Cânticos 3

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ରାତ୍ରି ରେ ବିଛଣା ରେ ମୁଁ ମାରେମନର ମଣିଷକୁ ଖାଜେିଲି ଯାହାକୁ ମୁଁ ପ୍ ରମେ କରେ। ମୁଁ ତାହାଙ୍କୁ ଖାଜେିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।
1 De noite, em minha cama, busquei aquele a quem ama a minha alma; busquei-o, e não o achei.
2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖାଜେିବି। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ।
2 Levantar-me-ei, pois, e rodearei a cidade;pelas ruas e pelas praças buscarei aquele a quem ama a minha alma;busquei-o, e não o achei.
3 ନଗର ଭ୍ରମଣକାରୀ ପ୍ରହରୀମାନେ ମାେତେ ଦେଖିଲେ। ମୁଁ ସମାନଙ୍କେୁ ପଚାରିଲି, ଯାହାଙ୍କୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି ?
3 Acharam-me os guardas, que rondavam pela cidade;eu lhes perguntei: Vistes aquele a quem ama a minha alma?
4 ସମାନଙ୍କେୁ ଛାଡି଼ବାର ଅଳ୍ପକ୍ଷଣ ପ ରେ ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାଙ୍କୁ ମାରେ ମାଆର ଗୃହର କଠାେରୀକୁ ନଇଗେଲି, ଯେଉଁଠା ରେ ମୁଁ ଗର୍ଭ ରେ ସଞ୍ଚାରିତ ହାଇେଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ୟିବାକୁ ଦଲେି ନାହିଁ।
4 Apartando-me eu um pouco deles, logo achei aquele a quem ama a minha alma; agarrei-me a ele, e não o larguei, até que o introduzi em casa de minha mãe, na câmara daquela que me gerou.
5 ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମ ରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହବୋ ୟାଏଁ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
5 Conjuro-vos, ó filhas de Jerusalém, pelas gazelas e cervas do campo, que não acordeis, nem desperteis o meu amor, até que queira.
6 ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।
6 Quem é esta que sobe do deserto, como colunas de fumaça, perfumada de mirra, de incenso, e de todos os pós dos mercadores?
7 ଦେଖ, ତାହା ଶଲୋମନଙ୍କର ଘାଡ଼ୋ ଗାଡ଼ି। ସଠାେ ରେ ଷାଠିଏ ଜଣ ଇଶ୍ରାୟେଲୀୟ ରଥକୁ ଘରେି ଅଛନ୍ତି।
7 Eis que é a liteira de Salomão; sessenta valentes estão ao redor dela, dos valentes de Israel;
8 ସେ ସମସ୍ତେ ଖଡ୍ଗଧାରି ଓ ୟୁଦ୍ଧ ରେ ନିପୁଣ। ରାତ୍ର କାଳ ରେ ଆଶଙ୍କା ହତେୁ। ପ୍ରେତ୍ୟକକର କଟି ଦେଶ ରେ ସ୍ବ ସ୍ବ ଖଡ୍ଗ ବନ୍ଧା ଥାଏ।
8 Todos armados de espadas, destros na guerra; cada um com a sua espada à cinta por causa dos temores noturnos.
9 ଶଲୋମନ ରାଜା ଆପଣା ପାଇଁ ଲିବା ନୋନ୍ର କାଠର ଏକ ପାଲିଙ୍କି ନିର୍ମାଣ କଲେ।
9 O rei Salomão fez para si uma carruagem de madeira do Líbano.
10 ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ ରମେ ନିମନ୍ତେ ୟିରୁଶାଲମର ଚତୁପାଶର୍‌ବର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ବାରା ସଜ୍ଜିତ ହାଇେଥିଲା।
10 Fez-lhe as colunas de prata, o estrado de ouro, o assento de púrpura, o interior revestido com amor, pelas filhas de Jerusalém.
11 ଆଗୋ ସିୟୋନର କନ୍ଯାଗଣ, ତୁମ୍ଭମାନେେ ବାହା ରେ ୟାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନ ରେ ଓ ତାହାଙ୍କ ମନର ଆନନ୍ଦ ଦିନ ରେ ତାହାଙ୍କ ମାତା ତାହାଙ୍କୁ ସହେି ମୁକୁଟ ପିନ୍ଧାଇ ଅଛନ୍ତି।
11 Saí, ó filhas de Sião, e contemplai ao rei Salomão com a coroa com que o coroou sua mãe no dia do seu desposório e no dia do júbilo do seu coração.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Cânticos 3, comparar traduções ou montar um estudo — tudo direto pelo WhatsApp.