Cânticos 7

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
1 Quão formosos são os teus pés nos sapatos, ó filha do príncipe! Os contornos de tuas coxas são como jóias, trabalhadas por mãos de artista.
2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବତ୍ତୁର୍ଳ ପାତ୍ର ତୁଲ୍ଯ। ତୁମ୍ଭର ଉଦର ଶାେଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ଯ।
2 O teu umbigo como uma taça redonda, a que não falta bebida; o teu ventre como montão de trigo, cercado de lírios.
3 ତୁମ୍ଭର ସ୍ତନ ୟୁଗଳ ହରିଣର ୟାଆଁଳା ଛୁଆପରି।
3 Os teus dois seios como dois filhos gêmeos de gazela.
4 ତୁମ୍ଭର ଗଳଦେଶ ଗଳଦନ୍ତମଯ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ୟୁଗଳ ବେଥି-ଗଦ୍ଦୀମ ନଗର ଦ୍ବାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ଯ।
4 O teu pescoço como a torre de marfim; os teus olhos como as piscinas de Hesbom, junto à porta de Bate-Rabim; o teu nariz como torre do Líbano, que olha para Damasco.
5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।
5 A tua cabeça sobre ti é como o monte Carmelo, e os cabelos da tua cabeça como a púrpura; o rei está preso nas galerias.
6 ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।
6 Quão formosa, e quão aprazível és, ó amor em delícias!
7 ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।
7 A tua estatura é semelhante à palmeira; e os teus seios são semelhantes aos cachos de uvas.
8 ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ଯ ହେଉ। ପୁଣି ତୁମ୍ଭ ନିଶ୍ବାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ଯ ହେଉ।
8 Dizia eu: Subirei à palmeira, pegarei em seus ramos; e então os teus seios serão como os cachos na vide, e o cheiro da tua respiração como o das maçãs.
9 ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ଯ, ସହେି ଦ୍ରାକ୍ଷାରସ ମାେ ପ୍ରିଯତମାଙ୍କ ଗଳ ଦେଶ ରେ ଧୀର ଭାବରେ ଗଳିୟାଏ ଏବଂ ମାରେ ଓଷ୍ଠ ଓ ଦାନ୍ତ ଦଇେ ଧୀ ରେ ଧୀ ରେ ବହିୟାଏ।
9 E a tua boca como o bom vinho para o meu amado, que se bebe suavemente, e faz com que falem os lábios dos que dormem.
10 ମୁଁ ଆପଣା ପ୍ରିଯତମଙ୍କର ଓ ତାଙ୍କର ବାସନା ମାେ ପ୍ରତି ଅଛି।
10 Eu sou do meu amado, e ele me tem afeição.
11 ଆସ, ମାରେ ପ୍ରିଯତମ, ଆମ୍ଭମାନେେ କ୍ଷେତ୍ରକୁ ୟିବା। ଆସ ହନୋ ଚାରାଗଛ ଗହଣ ରେ ରାତିଟି କଟଇଦେବୋ।
11 Vem, ó amado meu, saiamos ao campo, passemos as noites nas aldeias.
12 ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି।
12 Levantemo-nos de manhã para ir às vinhas, vejamos se florescem as vides, se já aparecem as tenras uvas, se já brotam as romãzeiras; ali te darei os meus amores.
13 ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
13 As mandrágoras exalam o seu perfume, e às nossas portas há todo o gênero de excelentes frutos, novos e velhos; ó amado meu, eu os guardei para ti.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Cânticos 7, comparar traduções ou montar um estudo — tudo direto pelo WhatsApp.