Deuteronômio 30
Oriya Bible (GL_ORIYA) vs VC
1 ମୁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହାସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯପାଇଁ ଆଶୀର୍ବାଦ ଓ ମନ୍ଦ କାର୍ୟ୍ଯ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଅନ୍ୟ ଜାତୀଯମାନଙ୍କ ମଧିଅରେ ପଠାଇବେ। ସଠାେରେ ତୁମ୍ଭମାନେେ ସ୍ମରଣ କରିବ।
1 Quando, pois, tiverem acontecido todas essas coisas e postas diante de ti a bênção ou a maldição, se tu as tomares a peito no meio de todas as nações entre as quais o Senhor, teu Deus, te tiver espalhado,
2 ସହେି ସମୟରେ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେି ଆସିବେ। ଏବଂ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣ ସଦାପ୍ରଭୁଙ୍କର ବାକ୍ଯ ସମସ୍ତ ମନପ୍ରାଣ ଦଇେ ମାନିବ, ଯାହା ମୁ ଆଜି ତୁମ୍ଭକୁ ଆଜ୍ଞା ଦଇେଛି।
2 e voltares então para o Senhor, e obedeceres à sua voz de todo o teu coração e de toda a tua alma, tu e os teus filhos, conformando-vos a tudo o que hoje vos ordeno,
3 ତବେେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ପ୍ରତି ଦୟାବାନ ହବେେ। ସଦାପ୍ରଭୁ ପକ୍ସ୍ଟନ୍ନରାଯ ମକ୍ସ୍ଟକ୍ତ କରିବେ। ସେ ତୁମ୍ଭମାନଙ୍କୁ ସଠାେରକ୍ସ୍ଟ ଫରୋଇ ଆଣିବେ,
3 então o Senhor, teu Deus, reconduzirá teus cativos e terá piedade de ti, e te ajuntará de novo do meio das nações entre as quais te houver espalhado.
4 ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହକ୍ସ୍ଟତ ଦୂରକକ୍ସ୍ଟ ପଠାଇଥିଲେ। ମଧ୍ଯ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫରୋଇ ଆଣିବେ।
4 Ainda que os teus exilados se encontrassem na extremidade dos céus, dali te tiraria o Senhor, teu Deus, e ali mesmo iria ele buscar-te.
5 ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକକ୍ସ୍ଟ ଫରୋଇ ଆଣି ସହେି ଦେଶସବୁ ତୁମ୍ଭମାନଙ୍କୁ ଦବେେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହବେେ ଯେ, କବେବେି ଏତେ ନଥିଲା।
5 O Senhor, teu Deus, te reconduzirá à terra que possuíam os teus pais e te dará a sua possessão. E far-te-á prosperar e multiplicar mais que os teus pais.
6 ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।
6 O Senhor, teu Deus, circuncidar-te-á o coração e o de tua descendência, para que ames o Senhor de todo o teu coração e de toda a tua alma, a fim de que possas viver.
7 ତବେେ ଏହି ସମସ୍ତ ଶାପ ତୁମ୍ଭମାନଙ୍କ ଶତୃମାନଙ୍କୁ ଏପରି ଘଟିବ। କାରଣ ସମାନେେ ତୁମ୍ଭମାନଙ୍କୁ କ୍ଲେଶ ଦିଅନ୍ତି ଓ ଘୃଣା କରନ୍ତି।
7 O Senhor, teu Deus, fará cair todas essas maldições sobre os teus inimigos e sobre aqueles que te perseguem com ódio.
8 ଏବଂ ତୁମ୍ଭମାନେେ ପକ୍ସ୍ଟନ୍ନରାଯ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭମାନେେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁ ଆଜି ତୁମ୍ଭମାନଙ୍କୁ କହକ୍ସ୍ଟଅଛି।
8 Tu, porém, voltarás a ouvir a voz do Senhor, e porás em prática todas as ordens que hoje te prescrevo.
9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ସମସ୍ତ କାର୍ୟ୍ଯ ରେ କୃତକାର୍ୟ୍ଯ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହକ୍ସ୍ଟ ସନ୍ତାନ ଦଇେ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସମାନଙ୍କେ ବହୁସଂଖ୍ୟକ ବାଛକ୍ସ୍ଟରି ହବେ। ସେ ତୁମ୍ଭର କ୍ଷେତ୍ରକକ୍ସ୍ଟ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ଯ ପ୍ରଦାନ କରିବ। ସଦାପ୍ରଭୁ ପକ୍ସ୍ଟଣିଥରେ ତକ୍ସ୍ଟମ୍ଭଠା ରେ ଆନନ୍ଦିତ ହବେେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠା ରେ ଆନନ୍ଦିତ ଥିଲେ।
9 O Senhor, teu Deus, encher-te-á de bens em todas as obras de tuas mãos, no fruto de tuas entranhas, no fruto de teus animais e nos produtos de teu solo, porque o Senhor se comprazerá de novo em fazer-te feliz, como se comprazia no tempo de teus pais,
10 କକ୍ସ୍ଟନ୍ତକ୍ସ୍ଟ ତୁମ୍ଭମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ପୁସ୍ତକର ସମସ୍ତ ନିଯମ ବିଧି ମାନି ଚଳିବାକକ୍ସ୍ଟ ପଡିବ। ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନିକଟକକ୍ସ୍ଟ ଯବେେ ଫରେିଆସ।
10 contanto que obedeças à voz do Senhor, teu Deus, observando seus mandamentos e seus preceitos escritos neste livro da lei, e que voltes para o Senhor, teu Deus, de todo o teu coração e de toda a tua alma.
11 ଆଜି ମୁ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦଲେି ତାହା ତୁମ୍ଭମାନଙ୍କ ପାଇଁ ଅତି କଠାେର ନକ୍ସ୍ଟ ହେଁ, କିଅବା ଦୂରବର୍ତ୍ତୀ ନକ୍ସ୍ଟ ହେଁ।
11 O mandamento que hoje te dou não está acima de tuas forças, nem fora de teu alcance.
12 ଏହା ସ୍ବର୍ଗ ରେ ନାହିଁ, ସେଥିପାଇଁ ତୁମ୍ଭମାନେେ କହିବ ଯେ, 'ଆମ୍ଭମାନଙ୍କ ପାଇଁ କିଏ ସ୍ବର୍ଗକକ୍ସ୍ଟ ୟିବ ତାହା ଆଣିବା ପାଇଁ ଯେଉଁଥି ରେ ଆମ୍ଭେ ପାଳନ ପାରିବକ୍ସ୍ଟ।'
12 Ele não está nos céus, para que digas: quem subirá ao céu para no-lo buscar e no-lo fazer ouvir para que o observemos?
13 ଏହି ନିର୍ଦ୍ଦେଶ ସମକ୍ସ୍ଟଦ୍ରର ଆର ପାର ରେ ନାହିଁ ଯେ, ତେଣୁ ତୁମ୍ଭେ କହିବ, 'କିଏ ସମକ୍ସ୍ଟଦ୍ର ପାର ହାଇେ ଆମ୍ଭମାନଙ୍କ ପାଇଁ ତାହା ଆଣି ଶକ୍ସ୍ଟଣାଇବେ ଓ ଆମ୍ଭେ ଶକ୍ସ୍ଟଣିବକ୍ସ୍ଟ।'
13 Não está tampouco do outro lado do mar, para que digas: quem atravessará o mar para no-lo buscar e no-lo fazer ouvir para que o observemos?
14 ନାଁ, ଏହି ବାଣୀ ତୁମ୍ଭମାନଙ୍କର ଖକ୍ସ୍ଟବ୍ ନିକଟରେ ଅଛି। ଏହା ତୁମ୍ଭମାନଙ୍କର ପାଟି ରେ ଅଛି। ତୁମ୍ଭମାନଙ୍କର ହୃଦଯ ରେ ଅଛି। ତେଣୁ ତୁମ୍ଭମାନେେ ଏହା କରିପାରିବ।
14 Mas essa palavra está perto de ti, na tua boca e no teu coração: e tu a podes cumprir.
15 ଆଜି ଆମ୍ଭେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ମୃତକ୍ସ୍ଟ୍ଯ ଓ ମରଣ ଏବଂ ଭଲ ଓ ମନ୍ଦ ମଧ୍ଯରକ୍ସ୍ଟ ଗୋଟିକକ୍ସ୍ଟ ବାଛିବାକକ୍ସ୍ଟ ଦଇେଅଛୁ।
15 Olha que hoje ponho diante de ti a vida com o bem, e a morte com o mal.
16 ମୁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ତାଙ୍କୁ ଅନକ୍ସ୍ଟସରଣ କରି ତାଙ୍କର ବାକ୍ଯମାନ, ନିଯମ ବିଧି ପାଳନ କର। ତବେେ ତୁମ୍ଭମାନେେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢିବ। ପକ୍ସ୍ଟଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଥିବା ଦେଶ ରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକକ୍ସ୍ଟ ତୁମ୍ଭମାନେେ ଅଧିକାର କରିବା ପାଇଁ ଯାଉଛ।
16 Mando-te hoje que ames o Senhor, teu Deus, que andes em seus caminhos, observes seus mandamentos, suas leis e seus preceitos, para que vivas e te multipliques, e que o Senhor, teu Deus, te abençoe na terra em que vais entrar para possuí-la.
17 ଯଦି ତୁମ୍ଭମାନଙ୍କର ହୃଦଯ ତାଙ୍କଠାରକ୍ସ୍ଟ ବିମକ୍ସ୍ଟଖ ହକ୍ସ୍ଟଏ ଓ ତାଙ୍କ କଥା ଶକ୍ସ୍ଟଣିବ ନାହିଁ, ମାତ୍ର ବିପଥଗାମୀ ହାଇେ ଅନ୍ୟ ଦବେତାଗଣର ସବୋ ଏ ପୂଜା କର।
17 Se, porém, o teu coração se afastar, se não obedeceres e se te deixares seduzir para te prostrares diante de outros deuses e adorá-los,
18 ତବେେ ତୁମ୍ଭମାନେେ ଧ୍ବଂସ ହବେ। ମୁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମକ୍ସ୍ଟଖ ହବେ। ୟର୍ଦ୍ଦନର ସପୋରିସ୍ଥ ଭୂମିରେ ଯେଉଁଠାକକ୍ସ୍ଟ ତୁମ୍ଭମାନେେ ୟିବା ପାଇଁ ପ୍ରସ୍ତକ୍ସ୍ଟତ ସଠାେରେ ତୁମ୍ଭମାନେେ ବେଶିଦିନ ବଞ୍ଚିପାରିବ ନାହିଁ।
18 eu te declaro neste dia: perecereis seguramente e não prolongareis os vossos dias na terra em que ides entrar para possuí-la, ao passar o Jordão.
19 ଆଜି ମୁ ସ୍ବର୍ଗ ଓ ପୃଥିବୀକକ୍ସ୍ଟ ଡାକକ୍ସ୍ଟଛି, ସାକ୍ଷୀରୂପେ ଜୀବନ ଓ ମୃତକ୍ସ୍ଟ୍ଯ, ଆଶିର୍ବାଦ ଓ ଅଭିଶାପ, ଏହା ଭିତରକ୍ସ୍ଟ ମୁ ତୁମ୍ଭକୁ ପସନ୍ଦ କରିବାକୁ ଦଇେଛି। ତେଣୁ ତୁମ୍ଭମାନେେ ଜୀବନକକ୍ସ୍ଟ ବାଛ। ତବେେ ତୁମ୍ଭେ ଓ ତୁମ୍ଭର ପିଲାମାନେ ବଞ୍ଚି ପାରିବେ।
19 Tomo hoje por testemunhas o céu e a terra contra vós: ponho diante de ti a vida e a morte, a bênção e a maldição. Escolhe, pois, a vida, para que vivas com a I tua posteridade,
20 ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।
20 amando o Senhor, teu Deus, obedecendo à sua voz e permanecendo unido a ele. Porque é esta a tua vida e a longevidade dos teus dias na terra que o Senhor jurou dar a Abraão, Isaac e Jacó, teus pais.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Deuteronômio 30, comparar traduções ou montar um estudo — tudo direto pelo WhatsApp.