Atos 21

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଆମ୍ଭମାନେେ ସମାନଙ୍କେଠାରୁ ବିଦାୟ ନଲେୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ବୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସଠାରୁେ ରୋଦା ଉପଦ୍ବୀପକୁ ଆସିଲୁ। ପୁଣି ସଠାରୁେ ଆମ୍ଭେ ପାତାରା ରେ ପହଞ୍ଚିଲୁ।
1 Depois de nos despedirmos, navegamos em direção à ilha de Cós. No dia seguinte, chegamos a Rodes e, então, a Pátara.
2 ପାତାରା ରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥି ରେ ଚ଼ଢ଼ିଲୁ ଓ ଯାତ୍ରା କଲୁ।
2 Ali, embarcamos num navio que partia para a Fenícia.
3 ଆମ୍ଭେ ଯାଇ କୁପ୍ର ଉପଦ୍ବୀପ ପାଖ ରେ ପହଞ୍ଚି ତାର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗର ରେ ଓହ୍ଲଇେଲୁ, କାରଣ ସଠାେରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।
3 Avistamos a ilha de Chipre, passamos por ela à nossa esquerda e aportamos em Tiro, na Síria, onde o navio deixaria sua carga.
4 ଆମ୍ଭେ ସଠାେରେ ଯୀଶୁଙ୍କର କେତକେ ଶିଷ୍ଯମାନଙ୍କୁ ଦେଖିଲୁ। ସମାନଙ୍କେ ସହିତ ସାତ ଦିନ ପର୍ୟ୍ଯନ୍ତ ରହିଲୁ। ସମାନେେ ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଲଙ୍କୁ ୟିରୁଶାଲମ ନୟିବା ପାଇଁ ଚେ଼ତାବନୀ ଦେଲେ।
4 No desembarque, encontramos os discípulos que ali viviam e ficamos com eles por uma semana. Pelo Espírito, eles advertiam Paulo de que não fosse a Jerusalém.
5 ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।
5 Ao fim de nosso tempo ali, voltamos ao navio, e toda a congregação, incluindo mulheres e crianças, saiu da cidade e nos acompanhou até a praia. Ali nos ajoelhamos, oramos
6 ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନଇେ ଜାହାଜ ରେ ଚ଼ଢ଼ିଲୁ। ଶିଷ୍ଯମାନେ ନିଜ ନିଜ ଘରକୁ ଫରେିଗଲେ।
6 e nos despedimos. Então subimos a bordo, e eles voltaram para casa.
7 ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ ଯାତ୍ରା ଆରମ୍ଭ କଲୁ ଓ ପତଲମାଇ ରେ ପହଞ୍ଚିଲୁ। ସଠାେରେ ଭାଇମାନଙ୍କୁ ଅଭିନନ୍ଦନ ଜଣଇେ ସମାନଙ୍କେ ସହିତ ଗୋଟିଏ ଦିନ ରହିଲୁ।
7 Depois que partimos de Tiro, chegamos a Ptolemaida, onde saudamos os irmãos e passamos um dia.
8 ଆମ୍ଭେ ତହିଁ ଆରଦିନ କାଇସରୀଆ ନଗର ରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଚ଼ାର ପ୍ରଚ଼ାରକ ଫିଲିପ୍ପଙ୍କ ଘ ରେ ପ୍ରବେଶ କଲୁ। ସେ ସାତ ଜଣ ବିଶଷେ ସବେକମାନଙ୍କ ମଧ୍ଯରୁ ଜଣେ ଥିଲେ। ଆମ୍ଭମାନେେ ତାହାଙ୍କ ସହିତ ରହିଲୁ।
8 No dia seguinte, prosseguimos para Cesareia e nos hospedamos na casa de Filipe, o evangelista, um dos sete que tinham servido na igreja em Jerusalém.
9 ତାହାଙ୍କର ଚ଼ା ରୋଟି ଅବିବାହିତା ଝିଅ ଥିଲେ। ସମାନେେ ଭାବବାଦିନୀ ଥିଲେ।
9 Ele tinha quatro filhas solteiras que profetizavam.
10 ସଠାେରେ ଆମ୍ଭେ ବହୁତ ଦିନ ରହିଲା ପରେ ୟିହୂଦା ଦେଶରୁ ଆଗାବ ନାମ ରେ ଜଣେ ଭବିଷ୍ଯଦ୍ବକ୍ତା ଆସି ପହନ୍ଚିଲେ।
10 Muitos dias depois, chegou da Judeia um profeta chamado Ágabo.
11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନଇେ ନିଜ ହାତ ଗୋଡ ବାନ୍ଧି ପକାଇଲେ ଓ କହିଲେ, ପବିତ୍ର ଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, 'ତାହାଙ୍କୁ ୟିରୁଶାଲମ ରେ ଯିହୂଦୀମାନେ ଏହିପରି ବାନ୍ଧି ପକାଇବେ। ସମାନେେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତ ରେ ସମର୍ପଣ କରିବେ।'
11 Ele veio ao nosso encontro, tomou o cinto de Paulo e com ele amarrou os próprios pés e as mãos. Em seguida, disse: “O Espírito Santo declara: ‘Assim o dono deste cinto será amarrado pelos judeus, em Jerusalém, e entregue aos gentios’”.
12 ଆମ୍ଭମାନେେ ଓ ଅନ୍ୟ ବିଶ୍ବାସୀମାନେ ଏହି କଥା ଶୁଣି ପାଉଲଙ୍କୁ ୟିରୂଶାଲମ ନୟିବା ପାଇଁ ବହୂତ ଅନୁ ରୋଧ କଲୁ।
12 Ao ouvir isso, nós e os irmãos dali suplicamos a Paulo que não fosse a Jerusalém.
13 କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।
13 Ele, porém, disse: “Por que todo esse choro? Assim vocês me partem o coração! Estou pronto não apenas para ser preso em Jerusalém, mas para morrer pelo Senhor Jesus”.
14 ସେ ଆମ୍ଭ କଥା ରେ ପ୍ରଭାବିତ ନ ହବୋରୁ ଆମ୍ଭମାନେେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।
14 Quando ficou evidente que não conseguiríamos fazê-lo mudar de ideia, desistimos e dissemos: “Que seja feita a vontade do Senhor”.
15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ୟିରୂଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ।
15 Depois disso, arrumamos nossas coisas e partimos para Jerusalém.
16 କାଇସରୀଆ ରେ ଥିବା ଯୀଶୁଙ୍କ କେତକେ ଶିଷ୍ଯ ଆମ୍ଭ ସହିତ ଆସିଲେ। ସମାନେେ ଆମ୍ଭକୁ କୁପ୍ର ଉପଦ୍ବୀପର ମନାସୋନ (ୟିଏ କି ଯୀଶୁଙ୍କ ପ୍ରଥମ ଶିଷ୍ଯମାନଙ୍କ ମଧିଅରେ ଜଣେ) ନାମକ ଜଣେ ଶିଷ୍ଯଙ୍କ ଘରକୁ ନଇଗେଲେ। ସଠାେରେ ଆମ୍ଭେ ରାତି କଟାଇବା କଥା ଥିଲା।
16 Alguns discípulos de Cesareia nos acompanharam e nos levaram à casa de Mnasom, nascido em Chipre e um dos primeiros discípulos.
17 ଆମ୍ଭମାନେେ ୟିରୂଶାଲମ ରେ ପହଞ୍ଚିବା ମାତ୍ ରେ ଆମ୍ଭକୁ ଭାଇମାନେ ଖୁସି ରେ ସ୍ବାଗତ ଜଣାଇଲେ।
17 Quando chegamos a Jerusalém, os irmãos nos deram calorosas boas-vindas.
18 ତା' ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗ ରେ ଯାକୁବଙ୍କୁ ଭଟେିବାକୁ ଗଲେ। ସବୁ ପ୍ରାଚ଼ୀନ ଲୋକମାନେ ସମସ୍ତେ ସଠାେରେ ଉପସ୍ଥିତ ଥିଲେ।
18 No dia seguinte, Paulo foi conosco a um encontro com Tiago, e todos os presbíteros da igreja de Jerusalém estavam presentes.
19 ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।
19 Depois que Paulo os cumprimentou, relatou em detalhes o que Deus havia realizado entre os gentios por meio de seu ministério.
20 ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।
20 Quando ouviram isso, louvaram a Deus e disseram: “Você sabe, irmão, quantos milhares de judeus também creram, e todos eles seguem à risca a lei de Moisés.
21 ସମାନେେ ତୁମ୍ଭ ବିଷୟ ରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶ ରେ ରହୁଥିବା ଯିହୂଦୀମାନଙ୍କୁ, ମାଶାଙ୍କେର ବ୍ଯବସ୍ଥା ତ୍ଯାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସମାନଙ୍କେୁ ସମାନଙ୍କେର ପିଲାମାନଙ୍କର ସନ୍ନତ ନ କରିବାପାଇଁ ଓ ୟିହୁଦୀ ରୀତିନୀତି ଗୁଡିକୁ ନ ମାନିବା ପାଇଁ ଶିକ୍ଷା ଦଇେଛ।
21 Mas eles foram informados de que você ensina todos os judeus que vivem entre os gentios a abandonarem a lei de Moisés. Ouviram que você os instrui a não circuncidarem os filhos nem seguirem os costumes judaicos.
22 ତେଣୁ ଆମ୍ଭକୁ କ'ଣ କରିବା ଉଚ଼ିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସମାନେେ ନିଶ୍ଚୟ ଶୁଣିବାକୁ ପାଇବେ।
22 Que faremos? Certamente eles saberão que você chegou.
23 ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖ ରେ ପରମେଶ୍ବରଙ୍କ ଠା ରେ ମାନତ କରିଥିବାର ଚ଼ାରି ଜଣ ଲୋକ ଅଛନ୍ତି।
23 “Queremos que você faça o seguinte. Temos aqui quatro homens que cumpriram um voto.
24 ମ୍ଭେ ସମାନଙ୍କେୁ ସାଙ୍ଗ ରେ ନଇେ ସମାନଙ୍କେ ସହିତ ଆପଣାକୁ ଶୁଚି କରି ଓ ତୁମ୍ଭେ ସମାନଙ୍କେର ମୁଣ୍ଡ ଲଣ୍ଡା ହବୋପାଇଁ ଖର୍ଚ୍ଚ ଦିଅ। ଏହା ଦ୍ବାରା ସମସ୍ତେ ଭାବିବେ ଯେ, ସମାନେେ ତୁମ୍ଭ ବିଷୟ ରେ ଯାହା ସବୁ ଶୁଣିଛନ୍ତି ତାହା ମିଥ୍ଯା। ସମାନେେ ଦେଖିବେ ଯେ, ତୁମ୍ଭେ ନିଜ ଜୀବନ ରେ ମାଶାଙ୍କେ ବ୍ଯବସ୍ଥା ମାନି ଚ଼ଳୁଛ।
24 Vá com eles ao templo e participe da cerimônia de purificação. Pague as despesas para realizarem o ritual de raspar a cabeça. Então todos saberão que os rumores são falsos e que você mesmo cumpre as leis judaicas.
25 ଆମ୍ଭେ ଅଣଯିହୂଦୀ ବିଶ୍ବାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସମାନଙ୍କେୁ ଲେଖିସାରିଛୁ:
25 “Quanto aos convertidos gentios, devem fazer aquilo que pedimos por carta: abster-se de comer alimentos oferecidos a ídolos, de consumir o sangue ou a carne de animais estrangulados e de praticar a imoralidade sexual”.
26 ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।
26 No dia seguinte, Paulo se purificou junto com aqueles homens e entrou no templo. Declarou quando terminariam os dias da purificação e quando seria oferecido o sacrifício em favor deles.
27 ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।
27 Estando os sete dias quase no fim, alguns judeus da província da Ásia viram Paulo no templo e incitaram a multidão contra ele. Agarraram-no,
28 ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
28 gritando: “Homens de Israel, ajudem-nos! Este é o homem que fala contra nosso povo em toda parte e ensina todos a desobedecerem às leis judaicas. Fala contra o templo e até profana este santo lugar, trazendo gentios para dentro dele”.
29 ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
29 Antes tinham visto Paulo na cidade com Trófimo, um gentio de Éfeso, e concluíram que Paulo o havia levado para dentro do templo.
30 ପୁରା ନଗରଟା ରେ ଉତ୍ତଜେନା ସୃଷ୍ଟି ହାଇଗେଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନଇେ ଗଲେ। ସଙ୍ଗେ ସଙ୍ଗେ ଦ୍ବାର ଗୁଡ଼ିକ ବନ୍ଦ ହାଇଗେଲା।
30 Toda a cidade se agitou com essas acusações, e houve grande tumulto. A multidão agarrou Paulo e o arrastou para fora do templo, e imediatamente foram fechadas as portas.
31 ଲୋକମାନେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିବା ସମୟରେ ରୋମୀୟ ସନୋପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ୟିରୂଶାଲମ ରେ ଉତ୍ତଜେନା ଖଳେି ଯାଇଛି।
31 Quando procuravam matar Paulo, chegou ao comandante do regimento romano a notícia de que toda a Jerusalém estava em rebuliço.
32 ସେ ସଙ୍ଗେ ସଙ୍ଗେ କେତକେ ସୈନ୍ଯ ଓ ଅଧିକାରୀମାନଙ୍କ ସହିତ ଆସି ପହନ୍ଚିଲେ। ସେ ପାଉଲଙ୍କୁ ହତ୍ଯା କରିବାକୁ ଉଦ୍ଯମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସମାନେେ ସନୋପତି ଓ ସୈନ୍ଯସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।
32 No mesmo instante, ele chamou seus soldados e oficiais e correu para o meio da multidão. Quando viram o comandante e os soldados se aproximarem, pararam de espancar Paulo.
33 ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।
33 Então o comandante o prendeu e mandou que o amarrassem com duas correntes. Em seguida, perguntou à multidão quem era ele e o que havia feito.
34 ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।
34 Uns gritavam uma coisa, outros gritavam outra. Não conseguindo descobrir a verdade no meio de todo o tumulto, ordenou que Paulo fosse levado à fortaleza.
35 ଲୋକମାନେ ଅତ୍ଯନ୍ତ ହିଂସ୍ରକ ହାଇେ ଉଠିବାରୁ ପାହାଚ଼ ନିକଟରେ ସୈନିକମାନେ ପାଉଲଙ୍କୁ ଟକେି ନଇଗେଲେ।
35 Quando Paulo chegou às escadas, o povo se tornou tão violento que os soldados tiveram de levantá-lo nos ombros para protegê-lo.
36 ତଥାପି ଲୋକସମୂହ ତାହାଙ୍କ ପଛ ରେ ଯାଉ ଯାଉ ପାଟି କଲେ, ତାହାଙ୍କୁ ହତ୍ଯାକର।
36 E a multidão foi atrás, gritando: “Matem-no! Matem-no!”.
37 ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?
37 Quando Paulo estava para ser levado à fortaleza, disse ao comandante: “Posso ter uma palavra com o senhor?”. Surpreso, o comandante perguntou: “Você fala grego?
38 ତବେେ ତୁମ୍ଭେ କ'ଣ ସେ ମିଶରୀୟ ଲୋକ ନୁହଁ, ୟିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧ ରେ ବିଦ୍ରୋହ କରିଥିଲା ଓ ଚ଼ାରି ହଜାର ଆତଙ୍କବାଦୀଙ୍କୁ ନଇେ ମରୁଭୂମିକୁ ଚ଼ାଲିଯାଇଥିଲା।
38 Não é você o egípcio que liderou uma rebelião algum tempo atrás e levou consigo ao deserto quatro mil assassinos?”.
39 ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।
39 “Não”, respondeu Paulo. “Sou judeu e cidadão de Tarso, cidade importante da Cilícia. Por favor, permita-me falar a esta gente.”
40 ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।
40 O comandante concordou, de modo que Paulo ficou em pé na escadaria e fez sinal para o povo se calar. Logo, um silêncio profundo envolveu a multidão, e ele lhes falou em aramaico, o idioma deles.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 21, comparar traduções ou montar um estudo — tudo direto pelo WhatsApp.