Atos 18

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ପାଉଲ କରିନ୍ଥୀ ରେ ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।
1 Depois disto Paulo partiu de Atenas e chegou a Corinto.
2 ସଠାେରେ ସେ ପନ୍ତ ଦେଶୀୟ ଆକ୍ବିଲା ନାମକ ଜଣେ ଯିହୂଦୀୟକୁ ଭଟେିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ଯ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଲାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଚ଼ାଲିୟିବା ପାଇଁ ଆଦେଶ ଦଇେଥିଲେ। ତେଣୁ ସମାନେେ ଇତାଲିଆ ଛାଡ଼ି ଚ଼ାଲିଆସି ଥିଲେ। ପାଉଲ ସମାନଙ୍କେୁ ଦେଖିବା ପାଇଁ ଯାଇଥିଲେ।
2 E encontrando um judeu por nome Áqüila, natural do Ponto, que pouco antes viera da Itália, e Priscila, sua mulher {porque Cláudio tinha decretado que todos os judeus saíssem de Roma}, foi ter com eles,
3 ସମାନେେ ତମ୍ବୁ ବ୍ଯବସାଯୀ ଥିଲେ। ପାଉଲ ମଧ୍ଯ ସହେି ବ୍ଯୟବସାଯୀ ଥିଲେ। ତେଣୁ ସେ ମଧ୍ଯ ସମାନଙ୍କେ ସହିତ ରହି ସହେି କାମ କଲେ।
3 e, por ser do mesmo ofício, com eles morava, e juntos trabalhavam; pois eram, por ofício, fabricantes de tendas.
4 ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହ ରେ ଯିହୂଦୀୟ ଓ ଗ୍ରୀକ୍ମାନଙ୍କ ସହିତ ଚର୍‍ଚ୍ଚା କରୁଥିଲେ ଓ ଉପଦେଶ ଦ୍ବାରା ସମାନଙ୍କେର ବିଶ୍ବାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ।
4 Ele discutia todos os sábados na sinagoga, e persuadia a judeus e gregos.
5 ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଚ଼ାର ପ୍ରଚ଼ାର କରିବା ରେ ଦେଲେ। ସେ ଯିହୂଦୀମାନଙ୍କ ଆଗ ରେ ପ୍ରମାଣିତ କରି ଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।
5 Quando Silas e Timóteo desceram da Macedônia, Paulo dedicou-se inteiramente à palavra, testificando aos judeus que Jesus era o Cristo.
6 କିନ୍ତୁ ସମାନେେ ଯେତବେେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥାକହିଲେ, ପାଉଲ ଏହାର ବିରୁଦ୍ଧ ରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, ଯଦି ତୁମ୍ଭମାନେେ ଉଦ୍ଧାର ପାଉନାହଁ ତାହାହେଲେ ଏହା ମାରେ ଦୋଷ ନୁହେଁ। ମୁଁ ସମସ୍ତ ଚେ଼ଷ୍ଟା କରି ସାରିଛି। ମୁଁ ଏବଠାରୁେ ଅଣଯିହୂଦୀମାନଙ୍କ ପାଖକୁ ୟିବି।
6 Como estes, porém, se opusessem e proferissem injúrias, sacudiu ele as vestes e disse-lhes: O vosso sangue seja sobre a vossa cabeça; eu estou limpo, e desde agora vou para os gentios.
7 ପାଉଲ ସମାଜଗୃହ ଛାଡ଼ି ସତ୍ଯ ପରମେଶ୍ବରଙ୍କର ଜଣେ ଉପାସକ ତିତସ ୟୂସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖ ରେ ଥିଲା।
7 E saindo dali, entrou em casa de um homem temente a Deus, chamado Tito Justo, cuja casa ficava junto da sinagoga.
8 କ୍ରୀଷ୍ପ ସେ ସମାଜଗୃହର ମୁଖ୍ଯ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ବାସ କଲେ। ଅନକେ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ବାସ କଲେ ଓ ବାପ୍ତିଜିତ ହେଲେ।
8 Crispo, chefe da sinagoga, creu no Senhor com toda a sua casa; e muitos dos coríntios, ouvindo, criam e eram batizados.
9 ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
9 E de noite disse o Senhor em visão a Paulo: Não temas, mas fala e não te cales;
10 ମୁଁ ତୁମ୍ଭ ସହିତ ଅଛି। କହେି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମାରେ ଅନକେ ଲୋକ ଏ ନଗର ରେ ଅଛନ୍ତି।
10 porque eu estou contigo e ninguém te acometerá para te fazer mal, pois tenho muito povo nesta cidade.
11 ତେଣୁ ପାଉଲ ସଠାେରେ ଦେଢ଼ ବର୍ଷ ପର୍ୟ୍ଯନ୍ତ ରହିଲେ ଓ ସମାନଙ୍କେୁ ପରମେଶ୍ବରଙ୍କ ସୁସମାଚ଼ାର ବିଷୟ ରେ ଉପଦେଶ ଦେଲେ।
11 E ficou ali um ano e seis meses, ensinando entre eles a palavra de Deus.
12 ଗାଲ୍ଲିଯୋନ୍ ଆଖାଯାର ରାଜ୍ଯପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେ଼ଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସମାନେେ ତାହାଙ୍କୁ ଅଦାଲତାକୁ ନଇଗେଲେ।
12 Sendo Gálio procônsul da Acaia, levantaram-se os judeus de comum acordo contra Paulo, e o levaram ao tribunal,
13 ସମାନେେ କହିଲେ, ଏହି ଲୋକ ଯେଉଁ ଉପାୟ ରେ ପରମେଶ୍ବରଙ୍କ ଉପାସନା କରିବାପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ଯବସ୍ଥାର ବିରୁଦ୍ଧ ଅଟେ।
13 dizendo: Este persuade os homens a render culto a Deus de um modo contrário à lei.
14 ପାଉଲ କହିବା ଆରମ୍ଭ କହିବା ମାତ୍ ରେ ଗାଲ୍ଲିଯୋନ ୟିହୁଦୀୟମାନଙ୍କୁ କହିଲେ, ଯଦି ଏହା କୌଣସି ଅପରାଧ ବା କୌଣସି ସଂାଘାତିକ ଦୁର୍ବବ୍ଯହାର ବିଷୟ ରେ ଅଭିଯୋଗ ହାଇେଥା'ନ୍ତା, ତବେେ ତୁମ୍ଭମାନଙ୍କର କଥା ଶୁଣିବା ମାରେ କର୍ତ୍ତବ୍ଯ ହାଇେଥାନ୍ତା,
14 E, quando Paulo estava para abrir a boca, disse Gálio aos judeus: Se de fato houvesse, ó judeus, algum agravo ou crime perverso, com razão eu vos sofreria;
15 କିନ୍ତୁ ତୁମ୍ଭ ବ୍ଯବସ୍ଥା ରେ ଲଖାେଥିବା ବାକ୍ଯ ଓ ନାମ ବିରୁଦ୍ଧ ରେ ଏହି ବଚସା ସୃଷ୍ଟି ହାଇେଥିବାରୁ ତୁମ୍ଭମାନେେ ନିଜେ ନିଜେ ଏହାର ସମାଧାନ କର। ଏହି ସବୁ ବିଷୟ ରେ ମୁଁ କୌଣସି ବିଚ଼ାର କରିବି ନାହିଁ।
15 mas, se são questões de palavras, de nomes, e da vossa lei, disso cuidai vós mesmos; porque eu não quero ser juiz destas coisas.
16 ସେ ଏହା କହି ସମାନଙ୍କେୁ ଅଦାଲତରୁ ବାହାର କରି ଦେଲେ।
16 E expulsou-os do tribunal.
17 ତା'ପରେ ସମାନେେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନଇେ ଅଦାଲତ ସାମନା ରେ ପିଟିଲେ। କିନ୍ତୁ ଗାଲ୍ଲିଯୋନ ଏଥି ପ୍ରତି ମାଟେେ ଦୃଷ୍ଟି ଦେଲନୋହିଁ।
17 Então todos agarraram Sóstenes, chefe da sinagoga, e o espancavam diante do tribunal; e Gálio não se importava com nenhuma dessas coisas.
18 ପାଉଲ ସଠାେରେ ଭାଇମାନଙ୍କ ସହିତ ଅନକେ ଦିନ ରହିଲେ। ତା'ପରେ ସେ ବିଦାୟ ନଇେ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ବିଲା ମଧ୍ଯ ଗଲେ। ପରମେଶ୍ବରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ ରଯୋ ରେ ଲଣ୍ଡା ହେଲେ।
18 Paulo, tendo ficado ali ainda muitos dias, despediu-se dos irmãos e navegou para a Síria, e com ele Priscila e Áqüila, havendo rapado a cabeça em Cencréia, porque tinha voto.
19 ତା'ପରେ ସମାନେେ ଏଫିସ ନଗର ରେ ପହନ୍ଚିଲେ। ସଠାେରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ବିଲାଙ୍କୁ ଛାଡ଼ି ନିଜେ ସମାଜଗୃହ ରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।
19 E eles chegaram a Éfeso, onde Paulo os deixou; e tendo entrado na sinagoga, discutia com os judeus.
20 ସମାନେେ ତାହାଙ୍କୁ ସଠାେରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ।
20 Estes rogavam que ficasse por mais algum tempo, mas ele não anuiu,
21 ସେ ଗଲା ବେଳେ କହିଲେ, ଯଦି ପରମେଶ୍ବର ଚ଼ାହାଁନ୍ତି, ତବେେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି। ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।
21 antes se despediu deles, dizendo: Se Deus quiser, de novo voltarei a vós; e navegou de Éfeso.
22 ପାଉଲ କାଇସରୀଆ ରେ ପହଞ୍ଚି ୟିରୂଶାଲମର ମଣ୍ଡଳୀକୁ ଯାଇ ସମାନଙ୍କେ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ।
22 Tendo chegado a Cesaréia, subiu a Jerusalém e saudou a igreja, e desceu a Antioquia.
23 ସଠାେରେ ପାଉଲ କିଛି ଦିନ ରହିଲେ। ତା'ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଚ଼ାଲିଗଲେ। ସଠାେରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ଯମାନଙ୍କୁ ବଳବାନ୍ କଲେ।
23 E, tendo demorado ali algum tempo, partiu, passando sucessivamente pela região da Galácia e da Frígia, fortalecendo a todos os discípulos.
24 ଆପଲ୍ଲ ନାମକ ଜଣେ ଯିହୂଦୀୟ ସଠାେରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଯା। ସେ ଏଫିସ ନଗରକୁ ଆସିଲେ ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ର ରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।
24 Ora, chegou a Éfeso certo judeu chamado Apolo, natural de Alexandria, homem eloqüente e poderoso nas Escrituras.
25 ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟ ରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମା ରେ ପୂର୍ଣ୍ଣ ହାଇେ କଥା କହୁଥିଲେ। କବଳେ ଯୋହନଙ୍କର ବାପ୍ତିସ୍ମ ବିଷୟ ରେ ଜାଣିଥିଲେ ମଧ୍ଯ ସେ ଯୀଶୁଙ୍କ ବିଷୟ ରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ।
25 Era ele instruído no caminho do Senhor e, sendo fervoroso de espírito, falava e ensinava com precisão as coisas concernentes a Jesus, conhecendo entretanto somente o batismo de João.
26 ସେ ନିର୍ଭୟ ରେ ସମାଜଗୃହ ରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ବିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନଇେ ଆସିଲେ। ସମାନେେ ପରମେଶ୍ବରଙ୍କ ପଥ ବିଷୟ ରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।
26 Ele começou a falar ousadamente na sinagoga: mas quando Priscila e Áqüila o ouviram, levaram-no consigo e lhe expuseram com mais precisão o caminho de Deus.
27 ସେ ଯେତବେେଳେ ଆଖାଯାକୁ ବାହାରିଲେ, ସେତବେେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସମାନେେ ତାହାଙ୍କୁ ସ୍ବାଗତ କରିବାପାଇଁ ଶିଷ୍ଯମାନଙ୍କୁ ପତ୍ର ଲେଖିଲେ। ସେ ସଠାେରେ ପହଞ୍ଚି ପରମେଶ୍ବରଙ୍କ ଅନୁଗ୍ରହ ରେ ବିଶ୍ବାସ କରିଥିବା ଲୋକମାନଙ୍କର ବହୁତ ସାହାୟ୍ଯ କଲେ।
27 Querendo ele passar à Acáia, os irmãos o animaram e escreveram aos discípulos que o recebessem; e tendo ele chegado, auxiliou muito aos que pela graça haviam crido.
28 କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣ ରେ ଦୃଢ଼ଭାବେ ୟୁକ୍ତିତର୍କ କରି ସମାନଙ୍କେୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦଖାଇେ ଦେଲେ ଯେ କବଳେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।
28 Pois com grande poder refutava publicamente os judeus, demonstrando pelas escrituras que Jesus era o Cristo.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 18, comparar traduções ou montar um estudo — tudo direto pelo WhatsApp.