Cânticos 6

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଆଗୋ ନାରୀଗଣ ମଧିଅରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିଯତମ କୁଆଡ଼େ ୟାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭମାନେେ ଯମେନ୍ତ ଖାଜେି ପାରିବା ଏଥିପାଇଁ ତୁମ୍ଭ ପ୍ରିଯତମ କେଉଁ ଆଡ଼କୁ ୟାଇଛନ୍ତି କୁହ।
1 - Para onde foi o teu amado, ó mais bela das mulheres? Para onde se retirou o teu amigo? Nós o buscaremos contigo.
2 ମାହେର ପ୍ରିଯତମ ଆପଣା ଉଦ୍ୟାନକୁ ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନ ରେ ତାଙ୍କର ପଲ ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ୟାଇଛନ୍ତି।
2 - O meu bem-amado desceu ao seu jardim, aos canteiros perfumados; para apascentar em meu jardim, e colher lírios.
3 ମୁଁ ଆପଣା ପ୍ରିଯତମଙ୍କର ଓ ମାେ ପ୍ରିଯତମ ମାହେର। ସେ ଶାେଶନ୍ ପୁଷ୍ପ ବନ ରେ ଆପଣା ପଲ ଚରାନ୍ତି।
3 Eu sou do meu amado e meu amado é meu. Ele apascenta entre os lírios.
4 ଆଗୋ ମାରେ ପ୍ରିୟେ, ତୁମ୍ଭେ ତିର୍ସାପରି ସୁନ୍ଦରୀ। ୟିରୁଶାଲମ ପରି ଶୋଭାବତୀ, ଧୂଜାଧାରି ସୈନ୍ଯପରି ଭୟଙ୍କରୀ।
4 - És formosa, amiga minha, como Tirsa, graciosa como Jerusalém, temível como um exército em ordem de batalha.
5 ତୁମ୍ଭେ ମାେ ଆଡ଼ୁ ଆପଣା ଆଖି ଫରୋଅ, କାରଣ ତଦ୍ବାରା ମୁଁ ପରାସ୍ତ ହାଇେଅଛି। ତୁମ୍ଭର କେଶ ଗିଲିଯଦର ଚଟାଣରୁ ତଳକୁ ଆସୁଥିବା ଏକ ଛଳେିପଲ ତୁଲ୍ଯ।
5 Desvia de mim os teus olhos, porque eles me fascinam. Teus cabelos são como um rebanho de cabras descendo impetuosamente pelas encostas de Galaad.
6 ତୁମ୍ଭର ଦାନ୍ତ ପଂକ୍ତି ସ୍ଥାନରୁ ଉଥିତା ମଷେୀପଲ ତୁଲ୍ଯ। ସମାନଙ୍କେ ପ୍ରେତ୍ୟକକର ୟାଆଁଳା ଛୁଆ ଅଛି, ଆଉ ସମାନଙ୍କେ ମଧ୍ଯରୁ କାହାରି ଛୁଆ ମରି ନାହିଁ।
6 Teus dentes são como um rebanho de ovelhas que sobem do banho, cada uma leva dois {cordeirinhos} gêmeos, e nenhuma delas é estéril.
7 ଓଢ଼ଣା ତଳେ ତୁମ୍ଭର ଦୁଇଟି କର୍ଣ୍ଣ ମୂଳ ଡ଼ାଳିମ୍ବ ତୁଲ୍ଯ ଦୁଇଟି ଫାଳ।
7 Tua face é como um pedaço de romã debaixo do teu véu.
8 ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ଯ ୟୁବତୀ ଅଛନ୍ତି।
8 Há sessenta rainhas, oitenta concubinas, e inumeráveis jovens mulheres;
9 ମାତ୍ର ମାେ କପୋତୀ, ମାରେ ନିପୁଣାଟି ଅଦ୍ବିତୀଯା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିଯ ୟିଏ ତାକୁ ଗର୍ଭଧାରଣ କଲେ। କନ୍ଯାମାନେ ତାହାକୁ ଦେଖି ଧନ୍ଯା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
9 uma, porém, é a minha pomba, uma só a minha perfeita; ela é a única de sua mãe, a predileta daquela que a deu à luz. Ao vê-la, as donzelas proclamam-na bem-aventurada, rainhas e concubinas a louvam.
10 ଏହି ଯେ ଅରୁଣ ତୁଲ୍ଯ ଉଦୀଯମନା, ଚନ୍ଦ୍ରମା ତୁଲ୍ଯ ସୁନ୍ଦରୀ, ସୂର୍ୟ୍ଯ ତୁଲ୍ଯ ବିଶୁଦ୍ଧତା, ଧୂଜା ବିଶିଷ୍ଟ ସୈନ୍ଯତୁଲ୍ଯ ଭୟଙ୍କର, ସେ କିଏ?
10 Quem é esta que surge como a aurora, bela como a lua, brilhante como o sol, temível como um exército em ordem de batalha?
11 ମୁଁ ଡ଼ିମ୍ବିରି ବୃକ୍ଷ କାଟିବାକୁ ସଦ୍ଯ ଚାରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହାଇେଅଛି କି ନାହିଁ ଓ ଡ଼ାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।
11 Eu desci ao jardim das nogueiras para ver a nova vegetação dos vales, e para ver se a vinha crescia e se as romãzeiras estavam em flor.
12 ମୁଁ ଅନୁଭବ କଲା ପୂର୍ବରୁ ମୁଁ ମାେ ନିଜକୁ ଏକ ରଥରେ ରାଜପୁତ୍ରଙ୍କର ପାଖ ରେ ପାଇଲି।
12 Eu não o sabia; minha alma colocou-me nos carros de Aminadab.
13 ହେ ଶୂଲମିଯରେ ନାରୀ, ଫରେିଆସ, ଫରେିଆସ ଆମ୍ଭମାନେେ ତୁମ୍ଭକୁ ଦେଖିବା ପାଇଁ ଚାହୁଁଛୁ। ଯେତବେେଳେ ସେ ମହନଯିମ ନୃତ୍ଯ କରୁଛି, କାହିଁକି ତୁମ୍ଭମାନେେ ଶୂଲମିଯାଯ ନାରୀକୁ କାହିଁକି ଅନାଇବ ?
13 - Volta, volta, ó Sulamita, volta, volta, para que nós te vejamos. - Por que olhais a Sulamita, quando ela entra na dança de Maanaim?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Cânticos 6, comparar traduções ou montar um estudo — tudo direto pelo WhatsApp.