Deuteronômio 12

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଏହି ନିଯମ ବିଧିସବୁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଏହି ନୂତନ ଦେଶ ରେ ମାନିବାକକ୍ସ୍ଟ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଅଧିକାର ନିମନ୍ତେ ଯେଉଁ ଦେଶ ଦଇେଛନ୍ତି, ସେ ଦେଶ ରେ ଜୀବିତ ଥିବା ପର୍ୟ୍ଯନ୍ତ ତାଙ୍କର ଏହି ବିଧିସକଳ ମାନିବ।
1 Estes são os estatutos e os juízos que tereis cuidado em cumprir na terra que vos deu o SENHOR Deus de vossos pais, para a possuir todos os dias que viverdes sobre a terra.
2 ତୁମ୍ଭମାନେେ ଯେଉଁ ଗୋଷ୍ଠୀଯମାନଙ୍କୁ ଅଧିକାର କରିବ, ସମାନଙ୍କେର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମକ୍ସ୍ଟହ ଉପରେ ଓ ପ୍ରେତ୍ୟକକ ସତଜେ ବୃକ୍ଷ ତଳେ, ଯେଉଁସବୁ ସ୍ଥାନ ରେ ନିଜ ନିଜ ଦବେତାମାନଙ୍କୁ ପୂଜା କଲେ, ସହେି ସକଳ ସ୍ଥାନ ନିଶ୍ଚଯ ବିନଷ୍ଟ କରିବ।
2 Totalmente destruireis todos os lugares, onde as nações que possuireis serviram os seus deuses, sobre as altas montanhas, e sobre os outeiros, e debaixo de toda a árvore frondosa;
3 ତୁମ୍ଭମାନେେ ସମାନଙ୍କେ ୟଜ୍ଞଦବେୀ ସକଳ ଭଗ୍ନ କରିବ ଓ ସମାନଙ୍କେର ସ୍ମରଣାର୍ଥକ ପ୍ରସ୍ଥର ସକଳ ଭାଙ୍ଗି ପକାଇବ ଓ ଆଶରୋର ମୀର୍ତ୍ତୀ ସବୁକକ୍ସ୍ଟ ଅଗ୍ନି ରେ ଦଗ୍ଧ କରିବ। ସମାନଙ୍କେର ଖୋଦିତ ଦବେ ପ୍ରତିମାଗଣଙ୍କକ୍ସ୍ଟ ହାଣି ପକାଇବ। ସେ ସ୍ଥାନରକ୍ସ୍ଟ ସମାନଙ୍କେ ନାମ ଲୋପ କରିବ।
3 E derrubareis os seus altares, e quebrareis as suas estátuas, e os seus bosques queimareis a fogo, e destruireis as imagens esculpidas dos seus deuses, e apagareis o seu nome daquele lugar.
4 ସହେି ଲୋକମାନେ ସମାନଙ୍କେର ଦବଗେଣଙ୍କକ୍ସ୍ଟ ସମାନେେ ପୂଜା କଲାପରି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ସହେି ଉପାସନା କରନାହିଁ।
4 Assim não fareis ao Senhor vosso Deus;
5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ସମସ୍ତ ଗୋଷ୍ଠୀ ମଧ୍ଯରକ୍ସ୍ଟ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠା ରେ ତାଙ୍କର ନାମ ଉପାସନା ହବୋ ଉଚିତ୍। ତୁମ୍ଭର ସଠାେକକ୍ସ୍ଟ ୟିବା ଉଚିତ୍ ଏବଂ ତାଙ୍କୁ ଖାଜେିବା ଉଚିତ୍।
5 Mas o lugar que o Senhor vosso Deus escolher de todas as vossas tribos, para ali pôr o seu nome, buscareis, para sua habitação, e ali vireis.
6 ତୁମ୍ଭମାନେେ ସହେି ସ୍ଥାନକକ୍ସ୍ଟ ନିଜ ନିଜ ହାମବେଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀଯ ଉପହାର ନିଜ ନିଜ ମାନତ ଦ୍ରବ୍ଯ, ସ୍ବେଛାଦତ ନବୈେଦ୍ଯ ଓ ନିଜ ନିଜ ପଶକ୍ସ୍ଟ ପଲର ପ୍ରଥମଜାତ ସମସ୍ତଙ୍କକ୍ସ୍ଟ ଆଣିବ।
6 E ali trareis os vossos holocaustos, e os vossos sacrifícios, e os vossos dízimos, e a oferta alçada da vossa mão, e os vossos votos, e as vossas ofertas voluntárias, e os primogênitos das vossas vacas e das vossas ovelhas.
7 ସହେି ସ୍ଥାନ ରେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ପରିବାର ସଦସ୍ଯଗଣ ସଦାପ୍ରଭୁଙ୍କ ଉପସ୍ଥିତ ରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାଲ୍ଗି ହାଇେଛି ସେଥି ରେ ଆନନ୍ଦିତ ହକ୍ସ୍ଟଅ, ଯେ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଶୀର୍ବାଦ କରିଛନ୍ତି।
7 E ali comereis perante o Senhor vosso Deus, e vos alegrareis em tudo em que puserdes a vossa mão, vós e as vossas casas, no que abençoar o Senhor vosso Deus.
8 ଏପରି ତୁମ୍ଭମାନେେ କରନାହିଁ, ଯାହାର ଦୃଷ୍ଟି ରେ ଯାହା ଭଲ, ସହେିପରି ଉପାସନା କର ନାହିଁ, ଯାହା ଆମ୍ଭେ ଏହି ସ୍ଥାନ ରେ କରୁଅଛକ୍ସ୍ଟ।
8 Não fareis conforme a tudo o que hoje fazemos aqui, cada qual tudo o que bem parece aos seus olhos.
9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦବେେ, ତହିଁରେ ତୁମ୍ଭମାନେେ ଏପର୍ୟ୍ଯନ୍ତ ଉପସ୍ଥିତ ହାଇନୋହିଁ।
9 Porque até agora não entrastes no descanso e na herança que vos dá o Senhor vosso Deus.
10 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସଠାେକକ୍ସ୍ଟ ତୁମ୍ଭମାନେେ ଯେତବେେଳେ ୟର୍ଦ୍ଦନ ପାର ହାଇେ ୟିବ ଓ ସଠାେରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତକ୍ସ୍ଟର୍ଦ୍ଦିଗସ୍ତ ସମସ୍ତ ଶତୃଗଣଠାରକ୍ସ୍ଟ ତୁମ୍ଭମାନଙ୍କୁ ବିଶ୍ରାମ ଦବେେ, ଏବଂ ତୁମ୍ଭମାନେେ ନିର୍ଭୟ ରେ ବାସ କରିବ।
10 Mas passareis o Jordão, e habitareis na terra que vos fará herdar o Senhor vosso Deus; e vos dará repouso de todos os vossos inimigos em redor, e morareis seguros.
11 ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସହେ ସ୍ଥାନକକ୍ସ୍ଟ ତୁମ୍ଭମାନେେ ମାରେ ଆଜ୍ଞା ଅନକ୍ସ୍ଟସା ରେ ନିଜ ନିଜ ହୋମ ନବୈେଦ୍ଯ ଓ ନିଜ ନିଜ ବଳିଦାନ, ନିଜ ଆଯର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀଯ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।
11 Então haverá um lugar que escolherá o Senhor vosso Deus para ali fazer habitar o seu nome; ali trareis tudo o que vos ordeno; os vossos holocaustos, e os vossos sacrifícios, e os vossos dízimos, e a oferta alçada da vossa mão, e toda a escolha dos vossos votos que fizerdes ao Senhor.
12 ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧିଅରେ ନ ଥିବା ହତେକ୍ସ୍ଟ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।
12 E vos alegrareis perante o Senhor vosso Deus, vós, e vossos filhos, e vossas filhas, e os vossos servos, e as vossas servas, e o levita que está dentro das vossas portas; pois convosco não tem parte nem herança.
13 ସାବଧାନ ହବେ, ଯେଉଁ ସ୍ଥାନସବୁ ଦେଖିବ ପ୍ରେତ୍ୟକକ ସ୍ଥାନ ରେ ହାମବେଳି ଉତ୍ସର୍ଗ କରିବ ନାହିଁ।
13 Guarda-te, que não ofereças os teus holocaustos em todo o lugar que vires;
14 ତୁମ୍ଭମାନଙ୍କର ଗୋଟିଏ ପରିବାର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଯେଉଁସ୍ଥାନ ମନୋନୀତ କରିଛନ୍ତି, କବଳେ ସହେି ସ୍ଥାନ ରେ ତୁମ୍ଭମାନେେ ତୁମ୍ଭମାନଙ୍କର ହାମବେଳି ଓ ସେ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦଇେଛନ୍ତି, ତାହାସବୁ ସହେିଠା ରେ ଉତ୍ସର୍ଗ କରିବା ଉଚିତ୍।
14 Mas no lugar que o Senhor escolher numa das tuas tribos ali oferecerás os teus holocaustos, e ali farás tudo o que te ordeno.
15 ତୁମ୍ଭମାନେେ ଯେଉଁଠା ରେ ବାସ କରିବ, ସଠାେରେ ତୁମ୍ଭମାନେେ କୃଷ୍ନସାର ଓ ମୃଗ ଜାତୀଯ ସକ୍ସ୍ଟସ୍ଥ ପ୍ରାଣୀ ବଧକରି ଆପଣା ଇଛା ମତେ ଖାଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କଠାରକ୍ସ୍ଟ ପ୍ରାଲ୍ଗ ଆଶୀର୍ବାଦ ଅନକ୍ସ୍ଟସା ରେ ଶକ୍ସ୍ଟଚି ଓ ଅଶକ୍ସ୍ଟଚି ଲୋକମାନେ ମଧ୍ଯ ଏହି ମାଂସ ଭକ୍ଷଣ କରିପାରିବେ।
15 Porém, conforme a todo o desejo da tua alma, matarás e comerás carne, dentro das tuas portas, segundo a bênção do Senhor teu Deus, que te dá em todas as tuas portas; o imundo e o limpo dela comerá, como do corço e do veado;
16 ତୁମ୍ଭମାନେେ ରକ୍ତ ଭୋଜନ କରିବ ନାହିଁ। ଜଳତକ୍ସ୍ଟଲ୍ଯ ତାହା ଭୂମିରେ ଢାଳି ଦବେ।
16 Tão-somente o sangue não comereis; sobre a terra o derramareis como água.
17 କେତକେ ଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ ଯେଉଁଠା ରେ ତୁମ୍ଭମାନେେ ବାସ କରିବ, ସଗେକ୍ସ୍ଟଡିକ ହେଲା, ଯଥା:ଆପଣା ଶସ୍ଯର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମଷୋଦିର ପ୍ରଥମଜାତ କିମ୍ବା ତକ୍ସ୍ଟମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ଯ କିଅବା ତକ୍ସ୍ଟମ୍ଭ ସ୍ବେଛାଦତ୍ତ ନବୈେଦ୍ଯ, କି ତକ୍ସ୍ଟମ୍ଭ ହସ୍ତର ଉତ୍ତୋଳନୀଯ ଉପହାର।
17 Dentro das tuas portas não poderás comer o dízimo do teu grão, nem do teu mosto, nem do teu azeite, nem os primogênitos das tuas vacas, nem das tuas ovelhas; nem nenhum dos teus votos, que houveres prometido, nem as tuas ofertas voluntárias, nem a oferta alçada da tua mão.
18 ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ ସହେି ସ୍ଥାନ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭମାନେେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ର ତୁମ୍ଭର କନ୍ଯା ତକ୍ସ୍ଟମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ବାର ମଧ୍ଯବର୍ତ୍ତୀ ଲବେୀୟ ଲୋକ ସହେି ନବୈେଦ୍ଯ ଭୋଜନ କରିବ। ଯେଉଁଗକ୍ସ୍ଟଡିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଆନନ୍ଦ କରିବ।
18 Mas os comerás perante o Senhor teu Deus, no lugar que escolher o Senhor teu Deus, tu, e teu filho, e a tua filha, e o teu servo, e a tua serva, e o levita que está dentro das tuas portas; e perante o Senhor teu Deus te alegrarás em tudo em que puseres a tua mão.
19 ସାବଧାନ ହବେ, ତୁମ୍ଭମାନେେ ଆପଣା ଭୂମିରେ ବାସ କରିବା ୟାଏ ଓ ବଞ୍ଚି ରହିଥିବା ୟାଏ ଲବେୀୟମାନଙ୍କୁ ତ୍ଯାଗ କରିବ ନାହିଁ।
19 Guarda-te, que não desampares ao levita todos os teus dias na terra.
20 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପ୍ରତିଜ୍ଞା କରିଛନ୍ତି ଯେ, ସେ ତୁମ୍ଭମାନଙ୍କର ଦେଶକକ୍ସ୍ଟ ବଢାଇବେ। ଯେତବେେଳେ ସଦାପ୍ରଭୁ ଏପରି କରିବେ, ତୁମ୍ଭମାନେେ ହକ୍ସ୍ଟଏତ ତାଙ୍କର ମନୋନୀତ ସ୍ଥାନର ବହକ୍ସ୍ଟ ଦୂର ରେ ବାସ କରୁଥିବ।
20 Quando o Senhor teu Deus dilatar os teus termos, como te disse, e disseres: Comerei carne; porquanto a tua alma tem desejo de comer carne; conforme a todo o desejo da tua alma, comerás carne.
21 ଏହା ଯଦି ଅଧିକ ଦୂର ହକ୍ସ୍ଟଏ, ଏବଂ ତୁମ୍ଭେ ଯଦି ମାଂସ ପାଇଁ ଭୋକିଲା ହକ୍ସ୍ଟଅ, ତବେେ ତୁମ୍ଭମାନେେ ସଦାପ୍ରଭୁଙ୍କର ଦତ୍ତ ଯେ କୌଣସି ପଶକ୍ସ୍ଟର ମାଂସ ଖାଇପାରିବ। ତୁମ୍ଭମାନେେ ସହେି ପଶକ୍ସ୍ଟକକ୍ସ୍ଟ ନିଅ, ତାକକ୍ସ୍ଟ ବଧକର ଓ ନିଜ ଫାଟକ ଭିତ ରେ ଭୋଜନ କର। ମୁ ଯେପରି ଆଜ୍ଞା କଲି, ତୁମ୍ଭମାନେେ ଏପରି କରିବା ଉଚିତ୍। ତୁମ୍ଭମାନେେ ଏହି ମାଂସ ଯେଉଁଠା ରେ ବାସ କଲେ ମଧ୍ଯ ସହେିଠା ରେ ଖାଇ ପାରିବ।
21 Se estiver longe de ti o lugar que o Senhor teu Deus escolher, para ali pôr o seu nome, então matarás das tuas vacas e das tuas ovelhas, que o Senhor te tiver dado, como te tenho ordenado; e comerás dentro das tuas portas, conforme a todo o desejo da tua alma.
22 ତୁମ୍ଭମାନେେ କୃଷ୍ନସାର ଓ ହରିଣ ଭୋଜନ କରିବାପରି ଏହି ମାଂସ ଭୋଜନ କରିପାରିବ। ସୂଚି ଓ ଅସୂଚି ଲୋକ ସମସ୍ତେ ଏହା ଭୋଜନ କରିପାରିବେ। କୃଷ୍ନସାର ଓ ମୃଗ ମାଂସ ଭୋଜନ ପରି ଶକ୍ସ୍ଟଚି ଲୋକ ଓ ଅଶକ୍ସ୍ଟଚି ଲୋକେ ସମସ୍ତେ ଏହାକକ୍ସ୍ଟ ଭୋଜନ କରିପାରିବେ।
22 Porém, como se come o corço e o veado, assim comerás; o imundo e o limpo também comerão deles.
23 କିନ୍ତୁ ସାବଧାନ, ସମାନଙ୍କେର ରକ୍ତ ଖାଇବ ନାହିଁ। କାରଣ ରକ୍ତହିଁ ପ୍ରାଣ। ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
23 Somente esforça-te para que não comas o sangue; pois o sangue é vida; pelo que não comerás a vida com a carne;
24 ଜଳ ଢାଳିବା ପରି ରକ୍ତକକ୍ସ୍ଟ ଭୂମିରେ ଢାଳି ଦବେ। ତାହାକକ୍ସ୍ଟ ଖାଇବ ନାହିଁ।
24 Não o comerás; na terra o derramarás como água.
25 ତୁମ୍ଭମାନେେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଉତ୍ତମ କର୍ମ କଲେ ତୁମ୍ଭମାନଙ୍କର ଓ ଆପଣା ବଂଶଧରମାନଙ୍କର ମଙ୍ଗଳ ହବେ।
25 Não o comerás; para que bem te suceda a ti, e a teus filhos, depois de ti, quando fizeres o que for reto aos olhos do Senhor.
26 ଯଦି ତୁମ୍ଭେ ସଦାପ୍ରଭୁଙ୍କୁ କିଛି ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛ, ତବେେ ତୁମ୍ଭମାନେେ ତାହା ସଦାପ୍ରଭୁଙ୍କର ମନୋନୀତ ସ୍ଥାନକକ୍ସ୍ଟ ନଇୟିବେ।
26 Porém, as coisas santas que tiveres, e os teus votos tomarás, e virás ao lugar que o Senhor escolher.
27 ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ୟଜ୍ଞବଦେୀ ଉପରେ ମାଂସ ଓ ରକ୍ତ ସମତେ ନିଜ ନିଜର ହାମବେଳି ଉତ୍ସର୍ଗ କରିବ। ତୁମ୍ଭମାନଙ୍କର ବଳିଦାନାଦିର ରକ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ୟଜ୍ଞବଦେୀ ଉପରେ ଢଳାୟିବ। ତବେେ ତୁମ୍ଭମାନେେ ସହେି ମାଂସ ଭୋଜନ କରିବ।
27 E oferecerás os teus holocaustos, a carne e o sangue sobre o altar do Senhor teu Deus; e o sangue dos teus sacrifícios se derramará sobre o altar do Senhor teu Deus; porém a carne comerás.
28 ସାବଧାନତା ସହକା ରେ ମୁ ଯେଉଁ ଆଜ୍ଞାମାନ ଦଲେି ତାହା ତୁମ୍ଭମାନେେ ପାଳନ କରିବ। ତହିଁରେ ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଦୃଷ୍ଟି ରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତକ୍ସ୍ଟମ୍ଭ ବଂଶଧରଗଣର ୟକ୍ସ୍ଟଗାନକ୍ସ୍ଟସା ରେ ମଙ୍ଗଳ ହବେ।
28 Guarda e ouve todas estas palavras que te ordeno, para que bem te suceda a ti e a teus filhos depois de ti para sempre, quando fizeres o que for bom e reto aos olhos do Senhor teu Deus.
29 ସଦାପ୍ରଭୁ ତୁମ୍ଭର ପରମେଶ୍ବର ସହେି ଦେଶସବୁକକ୍ସ୍ଟ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା'ପରେ ତୁମ୍ଭେ ସମାନଙ୍କେୁ ଅଧିକାର କରି ସମାନଙ୍କେ ଦେଶ ରେ ବାସ କରିବ।
29 Quando o Senhor teu Deus desarraigar de diante de ti as nações, aonde vais a possuí-las, e as possuíres e habitares na sua terra,
30 ସମାନଙ୍କେୁ ବିନାଶ କଲାପରେ, ତୁମ୍ଭମାନେେ ବହକ୍ସ୍ଟତ ସାବଧାନ ହବୋ ଉଚିତ୍। ଯେପରି ସମାନଙ୍କେର ଫାନ୍ଦ ରେ ପଡି ସମାନଙ୍କେ ଦବଗେଣଙ୍କର ପୂଜା ନକର। ସାବଧାନ ହକ୍ସ୍ଟଅ ଯେ, ତୁମ୍ଭେ ସମାନଙ୍କେର ଦବେତାମାନଙ୍କୁ ଅନକ୍ସ୍ଟସନ୍ଧାନ କର ନାହିଁ, ପଗ୍ଭର ନାହିଁ ଯେ, ' ସହେି ଗୋଷ୍ଠୀମାନେ କିପରି ସମାନଙ୍କେର ଦବେତାମାନଙ୍କୁ ପୂଜା କରୁଥିଲେ, ଆମ୍ଭମାନେେ ମଧ୍ଯ ସପରେି କରିବକ୍ସ୍ଟ?,
30 Guarda-te, que não te enlaces seguindo-as, depois que forem destruídas diante de ti; e que não perguntes acerca dos seus deuses, dizendo: Assim como serviram estas nações os seus deuses, do mesmo modo também farei eu.
31 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଏପରି କର ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁଙ୍କର ଉପାସନା ସପରେି କର ନାହିଁ। କାରଣ ସେ ଲୋକମାନେ ଏପରି କର୍ମମାନ କରୁଥିଲେ ଯାହାକକ୍ସ୍ଟ ସଦାପ୍ରଭୁ ଘୃଣା କରନ୍ତି। ସମାନେେ ଆପଣା ଦବେତାଗଣଙ୍କ ଉଦ୍ଦେଶ୍ଯ ରେ ଆପଣାର ସନ୍ତାନମାନଙ୍କୁ ଅଗ୍ନି ରେ ଦଗ୍ଧ କରନ୍ତି।
31 Assim não farás ao Senhor teu Deus; porque tudo o que é abominável ao Senhor, e que ele odeia, fizeram eles a seus deuses; pois até seus filhos e suas filhas queimaram no fogo aos seus deuses.
32 ମୁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭମାନେେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭମାନେେ ତାହାଠାରକ୍ସ୍ଟ କିଛି ଉଣା କରିବ ନାହିଁ କି ତହିଁରେ କିଛି ଅଧିକ ୟୋଗ କରିବ ନାହିଁ।
32 Tudo o que eu te ordeno, observarás para fazer; nada lhe acrescentarás nem diminuirás.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Deuteronômio 12, comparar traduções ou montar um estudo — tudo direto pelo WhatsApp.