Atos 28
Oriya Bible (GL_ORIYA) vs NVI
1 ଆମ୍ଭେ ନିରାପଦ ରେ କୂଳ ରେ ପହଞ୍ଚିବା ପରେ ଜାଣିଲୁ ଯେ, ସହେି ଉପଦ୍ବୀପର ନାମ ମଲେିତୀ। ସେତବେେଳେ ବର୍ଷା ହେଉଥିଲା।
1 Uma vez em terra, descobrimos que a ilha se chamava Malta.
2 ବହୁତ ଥଣ୍ଡା ଲାଗୁଥିଲା, ଦ୍ବୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦଖାଇେଲେ। ସମାନେେ ଆମ୍ଭପାଇଁ ନିଆଁ ଜଳଇେ ଆମ୍ଭକୁ ସ୍ବାଗତ କଲେ।
2 Os habitantes da ilha mostraram extraordinária bondade para conosco. Fizeram uma fogueira e receberam bem a todos nós, pois estava chovendo e fazia frio.
3 ପାଉଲ ବିଡ଼ାଏ କାଠ ଏକତ୍ର କରି ନିଆଁ ରେ ପକାଇଲେ। ସେତବେେଳେ ନିଆଁର ଉତ୍ତାପ ହତେୁ ଗୋଟିଏ ବିଷାକ୍ତ ସାପ ବାହାରି ପାଉଲଙ୍କ ହାତକୁ କାମୁଡ଼ି ଦଲୋ।
3 Paulo ajuntou um monte de gravetos; quando os colocava no fogo, uma víbora, fugindo do calor, prendeu-se à sua mão.
4 ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।
4 Quando os habitantes da ilha viram a cobra agarrada na mão de Paulo, disseram uns aos outros: "Certamente este homem é assassino, pois, tendo escapado do mar, a Justiça não lhe permite viver".
5 ମାତ୍ର ପାଉଲ ହାତ ଛିଞ୍ଚାଡ଼ି ସାପଟିକୁ ନିଆଁ ରେ ଫିଙ୍ଗି ଦେଲେ। ଏଥି ରେ ତା'ର କିଛି କ୍ଷତି ହେଲା ନାହିଁ।
5 Mas Paulo, sacudindo a cobra no fogo, não sofreu mal nenhum.
6 ଲୋକେ ଆଶା କରିଥିଲେ ସେ ଫୁଲି ୟିବା ବା ତଳେ ପଡ଼ି ମରିୟିବ। କିନ୍ତୁ ବହୁତ ସମୟ ପରେ ମଧ୍ଯ ତାହାଙ୍କର କିଛି କ୍ଷତି ହବୋର ସମାନେେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସମାନଙ୍କେର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ବର ବୋଲି ଭାବିଲେ।
6 Eles, porém, esperavam que ele começasse a inchar ou que caísse morto de repente, mas, tendo esperado muito tempo e vendo que nada de estranho lhe sucedia, mudaram de idéia e passaram a dizer que ele era um deus.
7 ସହେି ଅଞ୍ଚଳ ନିକଟରେ ଦ୍ବୀପର ଜଣେ ମୁଖ୍ଯ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଲିୟ। ସେ ତାହାଙ୍କ ଘରକୁ ନଇେ ଆମ୍ଭକୁ ତିନି ଦିନ ପର୍ୟ୍ଯନ୍ତ ରଖି ଅତିଥି ସତ୍କାର କଲେ।
7 Próximo dali havia uma propriedade pertencente a Públio, o homem principal da ilha. Ele nos convidou a ficar em sua casa e, por três dias, bondosamente nos recebeu e nos hospedou.
8 ସହେି ସମୟରେ ପୁବ୍ଲିୟଙ୍କ ପିତା ଜ୍ବର ଓ ଝାଡ଼ା ରେ ଶୟ୍ଯାଶାଯୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରି ଦେଲେ।
8 Seu pai estava doente, acamado, sofrendo de febre e disenteria. Paulo entrou para vê-lo e, depois de orar, impôs-lhe as mãos e o curou.
9 ଏପରି ହବୋର ଦେଖି ଦ୍ବୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ଯ ଆସି ସୁସ୍ଥ ହେଲେ।
9 Tendo acontecido isso, os outros doentes da ilha vieram e foram curados.
10 ସମାନେେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସଠାେରେ ତିନି ମାସ ପର୍ୟ୍ଯନ୍ତ ରହିଲୁ। ଆମ୍ଭେ ଜଳଯାତ୍ରା ରେ ବାହାରିବା ସମୟରେ ସମାନେେ ଆମ୍ଭକୁ ଆବଶ୍ଯକୀୟ ଜିନିଷମାନ ମଧ୍ଯ ଦେଲେ।
10 Eles nos prestaram muitas honras e, quando estávamos para embarcar, forneceram-nos os suprimentos que necessitávamos.
11 ଆମ୍ଭେ ତିନି ମାସ ପରେ ଆଲକଜୋଣ୍ଡ୍ରିଆ ନଗରୀ ରେ ଗୋଟିଏ ଜାହାଜ ରେ ଚ଼ଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମଲେିତୀ ଦ୍ବୀପରେ ଶୀତକାଳ ବିତାଇଥିଲା।
11 Passados três meses, embarcamos num navio que tinha passado o inverno na ilha; era um navio alexandrino, que tinha por emblema os deuses gêmeos Castor e Pólux.
12 ଆମ୍ଭମାନେେ ସେଥି ରେ ସୁରାକୁସା ନଗରୀ ରେ ପହଞ୍ଚି ସଠାେରେ ତିନି ଦିନ ରହିଲୁ।
12 Aportando em Siracusa, ficamos ali três dias.
13 ସଠାରୁେ ବାହାରି ଆମ୍ଭେ ରଗେିୟ ନଗର ରେ ପହଞ୍ଚିଲୁ। ସଠାେରେ ଗୋଟିଏ ଦିନ ରହିବା ପରେ ଦକ୍ଷିଣା ପବନ ବହିଲା। ଆମ୍ଭେ ଦ୍ବିତୀୟ ଦିନ ପୁତେଅଲୀ ନଗର ରେ ପହଞ୍ଚିଲୁ।
13 Dali partimos e chegamos a Régio. No dia seguinte, soprando o vento sul, prosseguimos, chegando a Potéoli no segundo dia.
14 ସଠାେରେ ଆମ୍ଭେ କେତକେ ଭାଇମାନଙ୍କୁ ଭଟେିଲୁ। ସମାନେେ ଆମ୍ଭକୁ ସଠାେରେ ସାତ ଦିନ ରହିବାକୁ ଅନୁ ରୋଧ କଲେ। ତା'ପରେ ଆମ୍ଭେ ରୋମକୁ ଆସିଲୁ।
14 Ali encontramos alguns irmãos que nos convidaram a passar uma semana com eles. E depois fomos para Roma.
15 ରୋମ ରେ ଥିବା ଭାଇମାନେ ଆମ୍ଭ ଆସିବା ବିଷୟ ରେ ଖବର ପାଇଥିଲେ। ସମାନେେ ଆପ୍ପିୟଙ୍କ ହାଟ ଓ ତିନି ସ ରଇେ ଘର ସ୍ଥାନ ପର୍ୟ୍ଯନ୍ତ ଆମ୍ଭକୁ ଭଟେିବାକୁ ଆସିଥିଲେ। ସମାନଙ୍କେୁ ଦେଖି ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ଉତ୍ସାହିତ ହେଲେ।
15 Os irmãos dali tinham ouvido falar que estávamos chegando e foram até a praça de Ápio e às Três Vendas para nos encontrar. Vendo-os, Paulo deu graças a Deus e sentiu-se encorajado.
16 ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମ ରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖ ରେ ଜଣେ ସୈନିକ ସବୁବେଳେ ଜଗି ରହିଲା।
16 Quando chegamos a Roma, Paulo recebeu permissão para morar por conta própria, sob a custódia de um soldado.
17 ପାଉଲ ତିନି ଦିନ ପରେ ଯିହୂଦୀନେତାମାନଙ୍କୁ ଡ଼କାଇଲେ। ସମାନେେ ଏକତ୍ରୀତ ହେଲା ପରେ ସେ ସମାନଙ୍କେୁ କହିଲେ, ଭାଇମାନେ, ମୁଁ ଯଦି ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ ବା ଆମ୍ଭ ପୂର୍ବପୁରୁଷ ମାନଙ୍କ ପରମ୍ପରା ବିରୁଦ୍ଧ ରେ କିଛି କରି ନଥିଲି, ତଥାପି ମାେତେ ୟିରୂଶାଲମ ରେ ବନ୍ଦୀ କରି ରୋମୀୟମାନଙ୍କ ପାଖ ରେ ସମର୍ପିତ କରାଗଲା।
17 Três dias depois, ele convocou os líderes dos judeus. Quando estes se reuniram, Paulo lhes disse: "Meus irmãos, embora eu não tenha feito nada contra o nosso povo nem contra os costumes dos nossos antepassados, fui preso em Jerusalém e entregue aos romanos.
18 ରୋମୀୟମାନେ ମାେତେ ଅନକେ ପ୍ରଶ୍ନ ପଚ଼ାରିଲେ। କିନ୍ତୁ ସମାନେେ ମାଠାରୁେ ମୃତ୍ଯୁଦଣ୍ଡ ଯୋଗ୍ଯ କୌଣସି ଦୋଷ ପାଇଲେ ନାହିଁ। ତେଣୁ ସମାନେେ ମାେତେ ମୁକ୍ତ କରି ଦବୋ ପାଇଁ ଚାହିଁଲେ।
18 Eles me interrogaram e queriam me soltar, porque eu não era culpado de crime algum que merecesse pena de morte.
19 କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତି ରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବଦନେ କରିବା ପାଇଁ ବାଧ୍ଯ ହଲିେ। ମାରେ କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧ ରେ କୌଣସି ଆପତ୍ତି ଅଭିଯୋଗ ନାହିଁ।
19 Todavia, tendo os judeus feito objeção, fui obrigado a apelar para César, não porém, por ter alguma acusação contra o meu próprio povo.
20 ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହବୋ ପାଇଁ ଚ଼ାହିଁଲି। ଇଶ୍ରାୟେଲର ଭରସା ରେ ବିଶ୍ବାସ କରୁଥିବା ହତେୁ ମୁଁ ଆଜି ଏହି ଶିକୁଳି ରେ ବନ୍ଧା ହାଇେଛି।
20 Por essa razão pedi para vê-los e conversar com vocês. Por causa da esperança de Israel é que estou preso com estas algemas".
21 ଯିହୂଦୀ ନେତାମାନେ ଏହା ଶୁଣି ପାଉଲଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭ ବିଷୟ ରେ ୟିହୂଦା ଦେଶରୁ କୌଣସି ପତ୍ର ପାଇ ନାହୁଁ। ଆମ୍ଭେ ୟିରୂଶାଲମରୁ ଆସିଥିବା ଭାଇମାନଙ୍କଠାରୁ ତୁମ୍ଭ ବିରୁଦ୍ଧ ରେ କିଛି ଖବର ବା ମନ୍ଦ ସୂଚ଼ନା ପାଇ ନାହୁଁ।
21 Eles responderam: "Não recebemos nenhuma carta da Judéia a seu respeito, e nenhum dos irmãos que vieram de lá relatou ou disse qualquer coisa de mal contra você.
22 ଆମ୍ଭେ ତୁମ୍ଭଠାରୁ ତୁମ୍ଭ ବିଚ଼ାରଗୁଡ଼ିକ ବିଷୟ ରେ ଶୁଣିବାକୁ ଚ଼ାହୁଁଛୁ। ଆମ୍ଭେ ଜାଣୁ ଯେ ଏହି ଦଳର ନିନ୍ଦା ସବୁଠା ରେ ହେଉଛି।
22 Todavia, queremos ouvir de sua parte o que você pensa, pois sabemos que por todo lugar há gente falando contra esta seita".
23 ତେଣୁ ସମାନେେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ଯା ରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ଯା ପର୍ୟ୍ଯନ୍ତ ମାଶାଙ୍କେ ବ୍ଯବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସମାନଙ୍କେୁ ବିଶ୍ବାସ କରାଇବା ପାଇଁ ଚେ଼ଷ୍ଟା କଲେ।
23 Assim combinaram encontrar-se com Paulo em dia determinado, indo em grupo ainda mais numeroso ao lugar onde ele estava. Desde a manhã até à tarde ele lhes deu explicações e lhes testemunhou do Reino de Deus, procurando convencê-los a respeito de Jesus, com base na Lei de Moisés e nos Profetas.
24 ସମାନଙ୍କେ ମଧ୍ଯରୁ କେତେ ଜଣ ଯିହୂଦୀ ପାଉଲଙ୍କ କଥା ବିଶ୍ବାସ କଲେ, କିନ୍ତୁ କେତକେ ବିଶ୍ବାସ କଲେ ନାହିଁ।
24 Alguns foram convencidos pelo que ele dizia, mas outros não creram.
25 ସମାନେେ ଶଷେ ରେ ନିଜ ନିଜ ଭିତ ରେ ତର୍କବିତର୍କ କରି ବିଦାୟ ନେଲେ। ସେତବେେଳେ ପାଉଲ ସମାନଙ୍କେୁ କହିଲେ, ପବିତ୍ର ଆତ୍ମା ଭାବବାଦୀ ୟିଶାୟଙ୍କ ଦ୍ବାରା ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ସତ୍ଯ କଥା କହିଥିଲେ। ସେ କହିଲେ,
25 Discordaram entre si mesmos e começaram a ir embora, depois de Paulo ter feito esta declaração final: "Bem que o Espírito Santo falou aos seus antepassados, por meio do profeta Isaías:
26 'ଏହି ଲୋକମାନଙ୍କ ପାଖକୁ ଯାଅ ଓ ସମାନଙ୍କେୁ କୁହ ଯେ ତୁମ୍ଭମାନେେ ଶୁଣିବ, କିନ୍ତୁ ବୁଝିବ ନାହିଁ। ତୁମ୍ଭମାନେେ ଚ଼ାହୁଁଥିବ, ଓ ଦେଖୁଥିବ କିନ୍ତୁ ତୁମ୍ଭେ ଯାହା ଦେଖିବ, ତାହା ବୁଝିବ ନାହିଁ।
26 ‘Vá a este povo e diga: "Ainda que estejam sempre ouvindo, vocês nunca entenderão; ainda que estejam sempre vendo, jamais perceberão".
27 ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।
27 Pois o coração deste povo se tornou insensível; de má vontade ouviram com os seus ouvidos, e fecharam os seus olhos. Se assim não fosse, poderiam ver com os olhos, ouvir com os ouvidos, entender com o coração e converter-se, e eu os curaria’.
28 ତେଣୁ ମୁଁ ଚ଼ା ହେଁ ତୁମ୍ଭମାନେେ ଜାଣି ରଖ ଯେ, ପରମେଶ୍ବର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି।
28 "Portanto, quero que saibam que esta salvação de Deus é enviada aos gentios; eles a ouvirão! "
29 ସମାନେେ ତାହାକୁ ଶୁଣିବେ, ପୁଣି ଗ୍ରହଣ କରିବେ।
29 Depois que ele disse isto, os judeus se retiraram, discutindo intensamente entre si.
30 ପାଉଲ ଦୁଇ ବର୍ଷ ପର୍ୟ୍ଯନ୍ତ ନିଜର ଭଡ଼ା ଘ ରେ ରହିଲେ।
30 Por dois anos inteiros Paulo permaneceu na casa que havia alugado, e recebia a todos os que iam vê-lo.
31 ଯେତେ ଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ବାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧା ରେ ପୁଣି ଅତି ସାହାସର ସହିତ ପରମେଶ୍ବରଙ୍କ ରାଜ୍ଯ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚ଼ାର କଲେ। ପୁଣି ସହେି ଶିକ୍ଷା ଦବୋରୁ କହେି ହେଲେ ତାହାଙ୍କୁ ଅଟକାଇବା ପାଇଁ ଚେ଼ଷ୍ଟା କଲେ ନାହିଁ।
31 Pregava o Reino de Deus e ensinava a respeito do Senhor Jesus Cristo, abertamente e sem impedimento algum.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 28, comparar traduções ou montar um estudo — tudo direto pelo WhatsApp.