Atos 15

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 କେତକେ ଲୋକ ୟିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସମାନେେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, ତୁମ୍ଭମାନେେ ଯଦି ମାଶାଙ୍କେର ବ୍ଯବସ୍ଥା ଅନୁସାରେ ସୁନ୍ନତ ନହୁଅ, ତବେେ ତୁମ୍ଭମାନେେ ପରିତ୍ରାଣ ପାଇପାରିବ ନାହିଁ।
1 Então alguns que tinham descido da Judéia ensinavam assim os irmãos: Se não vos circuncidardes conforme o uso de Moisés, não podeis salvar-vos.
2 ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ସହିତ ରାଜି ନହାଇେ ବହୁତ ୟୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଚ଼ାର ଆଲୋଚ଼ନା ଲାଗି ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟ କେତକଙ୍କେୁ ୟିରୂଶାଲମ ରେ ପ୍ ରରେିତ ଓ ପ୍ରାଚ଼ୀନମାନଙ୍କ ପାଖକୁ ୟିବାପାଇଁ ନିୟୁକ୍ତି ଦିଆଗଲା।
2 Tendo tido Paulo e Barnabé não pequena discussão e contenda contra eles, resolveu-se que Paulo e Barnabé, e alguns dentre eles, subissem a Jerusalém, aos apóstolos e aos anciãos, sobre aquela questão.
3 ଖ୍ରୀଷ୍ଟୀୟ ମଣ୍ଡଳୀ ଦ୍ବାରା ସମାନଙ୍କେୁ ପଠାଗଲା। ସମାନେେ ଫୈନୀକିଆ ଓ ଶମିରୋଣ ଦଇଗେଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ବରଙ୍କ ପ୍ରତି ମନ ଫରୋଇଛନ୍ତି, ଏହା ସମାନେେ ସଠାେରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସି ହେଲେ।
3 E eles, sendo acompanhados pela igreja, passavam pela Fenícia e por Samaria, contando a conversão dos gentios; e davam grande alegria a todos os irmãos.
4 ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟମାନେ ୟିରୂଶାଲମ ରେ ପହନ୍ଚିଲେ। ପ୍ ରରେିତ, ପ୍ରାଚ଼ୀନ ଓ ଅନ୍ୟ ବିଶ୍ବାସୀମାନେ ସଠାେରେ ସମାନଙ୍କେୁ ସ୍ବାଗତ କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା ସବୁ କରିଥିଲେ, ସେ ସବୁକଥା ସମାନେେ କହିଲେ।
4 E, quando chegaram a Jerusalém, foram recebidos pela igreja e pelos apóstolos e anciãos, e lhes anunciaram quão grandes coisas Deus tinha feito com eles.
5 କିନ୍ତୁ ଫାରୂଶୀମାନଙ୍କ ଦଳର କେତକେ ବିଶ୍ବାସୀ ଲୋକ ଠିଆ ହାଇେ କହିଲେ, ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହବୋକୁ ପଡ଼ିବ ଓ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ପଡ଼ିବ।
5 Alguns, porém, da seita dos fariseus, que tinham crido, se levantaram, dizendo que era mister circuncidá-los e mandar-lhes que guardassem a lei de Moisés.
6 ପ୍ ରରେିତ ଓ ପ୍ରାଚ଼ୀନମାନେ ଏ ସମସ୍ଯା ଉପରେ ବିଚ଼ାର କରିବା ପାଇଁ ଏକତ୍ରୀତ ହେଲେ।
6 Congregaram-se, pois, os apóstolos e os anciãos para considerar este assunto.
7 ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସମାନଙ୍କେୁ କହିଲେ, ଭାଇମାନେ, ତୁମ୍ଭମାନେେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଚ଼ାର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ବାସ କରିପାରନ୍ତି, ଏଥିନିମନ୍ତେ ପରମେଶ୍ବର ବହୁତପୂର୍ବରୁ ତୁମ୍ଭମାନଙ୍କ ମଧ୍ଯରୁ ମାେତେ ବାଛିଥିଲେ।
7 E, havendo grande contenda, levantou-se Pedro e disse-lhes: Homens irmãos, bem sabeis que já há muito tempo Deus me elegeu dentre nós, para que os gentios ouvissem da minha boca a palavra do evangelho, e cressem.
8 ପରମେଶ୍ବର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସହେି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତା୍ମଙ୍କୁ ଦାନ କରିଥିଲେ, ସହେିପରି ସମାନଙ୍କେୁ ମଧ୍ଯ ପବିତ୍ର ଆତ୍ମା ଦାନ କରିଅଛନ୍ତି।
8 E Deus, que conhece os corações, lhes deu testemunho, dando-lhes o Espírito Santo, assim como também a nós;
9 ଏହାଦ୍ବାରା ପରମେଶ୍ବର ଆମ୍ଭମାନଙ୍କର ଓ ସମାନଙ୍କେ ମଧିଅରେ କୌଣସି ତଫାତ ରଖିଲେ ନାହିଁ। ସେ ସମାନଙ୍କେର ବିଶ୍ବାସ ଦ୍ବାରା ସମାନଙ୍କେର ହୃଦୟକୁ ପବିତ୍ର କରିଲେ।
9 E não fez diferença alguma entre eles e nós, purificando os seus corações pela fé.
10 ତେଣୁ, ତୁମ୍ଭମାନେେ କାହିଁକି ଶିଷ୍ଯମାନଙ୍କ କାନ୍ଧ ରେ ୟୁଆଳି ରଖି ପରମେଶ୍ବରଙ୍କୁ ପରୀକ୍ଷା କରୁଛ? ଆମ୍ଭମାନେେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ୟୁଆଳି ଭାର ସହି ପାରିଲେ ନାହିଁ।
10 Agora, pois, por que tentais a Deus, pondo sobre a cerviz dos discípulos um jugo que nem nossos pais nem nós pudemos suportar?
11 ଆମ୍ଭର ବିଶ୍ବାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ବାରା ରକ୍ଷା ପାଇଛୁ।
11 Mas cremos que seremos salvos pela graça do Senhor Jesus Cristo, como eles também.
12 ତା'ପରେ ସମସ୍ତେ ନୀରବ ହାଇଗେଲେ। ସମାନେେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ବର ଅନ୍ୟ ଜାତୀୟମାନଙ୍କ ମଧିଅରେ ସମାନଙ୍କେ ଜରିଆ ରେ, ଯେଉଁସବୁ ଆଶ୍ଚର୍ୟ୍ଯକର୍ମ ଓ ଚ଼ିହ୍ନମାନ କହିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ।
12 Então toda a multidão se calou e escutava a Barnabé e a Paulo, que contavam quão grandes sinais e prodígios Deus havia feito por meio deles entre os gentios.
13 ସମାନେେ କହିବାପରେ ଯାକୁବ ଉତ୍ତର ଦେଲେ, ଭାଇମାନେ, ମାେ କଥା ଶୁଣ।
13 E, havendo-se eles calado, tomou Tiago a palavra, dizendo: Homens irmãos, ouvi-me:
14 ପରମେଶ୍ବର କିପରି ପ୍ରଥମ ଥର ଅନ୍ୟ ଜାତୀୟ ଲୋକମାନଙ୍କ ପାଇଁ ନିଜର ପ୍ ରମେ ଦଖାଇେଲେ ଓ ସମାନଙ୍କେୁ ଗ୍ରହଣ କରି ତାହାଙ୍କର ଲୋକରେ ପରିଣତ କଲେ, ତାହା ଶିମାନେ ବର୍ଣ୍ଣନା କରିଅଛନ୍ତି।
14 Simão relatou como primeiramente Deus visitou os gentios, para tomar deles um povo para o seu nome.
15 ଏହା ଭାବବାଦୀମାନେ ମଧ୍ଯ ଏହିକଥା କହିଅଛନ୍ତି। ଏହା ଏହିପରି ଲୋଖାଯାଇଛି:
15 E com isto concordam as palavras dos profetas; como está escrito:
16 ଏହା ପରେ ମୁଁ ପୁନର୍ବାର ଫରେି ଆସିବି ଏବଂ ଦାଉଦର ଭଗ୍ନଗୃହ ପୁଣି ନିର୍ମାଣ କରିବି। ମୁଁ ଏହାର ନଷ୍ଟ ହାଇଯୋଇଥିବା ଅଂଶ ପୁଣି ଥରେ ନିର୍ମାଣ କରି ଠିକ୍ କରି ଦବେି।
16 Depois disto voltarei,e reedificarei o tabernáculo de Davi, que está caído, levantá-lo-ei das suas ruínas, e tornarei a edificá-lo.
17 ପ୍ରଭୁ ଏହି କଥା କହନ୍ତି, ଅବଶିଷ୍ଟ ମାନବଜାତି ଓ ଅନ୍ୟ ଜାତୀୟ ଲୋକମାନେ, ଯେଉଁମାନେ ମାେ ନାମ ରେ ପରିଚ଼ିତ ହୁଅନ୍ତି, ସମାନେେ ମାେତେ ଖାଜେିବେ। ଯେଉଁ ପ୍ରଭୁ ଏହି ସମସ୍ତ ଘଟଣା ଘଟାନ୍ତି, ସେ ସ୍ବଯଂ ଏହା କହିଅଛନ୍ତି।
17 Para que o restante dos homens busque ao Senhor,e todos os gentios, sobre os quais o meu nome é invocado,diz o Senhor, que faz todas estas coisas,
18 ଏହା ୟୁଗ ଆରମ୍ଭରୁ ଜଣାଅଛି।' ଆମାଷେ 9:11-12
18 Conhecidas sào a Deus, desde o princípio do mundo, todas as suas obras.
19 ସେଥିପାଇଁ ମୁଁ ଭାବୁଛି, ପରମେଶ୍ବରଙ୍କ ପ୍ରତି ଫରେୁଥିବା ଅନ୍ୟ ଜାତୀୟ ଲୋକମାନଙ୍କୁ କଷ୍ଟ ଦବୋ ଆମ୍ଭମାନଙ୍କ ପକ୍ଷ ରେ ଉଚିତ ନୁହେଁ।
19 Por isso julgo que não se deve perturbar aqueles, dentre os gentios, que se convertem a Deus.
20 ଏହା ବଦଳ ରେ ଆମ୍ଭେ ସମାନଙ୍କେୁ ଲେଖିବା ଉଚ଼ିତ ଯେ:
20 Mas escrever-lhes que se abstenham das contaminações dos ídolos, da fornicação, do que é sufocado e do sangue.
21 ସମାନେେ ଏସବୁ କରିବା ଉଚ଼ିତ ନୁହେଁ, କାରଣ ଆରମ୍ଭରୁ ମାଶାଙ୍କେ ବ୍ଯବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗର ରେ ଏବେ ମଧ୍ଯ ଅଛନ୍ତି ଏବଂ ତାହାଙ୍କର ବ୍ଯବସ୍ଥା ସମାଜଗୃହମାନଙ୍କ ରେ ପ୍ରତି ବିଶ୍ରାମବାର ରେ ପାଠ କରାଯାଏ।
21 Porque Moisés, desde os tempos antigos, tem em cada cidade quem o pregue, e cada sábado é lido nas sinagogas.
22 ଏହାପରେ ପ୍ ରରେିତ, ପ୍ରାଚ଼ୀନ ଓ ସମଗ୍ର ମଣ୍ଡଳୀ ସମାନଙ୍କେ ମଧ୍ଯରୁ କେତକେ ଲୋକଙ୍କୁ ବାଛିଲେ। ସମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ସମାନଙ୍କେୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସମାନେେ ଯିହୁଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣବ୍ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧିଅରେ ନେତା ଥିଲେ।
22 Então pareceu bem aos apóstolos e aos anciãos, com toda a igreja, eleger homens dentre eles e enviá-los com Paulo e Barnabé a Antioquia, a saber: Judas, chamado Barsabás, e Silas, homens distintos entre os irmãos.
23 ସମାନେେ ତାହାଙ୍କ ହାତ ରେ ଏହି ଚ଼ିଠିଟି ଦେଲେ:
23 E por intermédio deles escreveram o seguinte: Os apóstolos, e os anciãos e os irmãos, aos irmãos dentre os gentios que estão em Antioquia, e Síria e Cilícia, saúde.
24 ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତକେ ଲୋକ ଆମ୍ଭଠାରୁ ଆଦେଶ ନପାଇ ତୁମ୍ଭମାନଙ୍କୁ ସମାନଙ୍କେ କଥା ଦ୍ବାରା ଅସୁବିଧା ରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ଯତିବ୍ଯସ୍ତ କରୁଛନ୍ତି।
24 Porquanto ouvimos que alguns que saíram dentre nós vos perturbaram com palavras, e transtornaram as vossas almas, dizendo que deveis circuncidar-vos e guardar a lei, não lhes tendo nós dado mandamento,
25 ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହାଇେ କେତକେ ଲୋକଙ୍କୁ ବାଛିଛୁ। ଆମ୍ଭେ ସମାନଙ୍କେୁ ଆମ୍ଭର ପ୍ରିୟ ବର୍ଣ୍ଣବ୍ବା ଓ ପାଉଲଙ୍କ ସହିତ ପଠାଇବୁ।
25 Pareceu-nos bem, reunidos concordemente, eleger alguns homens e enviá-los com os nossos amados Barnabé e Paulo,
26 ବର୍ଣ୍ଣବ୍ବା ଓ ପାଉଲ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ପାଇଁ ସମାନଙ୍କେର ଜୀବନକୁ ଉତ୍ସର୍ଗ କରିଛନ୍ତି।
26 Homens que já expuseram as suas vidas pelo nome de nosso Senhor Jesus Cristo.
27 ସମାନଙ୍କେ ଆମ୍ଭେ ଯିହୁଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସମାନେେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ଯ ଏହି ସବୁ କଥା କହିବେ।
27 Enviamos, portanto, Judas e Silas, os quais por palavra vos anunciarão também as mesmas coisas.
28 ପବିତ୍ର ଆତ୍ମା ଓ ଆମ୍ଭମାନଙ୍କୁ ଏହା ଉଚ଼ିତ ମନେ ହେଲା ଯେ, ତୁମ୍ଭମାନେେ ଏହି କତେୋଟି ବିଷୟ ଛଡ଼ା ଆଉ ଅଧିକ ବୋଝ ରେ ଭାରାକ୍ରାନ୍ତ ହବୋ ଠିକ୍ ନୁହେଁ। ତେଣୁ ଏହି କତେୋଟି ଆବଶ୍ଯକୀୟ ବିଷୟଗୁଡ଼ିକ ତୁମ୍ଭମାନେ କରିବ:
28 Na verdade pareceu bem ao Espírito Santo e a nós, não vos impor mais encargo algum, senão estas coisas necessárias:
29 ତୁମ୍ଭମାନେେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭମାନେେ ରକ୍ତ ଖାଇବ ନାହିଁ। ତଣ୍ଟି ଚ଼ିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭମାନେେ ଖାଇବ ନାହିଁ। ତୁମ୍ଭମାନେେ ୟୌନ ପାପସବୁ କରିବନାହିଁ।
29 Que vos abstenhais das coisas sacrificadas aos ídolos, e do sangue, e da carne sufocada, e da fornicação, das quais coisas bem fazeis se vos guardardes. Bem vos vá.
30 ତା'ପରେ ବର୍ଣ୍ଣବ୍ବା, ପାଉଲ, ଯିହୁଦା ଓ ଶୀଲା ୟିରୂଶାଲମରୁ ଆନ୍ତିୟଖିଆକୁ ଯାତ୍ରା କଲେ। ସଠାେରେ ସମାନେେ ଏକାଠି ହାଇେଥିବା ବିଶ୍ବାସୀମାନଙ୍କୁ ପତ୍ର ଦେଲେ। ସଠାେରେ ସମାନେେ ଏକାଠି ହାଇେଥିବା ବିଶ୍ବାସୀମାନଙ୍କୁ ପତ୍ର ଦେଲେ।
30 Tendo eles então se despedido, partiram para Antioquia e, ajuntando a multidão, entregaram a carta.
31 ଆନ୍ତିୟଖିଆର ବିଶ୍ବାସୀମାନେ ଏ ପତ୍ର ପଢ଼ି ଆନନ୍ଦିତ ହେଲେ। କାରଣ ଏହା ସମାନଙ୍କେୁ ଅନ୍ୟନ୍ତ ଉତ୍ସାହିତ କରିଥିଲା।
31 E, quando a leram, alegraram-se pela exortação.
32 ୟିହୂଦା ଓ ଶୀଲା ଦୁ ହେଁ ମଧ୍ଯ ଭାବବାଦୀ ଥିଲେ। ସମାନେେ ଭାଇମାନଙ୍କୁ ଉତ୍ସାହ ଦଇେ ଅନକେ କଥା କହିଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।
32 Depois Judas e Silas, que também eram profetas, exortaram e confirmaram os irmãos com muitas palavras.
33 ସଠାେରେ କିଛି ଦିନ ରହିବାପରେ ଯେଉଁମାନେ ସମାନଙ୍କେୁ ପଠାଇଥିଲେ,
33 E, detendo-se ali algum tempo, os irmãos os deixaram voltar em paz para os apóstolos;
34 ୟିରୂଶାଲମର ସହେି ଭାଇମାନଙ୍କ ପାଖକୁ ଫରେି ୟିବା ପାଇଁ ଶାନ୍ତି ରେ ବିଦାୟ ଦେଲେ।
34 Mas pareceu bem a Silas ficar ali.
35 କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆ ରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସମାନେେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ଯ ଶିକ୍ଷା ଦେଲେ ଏବଂ ସୁସମାଚ଼ାର ପ୍ରଚ଼ାର କଲେ।
35 E Paulo e Barnabé ficaram em Antioquia, ensinando e pregando, com muitos outros, a palavra do Senhor.
36 ପାଉଲ କିଛି ଦିନ ପରେ ବର୍ଣ୍ଣବ୍ବାଙ୍କୁ କହିଲେ, ଚ଼ାଲ, ଆମ୍ଭମାନେେ ଫରେିବା ଆଉ ଆମ୍ଭମାନେେ ପ୍ରଭୁଙ୍କର ବାକ୍ଯ ଯେଉଁ ପ୍ରେତ୍ୟକକ ସହର ରେ ପ୍ରଚ଼ାର କରିଛୁ, ସହେି ସବୁ ସହରକୁ ଯାଇ ଅମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସମାନଙ୍କେ ଭଲମନ୍ଦ ବୁଝିବା।
36 E alguns dias depois, disse Paulo a Barnabé: Tornemos a visitar nossos irmãos por todas as cidades em que já anunciamos a palavra do Senhor, para ver como estão.
37 ବର୍ଣ୍ଣବ୍ବା ସମାନଙ୍କେ ସହିତ ମାର୍କ ନାମ ରେ ପରିଚ଼ିତ ଯୋହନଙ୍କୁ ନବୋପାଇଁ ଚାହିଁଲେ।
37 E Barnabé aconselhava que tomassem consigo a João, chamado Marcos.
38 କିନ୍ତୁ ପାଉଲ ତାହାଙ୍କୁ ସାଙ୍ଗ ରେ ନ ନବୋପାଇଁ ଜାରେ ଦେଲେ, କାରଣ ସେ ପୂର୍ବରୁ ପଫୂଲିଆ ରେ ସମାନଙ୍କେ ସହିତ ଏହି କାର୍ୟ୍ଯ ରେ ସାଙ୍ଗ ରେ ନରହି ସମାନଙ୍କେୁ ତ୍ଯାଗ କରି ଚ଼ାଲି ଆସିଥିଲେ।
38 Mas a Paulo parecia razoável que não tomassem consigo aquele que desde a Panfília se tinha apartado deles e não os acompanhou naquela obra.
39 ଏଥିପାଇଁ ସମାନଙ୍କେ ମଧିଅରେ ଘାରେ ମତଭଦେ ହେଲା। ଏହା ଫଳ ରେ, ପାଉଲ ଓ ବର୍ଣ୍ଣବ୍ବା ପରସ୍ପରଠାରୁ ଅଲଗା ହାଇଗେଲେ। ବର୍ଣ୍ଣବ୍ବା ମାର୍କଙ୍କୁ ନଇେ ଜଳ ପଥରେ କୂପ୍ର ଉପଦ୍ବୀପକୁ ଚ଼ାଲିଗଲେ।
39 E tal contenda houve entre eles, que se apartaram um do outro. Barnabé, levando consigo a Marcos, navegou para Chipre.
40 ପାଉଲ ଶୀଲାଙ୍କୁ ତାହାଙ୍କ ସହିତ ନବୋପାଇଁ ବାଛିଲେ। ଆନ୍ତିୟଖିଆ ରେ ଭାଇମାନେ ପାଉଲଙ୍କୁ ପ୍ରଭୁଙ୍କ ଅନୁଗ୍ରହ ଓ ତତ୍ତ୍ବାବଧାନ ରେ ସମର୍ପଣ କରି ବିଦାୟ ଦେଲେ।
40 E Paulo, tendo escolhido a Silas, partiu, encomendado pelos irmãos à graça de Deus.
41 ପାଉଲ ଓ ଶୀଲା ସିରିଆ ଓ କିଲିକିଯା ଦେଶ ଦଇେ ଗଲେ ଓ ମଣ୍ଡଳୀଗୁଡ଼ିକୁ ଶକ୍ତିଶାଳୀ ହବୋପାଇଁ ସାହାୟ୍ଯ କଲେ।
41 E passou pela Síria e Cilícia, confirmando as igrejas.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 15, comparar traduções ou montar um estudo — tudo direto pelo WhatsApp.