Atos 26

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ନିଜ ସପକ୍ଷ ରେ କହିବା ପାଇଁ ଅନୁମତି ଦିଆଗଲା।
1 Depois Agripa disse a Paulo: É permitido que te defendas. Então Paulo, estendendo a mão em sua defesa, respondeu:
2 ହେ ରାଜା ଆଗ୍ରିପ୍ପା, ମୁଁ ନିଜକୁ ଭାଗ୍ଯବାନ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖ ରେ ୟିହୁଦୀମାନଙ୍କ ଦ୍ବାରା ଅଭିଯୋଗ ବିରୁଦ୍ଧ ରେ ମାେ ପକ୍ଷ ରେ ଉତ୍ତର ଦବୋ ପାଇଁ ସମର୍ଥ ହାଇପୋରିଛି।
2 Tenho-me por feliz, ó rei Agripa, de que perante ti me haja hoje de defender de todas as coisas de que sou acusado pelos judeus;
3 ଏକଥା ସତ୍ଯ ଯେ, ଆପଣ ଯିହୂଦୀୟ ପରମ୍ପରା ଓ ସମାନେେ ୟୁକ୍ତି କରୁଥିବା ବିଷୟ ରେ ଉତ୍ତମ ଜ୍ଞାନ ରଖିଛନ୍ତି। ତେଣୁ ମାରେ କଥା ର୍ଧୈୟ୍ଯ ସହକା ରେ ଶୁଣିବା ପାଇଁ ମୁଁ ଆପଣଙ୍କୁ ଅନୁ ରୋଧ କରୁଛି।
3 Mormente sabendo eu que tens conhecimento de todos os costumes e questões que há entre os judeus; por isso te rogo que me ouças com paciência.
4 ସମସ୍ତ ଯିହୂଦୀୟମାନେ ମାରେ ସମ୍ପୂର୍ଣ୍ଣ ଜୀବନ ବିଷୟ ରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶ ରେ ଓ ପରେ ୟିରୂଶାଲମ ରେ କିପରି ବାସ କରିଥିଲି, ତାହା ସମାନେେ ଜାଣନ୍ତି।
4 Quanto à minha vida, desde a mocidade, como decorreu desde o princípio entre os da minha nação, em Jerusalém, todos os judeus a conhecem,
5 ସମାନେେ ମାେତେ ବହୁତ ଦିନରୁ ଜାଣନ୍ତି। ସମାନେେ ଯଦି ଚ଼ାହାଁନ୍ତି ତବେେ ସାକ୍ଷ୍ଯ ଦଇେ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୁଶୀ ଥିଲି। ଯିହୂଦୀୟ ଧର୍ମ ବ୍ଯବସ୍ଥାକୁ ଫାରୁଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି।
5 Sabendo de mim desde o princípio (se o quiserem testificar), que, conforme a mais severa seita da nossa religião, vivi fariseu.
6 ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମାରେଆଜି ବିଚ଼ାର ହେଉଛି।
6 E agora pela esperança da promessa que por Deus foi feita a nossos pais estou aqui e sou julgado.
7 ଯେଉଁ ପ୍ରତିଜ୍ଞାକୁ ଇଶ୍ରାୟେଲର ବାରୋଟି ଗୋଷ୍ଠୀ ମଧ୍ଯ ଗ୍ରହଣ କରିବାକୁ ଆଶା କରନ୍ତି, ଓ ଏହାରି ଉପରେ ନିର୍ଭର କରି ଦିନରାତି ପରମେଶ୍ବରଙ୍କୁ ପୂଜା କରନ୍ତି, ମୁଁ ମଧ୍ଯ ସହେି ପ୍ରତିଜ୍ଞା ଗ୍ରହଣ କରିବା ପାଇଁ ଆଶା କରିଛି। ହେ ରାଜା! ସହେି ପ୍ରତିଜ୍ଞା ଉପରେ ମାରେ ଆଶା ଓ ବିଶ୍ବାସ ଥିବାରୁ ଯିହୂଦୀମାନେ ମାେ ବିରୁଦ୍ଧ ରେ ଅଭିଯୋଗ କରୁଛନ୍ତି।
7 À qual as nossas doze tribos esperam chegar, servindo a Deus continuamente, noite e dia. Por esta esperança, ó rei Agripa, eu sou acusado pelos judeus.
8 ପରମେଶ୍ବର ଯେ ଲୋକମାନଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରି ପାରିବେ, ଏକଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?
8 Pois quê? julga-se coisa incrível entre vós que Deus ressuscite os mortos?
9 ମୁଁ ଯେତବେେଳେ ଫାରୂଶୀ ଥିଲି, ସେତବେେଳେ ମୁଁ ମଧ୍ଯ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧ ରେ ଅନକେ କାର୍ୟ୍ଯ କରିବି ବୋଲି ଭାବୁଥିଲି।
9 Bem tinha eu imaginado que contra o nome de Jesus Nazareno devia eu praticar muitos atos;
10 ଏ ଭଳି କରୁଥିବା ବେଳେ ମୁଁ ୟିରୂଶାଲମ ରେ ପରମେଶ୍ବରଙ୍କର ଅନକେ ଲୋକଙ୍କୁ ବନ୍ଦୀ କରି କାରାଗାର ରେ ରଖିଥିଲି। ଯୀଶୁଙ୍କ ଅନୁସରଣକାରୀଙ୍କୁ ଯେତବେେଳେ ମୃତ୍ଯୁଦଣ୍ଡ ଦିଆଯାଉଥିଲା, ସେତବେେଳେ ମୁଁ ମଧ୍ଯ ଏହା ଠିକ୍ ବୋଲି ଭାବି ସେଥି ରେ ପୂର୍ଣ୍ଣ ସମ୍ମତ ହାଇେଥିଲି। ମୁଁ ପରମେଶ୍ବରଙ୍କର ଅନକେ ଲୋକମାନଙ୍କୁ ଧରି ଆଣି କାରାଗାର ରେ ବନ୍ଦୀ କରି ରଖୁଥିଲି, କାରଣ ଏପରି କରିବା ନିମନ୍ତେ ମୁଁ ମହାୟାଜକମାନଙ୍କଠାରୁ କ୍ଷମତା ପାଇଥିଲି। ମୁଁ ସମାନଙ୍କେୁ ସମାଜ ଗୃହ ସବୁ ରେ ଦଣ୍ତ ଦଇେଥିଲି।
10 O que também fiz em Jerusalém. E, havendo recebido autorização dos principais dos sacerdotes, encerrei muitos dos santos nas prisões; e quando os matavam eu dava o meu voto contra eles.
11 ମୁଁ ସମାନଙ୍କେୁ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ କହିବା ପାଇଁ ବାଧ୍ଯ କରିଥିଲି। ମୁଁ ସମାନଙ୍କେ ବିରୁଦ୍ଧ ରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସମାନଙ୍କେୁ ଅତ୍ଯାଚ଼ାର କରିବା ପାଇଁ ବିଦେଶୀ ନଗରଗୁଡ଼ିକୁ ମଧ୍ଯ ଯାଇଥିଲି।
11 E, castigando-os muitas vezes por todas as sinagogas, os obriguei a blasfemar. E, enfurecido demasiadamente contra eles, até nas cidades estranhas os persegui.
12 ଥରେ ମୁଖ୍ଯ ଯାଜକମାନେ ମାେତେ ଦମ୍ମସକେ ନଗରକୁ ୟିବା ପାଇଁ ଅନୁମତି ଓ କ୍ଷମତା ଦେଲେ।
12 Sobre o que, indo então a Damasco, com poder e comissão dos principais dos sacerdotes,
13 ମୁଁ ଦମ୍ମସକେକୁ ଯାଉଥିଲି। ସେତବେେଳେ ଖରାବଳେ ହାଇେଥିଲା। ହଠାତ୍ ମୁଁ ଆକାଶ ରେ ଗୋଟିଏ ଆଲୋକ ଦେଖିଲି। ସହେି ଆଲୋକ ସୂର୍ୟ୍ଯଙ୍କଠାରୁ ମଧ୍ଯ ଆହୁରି ଉଜ୍ଜ୍ବଳ ଥିଲା। ତାହା ମାରେ ଓ ମାେ ସହିତ ଯାଉଥିବା ଲୋକଙ୍କ ଚ଼ାରିପଟେ ଝଲକୁ ଥିଲା।
13 Ao meio-dia, ó rei, vi no caminho uma luz do céu, que excedia o esplendor do sol, cuja claridade me envolveu a mim e aos que iam comigo.
14 ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତବେେଳେ ମୁଁ ଏବ୍ରୀ ଭାଷା ରେ ଗୋଟିଏ ସ୍ବର ମାେତେ କହୁଥିବାର ଶୁଣିଲି, 'ଶାଉଲ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନ ରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।' ଯୀଶୁଙ୍କୁ ଦେଖିଥିବା ବିଷୟ ରେ ପାଉଲଙ୍କ ବର୍ଣ୍ଣନା
14 E, caindo nós todos por terra, ouvi uma voz que me falava, e em língua hebraica dizia: Saulo, Saulo, por que me persegues? Dura coisa te é recalcitrar contra os aguilhões.
15 ମୁଁ ପଚ଼ାରିଲି, 'ପ୍ରଭୁ, ଆପଣ କିଏ?' ସେ କହିଲେ, 'ମୁଁ ସହେି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।'
15 E disse eu: Quem és, Senhor? E ele respondeu: Eu sou Jesus, a quem tu persegues;
16 ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସବେକରୂପେ ନିୟୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦଖାେ ଦଇେଅଛି। ତୁମ୍ଭେ ମାେ ବିଷୟ ରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦଖାଇବେି, ତୁମ୍ଭେ ତା'ର ସାକ୍ଷୀ ହବେ।
16 Mas levanta-te e põe-te sobre teus pés, porque te apareci por isto, para te pôr por ministro e testemunha tanto das coisas que tens visto como daquelas pelas quais te aparecerei ainda;
17 ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସମାନଙ୍କେର ଆଖି ଖାଲିେ ଦବୋପାଇଁ ମୁଁ ତୁମ୍ଭକୁ ପଠାଉଛି।
17 Livrando-te deste povo, e dos gentios, a quem agora te envio,
18 ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
18 Para lhes abrires os olhos, e das trevas os converteres à luz, e do poder de Satanás a Deus; a fim de que recebam a remissão de pecados, e herança entre os que são santificados pela fé em mim.
19 ପାଉଲ କହିଲେ, ହେ ମହାରାଜା ଅଗ୍ରିପ୍ପା, ମୁଁ ସହେି ସ୍ବର୍ଗୀୟ ଦର୍ଶନର ବାଧ୍ଯ ହଲିେ।
19 Por isso, ó rei Agripa, não fui desobediente à visão celestial.
20 ମୁଁ ପ୍ରଥମେ ଦମ୍ମସକେ ନଗର ରେ, ପରେ ୟିରୂଶାଲମ ରେ ସମଗ୍ର ୟିହୂଦା ଓ ଅଣଯିହୂଦୀ ଦେଶମାନଙ୍କ ରେ ମଧ୍ଯ ପ୍ରଚ଼ାର କଲି। ମୁଁ ସମାନଙ୍କେୁ ଅନୁତାପ କରି ପରମେଶ୍ବରଙ୍କ ପାଖକୁ ଫରେିବା ପାଇଁ କହିଲି। ସମାନଙ୍କେ ହୃଦୟ ପରିବର୍ତ୍ତନ ପାଇଁ ଉଚ଼ିତ କାର୍ୟ୍ଯ କରିବା ପାଇଁ ମଧ୍ଯ କହିଲି।
20 Antes anunciei primeiramente aos que estão em Damasco e em Jerusalém, e por toda a terra da Judéia, e aos gentios, que se emendassem e se convertessem a Deus, fazendo obras dignas de arrependimento.
21 ଏଥିପାଇଁ ମନ୍ଦିର ରେ ଥିବା ସମୟରେ ଯିହୂଦୀମାନେ ମାେତେ ବନ୍ଦୀ କଲେ, ଓ ମାରିବାକୁ ଚେ଼ଷ୍ଟା କଲେ।
21 Por causa disto os judeus lançaram mão de mim no templo, e procuraram matar-me.
22 କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।
22 Mas, alcançando socorro de Deus, ainda até ao dia de hoje permaneço dando testemunho tanto a pequenos como a grandes, não dizendo nada mais do que o que os profetas e Moisés disseram que devia acontecer,
23 ସମାନେେ କହିଛନ୍ତି, ଖ୍ରୀଷ୍ଟ ମୃତ୍ଯୁବରଣ କରିବେ ଓ ମୃତ୍ଯୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ଯକ୍ତି ହବେେ। ମାଶାେ ଓ ଭାବବାଦୀମାନେ କହିଛନ୍ତି, କବଳେ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦଖାଇବେେ।
23 Isto é, que o Cristo devia padecer, e sendo o primeiro da ressurreição dentre os mortos, devia anunciar a luz a este povo e aos gentios.
24 ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।
24 E, dizendo ele isto em sua defesa, disse Festo em alta voz: Estás louco, Paulo; as muitas letras te fazem delirar.
25 ପାଉଲ ଏହା ଶୁଣି ଉତ୍ତର ଦେଲେ, ହେ ମହମାନ୍ଯ ଫେଷ୍ଟ, ମୁଁ ପାଗଳ ନୁହେଁ। ମାରେ ସବୁ କଥା ସତ୍ଯ ଓ ୟୁକ୍ତିୟୁକ୍ତ।
25 Mas ele disse: Não deliro, ó potentíssimo Festo; antes digo palavras de verdade e de um são juízo.
26 ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇନାହିଁ, ଯେ ହତେୁ ଏହିସବୁ କୌଣସି ଗୁପ୍ତ ସ୍ଥାନ ରେ କରାଯାଇ ନାହିଁ।
26 Porque o rei, diante de quem também falo com ousadia, sabe estas coisas, pois não creio que nada disto lhe é oculto; porque isto não se fez em qualquer canto.
27 ହେ ରାଜା ଆଗ୍ରିପ୍ପା, ଆପଣ କ'ଣ ଭାବବାଦୀମାନଙ୍କ ଲଖାେ ରେ ବିଶ୍ବାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ବାସ କରନ୍ତି।
27 Crês tu nos profetas, ó rei Agripa? Bem sei que crês.
28 ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭେ କ'ଣ ଏତେ ସହଜ ରେ ମାେତେ ଖ୍ରୀଷ୍ଟିଯାନ କରିଦବେ ବୋଲି ଭାବୁଛ?
28 E disse Agripa a Paulo: Por pouco me queres persuadir a que me faça cristão!
29 ପାଉଲ ଉତ୍ତର ଦେଲେ, ପରମେଶ୍ବର କରନ୍ତୁ, ଶୀଘ୍ର ବା ବିଳମ୍ବ ରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମାେ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମାେ ପରି ହୁଅନ୍ତୁ।
29 E disse Paulo: Prouvera a Deus que, ou por pouco ou por muito, não somente tu, mas também todos quantos hoje me estão ouvindo, se tornassem tais qual eu sou, exceto estas cadeias.
30 ତା'ପରେ ରାଜା, ରାଜ୍ଯପାଳ, ରାଣୀ ବର୍ଣ୍ଣୀକୀ ଓ ଅନ୍ୟମାନେ ସମସ୍ତେ ଠିଆ ହେଲେ ଓ ପ୍ରସ୍ଥାନ କଲେ।
30 E, dizendo ele isto, levantou-se o rei, o presidente, e Berenice, e os que com eles estavam assentados.
31 ସମାନେେ ବିଚ଼ାର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସମାନେେ କହିଲେ, ଏହି ଲୋକକୁ ହତ୍ଯା କରିବା କି ବନ୍ଦୀ କରିବା ଉଚିତ ନୁହେଁ। ସେ ପ୍ରକୃତ ରେ କିଛି ଖରାପ କାର୍ୟ୍ଯ କରିନାହିଁ।
31 E, apartando-se dali falavam uns com os outros, dizendo: Este homem nada fez digno de morte ou de prisões.
32 ଅଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, ଆମ୍ଭେ ଏହି ଲୋକକୁ ମୁକ୍ତି ଦଇପୋରିଥାନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବଦନେ କରି ନଥାଆନ୍ତା।
32 E Agripa disse a Festo: Bem podia soltar-se este homem, se não houvera apelado para César.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 26, comparar traduções ou montar um estudo — tudo direto pelo WhatsApp.