Deuteronômio 14

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସନ୍ତାନ, ଯେତବେେଳେ ଜଣେ ମରି ଯାଉଛି ତୁମ୍ଭର ଦକ୍ସ୍ଟଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ଯସ୍ଥଳ କ୍ଷୌର ହବେ ନାହିଁ।
1 Moisés disse ao povo: — Vocês são filhos do
2 କାହିଁକି ଜାଣ, କାରଣ ତୁମ୍ଭମାନେେ ଅନ୍ୟ ଲୋକମାନଙ୍କଠାରକ୍ସ୍ଟ ଭିନ୍ନ। ତୁମ୍ଭମାନେେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।
2 Pois vocês são o povo escolhido pelo Senhor , nosso Deus; entre todos os povos da terra ele os escolheu para serem somente dele.
3 ସଦାପ୍ରଭୁଙ୍କର ଘୃଣ୍ଯଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ।
3 — Não comam nada que seja impuro .
4 ତୁମ୍ଭମାନେେ ଏହି ସକଳ ପଶକ୍ସ୍ଟଗଣ ଭୋଜନ କରିପାରିବ। ଯଥା: ଗାଇ, ମେଣ୍ତା ଓ ଛଳେି।
4 Vocês podem comer a carne dos seguintes animais: vacas, carneiros, cabritos,
5 ହରିଣ, କୃଷ୍ଣସାର, ମୃଗ, ବନଗୋରୁ, ବନଛାଗ, ଗବୟ, ବାହକ୍ସ୍ଟଟିଆ ହରିଣ ଓ ଚମରିଗାଈ।
5 veados, gazelas , corços , cabritos selvagens, antílopes, carneiros selvagens e gamos.
6 ପଶକ୍ସ୍ଟଗଣ ମଧ୍ଯରକ୍ସ୍ଟ ଯେତେ ପଶକ୍ସ୍ଟଙ୍କର ବିଭକ୍ତ ଖକ୍ସ୍ଟରା ଓ ଦ୍ବିଖଣ୍ତ ଖକ୍ସ୍ଟରା ବିଶିଷ୍ଟ ଓ ପାକକ୍ସ୍ଟଳ କରନ୍ତି, ସେସବୁ ତୁମ୍ଭମାନେେ ଭୋଜନ କରିବ।
6 Todos esses animais têm o casco dividido em dois, e ruminam, e podem ser comidos.
7 ତୁମ୍ଭମାନେେ ଓଟ, ଠକେକ୍ସ୍ଟଆ କିମ୍ବା ଶାଫନ୍ ମାନଙ୍କୁ ଖାଇବ ନାହିଁ। ସମାନେେ ପାକକ୍ସ୍ଟଳି କରନ୍ତି, କିନ୍ତୁ ସମାନଙ୍କେର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ। ତେଣୁ ସହେି ପଶକ୍ସ୍ଟଗକ୍ସ୍ଟଡିକ ଖାଦ୍ୟ ତୁମ୍ଭମାନଙ୍କ ପାଇଁ ଅପବିତ୍ର।
7 Mas nenhum animal deve ser comido, a não ser que tenha o casco dividido e que rumine. Portanto, não comam camelos, lebres ou coelhos selvagens, pois ruminam, mas não têm o casco dividido. Para vocês esses animais são impuros.
8 ତୁମ୍ଭମାନେେ ଘକ୍ସ୍ଟସକ୍ସ୍ଟରି ଖାଇବା ଇଚିତ୍ ନକ୍ସ୍ଟହଁ। କାରଣ ତାଙ୍କର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ କିନ୍ତୁ ସମାନେେ ପାକକ୍ସ୍ଟଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘକ୍ସ୍ଟସକ୍ସ୍ଟରି ଅପବିତ୍ର ଅଟେ। ଏପରିକି ମୃତ ଘକ୍ସ୍ଟସକ୍ସ୍ଟରି ଶବକକ୍ସ୍ଟ ଛକ୍ସ୍ଟଅଁ ନାହିଁ।
8 Não comam carne de porco. Para vocês os porcos são impuros porque têm o casco dividido, mas não ruminam. Não comam nenhum desses animais, nem toquem neles quando estiverem mortos.
9 ତୁମ୍ଭମାନେେ କାତିଥିବା ବା ଡଣୋ ଥିବା ମାଛ ଖାଇପାରିବ।
9 — Vocês podem comer qualquer peixe que tenha barbatanas e escamas,
10 କିନ୍ତୁ ଜଳ ରେ ବାସ କରୁଥିବା ଜୀବ ଯେଉଁମାନଙ୍କର ଡଣୋ ବା କାତି ନାହିଁ, ସଗେକ୍ସ୍ଟଡିକ ଖାଅ ନାହିଁ, କାରଣ ସଗେକ୍ସ୍ଟଡିକ ତୁମ୍ଭମାନଙ୍କ ପାଇଁ ଅଶକ୍ସ୍ଟଚି ଅଟେ।
10 mas não podem comer peixes que não tenham barbatanas nem escamas. Para vocês esses peixes são impuros.
11 ତୁମ୍ଭମାନେେ ଶକ୍ସ୍ଟଚି ଯେ କୌଣସି ପକ୍ଷୀ ଭୋଜନ କରିପାରିବ।
11 — Vocês podem comer qualquer ave pura ,
12 କିନ୍ତୁ ତୁମ୍ଭମାନେେ ଏହି ପକ୍ଷୀମାନଙ୍କୁ ଭୋଜନ କରିବନାହିଁ ଯଥା: ଉକ୍ରୋଶ ହାଡଭଙ୍ଗା ଓ ବହୀରି,
12 porém não comam as seguintes aves : águias, urubus, águias marinhas,
13 ଗୃଧ୍ରଚିଲ, ବାଜ,
13 açores, falcões,
14 ଆପଣା ଜାତି ଅନକ୍ସ୍ଟସା ରେ ସମସ୍ତ ଡାମରାକାଉ,
14 corvos,
15 ଓଟପକ୍ଷୀ, ତାମସ ପକ୍ଷୀ, ସମକ୍ସ୍ଟଦ୍ର ଚିଲ ଓ ଆପଣା ଜାତି ଅନକ୍ସ୍ଟସା ରେ ଛଞ୍ଚାଣ,
15 avestruzes, corujas, gaivotas, gaviões,
16 କୋଷପକ୍ଷୀ, ବଗ ଓ ଦୀର୍ଘ-ଗଳ ହଂସ,
16 mochos, íbis, gralhas,
17 ପାଣି ଭଳୋ, ଶାଗକ୍ସ୍ଟଣା ଓ ପାଣିକକ୍ସ୍ଟଆ,
17 pelicanos, abutres, corvos marinhos,
18 ଚରଳ, କଙ୍କ, ଟିଟ୍ଟିଭ, ଗ୍ଭମଚିକା।
18 cegonhas, garças e poupas; e também morcegos.
19 ଗମନକାରୀ ପକ୍ଷବାନ ଜନ୍ତକ୍ସ୍ଟ ସକଳ ତୁମ୍ଭମାନଙ୍କ ପାଇଁ ଅଶକ୍ସ୍ଟଚି। ସମାନଙ୍କେୁ ଖାଇବ ନାହିଁ।
19 — Todos os insetos que voam são impuros; vocês não podem comê-los.
20 ତୁମ୍ଭମାନେେ ସମସ୍ତ ଶକ୍ସ୍ଟଚି ପକ୍ଷୀକି ଭୋଜନ କରିପାରିବ।
20 Mas podem comer todos os insetos puros.
21 ଆପେ ଆପେ ମରିୟାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷଣ କରିବ ନାହିଁ। ତୁମ୍ଭମାନେେ ଏହାକକ୍ସ୍ଟ ବିଦେଶୀମାନଙ୍କୁ ଭୋଜନ ପାଇଁ ଦଇପୋର, କିଅବା ବିଦେଶୀକକ୍ସ୍ଟ ତାହା ବିକ୍ରଯ କରିପାର। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ।
21 — Não comam qualquer animal que tenha tido morte natural. Vocês podem dar o animal aos estrangeiros que moram nas cidades de vocês ou podem vendê-lo a outros estrangeiros. Mas vocês não o podem comer, pois são o povo escolhido pelo Senhor , nosso Deus. — Não cozinhem um cabrito ou um carneirinho no leite da sua própria mãe .
22 ପ୍ରେତ୍ୟକକ ବର୍ଷ ଆପଣା କ୍ଷେତ୍ରରକ୍ସ୍ଟ ଉତ୍ପନ୍ନ ଶସ୍ଯର ଦଶମାଂଶ ସାଇତି ରଖିବ।
22 — Todos os anos juntem uma décima parte de todas as colheitas
23 ଏହିସବୁ ପରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମର ଉପାସନା ନିମନ୍ତେ ଯେଉଁସ୍ଥାନ ମନୋନୀତ କରିଛନ୍ତି ସହେି ସ୍ଥାନକକ୍ସ୍ଟ ୟାଅ। ସହେି ସ୍ଥାନ ରେ ତକ୍ସ୍ଟମ୍ଭ ଶସ୍ଯର ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଦବୋ ଉଚିତ୍ ଓ ତକ୍ସ୍ଟମ୍ଭ ପଶକ୍ସ୍ଟର ପ୍ରଥମ ଜାତ ତୁମ୍ଭମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଭୋଜନ କରିବା ଉଚିତ୍। ଏହିପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ।
23 e levem até o lugar que o Senhor , nosso Deus, tiver escolhido para nele ser adorado. Ali, na presença do Senhor , nosso Deus, comam aquela décima parte dos cereais, do vinho e do azeite e também a primeira cria das vacas e das ovelhas. Façam isso para aprender a temer a Deus para sempre.
24 ଯଦି ତୁମ୍ଭେ ସହେି ସ୍ଥାନରକ୍ସ୍ଟ ଦୂର ରେ ବାସ କର ଏବଂ ସମସ୍ତ ଦ୍ରବ୍ଯ ସହିତ ସଠାେକକ୍ସ୍ଟ ୟିବାକକ୍ସ୍ଟ ସହଜ ନହକ୍ସ୍ଟଏ ଯେଉଁଠା ରେ ସେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି କାରଣ ଏହା ସହେି ସ୍ଥାନଠାରକ୍ସ୍ଟ ବହକ୍ସ୍ଟତ ଦୂର ଯେଉଁଠା ରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାଙ୍କର ନାମ ସ୍ଥାପନ କରିବା ପାଇଁ ପସନ୍ଦ କରନ୍ତି।
24 Mas, se o lugar de adoração ficar muito longe, e for impossível levar até lá a décima parte das colheitas com que Deus os abençoou,
25 ତବେେ ତୁମ୍ଭମାନେେ ସହେି ଶସ୍ଯସବୁକକ୍ସ୍ଟ ଟଙ୍କା ଆକାର ରେ ସହେି ଟଙ୍କା ବାନ୍ଧି ଆପଣା ହାତ ରେ ନଇେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ମନୋନୀତ ସ୍ଥାନକକ୍ସ୍ଟ ୟିବ।
25 então façam isto: vendam aquela parte das colheitas, levem o dinheiro até o lugar de adoração que o Senhor tiver escolhido
26 ତୁମ୍ଭେ ଯାହା ଇଛା କର, ଗୋରୁ, ଛଳେି, ଦ୍ରାକ୍ଷାରସ, କି ଅବା ଯାହାକିଛି ତକ୍ସ୍ଟମ୍ଭ ପ୍ରାଣ ତକ୍ସ୍ଟମ୍ଭଠାରକ୍ସ୍ଟ ଚା ହେଁ ତହିଁ ପାଇଁ ତୁମ୍ଭେ ସହେି ଟଙ୍କା ଦବେ। ତୁମ୍ଭମାନେେ ସଠାେରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଭୋଜନ କରି ତୁମ୍ଭେ ଓ ତକ୍ସ୍ଟମ୍ଭ ପରିବାର ଆନନ୍ଦ କରିବ।
26 e ali comprem tudo o que quiserem comer: carne de vaca ou de carneiro, vinho, cerveja ou qualquer outra coisa que desejarem. E ali, na presença do Senhor , nosso Deus, vocês e as suas famílias comam essas coisas e se divirtam à vontade.
27 କିନ୍ତୁ ଏକଥା ଭୂଲିୟାଅ ନାହିଁ ଯେ ଆପଣା ନଗର ଦ୍ବାରବର୍ତ୍ତୀ ଲବେୀୟ ଲୋକକୁ ତ୍ଯାଗ କରିବ ନାହିଁ, କାରଣ ସେ ତକ୍ସ୍ଟମ୍ଭ ସଙ୍ଗ ରେ କୌଣସି ଅଧିକାର ପାଇନାହିଁ। ତେଣୁ ତୁମ୍ଭେ ଖାଦ୍ୟ ରେ ତାଙ୍କୁ ଭାଗ ଦବେ।
27 — Porém não esqueçam os levitas que moram nas cidades de vocês. Eles não receberão terras em Canaã, como as outras tribos .
28 ପ୍ରତି ତୃତୀୟ ବର୍ଷର ଶଷେ ରେ ତୁମ୍ଭେ ସହେି ବର୍ଷ ରେ ଉତ୍ପନ୍ନ ଆପଣା ଶସ୍ଯାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର ଦ୍ବାର ଭିତ ରେ ସଞ୍ଚଯ କରି ରଖିବ।
28 De três em três anos juntem a décima parte das colheitas daquele ano e guardem nas cidades onde vocês moram.
29 ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।
29 Essa comida é para os levitas, pois eles não têm terras próprias; é também para os estrangeiros, os órfãos e as viúvas que moram nas cidades de vocês. Assim todos eles terão toda a comida que precisarem. Façam isso para que o Senhor , nosso Deus, abençoe todo o trabalho de vocês.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Deuteronômio 14, comparar traduções ou montar um estudo — tudo direto pelo WhatsApp.