Eclesiastes 1

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଏହି ବାକ୍ଯଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ୟିରୁଶାଲମର ରାଜା ଦାଉଦଙ୍କର ପୁତ୍ର,
1 As palavras do Mestre, filho de Davi, rei em Jerusalém:
2 ସମସ୍ତ ମୂଲ୍ଯହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ଯହୀନ, ସମସ୍ତ ମୂଲ୍ଯହୀନ ଅଟେ।
2 "Que grande inutilidade! ", diz o Mestre. "Que grande inutilidade! Nada faz sentido! "
3 ମନୁଷ୍ଯ ସୂର୍ୟ୍ଯ ତଳେ, ଯାହା କିଛି ପରିଶ୍ରମ କରେ ସେଥିରୁ ସେ କ'ଣ ଲାଭ ପାଏ?
3 O que o homem ganha com todo o seu trabalho em que tanto se esforça debaixo do sol?
4 ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାଯୀ।
4 Gerações vêm e gerações vão, mas a terra permanece para sempre.
5 ସୂର୍ୟ୍ଯ ଉଦଯ ହୁଅନ୍ତି, ସୂର୍ୟ୍ଯ ଅସ୍ତ ୟାନ୍ତି। ପୁଣି ଆପଣା ଉଦଯ ସ୍ଥାନକୁ ୟିବା ପାଇଁ ସତ୍ବର ହୁଅନ୍ତି।
5 O sol se levanta e o sol se põe, e depressa volta ao lugar de onde se levanta.
6 ପବନ ଦକ୍ଷିଣ ଦିଗକୁ ବ ହେ, ପବନ ଉତ୍ତର ଦିଗକୁ ବ ହେ। ପବନ ନିଜ ପଥରେ ଘୁ ରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେ ରେ।
6 O vento sopra para o sul e vira para o norte; dá voltas e mais voltas, seguindo sempre o seu curso.
7 ନଦୀ ସବୁ ସମୁଦ୍ରକୁ ବହିୟାନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।
7 Todos os rios vão para o mar, contudo o mar nunca se enche; ainda que sempre corram para lá, para lá voltam a correr.
8 ସମଗ୍ର ବିଷଯ କ୍ଲାନ୍ତିପୂର୍ଣ୍ଣ ମନୁଷ୍ଯ ତାହା ବର୍ଣ୍ଣନା କରିପା ରେ ନାହିଁ। ତେଣୁ ଦର୍ଶନ ରେ ତୃପ୍ତ ନୁହେଁ କିଅବା କର୍ଣ୍ଣ ଶ୍ରବଣ ରେ ତୃପ୍ତି ନୁହେଁ।
8 Todas as coisas trazem canseira. O homem não é capaz de descrevê-las; os olhos nunca se saciam de ver, nem os ouvidos de ouvir.
9 ଯାହା ହାଇେଅଛି, ତାହାହିଁ ହବେ ଓ ଯାହା କରାୟାଇ ଅଛି, ତାହା ହିଁ କରାୟିବ। ସୂର୍ୟ୍ଯ ତଳେ କୌଣସି ବିଷଯ ନୂତନ ନୁହେଁ।
9 O que foi tornará a ser, o que foi feito se fará novamente; não há nada novo debaixo do sol.
10 ଜଣେ ଲୋକ କ ହେ, ଦେଖ, ଏହା ନୂଆ। କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।
10 Haverá algo de que se possa dizer: "Veja! Isto é novo! "? Não! Já existiu há muito tempo; bem antes da nossa época.
11 ପୂର୍ବକାଳିନ ଲୋକମାନଙ୍କ ବିଷଯ ରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ଯତକାଳ ରେ ଯେଉଁମାନେ ଉତ୍ପନ୍ନ ହବେେ ସମାନଙ୍କେ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ଯତ ଲୋକମାନଙ୍କ ମଧିଅରେ ନ ଥିବ।
11 Ninguém se lembra dos que viveram na antigüidade, e aqueles que ainda virão tampouco serão lembrados pelos que vierem depois deles.
12 ମୁଁ ଉପଦେଶକ ୟିରୁଶାଲମ ରେ ଇଶ୍ରାୟେଲର ଉପ ରେ ରାଜା ଥିଲି।
12 Eu, o mestre, fui rei de Israel em Jerusalém.
13 ମୁଁ ମନ ଯୋଗ କରି ଅଧ୍ଯଯନ ପାଇଁ ଏବଂ ଜ୍ଞାନ ଦ୍ବାରା ସବୁକିଛି ବୁଝିବା ପାଇଁ ଯାହା ସ୍ବର୍ଗତଳେ ହୁଏ। ଏହି କାର୍ୟ୍ଯ, ଯାହା ପରମେଶ୍ବର ମନୁଷ୍ଯମାନଙ୍କୁ ଦଇେଛନ୍ତି ବ୍ଯସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।
13 Dediquei-me a investigar e a usar a sabedoria para explorar tudo que é feito debaixo do céu. Que fardo pesado Deus pôs sobre os homens!
14 ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।
14 Tenho visto tudo o que é feito debaixo do sol; tudo é inútil, é correr atrás do vento!
15 ତୁମ୍ଭେ ଏସବୁ ପରିବର୍ତ୍ତନ କରିପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାୟାଇ ନ ପା ରେ। ଯାହା ସଠାେ ରେ ନାହିଁ ତୁମ୍ଭମାନେେ ତାହା ଗଣିପାରିବ ନାହିଁ।
15 O que é torto não pode ser endireitado; o que está faltando não pode ser contado.
16 ମୁଁ ନିଜକୁ ନିଜେ କ ହେ, ମୁଁ ବଡ଼ ଜ୍ଞାନୀ ୟିରୁଶାଲମ ରେ ମାେ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସମାନଙ୍କେଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହାଇେଅଛି। ମାରେ ହୃଦଯ ଜ୍ଞାନ ଓ ବିଦ୍ଯା ରେ ମହାନୁଭବୀ ହାଇେଅଛି?
16 Pensei comigo mesmo: Eu me tornei famoso e ultrapassei em sabedoria todos os que governaram Jerusalém antes de mim; de fato adquiri muita sabedoria e conhecimento.
17 ତା'ପ ରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷଯ ରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନଲେି। ଏବଂ ଏହାହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।
17 Assim eu me esforcei para compreender a sabedoria, bem como a loucura e a insensatez, mas aprendi que isso também é correr atrás do vento.
18 ବହୁତ ଜ୍ଞାନ ରେ ବହୁତ କ୍ଲେଶ ଥାଏ। ଯେ ବିଦ୍ଯା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।
18 Pois quanto maior a sabedoria maior o sofrimento; e quanto maior o conhecimento, maior o desgosto.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Eclesiastes 1, comparar traduções ou montar um estudo — tudo direto pelo WhatsApp.