Daniel 9

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଏହିସବୁ ଘଟଣାମାନ ଘଟିଲା। ଦାରିଯାବସ୍ ମାଦୀଯ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ବରେସର ଥିଲେ। ସେ କଲଦୀଯର ରାଜା ପଦ ରେ ଉପଯୋଗୀ ହେଲେ।
1 Era o primeiro ano do reinado de Dario, o medo, filho de Assuero, que se tornou rei dos babilônios.
2 ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ମୁଁ ଦାନିୟେଲ, କେତକେ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ଯଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ୟରୁଶାଲମର ପୁନଃନିର୍ମାଣ ପ୍ରଳଯର ସତୁରି ବର୍ଷ ପ ରେ ଘଟିଲା।
2 Nesse primeiro ano, eu, Daniel, ao estudar a palavra do S enhor revelada ao profeta Jeremias, compreendi que Jerusalém devia permanecer desolada por setenta anos.
3 ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲପନେ କରି ପ୍ରାର୍ଥନା ଓ ବୀନତି ଦ୍ବାରା ପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦଲେି।
3 Então me voltei para o Senhor Deus e supliquei a ele com oração e jejum. Também vesti pano de saco e coloquei cinzas sobre a cabeça.
4 ପୁଣି ମୁଁ ମାରେପରମେଶ୍ବର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମାରେପାପ ସ୍ବୀକାର କରି କହିଲି, ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଓ ଭୟାନକ ପରମେଶ୍ବର। ଯେଉଁମାନେ ତୁମ୍ଭକୁ ପ୍ ରମେ କରନ୍ତିଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସମାନଙ୍କେ ପ୍ରତି ଦୟା ଓ ନିଯମ କରିଥାଅ।
4 Orei ao S enhor , meu Deus, e confessei: “Ó Senhor, és Deus grande e temível! Tu guardas tua aliança de amor leal para com os que te amam e obedecem a teus mandamentos.
5 ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।
5 Contudo, nós pecamos e fizemos o mal. Fomos rebeldes contra ti e desprezamos teus mandamentos e estatutos.
6 ତୁମ୍ଭର ଭବିଷ୍ଯଦ୍ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରିନାହୁଁ। ସମାନେେ ଆମ୍ଭର ରାଜାମାନଙ୍କୁ ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇଶ୍ରାୟେଲକୁ ତୁମ୍ଭର ନାମ ରେ କହିଥିଲେ।
6 Não demos ouvidos a teus servos, os profetas, que falaram em teu nome a nossos reis, príncipes, antepassados e a todo o povo da terra.
7 ହେ ସଦାପ୍ରଭୁ, ତୁମ୍ଭେ ପରମ ଧାର୍ମିକ ଓ ଧାର୍ମିକତା ତୁମ୍ଭର ଅଟେ। ମାତ୍ର ଆଜିକାର ନ୍ଯାଯ ରେ ଆମ୍ଭମାନେେ ଲଜ୍ଜାର ପାତ୍ର। ଆଉ ତୁମ୍ଭ ବିରୁଦ୍ଧ ରେ ସତ୍ଯ ଲଙ୍ଘନ ଯୋଗୁଁ ଯିହୁଦାର ଲୋକ ଓ ୟିରୁଶାଲମ ନିବାସୀ, ତୁମ୍ଭ ଦ୍ବାରା ବିତାଡିତ ସମସ୍ତ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇଶ୍ରାୟେଲ ଲୋକ ଲଜ୍ଜାର ପାତ୍ର।
7 “Senhor, tu és justo; mas, como vês, nosso rosto está coberto de vergonha. Todos estamos envergonhados, incluindo os habitantes de Judá e de Jerusalém e todo o Israel, espalhados em lugares próximos e distantes, para onde tu nos enviaste por causa de nossa deslealdade contigo.
8 ହେ ସଦାପ୍ରଭୁ, ଆମ୍ଭମାନେେ ଲଜ୍ଜିତ ହବୋ ଉଚିତ, ଆଉ ଆମ୍ଭର ସମସ୍ତ ଅଧିପତିଗଣ, ସମସ୍ତ ରାଜଗଣ ଓ ସମସ୍ତ ପୂର୍ବପୁରୁଷଗଣ ଲଜ୍ଜିତ ହବୋ ଉଚିତ। କାରଣ ଆମ୍ଭମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
8 Ó S enhor , nós, nossos reis, príncipes e antepassados estamos cobertos de vergonha porque pecamos contra ti.
9 ହେ ସଦାପ୍ରଭୁ, ତୁମ୍ଭେ ଦୟାଳୁ ଏବଂ କ୍ଷମାବାନ। କିନ୍ତୁ ପ୍ରକୃତ ରେ ଆମ୍ଭମାନେେ ତାହାଙ୍କ ବିରୁଦ୍ଧ ରେ ବିଦ୍ରୋହାଚରଣ କରିଅଛୁ।
9 Mas o Senhor, nosso Deus, é misericordioso e perdoador, embora tenhamos nos rebelado contra ele.
10 ଆମ୍ଭମାନେେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କୁ ଅବମାନନା କରିଅଛୁ। ଯାହାକି ଆପଣା ଦାସ, ଭବିଷ୍ଯଦ୍ବକ୍ତାଗଣ ମାଧ୍ଯମ ରେ ଯେଉଁ ବ୍ଯବସ୍ଥା ସକଳ ରଖିଲେ ତାହା ସବୁ ଆମ୍ଭମାନେେ ପାଳନ କରିନାହୁଁ।
10 Não obedecemos ao S enhor , nosso Deus, pois não seguimos as leis que ele nos deu por meio de seus servos, os profetas.
11 ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।
11 Todo o Israel desobedeceu às tuas leis, desviou-se e não quis ouvir tua voz. “Por isso, agora as maldições solenes e os juízos escritos na lei de Moisés, servo de Deus, foram derramados sobre nós por causa de nosso pecado.
12 ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସମାନଙ୍କେ ବିରୁଦ୍ଧ ରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ୟିରୁଶାଲମ ପରି ଦୁଃଖ ଭୋଗ କରିନାହିଁ।
12 Tu cumpriste tua palavra e fizeste conosco e com nossos governantes exatamente como havias advertido. Nunca houve calamidade tão terrível quanto a que aconteceu em Jerusalém.
13 ମାଶାଙ୍କେ ଲିଖିତ ବ୍ଯବସ୍ଥାନୁସା ରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭମାନେେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରିନାହୁଁ କି ପାପରୁ ବିରତ ହାଇନୋହୁଁଓ ତାଙ୍କର ସତ୍ଯତା ପ୍ରତି ଧ୍ଯାନ ଦଇନୋହୁଁ।
13 Todas as maldições escritas contra nós na lei de Moisés se cumpriram. E, no entanto, não quisemos buscar a misericórdia do S enhor , nosso Deus, não nos afastamos de nossos pecados nem reconhecemos sua verdade.
14 ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହାଇେ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭମାନେେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭମାନେେ ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦଇନୋହୁଁ।
14 Portanto, o S enhor trouxe sobre nós a calamidade que havia preparado. O S enhor , nosso Deus, foi justo em fazer todas essas coisas, pois não lhe obedecemos.
15 ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ବାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ଯ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛୁ। ହେ ପ୍ରଭୁ, ଆମ୍ଭମାନେେ ପାପ କରିଅଛୁ ଓ ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।
15 “Ó Senhor, nosso Deus, tu trouxeste honra duradoura para teu nome ao resgatar teu povo do Egito com grande demonstração de poder. Mas nós pecamos e estamos cheios de maldade.
16 ହେ ସଦାପ୍ରଭୁ, ବିନଯ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁୟାଯୀ ତୁମ୍ଭର ନଗର ୟିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କୋରଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କୋରଧ ନ୍ଯାଯୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭମାନେେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।
16 De acordo com toda a tua justiça, Senhor, desvia tua ira furiosa de Jerusalém, tua cidade e teu santo monte. Como resultado de nossos pecados e dos pecados de nossos antepassados, todas as nações vizinhas zombam de Jerusalém e de teu povo.
17 ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।
17 “Ó nosso Deus, ouve a oração de teu servo; ouve minha súplica. Por causa de ti mesmo, Senhor, volta a olhar com bondade para teu santuário desolado.
18 ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।
18 “Ó meu Deus, inclina-te e ouve-me; abre teus olhos e vê nossa desolação. Vê como nossa cidade, a cidade que leva teu nome, está em ruínas. Fazemos esta súplica não porque merecemos, mas por causa de tua misericórdia.
19 ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ କ୍ଷମା କର, ହେ ପରମେଶ୍ବର ଅବଧାନ ପୂର୍ବକ କର୍ମ କର। ବିଳମ୍ବ କରନାହିଁ, ହେ ମାରେ ପରମେଶ୍ବର ନିଜର ନାମ ସକାେଶ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମ ରେ ଖ୍ଯାତ ଅଟନ୍ତି।
19 “Ó Senhor, ouve; ó Senhor, perdoa; ó Senhor, atende-nos e age! Por causa de ti mesmo, não te demores, ó meu Deus, pois teu povo e tua cidade carregam teu nome”.
20 ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।
20 Continuei a orar e a confessar meu pecado e o pecado de meu povo, Israel, suplicando ao S enhor , meu Deus, por Jerusalém, seu santo monte.
21 ଯେତବେେଳେ ମୁଁ ପ୍ରାର୍ଥନା କରୁଥିଲି, ମାରେ ପ୍ରଥମ ଦର୍ଶନ ରେ ଗାବ୍ରିଯଲେ ଯାହାକୁ ମୁଁ ମାେ ନିକଟକୁ ଉଡିକି ଆସିବାର ଦେଖିଲି। ସେ ସନ୍ଧ୍ଯା ବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମାେତେ ସ୍ପର୍ଶ କଲେ।
21 Enquanto eu orava, Gabriel, que eu tinha visto na visão anterior, veio a mim depressa, na hora do sacrifício da tarde.
22 ଗାବ୍ରିଯଲେ ମାେତେ ଶିକ୍ଷା ଦଇେ କହିଲେ, ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।
22 Ele explicou: “Daniel, vim lhe dar percepção e entendimento.
23 ଯେତବେେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ବରଙ୍କର ଅତ୍ଯନ୍ତପ୍ରିଯପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ଯ ବୁଝ।
23 Assim que você começou a orar, foi dada uma ordem, e agora estou aqui para lhe dizer qual foi essa ordem, pois você é muito precioso para Deus. Ouça com atenção para entender o significado de sua visão.
24 ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।
24 “Um período de setenta semanas de sete foi decretado ao seu povo e à sua cidade santa para dar fim à rebelião, acabar com o pecado, fazer expiação por sua culpa, trazer justiça eterna, confirmar a visão profética e ungir o lugar santíssimo.
25 ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।
25 Agora ouça e entenda! Passarão sete semanas, mais 62 semanas desde que for dada a ordem para reconstruir Jerusalém até a chegada do governante, o Ungido. Apesar dos tempos difíceis, Jerusalém será reconstruída com ruas e fortes defesas.
26 ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
26 “Depois desse período de 62 semanas de sete, o Ungido será morto, e nada dele restará. Surgirá um governante cujos exércitos destruirão a cidade e o templo. O fim chegará com uma inundação, e a guerra e seus sofrimentos estão decretados desde esse tempo até o fim.
27 ତା' ପ ରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ୟ୍ଯନ୍ତ ଅନକେ ଲୋକଙ୍କ ସହିତ ଦୃଢ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ୟଜ୍ଞ ଓ ନବୈେଦ୍ଯ ନିବୃତ୍ତ କରାଇବ। ଆଉ ଘୃଣ୍ଯବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ବର ସହେି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।
27 O governante fará um tratado com muitos por um período de uma semana, mas depois de metade desse tempo ele acabará com os sacrifícios e com as ofertas. E, numa parte do templo, ele colocará uma terrível profanação, até que o destino declarado para esse profanador seja finalmente derramado sobre ele”.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Daniel 9, comparar traduções ou montar um estudo — tudo direto pelo WhatsApp.