Colossenses 1

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଈଶ୍ବରଙ୍କ ଇଚ୍ଛା ରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ ରରେିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ
1 Paulo, apóstolo de Cristo Jesus, pela vontade de Deus, e o irmão Timóteo,
2 କଲସୀ ରେ ରହୁଥିବା ଖ୍ରୀଷ୍ଟଙ୍କଠା ରେ ପବିତ୍ର ଓ ବିଶ୍ବସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି : ଆମର ପିତା ପରମେଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।
2 aos santos e fiéis irmãos em Cristo que estão em Colossos. Que a graça e a paz de Deus, nosso Pai, estejam com vocês.
3 ଆମ୍ଭ ପ୍ରାର୍ଥନା ରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।
3 Damos sempre graças a Deus, Pai de nosso Senhor Jesus Cristo, quando oramos por vocês,
4 ପରମେଶ୍ବର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠା ରେ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠା ରେ ଥିବା ପ୍ ରମେ ବିଷୟ ରେ ଶୁଣି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।
4 desde que ouvimos da fé que vocês têm em Cristo Jesus e do amor que vocês têm por todos os santos,
5 ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।
5 por causa da esperança que está guardada para vocês nos céus. Desta esperança vocês ouviram falar anteriormente por meio da palavra da verdade do evangelho,
6 ବିଶ୍ବ ରେ ସର୍ବତ୍ର ସୁସମାଚାର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭମାନେେ ସୁସମାଚାର ଶୁଣିଲ ଓ ପରମେଶ୍ବରଙ୍କ ଅନୁଗ୍ରହର ସତ୍ଯ ବୁଝିଲ, ସହେି ଦିନଠାରୁ ତୁମ୍ଭମାନେେ ମଧ୍ଯ ଆଶୀର୍ବାଦ ଲାଭ କରୁଛ।
6 que chegou até vocês. Esse evangelho está produzindo fruto e crescendo em todo o mundo, assim como acontece entre vocês, desde o dia em que ouviram e entenderam a graça de Deus na verdade.
7 ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।
7 Isso vocês aprenderam de Epafras, nosso amado conservo e, em relação a vocês, fiel ministro de Cristo,
8 ଏପାଫ୍ରା, ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଆମ୍ଭକୁ କହିଛନ୍ତି।
8 o qual também nos contou do amor que vocês têm no Espírito.
9 ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :
9 Por esta razão, também nós, desde o dia em que soubemos disso, não deixamos de orar por vocês e de pedir que transbordem do pleno conhecimento da vontade de Deus, em toda a sabedoria e entendimento espiritual.
10 ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
10 Dessa maneira, poderão viver de modo digno do Senhor, para o seu inteiro agrado, frutificando em toda boa obra e crescendo no conhecimento de Deus.
11 ଯେପରି ପରମେଶ୍ବର ତାହାଙ୍କ ମହାନ୍ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ ; ଯେ ତୁମ୍ଭମାନେେ ର୍ଧୈୟ୍ଯବାନ ହବେ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
11 Assim, vocês serão fortalecidos com todo o poder, segundo a força da sua glória, em toda a perseverança e paciência, com alegria,
12 ତା ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହବେ ଓ ପିତାଙ୍କୁ ଧନ୍ଯବାଦ ଦବେ। ସେ ଯେଉଁ ବିଷୟଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସଗେୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପୟୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅ ରେ ବାସ କରନ୍ତି, ସମାନଙ୍କେ ଲାଗି ସେ ଏହି ବିଷୟଗୁଡ଼ିକ ସୃଷ୍ଟି କରିଛନ୍ତି
12 dando graças ao Pai, que os capacitou a participar da herança dos santos na luz.
13 ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।
13 Ele nos libertou do poder das trevas e nos transportou para o Reino do seu Filho amado,
14 ସହେି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ଯ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ବାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।
14 em quem temos a redenção, a remissão dos pecados.
15 କୌଣସି ଲୋକ ପରମେଶ୍ବରଙ୍କୁ ଦେଖି ପା ରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ ପରମେଶ୍ବରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟଗୁଡ଼ିକର ଶାସକ ଅଟନ୍ତି।
15 Ele é a imagem do Deus invisível, o primogênito de toda a criação.
16 ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
16 Pois nele foram criadas todas as coisas, nos céus e sobre a terra, as visíveis e as invisíveis, sejam tronos, sejam soberanias, quer principados, quer potestades. Tudo foi criado por meio dele e para ele.
17 ସବୁ ବିଷୟଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହବୋ ପୂର୍ବରୁ ଖ୍ରୀଷ୍ଟ ଥିଲେ। ସମସ୍ତ ବିଷୟର ଆସ୍ତିତ୍ବ, ତାହାଙ୍କ ହତେୁ ରହିଛି।
17 Ele é antes de todas as coisas. Nele tudo subsiste.
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।
18 Ele é a cabeça do corpo, que é a igreja. Ele é o princípio, o primogênito dentre os mortos, para ter a primazia em todas as coisas.
19 ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ବାସ କରିବାକୁ ପସନ୍ଦ କଲେ।
19 Porque Deus achou por bem que, nele, residisse toda a plenitude
20 ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।
20 e que, havendo feito a paz pelo sangue da sua cruz, por meio dele, reconciliasse consigo mesmo todas as coisas, quer sobre a terra, quer nos céus.
21 ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ବରଙ୍କ ବିରୋଧୀ ଥିଲ। ତୁମ୍ଭମାନେେ ମନ ରେ ପରମେଶ୍ବରଙ୍କ ଶତୃ ଥିଲ। ସେଥିପାଇଁ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଉଥିଲ।
21 E vocês que, no passado, eram estranhos e inimigos no entendimento pelas obras más que praticavam,
22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ମିତ୍ର କରି ଦଇେଛନ୍ତି। ତାଙ୍କ ମାଂସମୟ ଶରୀର ରେ, ନିଜ ମୃତ୍ଯୁ ଦ୍ବାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।
22 agora, porém, ele os reconciliou no corpo da sua carne, mediante a sua morte, para apresentá-los diante dele santos, inculpáveis e irrepreensíveis,
23 ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।
23 se é que vocês permanecem na fé, alicerçados e firmes, não se deixando afastar da esperança do evangelho que vocês ouviram e que foi pregado a toda criatura debaixo do céu, e do qual eu, Paulo, me tornei ministro.
24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।
24 Agora me alegro nos meus sofrimentos por vocês e preencho o que resta das aflições de Cristo, na minha carne, a favor do seu corpo, que é a igreja,
25 ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।
25 da qual me tornei ministro de acordo com a dispensação da parte de Deus, que me foi confiada em favor de vocês, para dar pleno cumprimento à palavra de Deus:
26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।
26 o mistério que esteve escondido durante séculos e gerações, mas que agora foi manifestado aos seus santos.
27 ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।
27 A estes Deus quis dar a conhecer a riqueza da glória deste mistério entre os gentios, que é Cristo em vocês, a esperança da glória.
28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
28 Este Cristo nós anunciamos, advertindo a todos e ensinando a cada um em toda a sabedoria, a fim de que apresentemos cada pessoa perfeita em Cristo.
29 ଖ୍ରୀଷ୍ଟ ମାେତେ ଦଇେଥିବା ମହାନ୍ ଶକ୍ତି ବଳ ରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମାେ ଜୀବନ ରେ କାମ କରୁଛି।
29 É para esse fim que eu me empenho, esforçando-me o mais possível, segundo o poder de Cristo que opera poderosamente em mim.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Colossenses 1, comparar traduções ou montar um estudo — tudo direto pelo WhatsApp.