ ଶିଷ୍ଯମାନେ ପାଉଲଙ୍କ ଚ଼ାରିପାଖେ ଘରେି ୟିବାରୁ ସେ ଉଠି ପଡ଼ି ନଗରକୁ ଚ଼ାଲିଗଲେ। ତହିଁ ଆରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀ ନଗରକୁ ଚ଼ାଲିଗଲେ।
20 Mas quando os discípulos se ajuntaram em volta de Paulo, ele se levantou e voltou à cidade. No dia seguinte, ele e Barnabé partiram para Derbe.
21 ପାଉଲ ଓ ବଣ୍ଣୂର୍ବ୍ବା ଦର୍ବୀ ନଗର ରେ ସୁସମାଚ଼ାର ପ୍ରଚ଼ାର କଲେ। ବହୁତ ଲୋକ ଯୀଶୁଙ୍କର ଶିଷ୍ଯ ହେଲେ। ତା'ପରେ ବର୍ଣ୍ଣବ୍ବା ଓ ପାଉଲ ଲୁସ୍ତ୍ରା, ଇକନିୟ ଓ ଆନ୍ତିୟଖିଆକୁ ଫରେିଗଲେ।
21 Eles pregaram as boas novas naquela cidade e fizeram muitos discípulos. Então voltaram para Listra, Icônio e Antioquia,
22 ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
22 fortalecendo os discípulos e encorajando-os a permanecer na fé, dizendo: "É necessário que passemos por muitas tribulações para entrarmos no Reino de Deus".
23 ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ପାଇଁ ପ୍ରତି ମଣ୍ଡଳୀ ରେ ପ୍ରାଚ଼ୀନମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ଏହି ପ୍ରାଚ଼ୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚ଼ୀନମାନେ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେୁ ପ୍ରଭୁଙ୍କ ପାଖ ରେ ସମର୍ପଣ କଲେ।
23 Paulo e Barnabé designaram-lhes presbíteros em cada igreja; tendo orado e jejuado, eles os encomendaram ao Senhor, em quem haviam confiado.
24 ସମାନେେ ପିସିଦିଆ ଦଇେ ପଫୁଲିଆ ରେ ପହନ୍ଚିଲେ।
24 Passando pela Pisídia, chegaram à Panfília
25 ସମାନେେ ପର୍ଗୀ ରେ ସୁସମାଚ଼ାର ପ୍ରଚ଼ାର କଲାପରେ ଆତ୍ତାଲିଆ ନଗର ରେ ପହନ୍ଚିଲେ।
25 e, tendo pregado a palavra em Perge, desceram para Atália.
26 ସଠାରୁେ ସମାନେେ ଆନ୍ତିୟଖିଆକୁ ସମୁଦ୍ର ପଥରେ ଚ଼ାଲିଗଲେ। ଏହି ସ୍ଥାନ ରେ ବିଶ୍ବାସୀମାନେ ସମାନଙ୍କେୁ ଏହି କାର୍ୟ୍ଯ କରିବା ପାଇଁ ପ୍ରଭୁଙ୍କ ନିକଟରେ ସମର୍ପିତ କରି ପଠାଇଥିଲେ। ସମାନେେ ଏହି କାର୍ୟ୍ଯ ପୂର୍ଣ୍ଣ କଲେ।
26 De Atália navegaram de volta a Antioquia, onde tinham sido recomendados à graça de Deus para a missão que agora haviam completado.
27 ପାଉଲ ଓ ବର୍ଣ୍ଣବ୍ବା ସଠାେରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା କିଛି କରିଥିଲେ ତାହା ସମାନଙ୍କେୁ କହିଲେ ଓ ପରମେଶ୍ବର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ବାସର ରାସ୍ତା ଖାଲିେଲେ, ତାହା ସମାନେେ ବର୍ଣ୍ଣନା କଲେ।
27 Chegando ali, reuniram a igreja e relataram tudo o que Deus tinha feito por meio deles e como abrira a porta da fé aos gentios.
28 ସମାନେେ ସଠାେରେ ଖ୍ରୀଷ୍ଟଙ୍କ ଶିଷ୍ଯମାନଙ୍କ ସହିତ ଅନକେ ଦିନ ପର୍ୟ୍ଯନ୍ତ ରହିଲେ।
28 E ficaram ali muito tempo com os discípulos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 14, comparar traduções ou montar um estudo — tudo direto pelo WhatsApp.