Eclesiastes 11
Oriya Bible (GL_ORIYA) vs NVT
1 ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।
1 Envie os grãos de sua colheita mar afora, e com o tempo isso lhe trará retorno.
2 ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀ ରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ।
2 Invista seus recursos em vários lugares, pois desconhece os riscos adiante.
3 କେତଗେୁଡ଼ିଏ କଥା ଅଛି ଯାହାକି ତୁମ୍ଭେ ନିଶ୍ଚିତ ହବେ। ଯଦି ମେଘମାଳା ବର୍ଷାବିନ୍ଦୁ ରେ ପୂର୍ଣ୍ଣ ହାଇେଥାନ୍ତି, ତବେେ ସଗେୁଡ଼ିକ ପୃଥିବୀ ରେ ପାଣି ଢ଼ାଳି ଦବେେ। ଏବଂ ବୃକ୍ଷ ଯଦି ଦକ୍ଷିଣ କିଅବା ଉତ୍ତର ଦିଗ ରେ ପଡ଼େ ତବେେ ଯେଉଁ ସ୍ଥାନ ରେ ପଡ଼େ ସହେି ସ୍ଥାନ ରେ ରହିବ।
3 Quando as nuvens estão carregadas, vêm as chuvas; quando a árvore cai, para o norte ou para o sul, ali permanece.
4 ଯଦି ଗୋଟିଏ ଲୋକ େଛାଟ ଗଛ ରୋପଣ କରିବା ପାଇଁ ଠିକ୍ ପାଗକୁ ଅପେକ୍ଷା କରେ, ତାହା ହେଲେ ସେ କବେେ ହେଲେ େଛାଟଗଛ ରୋପଣ କରିବାକୁ ସକ୍ଷମ ହବେ ନାହିଁ। ଯଦି ଜଣେ ସବୁବେଳେ ମେଘମାଳାକୁ ଚାହିଁବ ତବେେ ସେ ଅମଳ କରିପାରିବ ନାହିଁ।
4 O agricultor que espera condições de tempo perfeitas nunca semeia; se ele fica observando cada nuvem, não colhe.
5 ତୁମ୍ଭେ ବାଯୁର ଗତି ଜାଣିପାରିବ ନାହିଁ। ଏବଂ ତୁମ୍ଭେ ଜାଣିପାରିବ ନାହିଁ ମା ପଟେ ରେ ଶିଶୁଟି କିପରି ବଢ଼େ। ଠିକ୍ ସହେିପରି ପରମେଶ୍ବର କ'ଣ କରନ୍ତି ତୁମ୍ଭେ ଜାଣିପାରିବ ନାହିଁ। ସେ ପ୍ରେତ୍ୟକକ କଥା ଘଟାନ୍ତି।
5 Assim como é impossível entender o caminho do vento ou o mistério do crescimento do bebê no ventre da mãe , também é impossível entender as obras de Deus, que faz todas as coisas.
6 ତୁମ୍ଭେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ବୀଜ ବୁଣ ଏବଂ ତା'ପ ରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତ ରେ ବୀଜ ବୁଣ ଓ ସନ୍ଧ୍ଯା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳ ରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ଯା ରେ ବୁଣିଥିଲ କିଅବା ପ୍ରାଯ ଉଭୟ ଭଲ ବଢ଼ିବ।
6 Semeie pela manhã e continue a trabalhar à tarde, pois você não sabe se o lucro virá de uma atividade ou de outra, ou talvez de ambas.
7 ପ୍ରକୃତ ରେ ଆଲୋକ ସୁଖ ଦାୟକ, ପୁଣି ସୂର୍ୟ୍ଯାଲୋକ ଦେଖିବା ଆଶ୍ଚର୍ୟ୍ଯ ଅଟେ।
7 A luz é doce; como é bom ver o nascer de um novo dia.
8 ତୁମ୍ଭେ ଆପଣା ଜୀବନର ପ୍ରେତ୍ୟକକ ଦିନକୁ ଉପ ଭୋଗ କରିବା ଉଚିତ୍, ତୁମ୍ଭେ ଯେତଦେିନ ପର୍ୟ୍ଯନ୍ତ ଜୀବିତ ରହୁଛ। କିନ୍ତୁ ମନରେଖ, ନିଶ୍ଚିତ ରେ ତୁମ୍ଭମାନେେ ମରିବ। ମନରେଖ ଯେ ତୁମ୍ଭମାନେେ ଯେତଦେିନ ବଞ୍ଚିଛ ତା'ଠାରୁ ଅଧିକ ମୃତ ହାଇେ ରହିବ ଏବଂ ତୁମ୍ଭମାନେେ ସହେି ସମସ୍ତ ସମୟ ନିରର୍ଥକ।
8 Se você chegar à velhice, desfrute cada dia de sua vida. Lembre-se, porém, que haverá muitos dias sombrios. Nada do que ainda está por vir faz sentido.
9 ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।
9 Jovem, alegre-se em sua juventude! Aproveite cada momento. Faça tudo que desejar; não perca nada! Lembre-se, porém, que Deus lhe pedirá contas de tudo que fizer.
10 ତୁମ୍ଭେ ମନରୁ ବିରକ୍ତି, ବାହାର କରିଦିଅ ଏବଂ ତୁମ୍ଭର ଶରୀରକୁ ଖରାପ ଜିନିଷଠାରୁ ଦୂର ରେ ରକ, କାରଣ ବାଲ୍ଯାବସ୍ଥା ଏବଂ ୟୌବନ ଅର୍ଥହୀନ ଅଟେ।
10 Não se preocupe com coisa alguma e mantenha o corpo saudável. Lembre-se, porém, que a juventude, e a vida inteira diante de você, não fazem sentido.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Eclesiastes 11, comparar traduções ou montar um estudo — tudo direto pelo WhatsApp.