Atos 9

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।
1 Saulo, respirando ainda ameaças e morte contra os discípulos do Senhor, dirigiu-se ao sumo sacerdote
2 ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।
2 e lhe pediu cartas para as sinagogas de Damasco, a fim de que, caso achasse alguns que eram do Caminho, tanto homens como mulheres, os levasse presos para Jerusalém.
3 ସେ ଦମ୍ମସକେ ନିକଟକୁ ଆସିଲେ। ହଠାତ୍ ସ୍ବର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଚ଼ାରିପଟେ ଉଦ୍ଭାସିତ ହାଇଗେଲା।
3 Enquanto seguia pelo caminho, ao aproximar-se de Damasco, subitamente uma luz do céu brilhou ao seu redor.
4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ବର ଶୁଣିବାକୁ ପାଇଲେ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ?
4 Ele caiu por terra e ouviu uma voz que lhe dizia:
5 ଶାଉଲ କହିଲେ, ପ୍ରଭୁ, ତୁମ୍ଭେ କିଏ?
5 Ele perguntou: — Senhor, quem é você? E a resposta foi:
6 ଏବେ ଉଠ ଓ ନଗରକୁ ଯାଅ। ସଠାେରେ ତୁମ୍ଭକୁ କ'ଣ କରିବାକୁ ହବେ, ତାହା ତୁମ୍ଭକୁ ଜଣେ କହିବେ।
6 Mas levante-se e entre na cidade, onde lhe dirão o que você deve fazer.
7 ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ୟ୍ଯ ହାଇେ ଠିଆ ହେଲେ। ସମାନେେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସଠାେରେ ଦେଖିଲେ ନାହିଁ।
7 Os homens que viajavam com Saulo pararam emudecidos, ouvindo a voz, mas não vendo ninguém.
8 ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖିପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମସକେକୁ ନଇଗେଲେ।
8 Então Saulo se levantou do chão e, abrindo os olhos, nada podia ver. E, guiando-o pela mão, levaram-no para Damasco.
9 ସେ ତିନି ଦିନ ପର୍ୟ୍ଯନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ଯ କଲେ ନାହିଁ।
9 Esteve três dias sem ver, durante os quais nada comeu, nem bebeu.
10 ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ଯ ଦମ୍ମସକରେେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦଇେ କହିଲେ, ହନନିୟ!
10 Havia em Damasco um discípulo chamado Ananias. O Senhor lhe apareceu numa visão e disse: Ao que ele respondeu: — Eis-me aqui, Senhor!
11 ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।
11 Então o Senhor lhe disse:
12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା' ନିକଟକୁ ଆସି, ତା' ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ବାରା ସେ ପୁଣି ଦେଖି ପାରୁଛି।
12 e, numa visão, viu entrar um homem, chamado Ananias, e impor-lhe as mãos, para que recuperasse a vista.
13 ହନନିୟ ଉତ୍ତର ଦେଲେ, ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟ ରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ୟିରୂଶାଲମ ରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ଯାଚାର କରିଛି।
13 Ananias, porém, respondeu: — Senhor, de muitos tenho ouvido a respeito desse homem, quanto mal tem feito aos teus santos em Jerusalém.
14 ଏଠା ରେ ମଧ୍ଯ ସହେି ଲୋକଟି ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ବାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।
14 E aqui em Damasco ele tem autorização dos principais sacerdotes para prender todos os que invocam o teu nome.
15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶଷେ କାର୍ୟ୍ଯ ପାଇଁ ବାଛିଛି।
15 Mas o Senhor disse a Ananias:
16 ଅଣଯିହୂଦୀ, ରାଜା ଓ ଇଶ୍ରାୟେଲର ଲୋକମାନଙ୍କ ଆଗ ରେ ସେ ମାେ ନାମ ରେ ସାକ୍ଷ୍ଯ ଦବେ। ମାେ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦଇେ ୟିବାକୁ ହବେ ମୁଁ ନିଜେ ତାହାକୁ ଜଣାଇବି।
16 Pois eu mesmo vou mostrar a ele quanto deve sofrer pelo meu nome.
17 ତେଣୁ ହନନିୟ ୟିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, ଭାଇ ଶାଉଲ! ପ୍ରଭୁ ଯୀଶୁ ମାେତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦଇେଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖିପାରିବ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇପୋରିବ।
17 Então Ananias foi e, entrando na casa, impôs as mãos sobre Saulo, dizendo: — Saulo, irmão, o Senhor Jesus, que apareceu a você no caminho para cá, me enviou para que você volte a ver e fique cheio do Espírito Santo.
18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।
18 Imediatamente caíram dos olhos de Saulo umas coisas parecidas com escamas, e ele voltou a ver. A seguir, levantou-se e foi batizado.
19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା। ସେ ଦମ୍ମସକେ ନଗର ରେ ଶିଷ୍ଯମାନଙ୍କ ସହିତ କିଛି ସମୟ ରହିଲେ।
19 E, depois de comer, sentiu-se fortalecido. Saulo permaneceu alguns dias com os discípulos em Damasco.
20 ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କ ରେ ପହଞ୍ଚି ସଠାେରେ ଯୀଶୁଙ୍କ ବିଷୟ ରେ ପ୍ରଚ଼ାର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି।
20 E logo, nas sinagogas, proclamava Jesus, afirmando que ele é o Filho de Deus.
21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ୟ୍ଯ ହେଲେ। ସମାନେେ କହିଲେ, ଏ କ'ଣ ସହେି ଲୋକ ନୁହେଁ, ୟିଏ ଏହି ନାମ ରେ ବିଶ୍ବାସ କରିଥିବା ୟିରୂଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ'ଣ ସେ ନୁହେଁ, ଯେ କି ସମାନଙ୍କେୁ ବାନ୍ଧି ନଇେ ପ୍ରଧାନ ଯାଜକମାନଙ୍କ ପାଖକୁ ନଇୟିବୋ ପାଇଁ ଏଠାକୁ ଆସିଥିଲା।
21 Todos os que ouviam Saulo estavam atônitos e diziam: — Não é este o que exterminava em Jerusalém os que invocam o nome de Jesus e veio para cá precisamente para prender e levá-los aos principais sacerdotes?
22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହାଇେ ଉଠିଲେ। ସେ ପ୍ରମାଣ କରି ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ ଥିଲା ଯେ, ଦମ୍ମସକରେ ଯିହୂଦୀମାନେ ଏ ବିଷୟ ରେ ତାହାଙ୍କ ସହିତ ୟୁକ୍ତି କରିପାରୁ ନଥିଲେ।
22 Saulo, porém, mais e mais se fortalecia e confundia os judeus que moravam em Damasco, demonstrando que Jesus é o Cristo.
23 ଅନକେ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦବୋ ପାଇଁ ଷଡ଼ୟନ୍ତ୍ର କଲେ।
23 Decorridos muitos dias, os judeus resolveram matar Saulo,
24 ଯିହୂଦୀମାନେ ତାହାଙ୍କୁ ମାରିବାପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖ ରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣିପାରିଲେ।
24 mas ele ficou sabendo do plano deles. Dia e noite guardavam também os portões da cidade, para o matar.
25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତି ରେ ଟୋକଇେ ରେ ନଇେ ପାଚରେୀ ଆରପଟେ ଛାଡ଼ି ଦେଲେ।
25 Mas os discípulos de Saulo tomaram-no de noite e, colocando-o num cesto, desceram-no pela muralha.
26 ଶାଉଲ ୟିରୂଶାଲମ ରେ ପହଞ୍ଚି ବିଶ୍ବାସୀ ଶିଷ୍ଯମାନଙ୍କ ସହିତ ଯୋଗଦବୋ ପାଇଁ ଚେ଼ଷ୍ଟା କଲେ, କିନ୍ତୁ ସମାନେେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତ ରେ ଯୀଶୁଙ୍କର ଶିଷ୍ଯ ହାଇେଅଛନ୍ତି, ଏହା ଶିଷ୍ଯମାନେ ବିଶ୍ବାସ କଲେ ନାହିଁ।
26 Quando chegou a Jerusalém, Saulo procurou juntar-se aos discípulos de Jesus. Porém todos tinham medo dele, não acreditando que ele fosse discípulo.
27 ମାତ୍ର ବର୍ଣ୍ଣବ୍ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କ ପାଖକୁ ଗଲେ। ଦମ୍ମସକେକୁ ୟିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ ରରେିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମସକରେେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମ ରେ ପ୍ରଚ଼ାର କରିଥିଲେ, ଏହା ସବୁ ମଧ୍ଯ ସେ ସମାନଙ୍କେୁ ବୁଝାଇ ଦେଲେ।
27 Mas Barnabé, tomando-o consigo, levou-o aos apóstolos. Contou-lhes como Saulo tinha visto o Senhor no caminho, e que o Senhor tinha falado com ele. Também contou como, em Damasco, Saulo tinha pregado ousadamente em nome de Jesus.
28 ତାପରେ ଶାଉଲ ସମାନଙ୍କେ ସହିତ ରହି, ୟିରୂଶାଲମର ପ୍ରେତ୍ୟକକ ସ୍ଥାନ ରେ ପ୍ରଭୁଙ୍କର ନାମ ରେ ସାହାସର ସହିତ ପ୍ରଚ଼ାର କଲେ।
28 E Saulo ficou com eles em Jerusalém, entrando e saindo, pregando ousadamente em nome do Senhor.
29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ଯ କରୁଥିଲେ। କିନ୍ତୁ ସମାନେେ ତାହାଙ୍କୁ ମାରିବା ପାଇଁ ଚେ଼ଷ୍ଟା କଲେ।
29 Falava e discutia com os helenistas, mas eles procuravam matá-lo.
30 ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇ ଦେଲେ।
30 Quando isto chegou ao conhecimento dos irmãos, levaram Saulo até Cesareia e dali o enviaram para Tarso.
31 ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।
31 Assim, a igreja tinha paz por toda a Judeia, Galileia e Samaria, edificando-se e caminhando no temor do Senhor; e, no consolo do Espírito Santo, crescia em número.
32 ଇତି ମଧିଅରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶଷେ ରେ ଲୂଦ ନଗର ରେ ରହୁଥିବା ସାଧୁମାନଙ୍କ ପାଖ ରେ ଆସି ପହନ୍ଚିଲେ।
32 Passando Pedro por toda parte, foi também visitar os santos que moravam em Lida.
33 ସଠାେରେ ସେ ଏନିୟ ନାମକ ଜଣେ ପକ୍ଷଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶୟ୍ଯାଶାଯୀ ଅବସ୍ଥା ରେ ପଡ଼ିଥିଲା।
33 Encontrou ali certo homem, chamado Eneias, que havia oito anos jazia de cama, pois era paralítico.
34 ପିତର ତାହାକୁ କହିଲେ, ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ ରେ ସେ ଉଠିଗଲା।
34 Pedro lhe disse: — Eneias, Jesus Cristo cura você! Levante-se e arrume a sua cama. Ele imediatamente se levantou.
35 ଏହା ଦେଖି ଲୂଦ ଓ ଶାରୋଣର ସମସ୍ତ ବାସିନ୍ଦାମାନେ ମନ ଫରଣେ କରି ପ୍ରଭୁଙ୍କଠା ରେ ବିଶ୍ବାସ କଲେ।
35 Todos os habitantes de Lida e da região de Sarom viram Eneias e se converteram ao Senhor.
36 ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।
36 Em Jope havia uma discípula chamada Tabita, nome este que, traduzido, é Dorcas. Ela era notável pelas boas obras e esmolas que fazia.
37 ପିତର ଯେତବେେଳେ ଲୂଦ ରେ ଥିଲେ, ସେତବେେଳେ ସେ ଅସୁସ୍ଥ ହାଇେ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀ ରେ ଶୁଆଇ ଦେଲେ।
37 Aconteceu que, naqueles dias, ela adoeceu e veio a morrer. Depois de a lavarem, puseram o corpo num quarto do andar superior.
38 ଯାଫୋର ବିଶ୍ବାସୀ ଶିଷ୍ଯମାନେ ଶୁଣିଲେ ଯେ, ପିତର ଲୂଦ ରେ ଅଛନ୍ତି। ଲୂଦ ଯାଫୋର ପାଖ ରେ ଥିଲା। ତେଣୁ ସମାନେେ ଦୁଇଜଣଙ୍କୁ ପିତରଙ୍କ ପାଖକୁ ପଠାଇ ଏହି ନିବଦନେ କଲେ, ଆମ୍ଭ ପାଖକୁ ଶୀଘ୍ର ଆସନ୍ତୁ।
38 Como Lida ficava perto de Jope, os discípulos, ouvindo que Pedro estava ali, enviaram-lhe dois homens com o seguinte pedido: — Não se demore em vir até nós.
39 ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।
39 Pedro se aprontou e foi com eles. Quando chegou lá, eles o levaram ao quarto do andar superior. Todas as viúvas o cercaram, chorando e mostrando-lhe túnicas e vestidos que Dorcas tinha feito enquanto estava com elas.
40 ପିତର କଠାେରୀ ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, ଟାବୀଥା, ଉଠ। ସେ ଆଖି ଖାଲିେଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।
40 Mas Pedro mandou que todos saíssem, ajoelhou-se e orou; depois, voltando-se para o corpo, disse: — Tabita, levante-se! Ela abriu os olhos e, vendo Pedro, sentou-se.
41 ପିତର ତାହାଙ୍କର ହାତ ଧରି ଉେଠଇଲେ ଓ ବିଶ୍ବାସୀମାନଙ୍କୁ ଓ ବିଧବାମାନଙ୍କୁ କଠାେରୀ ମଧ୍ଯକୁ ଡାକିଲେଓ ଟାବୀଥାକୁ ଜୀବିତ ଦଖାଇେଲେ।
41 Ele, dando-lhe a mão, ajudou-a a ficar em pé; e, chamando os santos, especialmente as viúvas, apresentou-a viva.
42 ଏହି ଖବର ଯାଫୋର ଚ଼ାରିଆଡ଼େ ବ୍ଯାପିଗଲା। ଅନକେ ଲୋକ ପ୍ରଭୁଙ୍କ ପାଖ ରେ ବିଶ୍ବାସ କଲେ।
42 Isto se tornou conhecido em toda a cidade de Jope, e muitos creram no Senhor.
43 ତା'ପରେ ପିତର ଯାଫୋ ନଗର ରେ ଶିମାନେ ନାମକ ଜଣେ ଚମାର ଘ ରେ ବହୁତ ଦିନ ରହିଲେ।
43 Pedro ficou em Jope muitos dias, na casa de um curtidor chamado Simão.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Atos 9, comparar traduções ou montar um estudo — tudo direto pelo WhatsApp.