Daniel 11

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ପୁଣି ମାଦୀଯ ଦାରିଯାବସର ଅଧିକାରର ପ୍ରଥମ ବର୍ଷ ରେ ଆମ୍ଭେ ତାହାକୁ ସୁସ୍ଥିର ଓ କରିବା ପାଇଁ ଠିଆ ହେଲୁ।
1 Mas eu, no primeiro ano de Dario, o medo, me levantei para o fortalecer e animar.
2 'ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ଯ କଥା ଜଣାଇବା। ପାରସ୍ଯର ଆଉ ତିନି ରାଜା ଜନ୍ମ ନବେେ। ତା'ପ ରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହବେ। ଆଉ ଆପଣା ଧନ ରେ ବଳବାନ ହବେ ଓ ଗ୍ରୀସ ରାଜ୍ଯ ବିରୁଦ୍ଧ ରେ ସମସ୍ତଙ୍କୁ ଉତ୍ତଜେିତ କରିବ।
2 — Agora, eu vou lhe dizer a verdade: eis que ainda três reis se levantarão na Pérsia, e o quarto será muito mais rico do que todos eles. Fortalecido por suas riquezas, instigará todos contra o reino da Grécia.
3 ତା'ପ ରେ ଏକ ମହା ପରାକ୍ରମୀ ରାଜା ଉତ୍ପନ୍ନ ହବେ, ସେ ମହା କତ୍ତୃର୍ତ୍ବ ରେ ରାଜତ୍ବ କରିବ ଓ ସ୍ବେଚ୍ଛାଗ୍ଭରୀ ହାଇେ କର୍ମ କରିବ।
3 Depois, se levantará um rei poderoso, que reinará com grande domínio e fará o que quiser.
4 ସହେି ରାଜା ୟିବାପ ରେ, ତାଙ୍କର ରାଜ୍ଯ ଗ୍ଭରିଭାଗ ରେ ବିଭକ୍ତ ହବେ। ତାଙ୍କର ପ୍ରଭୁତ୍ବ ତାଙ୍କ ପୁତ୍ର ନାତିଙ୍କ ମଧିଅରେ ଦିଆୟିବ ନାହିଁ। ଏହା ଅନ୍ୟମାନଙ୍କ ମଧିଅରେ ବଣ୍ଟନ ହବେ। ସହେି ରାଜ୍ଯଗୁଡିକ ପ୍ରଥମ ରାଜ୍ଯପରି ଶକ୍ତିଶାଳୀ ହବେ ନାହିଁ।
4 Mas, no auge do seu poder, o seu reino será quebrado e repartido para os quatro ventos do céu, mas não para a sua posteridade, nem com o mesmo poder com que ele reinou, porque o seu reino será arrancado e passará a outros fora de seus descendentes.
5 ଦକ୍ଷିଣର ରାଜା ଶକ୍ତିଶାଳୀ ହବେେ କିନ୍ତୁ ତାଙ୍କର ସନୋପତିମାନଙ୍କ ମଧ୍ଯରୁ ଜଣେ ରାଜାଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହବେ। ସେ ଦକ୍ଷିଣ ରାଜାଙ୍କ ଅପେକ୍ଷା ବୃହତ୍ ରାଜ୍ଯ ରେ ରାଜତ୍ବ କରିବ।
5 — O rei do Sul será forte, mas um dos seus príncipes será mais forte do que ele, e reinará, e será grande o seu domínio.
6 'ମାତ୍ର କିଛି ବର୍ଷ ପ ରେ ସମାନେେ ଏକତ୍ରୀତ ହବେେ। ଦକ୍ଷିଣ ରାଜ୍ଯର ରାଜକନ୍ଯା ଉତ୍ତରର ରାଜାକୁ ବିବାହ କରିବେ ମାତ୍ର ସହେି ରାଜକୁମାରୀ ନିଜ ଶକ୍ତି ଓ ଶାନ୍ତି ହରାଇବେ, ତା'ର ସ୍ବାମୀ ଦୁର୍ବଳ ହବେେ। ସେ ଓ ତାଙ୍କର ସ୍ବାମୀ, ସମାନଙ୍କେର ସନ୍ତାନ ଏବଂ ତାହାର ଦାସମାନଙ୍କୁ ହସ୍ତାନ୍ତର କରାୟିବ।
6 Mas, depois de alguns anos, eles se aliarão um com o outro. A filha do rei do Sul casará com o rei do Norte, para estabelecer a concórdia. Ela, porém, não conservará o seu poder, e ele não permanecerá, nem manterá o seu poder. Porque ela será entregue, juntamente com os que a trouxeram, o seu pai e aquele que a tomou por sua naqueles tempos.
7 ମାତ୍ର ତାହାର ପରିବାରରୁ କହେି ଜଣେ ବ୍ଯକ୍ତି ଉତ୍ତର ଦେଶସ୍ଥ ସୈନ୍ଯବାହିନୀକୁ ଆକ୍ରମଣ କରିବ। ଏବଂ ସହେି ୟୁଦ୍ଧ ରେ ସେ ଜଯୟୁକ୍ତ ହବେ।
7 Mas em lugar dele se levantará um renovo da linhagem dela, que avançará contra o exército do rei do Norte, entrará na sua fortaleza, lutará contra eles e prevalecerá.
8 ସେ ସମାନଙ୍କେର ପ୍ରତିମାଗୁଡିକୁ, ସମାନଙ୍କେର ଦବଗେଣଙ୍କୁ ଓ ସୁନା ରୂପାର ମନୋହର ପାତ୍ରଗୁଡିକୁ ମିଶରକୁ ନଇୟିବେ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀଯ ରାଜାଙ୍କ ପାଇଁ ଆଉ ବିବ୍ରତ ହବେ ନାହିଁ।
8 Também levará como despojo para o Egito os deuses deles, as suas imagens fundidas e os seus objetos preciosos de prata e de ouro. Por alguns anos, ele deixará o rei do Norte em paz.
9 ଉତ୍ତରର ରାଜା ଦକ୍ଷିଣର ରାଜ୍ଯକୁ ଆକ୍ରମଣ କରିବ। ମାତ୍ର ସେ ୟୁଦ୍ଧ ରେ ହାରି ଆପଣା ଦେଶକୁ ଫରେିୟିବ।
9 Depois, este avançará contra o reino do rei do Sul, mas voltará para a sua terra.
10 ଆଉ ତାହା ପୁତ୍ରଗଣ ୟୁଦ୍ଧ କରିବେ। ସମାନେେ ଏକ ବିରାଟ ସୈନ୍ଯବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣ ରେ ସମାନେେ ବନ୍ଯାଜଳ ତୁଲ୍ଯ ଉଚ୍ଛୁଳି ବହିଯିବେ। ଏବଂ ସମାନେେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ୟ୍ଯନ୍ତ ୟୁଦ୍ଧ କରିବେ।
10 — Os seus filhos farão guerra e reunirão um grande exército. Um deles virá apressadamente, arrasará tudo e passará adiante; e, voltando, levará a guerra até a fortaleza do rei do Sul.
11 ସେତବେେଳେ ଦକ୍ଷିଣ ଦେଶର ରାଜା କୋରଧାନ୍ବିତ ହାଇେ ଉତ୍ତର ଦେଶୀଯ ରାଜାଙ୍କ ସହିତ ୟୁଦ୍ଧ ରେ ଅଗ୍ରସର ହବେେ। ଯଦିଓ ଉତ୍ତର ଦେଶୀଯ ରାଜାଙ୍କର ବୃହତ୍ତ ସୈନ୍ଯବାହିନୀ ଥିବ, ତଥାପି ସେ ୟୁଦ୍ଧ ରେ ହାରିବ।
11 Então o rei do Sul ficará furioso e sairá para atacar o rei do Norte. Este reunirá um grande exército, que será entregue nas mãos do rei do Sul.
12 ଉତ୍ତରର ରାଜା ହାରିବା ପ ରେ ତାଙ୍କର ସୈନ୍ଯମାନଙ୍କୁ ବନ୍ଦୀକରି ନିଆୟିବ ଓ ଦକ୍ଷିଣ ଦେଶର ରାଜା ଗର୍ବିତ ହାଇେ ହଜାର ହଜାର ସୈନ୍ଯଙ୍କୁ ବଧ କରିବ। ତଥାପି ସେ ନିଯନ୍ତ୍ରଣ ରେ ରହିବ ନାହିଁ।
12 O grande exército será levado, e o coração do rei do Sul se exaltará; ele derrubará muitos milhares, porém não prevalecerá.
13 ଆଉ ଉତ୍ତର ଦେଶର ରାଜା ଫରେି ଏକ ବୃହତ୍ ସୈନ୍ଯ ବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପ ରେ ପୂର୍ବାପେକ୍ଷା ବିପୁଳ ସୈନ୍ଯ ସାମନ୍ତ ନଇେ ଦକ୍ଷିଣ ଦେଶ ଆକ୍ରମଣ କରିବ। ସହେି ସୈନ୍ଯମାନଙ୍କ ହସ୍ତ ରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହାଇେ ରହିବେ।
13 Porque o rei do Norte voltará, e reunirá um exército ainda maior do que o primeiro, e, depois de alguns anos, virá com um grande exército e abundantes provisões.
14 ସେ ସମୟରେ ଅନକେ ଲୋକ ଦକ୍ଷିଣ ଦେଶ ବିରୁଦ୍ଧ ରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧିଅରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀଯ ବିରୁଦ୍ଧ ରେ ଏହି ଦର୍ଶନ ପାଇଁ ୟୁଦ୍ଧ କରିବେ। ମାତ୍ର ସମାନେେ ପତିତ ହବେେ।
14 — Naqueles tempos, muitos se levantarão contra o rei do Sul. Também os violentos do seu povo, ó Daniel, se levantarão para cumprirem a visão, mas serão derrotados.
15 ଏହି ରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡବନ୍ଦୀ କରି ସୁଦୃଢ ନଗର ହସ୍ତଗତ କରିବ। ସେତବେେଳେ ଦକ୍ଷିଣ ଦେଶର ସୈନ୍ଯବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରିପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ଯମାନେ ମଧ୍ଯ ତାଙ୍କୁ ବାଧା ଦଇେ ପାରିବେ ନାହିଁ।
15 O rei do Norte virá, levantará rampas de ataque e tomará cidades fortificadas. As forças do Sul não poderão resistir. Nem mesmo os melhores soldados terão forças para resistir.
16 ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସା ରେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବ। ତା'ର ବିପକ୍ଷ ରେ କହେି ଠିଆ ହବେେ ନାହିଁ। ଆଉ ସେ ସହେି ପବିତ୍ର ଦେଶ ରେ ଠିଆ ହବେ ଓ ତାହା ହସ୍ତ ରେ ବିନାଶର ଶକ୍ତି ରହିବ।
16 O invasor fará o que bem quiser, e não haverá quem lhe possa resistir. Ocupará a terra gloriosa, e tudo estará em suas mãos.
17 ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧ ରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ଯାଗଣ ମଧ୍ଯରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦବେ। ତା'ର ଯୋଜନା ଫଳପ୍ରଦ ଦବେ ନାହିଁ କି ତାକୁ କହେି ସାହାୟ୍ଯ କରିବେ ନାହିଁ।
17 Resolverá vir com a força de todo o seu reino e entrará em acordo com o rei do Sul. Ele lhe dará uma filha em casamento, para destruir o reino do Sul, mas isto não vingará, nem será para a sua vantagem.
18 ଏହାପ ରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧ ରେ ୟାଇ ଅନକଙ୍କେୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧ ରେ ୟାଇ ତାକୁ ଅପମାନିତ କରିବ।
18 Depois, se voltará para as terras do mar e tomará muitas delas. Mas um príncipe porá fim à arrogância dele e fará com que pague por isso.
19 ଏହାପ ରେ ସେ ଆପଣା ଦେଶର ଦୁର୍ଗ ଆଡେ ଫରେିବ ମାତ୍ର ସଠାେ ରେ ତା'ର ପତନ ଘଟିବ ଓ ସେ ଶଷେ ହବେ।
19 Então voltará para as fortalezas da sua própria terra, mas tropeçará e cairá, para nunca mais ser achado.
20 ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀଯ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାଯକାରୀଙ୍କୁ ନିୟୁକ୍ତି କରିବ। ମାତ୍ର ଅଳ୍ପଦିନ ପ ରେ, ସେ ବିନଷ୍ଟ ହବେ, ମାତ୍ର କୋରଧ ରେ ନୁହେଁ କି ୟୁଦ୍ଧ ରେ ନୁହେଁ।
20 — Depois, se levantará em lugar dele um que fará passar um arrecadador de impostos pela glória do reino; mas, em poucos dias, será destruído, e isso sem ira nem batalha.
21 ଜଣେ ନିଷ୍ଠୁର ଓ ଘୃଣ୍ଯ ବ୍ଯକ୍ତି ତାଙ୍କ ପ ରେ ରାଜ୍ଯ ପ୍ରାପ୍ତ ହବେ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟବାକ୍ଯଦ୍ବାରା ରାଜ୍ଯ ପାଇବ।
21 Depois, se levantará em seu lugar um homem desprezível, ao qual não tinham dado a dignidade real; mas ele virá de surpresa e tomará o reino, com intrigas.
22 ସେ ବୃହତ ଓ ଶକ୍ତିଶାଳୀ ସୈନ୍ଯବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ବରଙ୍କ, ଲୋକମାନଙ୍କ ଦ୍ବାରା ମନୋନୀତ ଅଧିପତିକୁ ଧ୍ବଂସ କରିବ।
22 Exércitos serão arrasados diante dele; serão esmagados, inclusive o príncipe da aliança.
23 ବହୁଦେଶ ତାଙ୍କ ସହିତ ଚୁକ୍ତି ସ୍ଥିର କରିବେ, ମାତ୍ର ସେ ପ୍ରତାରଣା ପୂର୍ବକ କାର୍ୟ୍ଯ କରିବ। କାରଣ ସେ ଅଳ୍ପ ଲୋକଙ୍କ ଦ୍ବାରା ପରାକ୍ରମୀ ହବେ।
23 Apesar da aliança com ele, usará de engano; subirá e se tornará forte com pouca gente.
24 ଯେତବେେଳେ ଧନଶାଳୀ ଦେଶଗୁଡିକ ନିରାପଦ ଅନୁଭବ କରିବେ, ସେ ସମାନଙ୍କେୁ ଆକ୍ରମଣ କରିବ। ତାହା ପିତୃ ପିତାମହଗଣ ଯାହା କରିନଥିଲେ ସେ ତାହା କରିବ। ସେ ତାକୁ ବନ୍ଧୁମାନଙ୍କ ମଧିଅରେ ଲୁଣ୍ଠିତ ଦ୍ରବ୍ଯ ଅପହୃତ ବସ୍ତୁ ଓ ଧନ ବାଣ୍ଟି ଦବେ। ସେ ଅଳ୍ପ ସମୟ ପାଇଁ ସଫଳ ହବେ।
24 Virá também de surpresa aos lugares mais férteis da província e fará o que nunca fizeram os seus pais, nem os pais de seus pais: repartirá entre eles a presa, os despojos e os bens; e fará os seus planos contra as fortalezas, mas só por certo tempo.
25 ପୁଣି ସେ ମହା ସୈନ୍ଯଦଳ ସଙ୍ଗ ରେ ନଇେ ଦକ୍ଷିଣ ଦେଶ ବିରୁଦ୍ଧ ରେ ଆପଣା ବଳ ଓ ସାହାସ ଦଖାଇବେ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଘନେି ତାହା ସଙ୍ଗେ ୟୁଦ୍ଧ କରିବ। ମାତ୍ର ସେ ସ୍ଥିର ହାଇେ ରହିବ ନାହିଁ, କାରଣ ସମାନେେ ତାହା ବିରୁଦ୍ଧ ରେ ନାନା କୌଶଳ କଳ୍ପନା କରିବେ।
25 — Despertará a sua força e a sua coragem contra o rei do Sul, à frente de grande exército. O rei do Sul sairá à batalha com um grande e poderoso exército, mas não prevalecerá, porque farão planos contra ele.
26 ଯେଉଁମାନେ ତା'ର ସପକ୍ଷ ରେ ଥିବେ ସମାନେେ ତାକୁ ବିନାଶ କରିବେ। ତା'ର ସୌନ୍ଯବାହିନୀ ପରାସ୍ତ ହେଲାପ ରେ ବହୁସୈନ୍ଯ ନିହତ ହବେେ।
26 Os que comerem as finas iguarias dele o destruirão, o exército dele será arrasado, e muitos serão mortos.
27 ପୁଣି ଦୁଇ ରାଜା ପରସ୍ପରର ଅନିଷ୍ଟ କରିବାକୁ ଚେଷ୍ଟା କରିବେ। ସମାନେେ ଏକା ମଜେ ଉପ ରେ ବସି ପରସ୍ପର ମିଥ୍ଯା କଥା କହିବେ। ମାତ୍ର ସମାନେେ ସଫଳ ହବେେ ନାହିଁ। କାରଣ ପରମେଶ୍ବର ସମାନଙ୍କେର ସମାପ୍ତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ନିରୂପଣ କରିବେ।
27 Também estes dois reis se empenharão em fazer o mal e, sentados à mesma mesa, falarão mentiras. Porém isso não prosperará, porque o fim virá no tempo determinado.
28 ତା'ପ ରେ ଉତ୍ତରର ରାଜା ଅନକେ ସମ୍ପତ୍ତି ନଇେ ନିଜ ଦେଶକୁ ଫରେିୟିବ। ତା'ର ଚିତ୍ତ ପବିତ୍ର ଚୁକ୍ତିର ପ୍ରତିକୂଳ ରେ ୟିବ। ସେ ପରମେଶ୍ବରଙ୍କର ଲୋକମାନଙ୍କୁ ଆକ୍ରମଣ କରିବ ଏବଂ ନିଜ ଇଚ୍ଛା ରେ କର୍ମ କରିବ।
28 Então o rei do Norte voltará para a sua terra com grande riqueza, e o seu coração será contra a santa aliança; fará o que quiser e depois voltará para a sua terra.
29 'ନିରୂପିତ ସମୟରେ ସେ ପୁଣି ଦକ୍ଷିଣ ବିରୁଦ୍ଧ ରେ ୟିବ। ମାତ୍ର ପୂର୍ବପରି ସେ ଆଉ ସଫଳ ହବେନାହିଁ।
29 — No tempo determinado, voltará a atacar o Sul, mas desta vez não será como foi na primeira vez,
30 କାରଣ କିତ୍ତିମର ଜାହାଜ ସବୁ ତା'ର ବିରୁଦ୍ଧ ରେ ଆସିବ। ଏଥିପାଇଁ ସେ, ଦୁଃଖିତ ହାଇେ ଫରେିୟିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳ ରେ କୋର୍ଧ କରି ସ୍ବେଚ୍ଛାମତେ କାର୍ୟ୍ଯ କରିବ। ସେ ଫରେିୟାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ୟୋଗ ଦବେ।
30 porque virão contra ele navios de Quitim. Contrariado, ele voltará e se indignará contra a santa aliança, e fará o que quiser. E, tendo voltado, dará atenção aos que abandonaram a santa aliança.
31 ଉତ୍ତରର ରାଜା ୟିରୁଶାଲମକୁ ସୈନ୍ଯଗଣ ପଠାଇଲେ ଏବଂ ମନ୍ଦିର ତିଆରି କଲେ ଏବଂ ଦୂର୍ଗକୁ ଅଶୁଚି କଲେ। ସମାନେେ ନିତ୍ଯ ନବୈେଦ୍ଯ ବନ୍ଦ କରିବେ ଏବଂ ଅତି ମନ୍ଦ ଘୃଣା ପ୍ରତି ମୂର୍ତ୍ତି ସ୍ଥାପନ କରିବେ।
31 Forças enviadas por ele profanarão o santuário e a fortaleza, acabarão com o sacrifício diário, estabelecendo a abominação desoladora.
32 ' ସେ ଅବିଶ୍ବସ୍ତ ୟିହୁଦୀମାନଙ୍କୁ ଛଳନା କଥା କହି, ବିପଥଗାମୀ କରିବେ। ମାତ୍ର ଯେଉଁ ୟିହୁଦୀମାନେ ଆପଣା ପରମେଶ୍ବରଙ୍କୁ ଶକ୍ତିଶାଳୀ ବୋଲି ଜାଣନ୍ତି ସମାନେେ ମହତ୍କର୍ମ କରିବେ।
32 Com lisonjas, perverterá aqueles que violaram a aliança, mas o povo que conhece o seu Deus se tornará forte e ativo.
33 ଲୋକମାନଙ୍କ ମଧିଅରେ ଯେଉଁମାନେ ଜ୍ଞାନୀ, ସମାନେେ ଅନକଙ୍କେୁ ଉପଦେଶ ଦବେେ। ତଥାପି ବହୁଦିନ ପର୍ୟ୍ଯନ୍ତ ସମାନେେ ଖଡ୍ଗ ରେ, ଅଗ୍ନି ଶିଖା ରେ, ବନ୍ଦୀ ଅବସ୍ଥା ରେ ଓ ଲୁଟ ରେ ପତିତ ହବେେ।
33 Os sábios entre o povo ensinarão a muitos; todavia, cairão pela espada e pelo fogo, pelo cativeiro e pelo roubo, por algum tempo.
34 ଯେ ତବେଳେ ସମାନେେ ପତିତ ହବେେ, ସେତବେେଳେ ସମାନେେ ଅଳ୍ପ ସାହାୟ୍ଯ ପ୍ରାପ୍ତ ହବେେ। ମାତ୍ର ଅନକେେ ଗ୍ଭଟୁକାର ସମାନଙ୍କେ ସଙ୍ଗେ ଯୋଗ ହବେେ।
34 Ao caírem, receberão uma pequena ajuda; mas muitos se ajuntarão a eles com lisonjas.
35 କେତକେ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସମାନେେ ଭୁଲ କରିବେ। ମାତ୍ର ସହେି ଜ୍ଞାନୀମାନେ ସମାନଙ୍କେୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଲୀକୃତ କରିବା ପାଇଁ ଶଷେ ସମୟ ପତିତ ହବେେ। ସହେି ସମୟ ଆସିବ ଯେତବେେଳେ ପରମେଶ୍ବର ନିଷ୍ପତ୍ତି କରିବେ।'
35 Alguns dos sábios cairão para serem provados, purificados e limpos, até o tempo do fim, porque se dará ainda no tempo determinado.
36 ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।
36 — Este rei fará o que quiser, se levantará, e se engrandecerá sobre tudo o que se chama deus. Falará coisas incríveis contra o Deus dos deuses e será bem-sucedido, até que se cumpra a indignação; porque aquilo que está determinado será feito.
37 ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦବେତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ ମନେ କରିବ।
37 Não terá respeito aos deuses dos seus pais, nem ao deus que as mulheres preferem, nem a qualquer deus, porque se engrandecerá acima de tudo.
38 ସହେି ରାଜା କବଳେ ଶକ୍ତିର ଦବେତାକୁ ଆରାଧନା କରିବ। ସେ ଶକ୍ତି ଓ ସାମର୍ଥକୁ ଆରାଧନା କରିବ। ସେ ତାହାର ପୂର୍ବ ପୁରୁଷଗଣର ଦବେତାଙ୍କୁ ଆରାଧନା କରିବ ନାହିଁ। ସେ ଶକ୍ତିର ଦବେତାଙ୍କୁ ସୁନା, ରୂପା ଓ ମୂଲ୍ଯବାନ ପଥର ଦଇେ ଆରାଧନା କରିବ।
38 Mas, em lugar dos deuses, honrará o deus das fortalezas; a um deus que os seus pais não conheceram, honrará com ouro, com prata, com pedras preciosas e objetos de valor.
39 ସେ ବିଦେଶୀଯ ଦବେତା ଶକ୍ତିର ଦବେତାର ସାହାୟ୍ଯ ରେ, ମଜ୍ବୁତ୍ ଦୁର୍ଗର ପ୍ରତିକୂଳ ରେ କାର୍ୟ୍ଯ କରିବ। ଯେ କହେି ତାକୁ ସ୍ବୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନକଙ୍କେ ଉପ ରେ ସମାନଙ୍କେୁ କତ୍ତୃର୍ତ୍ବ ପଦ ଦବେ ଓ ଟଙ୍କା ପରିବର୍ତେ ଭୂମି ବିଭାଗ କରିବ।
39 Com o auxílio de um deus estranho, atacará as mais poderosas fortalezas, e aos que o reconhecerem, multiplicará a honra, e os fará reinar sobre muitos, e lhes repartirá a terra por um preço.
40 ଆଉ ଅନ୍ତିମ କାଳ ରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବି ରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ବାରୋହୀଗଣ ଓ ଅନକେ ଜାହାଜ ନଇେ ତାହା ବିରୁଦ୍ଧ ରେ ଘୂର୍ଣ୍ଣିବାଯୁତୁଲ୍ଯ ଆସିବ। ସେ ନାନା ଦେଶ ରେ ପ୍ରବେଶ କରି ବନ୍ଯା ପରି ବହିୟିବ।
40 — No tempo do fim, o rei do Sul lutará contra ele, e o rei do Norte arremeterá contra ele com carros de guerra, cavaleiros e com muitos navios, e entrará nas suas terras, e as inundará, e passará.
41 ଉତ୍ତର ଦେଶର ରାଜା ରମ୍ଯ ଦେଶ ରେ ପ୍ରବେଶ କରିବ ତହିଁରେ ଅନକେ ଦେଶ ପରାସ୍ତ ହବେେ। ମାତ୍ର ଇଦୋମ, ମାୟୋବ ଓ ଅମାନେ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।
41 Entrará também na terra gloriosa, e muitos sucumbirão, mas Edom, Moabe e as primícias dos filhos de Amom escaparão do seu poder.
42 ଆହୁରୀ ସେ ନାନା ଦେଶ ମଧିଅରେ ଆପଣା ହସ୍ତ ପ୍ରସାରିବ ଓ ମିଶର ମଧ୍ଯ ରକ୍ଷା ପାଇବ ନାହିଁ।
42 Estenderá a sua mão contra as terras, e nem mesmo a terra do Egito escapará.
43 ସେ ମିଶର ଦେଶ ରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ଯ ଦ୍ରବ୍ଯ ସବୁ ତାହାର ହସ୍ତଗତ ହବେ। ଆଉ ଲୁଦିଯ କୂଶୀଯମାନେ ତା'ର ଅନୁଚର ହବେେ।
43 Tomará posse dos tesouros de ouro e de prata e de todas as coisas preciosas do Egito; os líbios e os etíopes o seguirão.
44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍ବିଗ୍ନ କରିବ। ତହିଁରେ ସେ ଅନକଙ୍କେୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣରୂପେ ବିନାଶ କରିବା ପାଇଁ ମହା କୋପ ରେ ୟାତ୍ରା କରିବ।
44 Mas será perturbado por rumores vindos do Oriente e do Norte e sairá com grande furor, para destruir e exterminar muitos.
45 ଏବଂ ସେ ସାଗର ଓ ରମ୍ଯ ପବିତ୍ର ପର୍ବତର ମଧିଅରେ ଆପଣା ରାଜକୀଯ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହବେ ଓ କହେି ତାହାକୁ ସାହାୟ୍ଯ କରିବେ ନାହିଁ।'
45 Armará as suas tendas palacianas entre o mar e o glorioso monte santo. Mas chegará ao seu fim, e não haverá quem o socorra.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Daniel 11, comparar traduções ou montar um estudo — tudo direto pelo WhatsApp.