Eclesiastes 12

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ତୁମ୍ଭେ ୟୌବନ କାଳ ରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ ମୁଁ ଆଉ ଜୀବନକୁ ଉପ ଭୋଗ କରିବାକୁ ଚା ହେଁ ନାହିଁ।
1 Lembre-se do seu Criador nos dias da sua juventude, antes que venham os dias difíceis e antes que se aproximem os anos em que você dirá: "Não tenho satisfação neles";
2 ସେ ସମୟରେ ସୂର୍ୟ୍ଯ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମଯ ହବେ। ପୁଣି ବୃଷ୍ଟି ପ ରେ ପୁନର୍ବାର ମେଘ ହବେ।
2 antes que se escureçam o sol e a luz, a lua e as estrelas, e as nuvens voltem depois da chuva;
3 ସହେି ଦିନ ଗୃହ ରକ୍ଷକମାନେ ଥରହର ହବେେ ଓ ବଳବାନ ଲୋକେ ଆପେ ନତ ହବେେଓ ପଷେିକାମାନେ ଅଳ୍ପ ସଂଖ୍ଯକ ଦବୋରୁ ନିବୃତ ହବେେ। ପୁଣି ସହେିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସମାନେେ ଅନ୍ଧ ହବେେ।
3 quando os guardas da casa tremerem e os homens fortes caminharem encurvados, e pararem os moedores por serem poucos, e aqueles que olham pelas janelas enxergarem embaçado;
4 ପଥ ଆଡ଼େ ଦ୍ବାର ରୁଦ୍ଧ ହବେ। ସେ ସମୟରେ ପଷେଣେ ଶବ୍ଦ କ୍ଷୀଣ ହବେ, ପୁଣି ପକ୍ଷୀର ନାଦ ରେ ଲୋକେ ଜାଗି ଉଠିବେ ଓ ବାଦ୍ଯକାରିଣୀ କନ୍ଯାଗଣ କ୍ଷୀଣ ହବେେ।
4 quando as portas da rua forem fechadas e diminuir o som da moagem; quando o barulho das aves o fizer despertar, mas o som de todas as canções lhe parecer fraco;
5 ଆହୁରି ସମାନେେ ଉଚ୍ଚସ୍ଥାନ ବିଷଯ ରେ ଭୟ କରିବେ ଓ ପଥରେ ତ୍ରାସ ହବେେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ଯ ଧଳା ଗତି ରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହବେ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପ ରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶାେକକାରୀମାନେ ଏକତ୍ରୀତ ହାଇେ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନବେେ।
5 quando você tiver medo de altura, e dos perigos das ruas; quando florir a amendoeira, o gafanhoto for um peso e o desejo já não se despertar. Então o homem se vai para o seu lar eterno, e os pranteadores já vagueiam pelas ruas.
6 ସହେି ସମୟରେ ରୂପାର ତା'ର ହୁଗୁଳା ହବେ ଏବଂ ସୁବର୍ଣ୍ଣ ମାଠିଆ ଭଗ୍ନ ହବେ। କୂଅ ରେ ଏକ ପାତ୍ର ଭାଙ୍ଗିବା ପରି ଏବଂ ଭଗ୍ନ କପି କୂଅ ରେ ପଡ଼ିଲାପରି।
6 Sim, lembre-se dele, antes que se rompa o cordão de prata, ou se quebre a taça de ouro; antes que o cântaro se despedace junto à fonte, a roda se quebre junto ao poço,
7 ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।
7 o pó volte à terra, de onde veio, e o espírito volte a Deus, que o deu.
8 ଉପଦେଶକ କହଇ, ଅସାରର ଅସାର ସବୁ ହିଁ ଅସାର।
8 "Tudo sem sentido! Sem sentido! ", diz o mestre. "Nada faz sentido! Nada faz sentido! "
9 ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।
9 Além de ser sábio, o mestre também ensinou conhecimento ao povo. Ele escutou, examinou e colecionou muitos provérbios.
10 ଉପଦେଶକ ସଠିକ୍ ଶବ୍ଦ ଖାଜେିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ଯ ଓ ସିଦ୍ଧ, ସଗେୁଡ଼ିକ ଲେଖିଲେ।
10 Procurou também encontrar as palavras certas, e o que ele escreveu era reto e verdadeiro.
11 ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ଯ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମଷେପାଳକମାନଙ୍କର ପାଞ୍ଚଣ ବାଡ଼ି ରେ ଥିବା କଣ୍ଟା ତୁଲ୍ଯ।
11 As palavras dos sábios são como aguilhões, a coleção dos seus ditos como pregos bem fixados, provenientes do único Pastor.
12 କିନ୍ତୁ ମାରେ ପୁତ୍ର, ସେଥି ରେ ଯାହା ୟୋଗ କରାୟାଇଛି ତା ପାଇଁ ଯତ୍ନବାନ୍ ହୁଅ। ପୁସ୍ତକଗୁଡ଼ିକ ଲେଖିବାର ଅନ୍ତ ନାହିଁ ଏବଂ ଅତ୍ଯଧିକ ପଠନ ତୁମ୍ଭକୁ ଅତ୍ଯନ୍ତ କ୍ଲାନ୍ତ ପ୍ରଦାନ କରିବ।
12 Cuidado, meu filho; nada acrescente a eles. Não há limite para a produção de livros, e estudar demais deixa exausto o corpo.
13 ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।
13 Agora que já se ouviu tudo, aqui está a conclusão: Tema a Deus e guarde os seus mandamentos, pois isso é o essencial para o homem.
14 ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ।
14 Pois Deus trará a julgamento tudo o que foi feito, inclusive tudo o que está escondido, seja bom, seja mal.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Eclesiastes 12, comparar traduções ou montar um estudo — tudo direto pelo WhatsApp.