Deuteronômio 4

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।
1 Depois Moisés disse ao povo de Israel: — Obedeçam a todas as
2 ମୁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭମାନେେ ସହେି ବାକ୍ଯ ରେ ଆଉ କିଛି ମିଶାଅ ନାହିଁ। କିଅବା ତା'ଠାରକ୍ସ୍ଟ କିଛି ଉଣାକରି ପାଳନ କର ନାହିଁ। ସପୂର୍ଣ ଭାବେ ସହେି ବାକ୍ଯମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ମାନ।
2 Não acrescentem nada à lei que lhes estou dando, nem tirem dela uma só palavra. Guardem todos os mandamentos do Senhor , nosso Deus.
3 ତୁମ୍ଭମାନେେ ସଦାପ୍ରଭୁଙ୍କର କର୍ମ ବାଲପିଯୋର ରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବାଲପିୟୋରର ପଶ୍ଚାଦଗାମୀ ସମସ୍ତ ଲୋକଙ୍କକ୍ସ୍ଟ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ହତ୍ଯା କରିଛନ୍ତି।
3 Vocês mesmos viram o que o Senhor fez perto do monte Peor, como matou todas as pessoas do nosso povo que ali adoraram o deus Baal .
4 କିନ୍ତୁ ତୁମ୍ଭମାନେେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କଠା ରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସହେି ଲୋକମାନେ ଏବେ ବଞ୍ଚିଛନ୍ତି।
4 Mas aqueles que continuaram fiéis a Deus, o Senhor , ainda estão vivos.
5 ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।
5 — Como o Senhor , meu Deus, me ordenou, eu lhes tenho ensinado as leis e os mandamentos que vocês deverão guardar na terra que vão invadir e que vai ser de vocês.
6 ତେଣୁ ଏହି ବ୍ଯବସ୍ଥାସବୁ ପାଳନ କର ଏବଂ ସଗେକ୍ସ୍ଟଡିକ ଅଭ୍ଯାସ କର କାରଣ ବହକ୍ସ୍ଟତ ଦେଶମାନଙ୍କ ମଧିଅରେ ଏହା ତୁମ୍ଭର ଜ୍ଞାନ ଓ ବକ୍ସ୍ଟଝାମଣା ହବେ। ଏହି ବ୍ଯବସ୍ଥା ଶକ୍ସ୍ଟଣିଲାପରେ ସମାନେେ କହିବେ ଯେ, 'ଇଶ୍ରାୟେଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବକ୍ସ୍ଟଝାମଣା ଶକ୍ତି ଅଛି।'
6 Portanto, obedeçam fielmente a todas essas leis, e assim os outros povos verão que vocês são sábios e inteligentes. Quando ouvirem falar dessas leis, eles dirão: “Como é sábio e inteligente o povo dessa grande nação!”
7 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।
7 — Nenhuma outra grande nação tem um deus que fique tão perto do seu povo como o Senhor , nosso Deus, fica perto de nós. Ele nos ouve todas as vezes que pedimos a sua ajuda.
8 ଯେଉଁସବୁ ଯଥାର୍ଥା ବିଧି ଓ ବ୍ଯବସ୍ଥା ଯେପରି ଶିକ୍ଷା ଆଦି ଦଇେଅଛି, ତାହା ତକ୍ସ୍ଟଲ୍ଯ କୌଣସି ଜାତିଗଣ ମଧିଅରେ ନାହିଁ।
8 E será que existe outra grande nação que tenha mandamentos e ensinamentos tão direitos como essa lei que estou lhes dando hoje?
9 କିନ୍ତୁ ସାବଧାନ ହକ୍ସ୍ଟଅ। ନିଶ୍ଚିତ ରୂପେ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଦେଖିଥିବା କାର୍ଯଗୁଡିକ କଦାପି ଭକ୍ସ୍ଟଲିବ ନାହିଁ। ତୁମ୍ଭମାନେେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତକ୍ସ୍ଟଣୀମାନଙ୍କୁ ସଗେକ୍ସ୍ଟଡିକ ଶିକ୍ଷା ଦିଅ।
9 Portanto, tenham cuidado e sejam fiéis para que nunca esqueçam as coisas que viram. E contem aos seus filhos e netos
10 ଯେଉଁ ଦିନ ତୁମ୍ଭେ ହାରେବେ ରେ ସଦାପ୍ରଭୁ ପରମେଶ୍ବରଙ୍କ ଛାମକ୍ସ୍ଟ ରେ ଛିଡା ହାଇେଥିଲ, ସେତବେେଳେ ସଦାପ୍ରଭୁ ମାେତେ କହିଲେ, 'ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ଯ ସମାନଙ୍କେୁ ଶକ୍ସ୍ଟଣାଇବା ତହିଁରେ ସମାନେେ ପୃଥିବୀ ରେ ୟାବଜ୍ଜୀବନ ଆମ୍ଭକକ୍ସ୍ଟ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।'
10 o que aconteceu no monte Sinai naquele dia em que vocês estiveram na presença do Senhor , nosso Deus, quando ele me disse: “Reúna esse povo na minha presença para que escutem o que vou dizer, a fim de que aprendam a temer-me a vida inteira e assim ensinem os seus filhos.”
11 ତେଣୁ ସମାନେେ ମାରେ ନିକଟବର୍ତ୍ତୀ ହାଇେ ପର୍ବତ ତଳେ ଛିଡା ହେଲେ। ସହେି ସମୟରେ ସହେି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାର ରେ ବ୍ଯାଲ୍ଗ ହାଇେଥିଲା ଓ ଗଗନର ମଧ୍ଯ ପର୍ୟ୍ଯନ୍ତ ଅଗ୍ନି ରେ ଜଳିଲା।
11 — Então vocês foram e ficaram ao pé do monte Sinai, que estava completamente coberto de escuridão e de nuvens negras. Em cima do monte havia um fogo, e as suas chamas subiam até o céu.
12 ଏହାପରେ ସଦାପ୍ରଭୁ ସହେି ଅଗ୍ନି ମଧ୍ଯରକ୍ସ୍ଟ ତୁମ୍ଭମାନଙ୍କୁ କଥା କହିଲେ। ତୁମ୍ଭମାନେେ ବାକ୍ଯର ଶଦ୍ଦ ଶକ୍ସ୍ଟଣିଲ। ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ।
12 Do meio do fogo o Senhor Deus falou com vocês; vocês ouviram a voz dele, mas não viram ninguém; só escutaram a voz.
13 ତା'ପରେ ତୁମ୍ଭମାନେେ ତାଙ୍କର ନିଯମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିଯମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସହେି ନିଯମ ଲେଖିଲେ।
13 Deus lhes anunciou a aliança que estava fazendo com vocês e mandou que obedecessem aos dez mandamentos, que depois escreveu em duas placas de pedra.
14 ପକ୍ସ୍ଟଣି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସହେି ଦେଶ ରେ ତୁମ୍ଭମାନଙ୍କର ପାଳନୀଯ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସହେି ସମୟରେ ମାେତେ ଆଜ୍ଞା ଦେଲେ।
14 E ao mesmo tempo o Senhor mandou que eu lhes ensinasse as leis e os mandamentos que vocês devem seguir na terra que vão invadir e que vai ser de vocês.
15 ସହେିଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସହେି ଅଗ୍ନିଶିଖାରକ୍ସ୍ଟ କଥା କହିବା ସମୟରେ (ହାରେବେ ରେ) ତୁମ୍ଭମାନେେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ।
15 Moisés continuou: — Quando o
16 ତେଣୁ ସାବଧାନ ହକ୍ସ୍ଟଅ, ନଚେତ୍ ତୁମ୍ଭମାନେେ ଧ୍ବଂସ ହବେ। ଯଦି ତୁମ୍ଭମାନେେ କୌଣସି ପ୍ରତିମା କରି ପୂଜା କର, ଏପରି କୌଣସି ମୂର୍ତ୍ତି କର ନାହିଁ, ଯାହା କୌଣସି ଜିବୀତ ପୁରୁଷ ବା ସ୍ତ୍ରୀ ପରି ହାଇେଥିବ।
16 e não cometam o erro de fazer imagens para adorar. Não façam nenhuma imagem que sirva de ídolo, seja em forma de homem, ou de mulher,
17 ଏପରି କୌଣସି ପ୍ରତୀମା ପଶକ୍ସ୍ଟପରି ବା ପକ୍ଷୀପରି କରନାହିଁ।
17 ou de animal, ou de ave,
18 ଏପରି କୌଣସି ପ୍ରାଣୀର ପ୍ରତିମା ତିଆରି କରନାହିଁ ଯାହା ଭୂମିରେ ଗକ୍ସ୍ଟରକ୍ସ୍ଟଣ୍ତି ଗକ୍ସ୍ଟରକ୍ସ୍ଟଣ୍ତି ୟାଏ ବା ସମକ୍ସ୍ଟଦ୍ରର ମାଛତକ୍ସ୍ଟଲ୍ଯ ହାଇେଥାଏ।
18 ou de animal que se arrasta pelo chão, ou de peixe.
19 ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।
19 E, quando olharem para o céu, não caiam na tentação de adorar o sol, a lua ou as estrelas. Pois o Senhor , nosso Deus, repartiu o sol, a lua e as estrelas entre os outros povos, para que eles os adorem.
20 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲକ୍ସ୍ଟହା ତରଳା ଯାଉଥିବା ଚକ୍ସ୍ଟଲ୍ଲାରକ୍ସ୍ଟ କାଢି ଆଣିବା ତକ୍ସ୍ଟଲ୍ଯ, ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ଯବାନ ଲୋକ ହବୋ ପାଇଁ ଆଣିଛନ୍ତି, ତୁମ୍ଭମାନେେ ଯେପରି ଆଜି ହାଇେଛ।
20 Mas vocês são o povo que o Senhor tirou do Egito, aquela fornalha acesa, para serem somente dele, como, de fato, são.
21 ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧ ହେଲେ। ପକ୍ସ୍ଟଣି ମୁ ଯେପରି ୟର୍ଦ୍ଦନ ପାର ହାଇେ ନ ୟିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦବେେ, ସହେି ଉତ୍ତମ ଦେଶ ରେ ମୁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
21 Por causa de vocês o Senhor Deus ficou irado comigo e jurou que eu nunca atravessaria o rio Jordão, nem entraria na boa terra que o Senhor , nosso Deus, lhes está dando.
22 ଏଣୁ ମୁ ଏହି ଦେଶ ରେ ମରିବି। ମୁ ୟର୍ଦ୍ଦନ ପାର ହାଇେ ୟିବି ନାହିଁ। ମାତ୍ର ତୁମ୍ଭମାନେେ ୟିବ ଓ ସହେି ଉତ୍ତମ ଦେଶ ଅଧିକାର କରିବ।
22 Eu não vou atravessar o rio Jordão; vou morrer aqui mesmo. Mas vocês vão atravessá-lo e tomar posse daquela boa terra.
23 ତୁମ୍ଭମାନେେ ଆପଣା ବିଷଯ ରେ ସାବଧାନ ହକ୍ସ୍ଟଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ନିଯମ ତୁମ୍ଭମାନେେ ପାଶୋରି ୟିବ ନାହିଁ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନିଷିଦ୍ଧ କୌଣସି ବସ୍ତକ୍ସ୍ଟର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ।
23 Tenham o cuidado de não esquecerem a aliança que o Senhor , nosso Deus, fez com vocês. Obedeçam à sua ordem e não façam nenhuma imagem para adorar.
24 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଇର୍ଷାପରାଯଣ ପରମେଶ୍ବର ଏବଂ ସେ ଅଗ୍ନି ସ୍ବରୂପ ଧ୍ବଂସ କରନ୍ତି, ଯେଉଁମାନେ ଅନ୍ୟ ଦବେତାମାନଙ୍କୁ ପୂଜା କରନ୍ତି।
24 Pois o Senhor , nosso Deus, é um fogo destruidor; ele não tolera outros deuses.
25 ତୁମ୍ଭମାନେେ ସେ ଦେଶ ରେ ବହକ୍ସ୍ଟତ ଦିନ ବସବାସ କରିବ। ସଠାେରେ ତୁମ୍ଭମାନଙ୍କର ପକ୍ସ୍ଟତ୍ର ଓ ନାତିମାନେ ମଧ୍ଯ ବାସ କରିବେ। ତୁମ୍ଭମାନେେ ସଠାେରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକକ୍ସ୍ଟ କ୍ଷକ୍ସ୍ଟର୍ଣ କରିବ। ଯେତବେେଳେ ତୁମ୍ଭମାନେେ ଏପରି କରିବ, ପରମେଶ୍ବର ତୁମ୍ଭମାନଙ୍କ ଉପରେ କୋରଧ କରିବେ।
25 — E mesmo depois de muitos anos na terra de Canaã, quando vocês já estiverem velhos e tiverem filhos e netos, não cometam o erro de fazer ídolos. Para Deus isso é um pecado grave, e ele ficará irado com vocês.
26 ତେଣୁ ବର୍ତ୍ତମାନ ମୁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ବର୍ଗ ଓ ପୃଥିବୀକକ୍ସ୍ଟ ସାକ୍ଷୀରଖି କହକ୍ସ୍ଟଛି, ତୁମ୍ଭମାନେେ ଯଦି ଏପରି କର, ତବେେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯେଉଁ ଦେଶକକ୍ସ୍ଟ ଯାଉଛ, ସହେି ଦେଶରକ୍ସ୍ଟ ଶିଘ୍ର ସଠାେରକ୍ସ୍ଟ ନିଃଶଷେରୂପେ ବିନଷ୍ଟ ହବେ। ତୁମ୍ଭମାନେେ ସଠାେରେ ଦୀର୍ଘଜୀବି ହବେ ନାହିଁ।
26 Chamo o céu e a terra como testemunhas contra vocês: se adorarem ídolos, vocês desaparecerão logo da terra que vai ser de vocês no outro lado do rio Jordão. Vocês viverão pouco tempo naquela terra e logo serão completamente destruídos.
27 ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ, ସହେି ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ, ତୁମ୍ଭମାନେେ ଅଳ୍ପ ସଂଖ୍ଯକ ହାଇେ ଅବଶିଷ୍ଟ ରହିବ।
27 O Senhor Deus os espalhará pelas nações estrangeiras, onde poucos de vocês ficarão vivos.
28 ସଠାେରେ ତୁମ୍ଭମାନେେ ମନକ୍ସ୍ଟଷ୍ଯର ହସ୍ତକୃତ କାଠମଯ ଓ ପ୍ରସ୍ତରମଯ ପକ୍ସ୍ଟଣି ଯେଉଁମାନେ ଦେଖନ୍ତି ନାହିଁ, କି ଶକ୍ସ୍ଟଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦବଗେଣର ସବୋ କରିବ।
28 Naquelas nações vocês adorarão deuses feitos de madeira e de pedra, que não veem, nem ouvem, não comem, nem cheiram.
29 କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।
29 Lá vocês procurarão o Senhor , seu Deus, e o encontrarão, se o buscarem com todo o coração e com toda a alma.
30 ଯେତବେେଳେ ତୁମ୍ଭମାନେେ ବିପଦ ରେ ପଡିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେିବ ଓ ତାଙ୍କର ସମସ୍ତ ଅନକ୍ସ୍ଟଶାସନ ମାନିବ।
30 E, no futuro, quando estiverem em dificuldades, e tudo isso acontecer, então se vocês voltarem para o Senhor , nosso Deus, e obedecerem aos seus mandamentos,
31 ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଦୟାଳକ୍ସ୍ଟ ପରମେଶ୍ବର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ଯାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସଂପୂର୍ଣ୍ଣ ବିନଷ୍ଟ କରିବେ ନାହିଁ କିଅବା ଶପଥ ଦ୍ବାରା ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ କରିଛନ୍ତି ତାହା ଭୂଲି ଯିବେ ନାହିଁ।
31 ele não os abandonará. Ele é Deus misericordioso e não os destruirá, nem esquecerá a aliança que fez com os nossos antepassados e que jurou cumprir.
32 ଏହା ପୂର୍ବରକ୍ସ୍ଟ ଏପରି ମହାନ କାର୍ୟ୍ଯ କବେେ ଦେଖିଛ କି? କଦାପି ନକ୍ସ୍ଟ ହେଁ କାରଣ ଅତୀତକକ୍ସ୍ଟ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରକ୍ସ୍ଟ ଦେଖ। ପରମେଶ୍ବର ମନକ୍ସ୍ଟଷ୍ଯକକ୍ସ୍ଟ ପୃଥିବୀ ରେ ସୃଷ୍ଟି କରିବା ଦିନଠାରକ୍ସ୍ଟ ପୃଥିବୀର ଚାରିଆଡେ ଏପରି ମହାନ କାର୍ୟ୍ଯ କହେି କରିଛି। ଏପରି ମହାକାର୍ୟ୍ଯ ଘଟିବାର ଆଉ କହେି ଶକ୍ସ୍ଟଣିଛ କି? ନାଁ!
32 — Estudem o passado, toda a história desde a criação da humanidade. Caminhem pelo mundo inteiro e perguntem se alguém já viu ou ouviu falar de haver acontecido alguma coisa tão impressionante como esta.
33 ତୁମ୍ଭେ ଯେପରି ଶକ୍ସ୍ଟଣିଅଛ, ସପରେି ଅନ୍ୟ କୌଣସି ଦେଶୀଯ ଲୋକ ପରମେଶ୍ବରଙ୍କର କଥା ଅଗ୍ନି ମଧ୍ଯରକ୍ସ୍ଟ କହିବାର ଶକ୍ସ୍ଟଣି ବଞ୍ଚିଲେ?
33 Será que já houve alguém que, depois de ter ouvido um deus falando do meio do fogo, ainda continuasse vivo, como aconteceu com vocês?
34 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶର ରେ ତୁମ୍ଭମାନଙ୍କ ସାକ୍ଷାତ ରେ ଯେ ସକଳ କର୍ମ କରିଅଛନ୍ତି, ସହେିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ବାରା ଓ ଚିହ୍ନଦ୍ବାରା ଓ ଆଶ୍ଚର୍ୟ୍ଯ କର୍ମଦ୍ବାରା, ୟକ୍ସ୍ଟଦ୍ଧଦ୍ବାରା, ପରାକ୍ରାନ୍ତ ହସ୍ତଦ୍ବାରା, ବିସ୍ତାରିତ ବାହକ୍ସ୍ଟଦ୍ବାରା ଓ ଭୟଙ୍କର ଆଶ୍ଚର୍ୟ୍ଯ କର୍ମଦ୍ବାରା ଅନ୍ୟ ଦେଶୀଯ ଲୋକଙ୍କ ମଧ୍ଯରକ୍ସ୍ଟ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
34 Será que já houve um deus que resolveu ir tirar do meio de outra nação um povo para ser completamente dele, como o Senhor , nosso Deus, fez com vocês? Vocês viram como ele mostrou o seu poder e a sua força; viram como ele, por meio de pragas e milagres maravilhosos, de guerras e feitos espantosos, tirou vocês do Egito.
35 ଏହିସବୁ ତକ୍ସ୍ଟମ୍ଭପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭମାନେେ ଜାଣିପାରିବ, ଯେ ସଦାପ୍ରଭୁ ପରମେଶ୍ବର ଅଟନ୍ତି, ତାଙ୍କ ଭିନ୍ନ ଆଉ କହେି ନାହିଁ।
35 Deus deixou que vocês vissem tudo isso para que soubessem que o Senhor é Deus; não há nenhum outro deus, a não ser ele.
36 ସଦାପ୍ରଭୁ ଉପଦେଶ ଦବୋ ନିମନ୍ତେ ସ୍ବର୍ଗରକ୍ସ୍ଟ ତୁମ୍ଭକୁ ଆପଣା କଥା ଶକ୍ସ୍ଟଣାଇଲେ ଓ ପୃଥିବୀ ରେ ତୁମ୍ଭକୁ ଆପଣା ମହାଅଗ୍ନି ଦଖାଇେଲେ। ତୁମ୍ଭମାନେେ ଅଗ୍ନି ମଧ୍ଯରକ୍ସ୍ଟ ତାଙ୍କ ବାକ୍ଯ ଶକ୍ସ୍ଟଣି ପାରିଲ।
36 Para ensiná-los, Deus falou do céu, e na terra ele lhes mostrou um grande fogo, e do meio desse fogo falou com vocês.
37 ସମାନଙ୍କେ ପରେ ସମାନଙ୍କେ ଭବିଷ୍ଯତ ବଂଶଧର ତୁମ୍ଭକୁ ହିଁ ମନୋନୀତ କଲେ। କାରଣ ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନହେ କଲେ ଏବଂ ତୁମ୍ଭମାନଙ୍କୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରରକ୍ସ୍ଟ ବାହାର କରି ଆଣିଲେ।
37 Deus amou os nossos antepassados e por isso escolheu vocês; e ele mesmo, com a sua grande força, os tirou do Egito.
38 ସେ ତକ୍ସ୍ଟମ୍ଭଠାରକ୍ସ୍ଟ ଅଧିକ ବଳବାନ ଓ ବହକ୍ସ୍ଟ ସଂଖ୍ଯକ, ଅନ୍ୟଦେଶୀଯମାନଙ୍କୁ ତୁମ୍ଭମାନଙ୍କ ଆଗରକ୍ସ୍ଟ ତଡି ଦଇେଛନ୍ତି। ସେ ସମାନଙ୍କେ ଦେଶ ରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ର ରେ ଦେଲେ, ଯାହା ଆଜି ହାଇେଛି।
38 Depois foi na frente de vocês, expulsando povos que eram mais numerosos e mais poderosos do que vocês, e assim deu a vocês as terras daquelas nações, onde vocês estão morando agora.
39 ଏଥିପାଇଁ ତୁମ୍ଭମାନେେ ଆଜି ଏହା ଚିନ୍ତା ଓ ହୃଦଯଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସ୍ବର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କହେି ନକ୍ସ୍ଟ ହେଁ।
39 — Fiquem sabendo agora e nunca esqueçam isto: somente o Senhor é Deus lá em cima no céu e aqui embaixo na terra. Não há outro deus.
40 ସେଥିପାଇଁ ତୁମ୍ଭମାନେେ ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଗଂଳ ହବେ,ଏବଂ ତକ୍ସ୍ଟମ୍ଭମାନେ ସହେି ଭୂମିରେ ଦିର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦଇେଛନ୍ତି।
40 Portanto, obedeçam a todas as suas leis que eu lhes estou dando hoje. Assim vocês e os seus descendentes serão felizes e viverão muitos anos na terra que o Senhor , nosso Deus, lhes está dando para sempre.
41 ଏହାପରେ ମାଶାେ ୟର୍ଦ୍ଦନ ନଦୀର ପୂର୍ବ ଦିଗ ରେ ତିନୋଟି ନଗର ସଂରକ୍ଷଣ କଲେ।
41 Depois Moisés escolheu três cidades no lado leste do rio Jordão
42 ଯେପରି କହେି ଆପଣା ପ୍ରତିବେଶୀକକ୍ସ୍ଟ ପୂର୍ବେ ହିଂସା ନ କରି ଅଜ୍ଞାତ ସାର ରେ ହତ୍ଯା କଲେ, ସେ ତହିଁ ମଧ୍ଯରକ୍ସ୍ଟ କୌଣସି ଏକ ନଗରକକ୍ସ୍ଟ ପଳାଇ ବଞ୍ଚିପା ରେ।
42 para onde poderia fugir qualquer homem que, sem querer ou por engano, tivesse matado alguém de quem não tinha ódio. Em qualquer uma dessas cidades esse homem estaria seguro, e ninguém poderia matá-lo.
43 ଯଥା ରୂବନେୀଯମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତର ରେ ବେତ୍ସର, ଗାଦୀଯମାନଙ୍କ ନିମନ୍ତେ ରାମାେତ୍ ଆଉ ମନଃଶୀଯମାନଙ୍କ ନିମନ୍ତେ ବାଶନ ରେ ଗୋଲନ୍
43 Para a tribo de Rúben, Moisés escolheu Bezer, no deserto, no planalto; para a tribo de Gade, ele escolheu Ramote, na região de Gileade; e, para a tribo de Manassés do Leste, ele escolheu Golã, na região de Basã. O segundo discurso de Moisés
44 ଏହାପରେ ମାଶାେ ଇଶ୍ରାୟେଲୀୟ ସନ୍ତାନଗଣର ସମ୍ମକ୍ସ୍ଟଖ ରେ ଏହି ପରମେଶ୍ବରଙ୍କ ବ୍ଯବସ୍ଥା କଲେ।
44 Moisés deu ao povo de Israel a lei de Deus,
45 ଏହିସବୁ ପ୍ରମାଣିତ ବାକ୍ଯ, ନିଯମ, ବ୍ଯବସ୍ଥା ଯାହାକି ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଦେଲେ, ଯେତବେେଳେ ମିଶରରକ୍ସ୍ଟ ବାହାରି ଆସିଲେ।
45 com os seus mandamentos, ordens e ensinamentos. Isso foi depois que os israelitas tinham saído do Egito
46 ସିୟୋନ ଦେଶ ରେ ଇ ମାରେୀଯମାନଙ୍କର ରାଜା ୟିଏକି ୟର୍ଦ୍ଦନ ନଦୀର ବିପରିତ ପାଶର୍‌ବ ରେ ଥିବା ବୈତପିୟୋର ସମ୍ମକ୍ସ୍ଟଖ ରେ ହିଷ୍ବୋନ୍ ଇପତ୍ଯକା ରେ ଶାସନ କରୁଥିଲେ। କାରଣ ମିଶରରକ୍ସ୍ଟ ବାହାରି ଆସିବା ବେଳେ ମାଶାେ ଓ ଇଶ୍ରାୟେଲର ଲୋକମାନେ ତାଙ୍କୁ ପରାସ୍ତ କଲେ।
46 e haviam chegado ao vale que fica perto de Bete-Peor, na região a leste do rio Jordão. Essa terra era de Seom, o rei dos amorreus, que morava em Hesbom. Moisés e os israelitas derrotaram Seom
47 ଏବଂ ସମାନେେ ତା'ର ଭୂମିକକ୍ସ୍ଟ ବାଶନର ରାଜା ଓଗ୍ର ଭୂମିକକ୍ସ୍ଟ ଅଧିକାର କଲେ। ୟର୍ଦ୍ଦନ ନଦୀର ପୂର୍ବ ଦିଗ ରେ ଇମାରେୀୟମାନଙ୍କର ଦକ୍ସ୍ଟଇ ରାଜା ଥିଲେ।
47 e tomaram posse da sua terra. E fizeram a mesma coisa com Ogue, rei de Basã. Assim os israelitas invadiram e ocuparam as terras desses dois reis amorreus, a leste do rio Jordão.
48 ଏହିଦେଶ ଅରୋଯରଠାେରକ୍ସ୍ଟ ଅର୍ନୋନ ଉପତ୍ୟକା ଧା ରେ ଧା ରେ ସିୟୋନ ପର୍ୟ୍ଯନ୍ତ ଅର୍ଥାତ ହର୍ମୋଣ ନାମକ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ଥିଲା।
48 As terras deles iam desde a cidade de Aroer, que fica perto do vale do rio Arnom, no Sul, até o monte Siriom (isto é, o monte Hermom), no Norte.
49 ଏବଂ ଅସଦେୋଦ୍ ପିସ୍ଗାର ଅଧଃସ୍ଥିତ ପଦା ଭୂମିରେ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ୟର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
49 Fazia parte delas a região a leste do rio Jordão até o mar Morto, no Sul, e até o pé do monte Pisga, no Leste.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Deuteronômio 4, comparar traduções ou montar um estudo — tudo direto pelo WhatsApp.