Cânticos 8
Oriya Bible (GL_ORIYA) vs ARIB
1 ଯଦି ତୁମ୍ଭେ ଏକ ପିଲା ହାଇେଥାନ୍ତ, ମାରେ େଛାଟ ଭାଇପରି ଯେ କି ମାେ ମା'ର କ୍ଷୀର ଖାଉଛି ଏବଂ ଯଦି ମୁଁ ତୁମ୍ଭକୁ ବାହା ରେ ଦେଖେ ଏବଂ ମୁଁ ତୁମ୍ଭକୁ ଚୁମ୍ବନ ଦିଏ କହେି ମାେତେ ଖରାପ ଭାବିବେ ନାହିଁ।
1 Ah! quem me dera que foras como meu irmão, que mamou os seios de minha mãe! quando eu te encontrasse lá fora, eu te beijaria; e não me desprezariam!
2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନଇୟୋନ୍ତି। ସେ ମାେତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମାହେର ଡ଼ାଳିମ୍ବ ରସ ପାନ କରାନ୍ତି।
2 Eu te levaria e te introduziria na casa de minha mãe, e tu me instruirias; eu te daria a beber vinho aromático, o mosto das minhas romãs.
3 ତାହାଙ୍କ ବାମ ହସ୍ତ ମାେ ମସ୍ତକ ତଳେ ରହିବ ଓ ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରିବ।
3 A sua mão esquerda estaria debaixo da minha cabeça, e a sua direita me abraçaria.
4 ହେ ୟିରୁଶାଲମର ଚତୁପାଶର୍ବର କ୍ଷେତ୍ରସବୁ, ମାେ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
4 Conjuro-vos, ó filhas de Jerusalém, que não acordeis nem desperteis o amor, até que ele o queira.
5 ଆପଣାର ପ୍ ରମେିକର ଉପ ରେ ଆଉଜି ପଡ଼ି ପ୍ରାନ୍ତରରୁ ୟିଏ ଆସୁଅଛି ସେ କିଏ ?
5 Quem é esta que sobe do deserto, e vem encostada ao seu amado? Debaixo da macieira te despertei; ali esteve tua mãe com dores; ali esteve com dores aquela que te deu à luz.
6 ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।
6 Põe-me como selo sobre o teu coração, como selo sobre o teu braço; porque o amor é forte como a morte; o ciúme é cruel como o Seol; a sua chama é chama de fogo, verdadeira labareda do Senhor.
7 ଅପାର ଜଳରାଶି ପ୍ ରମେକୁ ନିର୍ବାଣ କରି ନ ପା ରେ। କିଅବା ବନ୍ଯା ତାହା ବୁଡ଼ାଇ ନ ପା ରେ। ଯବେେ କହେି ଆପଣାର ସର୍ବସ୍ବ ବଦଳ ରେ ପ୍ ରମେ କିଣିବା ପାଇଁ ଚେଷ୍ଟା କରେ, ତବେେ ସେ ଲୋକ ସମସ୍ତଙ୍କ ଦ୍ବାରା ତୁଚ୍ଛୀକୃତ ହବେ।
7 As muitas águas não podem apagar o amor, nem os rios afogá-lo. Se alguém oferecesse todos os bens de sua casa pelo amor, seria de todo desprezado.
8 ଆମ୍ଭମାନଙ୍କର ଗୋଟିଏ ସାନ ଭଉଣୀ ଅଛି। ଏପର୍ୟ୍ଯନ୍ତ ତା'ର ସ୍ତନ ବୃଦ୍ଧି ହାଇେ ନାହିଁ। ଯଦି ଜଣେ ଲୋକ ଆ ସେ ଏବଂ ତାକୁ ବିବାହ କରିବାକୁ ପଚା ରେ, ତବେେ ଆମ୍ଭମାନେେ କ'ଣ କରିବା ?
8 Temos uma irmã pequena, que ainda não tem seios; que faremos por nossa irmã, no dia em que ela for pedida em casamento?
9 ଯବେେ ସେ ପ୍ରାଚୀର ସ୍ବରୂପା ହୁଏ। ତବେେ ଆମ୍ଭମାନେେ ତାକୁ ରୂପା ଗହଣା ରେ ଢ଼ାଙ୍କି ଦବେୁ। ଯଦି ସେ ଏକ ଦ୍ବାର ପରି ହୁଏ, ତବେେ ଆମ୍ଭମାନେେ ତାକୁ ଏରସ ପଟା ରେ ଆବରଣ କରିଦବେୁ।
9 Se ela for um muro, edificaremos sobre ela uma torrezinha de prata; e, se ela for uma porta, cercá-la-emos com tábuas de cedro.
10 ମୁଁ ପ୍ରାଚୀର ସ୍ବରୂପା ଓ ମାହେର ସ୍ତନ ତହିଁରେ ଦୁର୍ଗସ୍ବରୂପ। ସହେି ସମୟରେ ସେ ମାେତେ ଜଣକ ପରି ବିବଚେନା କଲା, ୟିଏ ତୃପ୍ତି ଆଣେ।
10 Eu era um muro, e os meus seios eram como as suas torres; então eu era aos seus olhos como aquela que acha paz.
11 ବାଲ-ହାମାନେ ରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତ ରେ ନ୍ଯସ୍ତ କଲେ। ପ୍ରେତ୍ୟକକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦବୋକୁ ପଡ଼ିଲା।
11 Teve Salomão uma vinha em Baal-Hamom; arrendou essa vinha a uns guardas; e cada um lhe devia trazer pelo seu fruto mil peças de prata.
12 ମାହେର ଦ୍ରାକ୍ଷାକ୍ଷେତ୍ର ମାରେ ନିଜର। ହେ ଶ ଲୋମନ, ସହେି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳ ରକ୍ଷକମାନେ ଦୁଇଶହ ରେ ୗପ୍ୟ ମୁଦ୍ରା ପାଇବେ।
12 A minha vinha que me pertence está diante de mim; tu, ó Salomão, terás as mil peças de prata, e os que guardam o fruto terão duzentas.
13 ହେ ଉପବନ ବାସିନୀ, ମିତ୍ରଗଣ ତୁମ୍ଭର କଥା ଶୁଣନ୍ତି। ତୁମ୍ଭ ସ୍ବର ମାେତେ ମଧ୍ଯ ଶୁଣିବାକୁ ଦିଅ।
13 Ó tu, que habitas nos jardins, os companheiros estão atentos para ouvir a tua voz; faze-me, pois, também ouvi-la:
14 ହେ ମାରେ ପ୍ରିଯତମ, ଚଞ୍ଚଳ ହୁଅ। ସୁଗନ୍ଧିମଯ ପର୍ବତ ଶ୍ ରଣେୀ ଉପ ରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ଯ ହୁଅ।
14 Vem depressa, amado meu, e faze-te semelhante ao gamo ou ao filho da gazela sobre os montes dos aromas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Cânticos 8, comparar traduções ou montar um estudo — tudo direto pelo WhatsApp.