Atos 7

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ମହାୟାଜକ ସ୍ତିଫାନଙ୍କୁ ପଚ଼ାରିଲେ, ଏସବୁ କଥା କ'ଣ ସତ୍ଯ?
1 Então o sumo sacerdote lhe perguntou: “Estas acusações são verdadeiras?”.
2 ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,
2 Estêvão respondeu: “Irmãos e pais, ouçam-me! O Deus glorioso apareceu a nosso antepassado Abraão na Mesopotâmia, antes de ele se estabelecer em Harã,
3 'ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି, ସେ ଦେଶକୁ ଚାଲିଯାଅ।'
3 e lhe disse: ‘Deixe sua terra natal e seus parentes e vá para a terra que eu lhe mostrarei’.
4 ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ଯାଗ କରି ହାରଣ ରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ଯୁ ପରେ ପରମେଶ୍ବର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭମାନେେ ବର୍ତ୍ତମାନ ରହୁଛ।
4 Então Abraão saiu da terra dos caldeus e morou em Harã até seu pai morrer. Depois, Deus o trouxe aqui para a terra onde vocês agora vivem.
5 ପରମେଶ୍ବର ତାହାଙ୍କୁ କିଛି ଦେଲେ ନାହିଁ। ଏପରିକି ଗୋଟିଏ ଫୁଟ ଜାଗା ମଧ୍ଯ ନୁହେଁ। ସେତବେେଳେ ତାହାଙ୍କର କିଛି ପିଲାପିଲି ନଥିଲା। ପରମେଶ୍ବର ତାହାଙ୍କୁ ଓ ତାହାଙ୍କର ଭବିଷ୍ଯତ ଉତ୍ତରାଧିକାରୀଙ୍କୁ ଏହି ଭୂମି ଏକ ଅଧିକାର ରୂପେ ଦବୋପାଇଁ ପ୍ରତିଜ୍ଞା କରିଥିଲେ।
5 “Mas Deus não lhe deu herança alguma aqui, nem mesmo o espaço de um pé. Contudo, prometeu que a terra toda pertenceria a Abraão e a seus descendentes, embora ele ainda não tivesse filhos.
6 ପରମେଶ୍ବର ତାହାଙ୍କୁ ଏହିକଥା କହିଥିଲେ, 'ତୁମ୍ଭର ସନ୍ତାନମାନେ ବିଦେଶ ରେ ଦାସ କର୍ମ କରିବେ। ସମାନେେ ତାହାଙ୍କୁ ଚ଼ାରିଶହ ବର୍ଷ ପର୍ୟ୍ଯନ୍ତ ଖରାପ ବ୍ଯବହାର କରିବେ।'
6 Disse-lhe também que seus descendentes viveriam numa terra estrangeira, onde seriam escravizados e oprimidos por quatrocentos anos.
7 ପରମେଶ୍ବର କହିଲେ, ' ଯେଉଁମାନେ ସମାନଙ୍କେୁ ଦାସ କରି ରଖିଛନ୍ତି, ମୁଁ ସମାନଙ୍କେୁ ଦଣ୍ଡ ଦବେି। ତା'ପରେ ସମାନେେ ସଠାରୁେ ଆସି ଏହିସ୍ଥାନ ରେ ମାେତେ ପୂଜା କରିବେ।'
7 Mas Deus disse: ‘Eu castigarei a nação que os escravizar, e, por fim, sairão dali e me adorarão neste lugar’.
8 ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।
8 “Naquele tempo, Deus deu a Abraão a aliança da circuncisão. Assim, quando seu filho Isaque nasceu, ele o circuncidou no oitavo dia. Essa prática continuou quando nasceu Jacó, filho de Isaque, e quando nasceram os doze filhos de Jacó, os patriarcas de Israel.
9 ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।
9 “Os patriarcas tiveram inveja de seu irmão José e o venderam como escravo para o Egito. Mas Deus estava com ele
10 ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରି ଦେଲେ।
10 e o livrou de todas as suas dificuldades. Deus concedeu a José favor e sabedoria diante do faraó, rei do Egito, e o faraó o nomeou governador de todo o Egito e administrador de seu palácio.
11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶ ରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟ ରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।
11 “Então veio uma fome sobre o Egito e sobre Canaã. Houve grande aflição, e nossos antepassados ficaram sem comida.
12 ମିଶର ରେ ଶସ୍ଯଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସଠାେକୁ ପଠାଇଲେ।
12 Jacó soube que ainda havia cereal no Egito e enviou seus filhos, nossos antepassados, para comprarem alimento.
13 ସମାନଙ୍କେର ଦ୍ବିତୀୟ ଥର ୟିବା ସମୟରେ ଯୋଷଫେ ନିଜ ଭାଇମାନଙ୍କ ପାଖ ରେ ପରିଚ଼ିତ ହେଲେ ଓ ଫାରୋ ଯୋଷଫଙ୍କେ ପରିବାର ବିଷୟ ରେ ଜାଣିଲେ।
13 Da segunda vez que foram, José revelou sua identidade a seus irmãos e os apresentou ao faraó.
14 ତେଣୁ ଯୋଷଫେ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡ଼କଇେ ଆଣିଲେ। ସମାନେେ ସମୁଦାୟ ସତୁରି ଜଣ ଥିଲେ।
14 Depois, José mandou trazer para o Egito seu pai, Jacó, e todos os seus parentes, 75 pessoas ao todo.
15 ତା'ପରେ ଯାକୁବ ମିଶର ଦେଶକୁ ଗଲେ। ସଠାେରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ଯୁ ବରଣ କଲେ।
15 Assim, Jacó foi para o Egito e ali morreu, bem como nossos antepassados.
16 ସମାନଙ୍କେୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରାହାମ ହ ମାରେର ପୁତ୍ରମାନଙ୍କୁ ପାଖରୁ କିଛି ରୂପା ଟଙ୍କା ଦଇେ କିଣିଥିଲେ।
16 Seus corpos foram levados para Siquém e sepultados no túmulo que Abraão havia comprado por um certo preço dos filhos de Hamor.
17 ଇତି ମଧିଅରେ ମିଶର ଦେଶ ରେ ଇଶ୍ରାୟେଲ ଲୋକମାନଙ୍କର ସଂଖ୍ଯା ବଢ଼ିବା ରେ ଲାଗିଲା। ପରମେଶ୍ବର ଅବ୍ରାହାମଙ୍କୁ ଯେଉଁ ସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ଯ ରେ ପରିଣତ ହାଇେଥିଲା।
17 “Aproximando-se o tempo em que Deus cumpriria sua promessa a Abraão, nosso povo se multiplicou grandemente no Egito.
18 ସହେି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ବ କରିବାପାଇଁ ଆରମ୍ଭ କଲେ। ସେ ଯୋଷଫଙ୍କେୁ ଜାଣି ନଥିଲେ।
18 Então subiu ao trono do Egito um novo rei, que nada sabia a respeito de José.
19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ଯବହାର କଲେ। ରାଜା ସମାନଙ୍କେର ଶିଶୁମାନଙ୍କୁ ମାରିବା ପାଇଁ ବାହା ରେ ପକଇଦେବୋକୁ ସମାନଙ୍କେୁ ବଧ୍ଯ କଲେ।
19 Esse rei explorou e oprimiu nosso povo, forçando os pais a abandonarem seus filhos recém-nascidos, para que morressem.
20 ଏହି ସମୟରେ ମାଶାେ ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘ ରେ ତିନିମାସ ପର୍ୟ୍ଯନ୍ତ ଲାଳନପାଳନ କରାଗଲା।
20 “Por essa época, nasceu Moisés, um bebê especial aos olhos de Deus. Seus pais cuidaram dele em casa por três meses.
21 ତାହାଙ୍କୁ ବାହା ରେ ପକାଇ ଦବୋ ବେଳେ ଫାରୋଙ୍କର କନ୍ଯା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ।
21 Quando tiveram de abandoná-lo, a filha do faraó o adotou e o criou como seu próprio filho.
22 ମାଶାେ ମିଶରବାସୀମାନଙ୍କର ସମସ୍ତ ବିଦ୍ଯା ରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ଯ ଓ କାମ ରେ ଶକ୍ତିଶାଳୀ ଥିଲେ।
22 Moisés foi educado em toda a sabedoria dos egípcios e era poderoso em palavras e ações.
23 ତାହାଙ୍କୁ ଚ଼ାଳିଶବର୍ଷ ବୟସ ହବୋ ବେଳେ ସେ ନିଜ ଭାଇମାନଙ୍କୁ ତଥା ଇଶ୍ରାୟେଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ।
23 “Certo dia, estando Moisés com quarenta anos, resolveu visitar seus parentes, o povo de Israel.
24 ମାଶାେ ସଠାେରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ଯାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସହେିଠା ରେ ମରିଗଲା।
24 Ao ver um egípcio maltratando um israelita, defendeu o israelita e o vingou, matando o egípcio.
25 ମାଶାେ ଭାବିଲେ ଯେ, ପରମେଶ୍ବର ସମାନଙ୍କେର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ୟ୍ଯ ରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସମାନେେ ତାହା ବୁଝିଲେ ନାହିଁ।
25 Imaginou que seus irmãos israelitas entenderiam que ele havia sido enviado por Deus para resgatá-los, mas isso não aconteceu.
26 ତା' ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧିଅରେ କଳି କରୁଥିବାର ଦେଖିଲେ। ସେ ସମାନଙ୍କେ ମଧିଅରେ ଶାନ୍ତି ସ୍ଥାପନ କରିବାକୁ ଚେ଼ଷ୍ଟା କଲେ ଓ କହିଲେ, ' ହେ ଲୋକମାନେ, ତୁମ୍ଭମାନେେ ପରସ୍ପର ଭାଇଭାଇ। ତୁମ୍ଭମାନେେ ପରସ୍ପର ଭିତ ରେ କାହିଁକି କଳି କରୁଛ?'
26 “No dia seguinte, visitou-os novamente e viu dois homens de Israel brigando. Tentando agir como pacificador, disse a eles: ‘Homens, vocês são irmãos; por que brigam um com o outro?’.
27 ଏହାଶୁଣି ପଡ଼ୋଶୀ ପ୍ରତି ଅନ୍ଯାୟ କରୁଥିବା ଲୋକଟି ମାଶାଙ୍କେୁ ଠଲେିଦଇେ କହିଲା, 'ତୁମ୍ଭକୁ ଆମ୍ଭ ଶାସକ ଓ ବିଚ଼ାରକ ରୂପେ କିଏ ନିୟୁକ୍ତି ଦଲୋ?
27 “Mas o homem que era culpado empurrou Moisés e disse: ‘Quem o nomeou líder e juiz sobre nós?
28 ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦଲେ ସହେିପରି କ'ଣ ମାେତେ ମାରି ଦବୋପାଇଁ ଚ଼ାହୁଁଛ?'
28 Vai me matar como matou o egípcio ontem?’.
29 ମାଶାେ ଏହାଶୁଣି ଅତିଶୀଘ୍ର ମିଶରରୁ ଚ଼ାଲିଗଲେ ଓ ମିଦିୟନ ଦେଶ ରେ ଜଣେ ବିଦେଶୀ ହାଇେ ରହିଲେ। ସଠାେରେ ତାହାଙ୍କର ଦୁଇଟି ପୁତ୍ର ଦେଲେ।
29 Quando Moisés ouviu isso, fugiu e foi viver como estrangeiro na terra de Midiã. Ali nasceram seus dois filhos.
30 ଦୀର୍ଘ ଚ଼ାଳିଶବର୍ଷ ଅତିବାହିତ ହବୋ ପରେ ଜଣେ ସ୍ବର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ବଳନ୍ତା ବୁଦାର ଅଗ୍ନିଶିଖା ରେ ମାଶାଙ୍କେୁ ଦର୍ଶନ ଦେଲେ।
30 “Quarenta anos depois, no deserto próximo ao monte Sinai, um anjo apareceu a Moisés nas chamas de um arbusto que queimava.
31 ମାଶାେ ସେ ଦୃଶ୍ଯ ଦେଖି ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ୟିବାବଳକେୁ ସେ ପ୍ରଭୁଙ୍କର ସ୍ବର ଶୁଣିଲେ:
31 Quando Moisés viu aquilo, ficou admirado. Aproximando-se para observar melhor, ouviu a voz do Senhor, que disse:
32 'ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର। ଅବ୍ରହାମ, ୟିସ୍ହାକ ଓ ଯାକୁବର ପରମେଶ୍ବର।' ଏହାଶୁଣି ମାଶାେ ଭୟ ରେ ଥରିଲେ ଓ ଆଉ ଦେଖିବା ପାଇଁ ସାହାସ କଲେ ନାହିଁ।
32 ‘Eu sou o Deus de seus antepassados, o Deus de Abraão, de Isaque e de Jacó’. Moisés tremia de medo e não tinha coragem de olhar.
33 ତା'ପରେ ପ୍ରଭୁ ତାହାଙ୍କୁ କହିଲେ, 'ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନ ରେ ତୁମ୍ଭେ ଠିଆ ହାଇେଛ ତାହା ପବିତ୍ରଭୂମି।
33 “Então o Senhor lhe disse: ‘Tire as sandálias, pois você está pisando em terra santa.
34 ମୁଁ ମିଶର ଦେଶ ରେ ମାେ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ଯବହାର ଦେଖିଛି। ମୁଁ ସମାନଙ୍କେର କ୍ରନ୍ଦନ ଶୁଣିଲି। ମୁଁ ସମାନଙ୍କେୁ ମୁକ୍ତି ଦବୋପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।'
34 Por certo, tenho visto a aflição do meu povo no Egito. Tenho ouvido seus gemidos e desci para libertá-los. Agora vá, pois eu o envio de volta ao Egito’.
35 ଯେଉଁ ମାଶାଙ୍କେୁ ସମାନେେ ଅବଜ୍ଞା କରି କହିଥିଲେ, 'କିଏ ତୁମ୍ଭକୁ ଶାସକ ଓ ବିଚ଼ାରକ କଲା?' ସହେି ମାଶାଙ୍କେୁ ହିଁ ବର୍ତ୍ତମାନ ପରମେଶ୍ବର ସମାନଙ୍କେର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ବର୍ଗଦୂତ ମାଶାଙ୍କେୁ ବୁଦା ଭିତ ରେ ଦର୍ଶନ ଦଇେଥିଲେ ସହେି ସ୍ବର୍ଗଦୂତଙ୍କ ସାହାୟ୍ଯ ରେ ପରମେଶ୍ପ ମାଶାଙ୍କେୁ ପଠାଇଲେ।
35 “Era esse o mesmo Moisés que o povo havia rejeitado quando lhe perguntaram: ‘Quem o nomeou líder e juiz?’. Por meio do anjo que apareceu a Moisés no arbusto em chamas, Deus o enviou para ser líder e libertador.
36 ତେଣୁ ମାଶାେ ମିଶର ଦେଶ ରେ ଓ ସୂଫ ସମୁଦ୍ର ରେ ତଥା ମରୂଭୂମିରେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ୟ୍ଯ ପୂର୍ଣ୍ଣ ଚ଼ିହ୍ନ ଓ କାର୍ୟ୍ଯମାନ କରି ସମାନଙ୍କେୁ ବାହାରକୁ ଆଣିଲେ।
36 Assim, com muitas maravilhas e sinais, ele os conduziu para fora do Egito, pelo mar Vermelho e pelo deserto, durante quarenta anos.
37 ସେ ମାଶାେ ଇଶ୍ରାୟେଲର ସନ୍ତାନମାନଙ୍କୁ କହିଲେ, 'ପରମେଶ୍ବର ତୁମ୍ଭମାନଙ୍କ ମଧ୍ଯରୁ ମାେପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।'
37 “Esse mesmo Moisés disse ao povo de Israel: ‘Deus levantará para vocês um profeta como eu do meio de seu povo’.
38 ଏହି ମାଶାେ ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀ ରେ ଥିଲେ। ଯେଉଁ ସ୍ବର୍ଗଦୂତ ସୀନୟ ପର୍ବତ ରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହାଇେଥିଲେ, ସହେି ସ୍ବର୍ଗଦୂତ ଆମ୍ଭ ପିତୃପୁରୁଷ ମାଶାଙ୍କେ ସହିତ ଥିଲେ, ମାଶାେ ପରମେଶ୍ବରଙ୍କ ଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମାଶାେ ଆମ୍ଭମାନଙ୍କୁ ଦେଲେ।
38 Moisés estava com nossos antepassados, a congregação do povo de Deus no deserto, quando o anjo lhe falou no monte Sinai, e ali Moisés recebeu palavras que dão vida, para transmiti-las a nós.
39 କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସମାନେେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫରେି ୟିବାପାଇଁ ଇଚ୍ଛା କଲେ।
39 “Mas nossos antepassados se recusaram a obedecer a Moisés. Eles o rejeitaram e, em seu íntimo, voltaram ao Egito.
40 ସମାନେେ ହାରୋଣଙ୍କୁ ଯାଇ କହିଲେ, 'ଆମ୍ଭମାନଙ୍କର ପଥ ଦଖାଇବୋ ପାଇଁ କେତେ ଜଣ ଦବେତାଙ୍କୁ ନିର୍ମାଣ କର। ଏହି ଯେଉଁ ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ'ଣ ହେଲା ଆମ୍ଭେ ଜାଣି ନାହୁଁ।'
40 Disseram a Arão: ‘Faça para nós deuses que nos guiem, pois não sabemos o que aconteceu com esse Moisés que nos tirou do Egito’.
41 ସହେି ସମୟରେ ସମାନେେ ଗୋଟିଏ ବାଛୁରୀର ମୂର୍ତ୍ତି ତିଆରି କରି ସହେି ମୂର୍ତ୍ତି ଆଗ ରେ ବଳି ଦେଲେ। ସମାନେେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସି ହେଲେ।
41 Logo, fizeram um ídolo em forma de bezerro, ofereceram-lhe sacrifícios e começaram a celebrar o objeto que haviam criado.
42 କିନ୍ତୁ ପରମେଶ୍ବର ସମାନଙ୍କେଠାରୁ ବିମୁଖ ହେଲେ। ସେ ସମାନଙ୍କେୁ ଆକାଶସ୍ଥ ଭଣ୍ଡ ଦବେତାମାନଙ୍କର ପୂଜା କରିବାପାଇଁ ଛାଡ଼ି ଦେଲେ। ଏହି ବିଷୟ ରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲଖାେଅଛି,
42 Então Deus se afastou deles e os entregou para servirem as estrelas do céu como deuses, conforme está escrito no livro dos profetas: ‘Foi a mim que vocês trouxeram sacrifícios e ofertas durante aqueles quarenta anos no deserto, povo de Israel?
43 ତୁମ୍ଭମାନେେ ତୁମ୍ଭମାନଙ୍କ ସହିତ ମାେଲଖର ତମ୍ବୁ ଏବଂ ନକ୍ଷତ୍ର ଦବେତା ରମ୍ପାର ମୂର୍ତ୍ତିକୁ ମଧ୍ଯ ବୋହି ନଇଯାେଇଥିଲ। ଏଗୁଡ଼ିକୁ ତୁମ୍ଭମାନେେ ପୂଜା କରିବାପାଇଁ ତିଆରି କରିଥିଲ। ତେଣୁ ମୁଁ ମଧ୍ଯ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦବେି।' ଆମାଷେ 5:25-27
43 Não, vocês carregaram o santuário de Moloque, a estrela de seu deus Renfã, e as imagens que fizeram para adorá-los. Por isso eu os enviarei para o exílio, para além da Babilônia’.
44 ଆମ୍ଭ ପୂର୍ବପୁରୁଷମାନଙ୍କ ପବିତ୍ର ତମ୍ବୁ ମଧ୍ଯ ପ୍ରାନ୍ତର ରେ ଥିଲା। ପରମେଶ୍ବର ମାଶାଙ୍କେୁ ଗୋଟିଏ ନକ୍ସା ଦଖାଇେଲେ ଏବଂ ସେ ଦେଖିଥିବା ନକ୍ସା ଅନୁସାରେ ଗୋଟିଏ ସାକ୍ଷ୍ଯ ତମ୍ବୁ ତିଆରି କରିବାକୁ ତାହାଙ୍କୁ କହିଥିଲେ।
44 “Nossos antepassados levaram com eles pelo deserto o tabernáculo, construído de acordo com o modelo que Deus havia mostrado a Moisés.
45 ଆମ୍ଭର ପୂର୍ବପୁରୁଷମାନେ ସହେି ପବିତ୍ର ତମ୍ବୁ ସାଙ୍ଗ ରେ ଆଣିଥିଲେ। ସହେି ସମୟରେ ୟିହୋଶୂୟଙ୍କ ନତେୃତ୍ବ ରେ ସମାନେେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନଇେଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନା ରେ ବାହାର କରି ଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ୟ୍ଯନ୍ତ ଥିଲା।
45 Anos depois, quando Josué comandou nossos antepassados nas batalhas contra as nações que Deus expulsou desta terra, foi levado com eles para seu novo território e ali ficou até o tempo do rei Davi.
46 ଦାଉଦ ପରମେଶ୍ବରଙ୍କ କୃପା ପ୍ରାପ୍ତ ହେଲେ। ସେ ଯାକୁବର ପରମେଶ୍ବରଙ୍କ ପାଇଁ ଗୋଟିଏ ମନ୍ଦିର ତୋଳିବାକୁ ଅନୁମତି ଦବୋପାଇଁ ପରମେଶ୍ବରଙ୍କୁ ଅନୁ ରୋଧ କଲେ।
46 “Davi encontrou favor diante de Deus e pediu para construir um templo permanente para o Deus de Jacó,
47 କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।
47 mas foi Salomão quem o construiu.
48 ମାତ୍ର ସର୍ବୋପରିସ୍ଥ ପରମେଶ୍ବର କୌଣସି ହାତ ତିଆରି ମନ୍ଦିର ରେ ବାସ କରନ୍ତି ନାହିଁ। ଭବିଷ୍ଯଦ୍ବକ୍ତା ଏହିପରି ଲେଖନ୍ତି,
48 O Altíssimo, porém, não habita em templos feitos por mãos humanas. Como diz o profeta:
49 ପୃଥିବୀ ମାହେର ପାଦପୀଠ। ତୁମ୍ଭମାନେେ ମାେ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ? ମାରେ ବିଶ୍ରାମ ନବୋପାଇଁ ସ୍ଥାନ କେଉଁଠି?
49 ‘O céu é meu trono, e a terra é o suporte de meus pés. Acaso construiriam para mim um templo assim tão bom?’, diz o Senhor. ‘Que lugar de descanso me poderiam fazer?
50 ମନରେଖ, ମୁଁ ଏସବୁ ସୃଷ୍ଟି କରିଛି।'ୟିଶାଇୟ 66:1-2
50 Acaso não foram minhas mãos que criaram o céu e a terra?’.
51 ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
51 “Povo teimoso! Vocês têm o coração incircuncidado e são surdos para a verdade. Resistirão para sempre ao Espírito Santo? Foi o que seus antepassados fizeram, e vocês também o fazem!
52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
52 Que profeta seus antepassados não perseguiram? Mataram até aqueles que predisseram a vinda do Justo, a quem vocês traíram e assassinaram!
53 ତୁମ୍ଭମାନେେ ପରମେଶ୍ବରଙ୍କ ଦୂତ ଦ୍ବାରା ମାଶାଙ୍କେୁ ଦିଆଯାଇଥିବା ବ୍ଯବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ଯ ହାଇନୋହଁ।
53 Vocês desobedeceram à lei de Deus, embora a tenham recebido das mãos de anjos”.
54 ୟିହୁଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ ମଡ କଲେ।
54 Os líderes judeus se enfureceram com a acusação de Estêvão e rangiam os dentes contra ele.
55 କିନ୍ତୁ ସ୍ତିଫାନ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଆକାଶକୁ ଚାହିଁଲେ। ସଠାେରେ ସେ ପରମେଶ୍ବରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ବରଙ୍କ ଡାହାଣ ପଟେ ଠିଆ ହବୋର ଦେଖିଲେ।
55 Mas Estêvão, cheio do Espírito Santo, olhou firmemente para o céu e viu a glória de Deus, e viu Jesus em pé no lugar de honra, à direita de Deus.
56 ସ୍ତିଫାନ କହିଲେ, ଦେଖ, ମୁଁ ସ୍ବର୍ଗକୁ ଖାେଲା ଅବସ୍ଥା ରେ ଓ ପରମେଶ୍ବରଙ୍କ ଡାହାଣ ପଟେ ମନୁଷ୍ଯପୁତ୍ରଙ୍କୁ ଠିଆ ହବୋର ଦେଖୁଛି।
56 “Olhem!”, disse ele. “Vejo os céus abertos e o Filho do Homem em pé no lugar de honra, à direita de Deus!”
57 ଏଥି ରେ ଯିହୂଦୀ ନେତାମାନେ କାନ ରେ ହାତ ଦଇେ ଖୁବ୍ ଜାରେ ରେ ପାଟି କଲେ। ସମାନେେ ଏକାଠି ହାଇେ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।
57 Eles taparam os ouvidos e, aos gritos, lançaram-se contra ele.
58 ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।
58 Arrastaram-no para fora da cidade e começaram a apedrejá-lo. Seus acusadores tiraram os mantos e os deixaram aos pés de um jovem chamado Saulo.
59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମାେ ଆତ୍ମାକୁ ଗ୍ରହଣ କର।
59 Enquanto atiravam as pedras, Estêvão orou: “Senhor Jesus, recebe o meu espírito”.
60 ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।
60 Então caiu de joelhos e gritou: “Senhor, não os culpes por este pecado!”. E, com isso, adormeceu.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 7, comparar traduções ou montar um estudo — tudo direto pelo WhatsApp.