Deuteronômio 7

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।
1 Quando o Senhor , teu Deus, te tiver introduzido na terra, a qual passas a possuir, e tiver lançado fora muitas nações de diante de ti, os heteus, e os girgaseus, e os amorreus, e os cananeus, e os ferezeus, e os heveus, e os jebuseus, sete nações mais numerosas e mais poderosas do que tu;
2 ୟ ତବେଳେେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ସଦାପ୍ରଭୁ ସମର୍ପଣ କରିବେ ଏବଂ ତୁମ୍ଭେ ସମାନଙ୍କେୁ ପରାସ୍ତ କରିବ। ତୁମ୍ଭେ ସମାନଙ୍କେ ସହିତ କୌଣସି ସନ୍ଧି କରିବ ନାହିଁଅଥବା ଦୟା ଦଖାଇବେ ନାହିଁ। ତୁମ୍ଭେ ସମାନଙ୍କେୁ ସଂପୂର୍ଣରୂପେ ଧ୍ବଂସ କରିବ।
2 e o Senhor , teu Deus, as tiver dado diante de ti, para as ferir, totalmente as destruirás; não farás com elas concerto, nem terás piedade delas;
3 ତୁମ୍ଭମାନେେ ସମାନଙ୍କେ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭମାନେେ ସମାନଙ୍କେ ପକ୍ସ୍ଟତ୍ରମାନଙ୍କ ସହିତ ଆପଣା କନ୍ଯାମାନଙ୍କୁ ବିବାହ ଦବନୋହିଁ। କିଅବା ଆପଣା ପକ୍ସ୍ଟତ୍ରମାନଙ୍କୁ ସମାନଙ୍କେ କନ୍ଯାମାନଙ୍କ ସହିତ ବିବାହ ଦବେ ନାହିଁ।
3 nem te aparentarás com elas; não darás tuas filhas a seus filhos e não tomarás suas filhas para teus filhos;
4 କାରଣ ସମାନେେ ତୁମ୍ଭମାନଙ୍କର ସନ୍ତାନଗଣଙ୍କକ୍ସ୍ଟ ମାେତେ ଅନକ୍ସ୍ଟସରଣ କରିବାରକ୍ସ୍ଟ ବିମକ୍ସ୍ଟଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦବଗେଣର ସବୋ କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ବର କୋରଧ କରିବେ ଓ ସେ ତୁମ୍ଭକୁ ବହକ୍ସ୍ଟତ ଶୀଘ୍ର ବିନାଶ କରିବେ।
4 pois elas fariam desviar teus filhos de mim, para que servissem a outros deuses; e a ira do Senhor se acenderia contra vós e depressa vos consumiria.
5 ମାତ୍ର ତୁମ୍ଭମାନେେ ସମାନଙ୍କେ ପ୍ରତି ଏରୂପେ ବ୍ଯବହାର କରିବ। ତୁମ୍ଭମାନେେ ସମାନଙ୍କେ ୟଜ୍ଞବଦେୀ ସକଳ ଭଗ୍ନ କରିବ ଓ ସମାନଙ୍କେ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶରୋର ମୂର୍ତ୍ତିସଳକ ହାଣି ପକାଇବ। ପକ୍ସ୍ଟଣି ସମାନଙ୍କେ ଖାଦେିତ ପ୍ରତିମାସବୁ ଅଗ୍ନି ରେ ଦଗ୍ଧ କରିବ।
5 Porém assim lhes fareis: derrubareis os seus altares, quebrareis as suas estátuas, cortareis os seus bosques e queimareis a fogo as suas imagens de escultura.
6 କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।
6 Porque povo santo és ao Senhor , teu Deus; o Senhor , teu Deus, te escolheu, para que lhe fosses o seu povo próprio, de todos os povos que sobre a terra há.
7 କାରଣ ତୁମ୍ଭମାନେେ ଅନ୍ୟ ଜାତିଗଣ ଅପେକ୍ଷା ଅଧିକ ସଂଖ୍ଯକ, ତାହା ନକ୍ସ୍ଟହଁ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କଲେ ଓ ମନୋନୀତ କଲେ। କାରଣ ତୁମ୍ଭମାନେେ ସମସ୍ତ ଲୋକ ଅପେକ୍ଷା ସବୁଠକ୍ସ୍ଟ କମ୍ ଥିଲ।
7 O Senhor não tomou prazer em vós, nem vos escolheu, porque a vossa multidão era mais do que a de todos os outros povos, pois vós éreis menos em número do que todos os povos,
8 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନହେ କରିବାରକ୍ସ୍ଟ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଛକ୍ସ୍ଟକ ହବୋରକ୍ସ୍ଟ ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ଓ ମିଶରର ରାଜା ଫାରୋଙ୍କ ହସ୍ତରକ୍ସ୍ଟ ରକ୍ଷା କଲେ।
8 mas porque o Senhor vos amava; e, para guardar o juramento que jurara a vossos pais, o Senhor vos tirou com mão forte e vos resgatou da casa da servidão, da mão de Faraó, rei do Egito.
9 ତେଣୁ ମନରେଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର କବଳେ ଏକମାତ୍ର ପରମେଶ୍ବର ଅଟନ୍ତି। ସେ ବିଶ୍ବସ୍ତ ଅଟନ୍ତି। ସେ ତାଙ୍କର ନିଯମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ ରମେ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସମାନଙ୍କେ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚକ୍ସ୍ଟକ୍ତି ପ୍ରତି ବିଶ୍ବସନୀଯତା ସହସ୍ର ପୁରୁଷ ପର୍ୟ୍ଯନ୍ତ ଲାଗିରହେ।
9 Saberás, pois, que o Senhor , teu Deus, é Deus, o Deus fiel, que guarda o concerto e a misericórdia até mil gerações aos que o amam e guardam os seus mandamentos;
10 କିନ୍ତୁ ଯେଉଁମାନେ ତାହାଙ୍କକ୍ସ୍ଟ ଘୃଣା କରନ୍ତି ସମାନଙ୍କେୁ ସଂହାର କରିବା ନିମନ୍ତେ ସେ ସମାନଙ୍କେ ସମ୍ମକ୍ସ୍ଟଖ ରେ ପରିଶାଧେ କରନ୍ତି। ଯେ ତାହାଙ୍କକ୍ସ୍ଟ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ। ସେ ତାହାର ସମ୍ମକ୍ସ୍ଟଖ ରେ ପରିଶାଧେ କରିବେ।
10 e dá o pago em sua face a qualquer dos que o aborrecem, fazendo-o perecer; não será remisso para quem o aborrece; em sua face lh o pagará.
11 ଏଥିପାଇଁ ମୁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଓ ବିଧି ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ଯ କରି ପାଳନ କର।
11 Guarda, pois, os mandamentos, e os estatutos, e os juízos que hoje te mando fazer.
12 ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯସକଳ ଶାସନ ଶକ୍ସ୍ଟଣି, ମାନି ଓ ପାଳନ କର, ତବେେ ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ ଓ ଦୟା ବିଷଯ ରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।
12 Será, pois, que, se, ouvindo estes juízos, os guardardes e fizerdes, o Senhor , teu Deus, te guardará o concerto e a beneficência que jurou a teus pais;
13 ସେ ତୁମ୍ଭକୁ ସ୍ନହେ କରିବେ, ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ତୁ କରିବେ। ସେ ତୁମ୍ଭକୁ ଯେଉଁ ଦେଶ ଦବୋପାଇଁ ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସହେି ଦେଶ ରେ ସେ ତକ୍ସ୍ଟମ୍ଭ ଗର୍ଭଫଳ ଓ ତକ୍ସ୍ଟମ୍ଭ ଭୂମିଫଳ ଓ ତୁମ୍ଭମାନଙ୍କର ଶସ୍ଯ ଓ ତକ୍ସ୍ଟମ୍ଭ ଦ୍ରାକ୍ଷାରସ ଓ ତକ୍ସ୍ଟମ୍ଭ ତୈଳ ଓ ତକ୍ସ୍ଟମ୍ଭ ଗୋରୁମାନଙ୍କ ବତ୍ସମାନଙ୍କ ସମସ୍ତଙ୍କ ଆଶୀର୍ବାଦ କରିବେ।
13 e amar-te-á, e abençoar-te-á, e te fará multiplicar, e abençoará o fruto do teu ventre, e o fruto da tua terra, e o teu cereal, e o teu mosto, e o teu azeite, e a criação das tuas vacas, e o rebanho do teu gado miúdo, na terra que jurou a teus pais dar-te.
14 ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ, ତୁମ୍ଭମାନଙ୍କ ମଧିଅରେ ପୁରୁଷ କି ସ୍ତ୍ରୀ କିମ୍ବା ତୁମ୍ଭମାନଙ୍କ ପଶକ୍ସ୍ଟଗଣଙ୍କ ମଧିଅରେ ସହେି ନିଃସନ୍ତାନ ହବେନୋହିଁ।
14 Bendito serás mais do que todos os povos; nem macho nem fêmea entre ti haverá estéril, nem entre os teus animais.
15 ପକ୍ସ୍ଟଣି ସଦାପ୍ରଭୁ ତକ୍ସ୍ଟମ୍ଭଠାରକ୍ସ୍ଟ ସମସ୍ତ ରୋଗ ଦୂର କରିବେ। ଆଉ ତୁମ୍ଭେ ମିସ୍ରୀଯ ଯେଉଁସବୁ ମନ୍ଦ ବ୍ଯାଧି ଜ୍ଞାତ ଅଟ, ତାହା ସେ ତକ୍ସ୍ଟମ୍ଭ ଉପରେ କରିବେ ନାହିଁ। ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସମାନଙ୍କେ ଉପରେ ତାହା କରିବେ।
15 E o Senhor de ti desviará toda enfermidade; sobre ti não porá nenhuma das más doenças dos egípcios, que bem sabes; antes, as porá sobre todos os que te aborrecem.
16 ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତ ରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସମାନଙ୍କେୁ ଗ୍ରାସ କରିବ। ତୁମ୍ଭର ଚକ୍ଷକ୍ସ୍ଟ ସମାନଙ୍କେୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସମାନଙ୍କେ ଦବଗେଣକକ୍ସ୍ଟ ସବୋ କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ବରୂପ ହବେ।
16 Pois consumirás todos os povos que te der o Senhor , teu Deus; o teu olho não os poupará; e não servirás a seus deuses, pois isso te seria por laço.
17 ଯଦି ତୁମ୍ଭମାନେେ ' ସହେି ଦେଶକକ୍ସ୍ଟ ତୁମ୍ଭମାନଙ୍କ ଠାରକ୍ସ୍ଟ ବଳଶାଳି ବୋଲି ବିବଚେନା କର, ତବେେ ତୁମ୍ଭମାନେେ ନିଜେ ଚିନ୍ତା କରିପାର ଆମ୍ଭେ କିପରି ସମାନଙ୍କେୁ ତଡି ଦବୋ? ତଥାପି ତୁମ୍ଭେ ସମାନଙ୍କେୁ ଭୟ କରିବ ନାହିଁ।'
17 Se disseres no teu coração: Estas nações são mais numerosas do que eu; como as poderei lançar fora?
18 ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।
18 Delas não tenhas temor; não deixes de te lembrar do que o Senhor , teu Deus, fez a Faraó e a todos os egípcios;
19 ତୁମ୍ଭମାନେେ ଦେଖିଛ ଯେ ସଦାପ୍ରଭୁ ସମାନଙ୍କେ ପାଇଁ କି ଭୟଙ୍କର କାର୍ୟ୍ଯମାନ କରିଛନ୍ତି। ସେ କି ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି। ସେ ତାଙ୍କର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବହାର କରି ଆଣିଛନ୍ତି। ତୁମ୍ଭକୁ ଯେଉଁମାନେ ଭୟ ପ୍ରଦର୍ଶନ କରିବେ ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ସହେିପରି କାର୍ୟ୍ଯମାନ ସମାନଙ୍କେ ପ୍ରତି କରିବେ।
19 das grandes provas que viram os teus olhos, e dos sinais, e maravilhas, e mão forte, e braço estendido, com que o Senhor , teu Deus, te tirou; assim fará o Senhor , teu Deus, com todos os povos, diante dos quais tu temes.
20 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ସମାନଙ୍କେ ପାଇଁ ବିରକ୍ସ୍ଟଡି ପଠାଇବେ, ଯେଉଁମାନେ ତୁମ୍ଭମାନଙ୍କ ହସ୍ତରକ୍ସ୍ଟ ରକ୍ଷା ପାଇବେ। ସେ ସହେି ଲୋକମାନଙ୍କୁ ଧ୍ବଂସ କରିବେ।
20 E mais: o Senhor , teu Deus, entre eles mandará vespões, até que pereçam os que ficarem e se escondam de diante de ti.
21 ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟୟକ୍ସ୍ଟକ୍ତ।
21 Não te espantes diante deles, porque o Senhor , teu Deus, está no meio de ti, Deus grande e terrível.
22 ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ସମ୍ମିଖରକ୍ସ୍ଟ ସହେି ଗୋଷ୍ଠୀଯ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢିବେ। ତୁମ୍ଭେ ସମାନଙ୍କେୁ ଏକା ବେଳେ ବିନାଶ କରିବ ନାହିଁ, କଲେ ବନ ପଶକ୍ସ୍ଟମାନେ ତକ୍ସ୍ଟମ୍ଭ ପ୍ରତିକୂଳ ରେ ବଢି ଉଠିବେ।
22 E o Senhor , teu Deus, lançará fora estas nações, pouco a pouco, de diante de ti; não poderás destruí-las todas de pronto, para que as feras do campo se não multipliquem contra ti.
23 ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସମାନଙ୍କେୁ ସମର୍ପଣ କରିବେ ଓ ସମାନେେ ବିନଷ୍ଟ ନ ହବୋୟାଏ ସମାନଙ୍କେୁ ମହାବ୍ଯାକକ୍ସ୍ଟଳତା ରେ ବ୍ଯାକକ୍ସ୍ଟଳ କରିବେ।
23 E o Senhor tas dará diante de ti e as fará pasmar com grande pasmo, até que sejam destruídas.
24 ଆଉ ସେ ସମାନଙ୍କେର ରାଜାଗଣକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବେ, ଯାହାଫଳ ରେ ତୁମ୍ଭେ ଆକାଶ ମଣ୍ତଳର ତଳକ୍ସ୍ଟ ସମାନଙ୍କେ ନାମ ପୋଛି ଦବେ। ଯେତବେେଳେ ତୁମ୍ଭେ ସମାନଙ୍କେୁ ବିନାଶ କରିବ କହେି ତୁମ୍ଭମାନଙ୍କୁ ଅଟକାଇବାକକ୍ସ୍ଟ ସମର୍ଥ ହବେ ନାହିଁ।
24 Também os seus reis te entregará na mão, para que desfaças os seus nomes de debaixo dos céus; nenhum homem parará diante de ti, até que os destruas.
25 ତୁମ୍ଭମାନେେ ସମାନଙ୍କେ ଦବଗେଣର ଖାଦେିତ ପ୍ରତିମା ସକଳ ଅଗ୍ନି ରେ ଦଗ୍ଧ କରିବ। ତୁମ୍ଭେ ଯମେନ୍ତ ଫାନ୍ଦ ରେ ନ ପଡିବ ସେଥିପାଇଁ ସେ ସବୁ ରେ ଥିବା ରୂପା କି ସକ୍ସ୍ଟନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ଘୃଣିତ ବସ୍ତକ୍ସ୍ଟ ଅଟେ।
25 As imagens de escultura de seus deuses queimarás a fogo; a prata e o ouro que estão sobre elas não cobiçarás, nem os tomarás para ti, para que te não enlaces neles; pois abominação são ao Senhor , teu Deus.
26 ତୁମ୍ଭେ ସହେି ଘୃଣିତ ବସ୍ତକ୍ସ୍ଟଗକ୍ସ୍ଟଡିକ ନିଜ ଗୃହ ଭିତରକକ୍ସ୍ଟ ଆଣିବ ନାହିଁ। କାଳେ ତୁମ୍ଭମାନେେ ତାହା ତକ୍ସ୍ଟଲ୍ଯ ଅଭିଶଲ୍ଗ ହାଇପୋ ରେ। ତୁମ୍ଭମାନେେ ସଗେୁଡିକୁ ଅତିଶଯ ଘୃଣା କରିବା ଉଚିତ ଓ ସମାନେେ ଅଭିଶଲ୍ଗ ହକ୍ସ୍ଟଅନ୍ତକ୍ସ୍ଟ ବୋଲି ବିବଚେନା କରିବ କାରଣ ସମାନେେ ବିଧ୍ବସିଂତ ହବୋର ବସ୍ତକ୍ସ୍ଟ ଅଟନ୍ତି।
26 Não meterás, pois, abominação em tua casa, para que não sejas anátema, assim como ela; de todo a detestarás e de todo a abominarás, porque anátema é.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Deuteronômio 7, comparar traduções ou montar um estudo — tudo direto pelo WhatsApp.