Deuteronômio 6
Oriya Bible (GL_ORIYA) vs NTLH
1 ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍।
1 Moisés disse ao povo: — São esses os mandamentos e as
2 ଏହା ଏପରି ଅଟେ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତକ୍ସ୍ଟଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିଯମ ପାଳନ କରିବା ପାଇଁ ମୁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହବେ।
2 Temam o Senhor , nosso Deus, vocês, os seus filhos e os seus netos, e cumpram sempre todos os mandamentos e leis que eu lhes estou dando e assim vocês viverão muitos anos.
3 ତେଣୁ ହେ ଇଶ୍ରାୟେଲ, ଶକ୍ସ୍ଟଣ ଓ ତାହା ପାଳନ କରିବାକୁ ମନୋୟୋଗ କର, ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପୂର୍ବପୁରୁଷ ପରମେଶ୍ବର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସହେିପରି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶ ରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଅଧିକ ବିର୍ଦ୍ଦିଷ୍ତୁ ହବେ।
3 Povo de Israel, tenha o cuidado de cumprir a lei de Deus. Então, conforme disse o Senhor , o Deus dos nossos antepassados, tudo correrá bem para vocês, e vocês se tornarão numerosos naquela terra boa e rica onde vão viver.
4 ହେ, ଇଶ୍ରାୟେଲ ଶକ୍ସ୍ଟଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏକମାତ୍ର ସଦାପ୍ରଭୁ ଅଟନ୍ତି।
4 — Escute, povo de Israel! O Senhor , e somente o Senhor , é o nosso Deus.
5 ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।
5 Portanto, amem o Senhor , nosso Deus, com todo o coração, com toda a alma e com todas as forças.
6 ଏବଂ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭମାନେେ ତାହାକକ୍ସ୍ଟ ଆପଣା ହୃଦଯ ରେ ରଖିବ।
6 Guardem sempre no coração as leis que eu lhes estou dando hoje
7 ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।
7 e não deixem de ensiná-las aos seus filhos. Repitam essas leis em casa e fora de casa, quando se deitarem e quando se levantarem.
8 ଆଉ ତୁମ୍ଭେ ସଗେୁଡିକୁ ଚିହ୍ନ ରୂପେ ନିଜ ହସ୍ତ ରେ ଓ ତକ୍ସ୍ଟମ୍ଭ କପାଳ ରେ ବାନ୍ଧିବା ଉଚିତ୍।
8 Amarrem essas leis nos braços e na testa, para não as esquecerem;
9 ଆହକ୍ସ୍ଟରି ତୁମ୍ଭେ ଆପଣା ଗୃହ ଦ୍ବାର ଚଉକାଠ ରେ ଓ ବାହାର ଦ୍ବାର ରେ ତାହା ଲେଖିବ।
9 e as escrevam nos batentes das portas das suas casas e nos seus portões.
10 ତକ୍ସ୍ଟମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକକ୍ସ୍ଟ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗକ୍ସ୍ଟଡିକ ସହିତ ଏହା ତୁମ୍ଭମାନଙ୍କୁ ଦବେେ, ଯେଉଁଗକ୍ସ୍ଟଡିକ ତୁମ୍ଭମାନେେ ନିର୍ମାଣ କରିନାହିଁ ଏବଂ ଯେଉଁଗକ୍ସ୍ଟଡିକ ବୃହତ ଓ ସକ୍ସ୍ଟନ୍ଦର ଅଟେ।
10 Moisés continuou: — O
11 ଉତ୍ତମ ସାମଗ୍ରି ରେ ପରିପୂର୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ କରିନାହିଁ, କୂଅସବୁ ଯାହା ତୁମ୍ଭେ ଖାେଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜିତବୃକ୍ଷ ଯାହାକକ୍ସ୍ଟ ତୁମ୍ଭମାନେେ ରୋପଣ କଲ ନାହିଁ, ସଗେକ୍ସ୍ଟଡିକ ତୁମ୍ଭମାନେେ ଭୋଗକରି ତୃଲ୍ଗ ହବେ।
11 há casas cheias de objetos de valor, que vocês não ajuntaram; poços de água, que vocês não cavaram; e plantações de uvas e de azeitonas, que vocês não plantaram. Quando o Senhor os levar para essa terra, e vocês tiverem comida à vontade,
12 ସେତବେେଳେ ତୁମ୍ଭମାନେେ ନିଶ୍ଚିତ ସାବଧାନ ହବୋ ଉଚିତ୍ ଯେ, ୟିଏ ତୁମ୍ଭମାନଙ୍କୁ ଦାସ୍ଯଗୃହରୂପ ମିଶରରକ୍ସ୍ଟ ମକ୍ସ୍ଟକ୍ତ କରି ଆଣିଛନ୍ତି। ତୁମ୍ଭମାନେେ ସହେି ସଦାପ୍ରଭୁଙ୍କୁ ଭୂଲିୟାଅ ନାହିଁ।
12 tenham o cuidado de não esquecerem Deus, que os tirou do Egito, onde vocês eram escravos.
13 ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସବୋ କରିବ ଓ ତାହାଙ୍କ ନାମ ରେ ଶପଥ କରିବ।
13 Temam o Senhor , seu Deus, sirvam somente a ele e jurem só pelo nome dele.
14 ତୁମ୍ଭମାନେେ ଅନ୍ୟ ଦବଗେଣର, ତୁମ୍ଭମାନଙ୍କ ଚତକ୍ସ୍ଟର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ଲୋକଙ୍କ ଦବଗେଣର ପଶ୍ଚାଦଗାମୀ ହବେ ନାହିଁ।
14 Não adorem outros deuses, os deuses dos povos vizinhos.
15 ତକ୍ସ୍ଟମ୍ଭମାନେ ଯଦି ଏପରି କର, ସଦାପ୍ରଭୁଙ୍କର କୋରଧ ତକ୍ସ୍ଟମ୍ଭ ପ୍ରତିକୂଳ ରେ ପ୍ରଜ୍ବଳିତ ହବେ ଓ ସେ ଦେଶରକ୍ସ୍ଟ ତୁମ୍ଭକୁ ବିନାଶ କରବେ। କାରଣ ତକ୍ସ୍ଟମ୍ଭ ମଧିଅରେ ଥିବା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣାର ମହିମା ବଜାଯ ରଖିବା ପାଇଁ ଇର୍ଷାପରାଯଣ ଅଟନ୍ତି।
15 Pois o Senhor , nosso Deus, está com vocês e ele não tolera outros deuses. Se vocês os adorarem, o Senhor ficará irado com vocês e destruirá vocês completamente.
16 ତୁମ୍ଭମାନେେ ମଃସା ରେ ଯମେନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ପରୀକ୍ଷା କଲା ପରି, ପକ୍ସ୍ଟଣି ଥରେ ତୁମ୍ଭମାନେେ ତାଙ୍କୁ ପରୀକ୍ଷା କରିବା ଉଚିତ୍ ନକ୍ସ୍ଟହଁ।
16 — Não ponham à prova o Senhor , seu Deus, como o puseram à prova em Massá.
17 ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ତକ୍ସ୍ଟମ୍ଭପ୍ରତି ଆବିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
17 Obedeçam cuidadosamente a todos os mandamentos e leis que ele lhes deu.
18 ଏହାପରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ନ୍ଯାଯ ଓ ଉତ୍ତମ ତୁମ୍ଭେ ତାହା କରିବ, ତହିଁରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଆସିବ ଓ ଉତ୍ତମ ଭୂମି ଅଧିକାର କରିବ ଯାହାକି ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲେ।
18 Façam aquilo que Deus acha bom e certo, e assim tudo correrá bem para vocês, e vocês entrarão e tomarão posse da boa terra que o Senhor jurou dar aos nossos antepassados.
19 ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୂପ କରି ଦବେେ, ଯେ ରୂପେ ସେ କହିଛନ୍ତି।
19 E, conforme prometeu, ele expulsará todos os inimigos que vocês enfrentarem.
20 ଭବିଷ୍ଯତ ରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଚାରିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା, ବିଧି ଓ ଶାସନ ଦଇେଛନ୍ତି, ସେସବୁର ଅଭିପ୍ରାଯ କ'ଣ?'
20 — No futuro os seus filhos perguntarão: “Por que foi que o Senhor , nosso Deus, nos deu estes mandamentos e estas leis?”
21 ତୁମ୍ଭମାନେେ ଆପଣା ସନ୍ତାନମାନଙ୍କୁ କହିବ, 'ଆମ୍ଭମାନେେ ମିଶର ରେ ଫାରୋର ବନ୍ଧାଦାସ ଥିଲକ୍ସ୍ଟ, ପକ୍ସ୍ଟଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାରକରି ଆଣିଲେ।
21 Aí vocês responderão: “Nós éramos escravos do rei do Egito, mas o Senhor , com o seu grande poder, nos tirou de lá.
22 ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତ ରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଲେଶଦାୟକ ଚିହ୍ନ ଓ ଆଶ୍ଚର୍ୟ୍ଯକ୍ରିଯା ଦଖାଇେଲେ।
22 Nós vimos com os nossos próprios olhos os grandes milagres e as coisas espantosas que Deus fez contra os egípcios e contra o seu rei e toda a gente do seu palácio.
23 ପକ୍ସ୍ଟଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ଶପଥ କରିଥିଲେ। ସେ ଦେଶ ରେ ପରମେଶ୍ବର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦବୋ ନିମନ୍ତେ ମିଶରରକ୍ସ୍ଟ ବାହାର କରି ଆଣିଲେ।
23 E Deus nos tirou do Egito para nos trazer aqui e nos dar esta terra, como havia jurado aos nossos antepassados.
24 ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରିପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ଯ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶଓରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।
24 Ele nos mandou obedecer a todas estas leis e sempre temer o Senhor , nosso Deus. Se fizermos isso, ele nos guardará de todo mal, como tem feito até hoje, e tudo sempre correrá bem para nós.
25 ଆଉ ଯବେେ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତାହାଙ୍କ ଆଜ୍ଞା ଅନକ୍ସ୍ଟସା ରେ ଏହି ସମସ୍ତ ବ୍ଯବସ୍ଥା ପାଳନ କରିବାକୁ ମନୋୟୋଗ କରିବା, ତବେେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମୀକତା ହବେ।'
25 E, se tivermos o cuidado de obedecer a todas estas leis que o Senhor , nosso Deus, nos deu, a nossa vida agradará a ele.”
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Deuteronômio 6, comparar traduções ou montar um estudo — tudo direto pelo WhatsApp.