Atos 24

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ମହାୟାଜକ ହନାନିୟ ପାଞ୍ଚଦିନ ପରେ କତକେ ୟିହୁଦୀୟ ନେତା ଓ ତତ୍ତୁର୍ଲ୍ଲ ନାମକ ଜଣେ ଓକିଲଙ୍କୁ ନଇେ କାଇସରୀଆ ରେ ପହନ୍ଚିଲେ। ସଠାେରେ ସମାନେେ ରାଜ୍ଯପାଳଙ୍କ ସାମନା ରେ ପାଉଲଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।
1 E, cinco dias depois, o sumo sacerdote Ananias desceu com os anciãos, e um certo Tértulo, orador, os quais compareceram perante o presidente contra Paulo.
2 ତେଣୁ ପାଉଲଙ୍କୁ ଡ଼କା ହେଲା। ତତ୍ତୁର୍ଲ୍ଲ ତାହାଙ୍କ ବିରୁଦ୍ଧ ରେ ଅଭିଯୋଗ କରି କହିଲେ, ହେ ମହାମାନ୍ଯ ଫଲେିକ୍ସ! ଆମ୍ଭ ଲୋକମାନେ ଆପଣଙ୍କ ସକାେଶ ବହୁତ ଶାନ୍ତି ରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ଯବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗଁୁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ୟ୍ଯ ହାଇପୋରୁଛି।
2 E, sendo chamado, Tértulo começou a acusá-lo, dizendo: Visto como por ti temos tanta paz e por tua prudência se fazem a este povo muitos e louváveis serviços,
3 ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ଯନ୍ତ କୃତଜ୍ଞ।
3 Sempre e em todo o lugar, ó potentíssimo Félix, com todo o agradecimento o queremos reconhecer.
4 ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନକରି, ସଂକ୍ଷପରେେ ଆମ୍ଭ କଥା କହିବି। ତେଣୁ ଆପଣ ର୍ଧୈୟ୍ଯ ଧରି ଆମ୍ଭ କଥା ଶୁଣନ୍ତୁ।
4 Mas, para que não te detenha muito, rogo-te que, conforme a tua eqüidade, nos ouças por pouco tempo.
5 ଏ ବ୍ଯକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧିଅରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ଯ ନେତା।
5 Temos achado que este homem é uma peste, e promotor de sedições entre todos os judeus, por todo o mundo; e o principal defensor da seita dos nazarenos;
6 ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ଯ ଚେ଼ଷ୍ଟା କରୁଥିଲା।
6 O qual intentou também profanar o templo; e nós o prendemos, e conforme a nossa lei o quisemos julgar.
7 କିନ୍ତୁ ସତେିକି ବେଳେ ଆମ୍ଭେ ତାହାକୁ ଧରିନଲେୁ।
7 Mas, sobrevindo o tribuno Lísias, no-lo tirou de entre as mãos com grande violência,
8 ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧ ରେ କରଥିବା ସମସ୍ତେ ଅଭିଯୋଗର ସତ୍ଯାସତ୍ଯ ଜାଣି ପାରିବେ।
8 Mandando aos seus acusadores que viessem a ti; e dele tu mesmo, examinando-o, poderás entender tudo o de que o acusamos.
9 ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ଯ ବୋଲି କହିଲେ।
9 E também os judeus consentiam, dizendo serem estas coisas assim.
10 ରାଜ୍ଯପାଳ ଯେତବେେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତବେେଳେ ପାଉଲ ଉତ୍ତର ଦଇେ କହିଲେ, ମୁଁ ଜାଣେ ଯେ ଆପଣ ଅନକେ ବର୍ଷ ଧରି ଏ ଜାତିର ବିଚ଼ାରକର୍ତ୍ତା ଭାବରେ କାର୍ୟ୍ଯ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖ ରେ ମୁଁ ଆନନ୍ଦ ରେ ମାରେ ପକ୍ଷସମର୍ଥନ କରୁଅଛ।
10 Paulo, porém, fazendo-lhe o presidente sinal que falasse, respondeu: Porque sei que já vai para muitos anos que desta nação és juiz, com tanto melhor ânimo respondo por mim.
11 ଆପଣ ନିଜେ ଜାଣି ପାରିବେ ଯେ ମୁଁ କବେଳେ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ୟିରୁଶାଲମ ରେ ପହଞ୍ଚିଥିଲି।
11 Pois bem podes saber que não há mais de doze dias que subi a Jerusalém a adorar;
12 ସମାନେେ ମାେତେ ମନ୍ଦିର ରେ ବା କୌଣସି ସମାଜ ଗୃହ ରେ ବା ସହର ରେ କାହାରି ସହ ୟୁକ୍ତି ତର୍କ କରିବା ବା ଭିଡ଼ ଜମଇବୋର ଦେଖି ନାହାଁନ୍ତି।
12 E não me acharam no templo falando com alguém, nem amotinando o povo nas sinagogas, nem na cidade.
13 ଏହି ଲୋକମାନେ ମାେ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସମାନେେ ଦଇେ ପାରିବେ ନାହିଁ।
13 Nem tampouco podem provar as coisas de que agora me acusam.
14 କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ 'ଦଳ' ବୋଲି କହନ୍ତି, ସହେି ମତାନୁଯାଯୀ ମୁଁ ମାରେ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ଉପାସନା କରେ। କିନ୍ତୁ ମାଶାଙ୍କେ ବ୍ଯବସ୍ଥା ଯାହା ସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହା ସବୁ ଲଖାେଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ବାସ କରେ।
14 Mas confesso-te isto que, conforme aquele caminho que chamam seita, assim sirvo ao Deus de nossos pais, crendo tudo quanto está escrito na lei e nos profetas.
15 ଏହି ବ୍ଯକ୍ତିମାନଙ୍କ ଭଳି, ମୁଁ ମଧ୍ଯ ପରମେଶ୍ବରଙ୍କଠା ରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ହବେ।
15 Tendo esperança em Deus, como estes mesmos também esperam, de que há de haver ressurreição de mortos, assim dos justos como dos injustos.
16 ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।
16 E por isso procuro sempre ter uma consciência sem ofensa, tanto para com Deus como para com os homens.
17 ମୁଁ ବହୁତ ବର୍ଷ ପର୍ୟ୍ଯନ୍ତ ୟିରୂଶାଲମରୁ ଦୂର ରେ ଥିଲି। ତା'ପରେ ମାେ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାୟ୍ଯ ଦବୋ ପାଇଁ ଓ ପରମେଶ୍ବରଙ୍କ ପାଖ ରେ ଦାନ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ଫରେିଲି।
17 Ora, muitos anos depois, vim trazer à minha nação esmolas e ofertas.
18 ମୁଁ ମନ୍ଦିର ରେ ନିଜକୁ ଶୁଚ଼ି କରିବାକୁ ଯାଇଥିଲି। ଶୁଚ଼ିକରଣ ଉତ୍ସବ ସରିଗଲାପରେ କେତକେ ଯିହୂଦୀମାନେ ସଠାେରେ ମାେତେ ଦେଖିଲେ। ମୁଁ ସଠାେରେ କୌଣସି ଗଣ୍ଡଗୋଳ ସୃଷ୍ଟି କରିନାହିଁ କି ମାେ ସହିତ କୌଣସି ଲୋକ ମଧ୍ଯ ନଥିଲେ।
18 Nisto me acharam já santificado no templo, não em ajuntamentos, nem com alvoroços, uns certos judeus da Ásia,
19 ସେ ସମୟରେ ଏସିଆର କେତକେ ଯିହୂଦୀ ସଠାେରେ ଥିଲେ। ଯଦି ସମାନଙ୍କେର ମାେ ବିରୁଦ୍ଧ ରେ କିଛି ଆପତ୍ତି ଥାଏ ତବେେ ସମାନେେ ଆପଣଙ୍କ ନିକଟରେ ଉପସ୍ଥିତ ହବୋ ଉଚ଼ିତ୍,
19 Os quais convinha que estivessem presentes perante ti, e me acusassem, se alguma coisa contra mim tivessem.
20 ନଚେ଼ତ୍ ଆପଣ ଏଠା ରେ ଉପସ୍ଥିତ ଥିବା ଯିହୂଦୀମାନଙ୍କୁ ପଚ଼ାରନ୍ତୁ, ସମାନଙ୍କେ ପରିଷଦ ସଭା ରେ, ସମାନଙ୍କେ ସମ୍ମୁଖ ରେ ମୁଁ ଯେତବେେଳେ ଠିଆ ହଲିେ, ସେତବେେଳେ ସମାନେେ ମାଠାେ ରେ କଣ ସବୁ ଦୋଷ ଦେଖିଲେ?
20 Ou digam estes mesmos, se acharam em mim alguma iniqüidade, quando compareci perante o conselho,
21 ମୁଁ କବଳେ ଗୋଟିଏ କଥା ସମାନଙ୍କେ ମଧିଅରେ ଠିଆ ହାଇେ ଜାରେ ରେ କହିଥିଲି ଯେ, 'ମୃତ୍ଯୁରୁ ଲୋକମାନଙ୍କର ପୁନରୁତ୍ଥାନ ହବେ ବୋଲି ବିଶ୍ବାସ କରୁଥିବାରୁ ମାରେଆଜି ସଭା ସମ୍ମୁଖ ରେ ବିଚ଼ାର ହେଉଛି।'
21 A não ser estas palavras que, estando entre eles, clamei: Hoje sou julgado por vós acerca da ressurreição dos mortos.
22 ଫଲେୀକ୍ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟ ରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, ସନୋଧ୍ଯକ୍ଷ ଲୂସିଯା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଚ଼ାର କରିବି।
22 Então Félix, havendo ouvido estas coisas, lhes pôs dilação, dizendo: Havendo-me informado melhor deste Caminho, quando o tribuno Lísias tiver descido, então tomarei inteiro conhecimento dos vossos negócios.
23 ଫଲେିକ୍ସ୍ ଶତ ସନୋପତିଙ୍କ ଜିମା ରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀ ରେ ରଖି କିଛି ସ୍ବାଧୀନତା ଦବୋ ପାଇଁ ମଧ୍ଯ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ଯକୀୟ ଜିନିଷ ନଇେ ଆସନ୍ତି, ତବେେ ସମାନଙ୍କେୁ ବାଧା ନଦବୋ ନିମନ୍ତେ ମଧ୍ଯ ସେ ସହେି ଶତ ସନୋପତିଙ୍କୁ ଆଦେଶ ଦେଲେ।
23 E mandou ao centurião que o guardasse em prisão, tratando-o com brandura, e que a ninguém dos seus proibisse servi-lo ou vir ter com ele.
24 କିଛି ଦିନ ପରେ ଫଲେୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନଇେ ଆସିଲେ। ସେ ଯିହୂଦୀ ଥିଲେ। ଫଲେୀକ୍ସ୍ ପାଉଲଙ୍କୁ ଡ଼କାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ବିଷୟ ରେ ଶୁଣିଲେ।
24 E alguns dias depois, vindo Félix com sua mulher Drusila, que era judia, mandou chamar a Paulo, e ouviu-o acerca da fé em Cristo.
25 କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।
25 E, tratando ele da justiça, e da temperança, e do juízo vindouro, Félix, espavorido, respondeu: Por agora vai-te, e em tendo oportunidade te chamarei.
26 କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।
26 Esperando ao mesmo tempo que Paulo lhe desse dinheiro, para que o soltasse; pelo que também muitas vezes o mandava chamar, e falava com ele.
27 କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ଯପାଳ ହେଲେ। ଫଲେୀକ୍ସ୍ ଆଉ ରାଜ୍ଯପାଳ ପଦ ରେ ରହିଲେ ନାହିଁ। ତେଣୁ ଫଲେୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥା ରେ କାରାଗାର ରେ ରଖି ଚ଼ାଲିଗଲେ।
27 Mas, passados dois anos, Félix teve por sucessor a Pórcio Festo; e, querendo Félix comprazer aos judeus, deixou a Paulo preso.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 24, comparar traduções ou montar um estudo — tudo direto pelo WhatsApp.