Eclesiastes 2

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ମୁଁ ନିଜକୁ ନିଜେ କହିଲି, ମାେତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମାେତେ କଣ ଦଇେ ପାରିବ, ମାେତେ ଦେଖିବାକୁ ଦିଅ। କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।
1 Disse a mim mesmo: “Venha, vamos experimentar o prazer; vamos procurar as coisas boas da vida!”. Descobri, porém, que isso também não fazia sentido.
2 ସର୍ବଦା ହସିବା ମୂର୍ଖାମି ଅଟେ। ଖୁସି ରହି କ'ଣ ଲାଭ ?
2 Portanto, disse: “O riso é tolice. De que adianta buscar o prazer?”.
3 ଜଣେ ମୂର୍ଖ ପରି ମାତାଲ୍ ହବୋ ପର୍ୟ୍ଯନ୍ତ ମୁଁ ସ୍ଥିର କଲି ଦ୍ରାକ୍ଷାରସ ପିଇବା ପାଇଁ ଚେଷ୍ଟା କରିବି। ଯଦିଓ ସବୁବେଳେ ମାରେ ମନ ବୁଦ୍ଧିର ସହିତ ମାେତେ ପରିଚାଳନା କରୁଛି। ମୁଁ ଦେଖିବା ପାଇଁ ଚାହିଁଲି। ଏହା କରିବା କ'ଣ ପୃଥିବୀର ଲୋକମାନଙ୍କ ପାଇଁ ମୂଲ୍ଯହୀନ।
3 Depois de pensar muito, resolvi me animar com vinho. E, enquanto ainda buscava a sabedoria, apeguei-me à insensatez. Assim, procurei experimentar o que haveria de melhor para as pessoas em sua curta vida debaixo do sol.
4 ଏହାପ ରେ ମୁଁ ଆପଣା ନିମନ୍ତେ ମହତ ମହତ କର୍ମମାନ କଲି। ମୁଁ ଗୃହମାନ ନିର୍ମାଣ କଲି, ମୁଁ ଅନକେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି।
4 Dediquei-me a projetos grandiosos, construindo casas enormes e plantando belos vinhedos.
5 ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି ତହିଁ ମଧିଅରେ ସର୍ବପ୍ରକାର ଫଳ ବୃକ୍ଷ ରୋପଣ କଲି।
5 Fiz jardins e parques e os enchi de árvores frutíferas de toda espécie.
6 ମୁଁ ହରିତ୍ ବୃକ୍ଷର ବନ ରେ ଜଳ ସଚେନ ପାଇଁ ପୁଷ୍କରିଣୀମାନ ଖୋଳାଇଲି।
6 Construí açudes para juntar água e regar meus pomares verdejantes.
7 ମୁଁ ଦାସଦାସୀ ମାନଙ୍କୁ କ୍ରଯ କଲି ଓ ମାରଦୋସଗଣ ଥିଲେ, ଯେଉଁମାନେ ମାେ ଘ ରେ ଜନ୍ମ ହାଇେଥିଲେ ଓ ଆହୁରି ମାେ ପୂର୍ବେ ୟିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମାରେ ଗୋମଷୋଦି ପଲ ଅଧିକ ଥିଲା।
7 Comprei escravos e escravas, e outros nasceram em minha casa. Tive muito gado e rebanhos, mais que todos os que viveram em Jerusalém antes de mim.
8 ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାଯକ ଓ ଗାଯିକା ଆଉ ମନୁଷ୍ଯ ତୁଷ୍ଟିକାରିଣୀ ଅନକେ ଉପପତ୍ନୀ ପାଇଲି।
8 Juntei grande quantidade de prata e ouro, tesouros de muitos reis e províncias. Contratei cantores e cantoras e tive muitas concubinas. Tive tudo que um homem pode desejar!
9 ଏହିପରି ମାେ ପୂର୍ବେ ୟିରୁଶାଲମ ରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହଲିେ। ମାରେଜ୍ଞାନ ଏହି ସବୁ ରେ ମାେତେ ସାହାୟ୍ଯ କଲା।
9 Tornei-me mais importante que todos os que viveram em Jerusalém antes de mim, e nunca me faltou sabedoria.
10 ମାରେ ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦଯକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମାହେର ସମସ୍ତ ପରିଶ୍ରମ ସକାଶୁଁ ମାହେର ହୃଦଯ ଆନନ୍ଦ କଲା। ମାହେର ସକଳ ପରିଶ୍ରମରୁ ଏହା ମାହେର ଅଂଶ ଥିଲା।
10 Tudo que desejei, busquei e consegui. Não me neguei prazer algum. No trabalho árduo, encontrei grande prazer, a recompensa por meus esforços.
11 ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।
11 Mas, ao olhar para tudo que havia me esforçado tanto para realizar, vi que nada fazia sentido; era como correr atrás do vento. Não havia nada que valesse a pena debaixo do sol.
12 ରାଜା ଯାହା କରିପାରିବ ଅନ୍ୟ କହେି ଏପରି କରିପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଚାହୁଁଛ ବହୁତ ରାଜା ତାହା କରିସାରିଛନ୍ତି। ତା'ପ ରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷଯ ରେ ଭାବିବାକୁ ଲାଗିଲି।
12 Então resolvi comparar a sabedoria com a loucura e a insensatez (pois quem pode fazê-lo melhor que eu, o rei? ).
13 ତେଣୁ ମୁଁ ଦେଖିଲି, ଯେପରି ଅନ୍ଧାର ଅପେକ୍ଷା ଆଲୋକ ଉତ୍ତମ, ସହେିପରି ଜ୍ଞାନ ଅଜ୍ଞାନତାଠାରୁ ଭଲ।
13 Pensei: “A sabedoria é melhor que a insensatez, assim como a luz é melhor que as trevas.
14 ଜ୍ଞାନବାନ ବ୍ଯକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ଯକ୍ତି ଅନ୍ଧକାର ରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶଷେ ରେ ଉଭୟ ମୃତ୍ଯୁବରଣ କରନ୍ତି।
14 O sábio vê para onde está indo, mas o tolo anda na escuridão”. Apesar disso, vi que o sábio e o tolo têm o mesmo destino.
15 ତେଣୁ ମୁଁ ଆପଣା ମନେ ମନେ କହିଲି,ମୂର୍ଖ ପ୍ରତି ଯେପରି ଘଟେ, ମାେ ପ୍ରତି ହିଁ ସହେିପରି ଘଟିବ। ତବେେ ମୁଁ କାହିଁକି ଅଧିକ ଜ୍ଞାନବାନ ହଲିେ। ତେଣୁ ମୁଁ ଭାବିଲି, ଏହା ମଧ୍ଯ ଅସାର।'3
15 Disse a mim mesmo: “Uma vez que terei o mesmo fim do tolo, de que vale toda a minha sabedoria? Nada disso faz sentido!”.
16 ଯେପରି ମୂର୍ଖର, ସହେିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରର ଭବିଷ୍ଯତ ରେ, ସମସ୍ତେ ବିସ୍ମୃତ ହାଇେ ୟାଇଥିବେ। କଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆୟିବ?
16 Pois nem o sábio nem o tolo serão lembrados por muito tempo; ambos morrerão, e logo serão esquecidos.
17 ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।
17 Por isso, passei a odiar minha vida, pois tudo que é feito debaixo do sol é frustrante. Nada faz sentido; é como correr atrás do vento.
18 ସୂର୍ୟ୍ଯତଳେ ମୁଁ ୟହିଁ ରେ ପରିଶ୍ରାନ୍ତ ହଲିେ, ମାହେର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମାରେଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ୟିବାକୁ ହବେ।
18 Passei a odiar todo o meu árduo trabalho debaixo do sol, pois deixarei para meus sucessores tudo que me esforcei para obter.
19 କହେି ଜଣେ ସବୁକିଛି ନିଯନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନ ରେ ମୁଁ ଜ୍ଞାନ ବଳ ରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହବେ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ଯ ଅସାର ଅଟେ।
19 E quem pode dizer se eles serão sábios ou tolos? No entanto, terão controle sobre tudo que consegui debaixo do sol, com minha habilidade e meu esforço. Isso não faz o menor sentido!
20 ତେଣୁ ସୂର୍ୟ୍ଯ ତଳେ ମୁଁ ଯେଉଁ ପରିଶଯମ ରେ ପରିଶ୍ରାନ୍ତ ହଲିେ, ସେ ସବୁ ବିଷଯ ରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହଲିେ।
20 Assim, cheguei a me desesperar e questionei o valor de todo o meu árduo trabalho debaixo do sol.
21 କାରଣ ଜଣେ ବ୍ଯକ୍ତି ଜ୍ଞାନ, ବିଦ୍ଯା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ଯକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ୟିବ। ଏ ମଧ୍ଯ ଅସାର ଏବଂ ପବନକୁ ଧରିବା ପରି।
21 Algumas pessoas trabalham com sabedoria, conhecimento e habilidade, mas terão de deixar o resultado de seu trabalho para alguém que não se esforçou. Isso também não faz sentido; é uma grande tragédia.
22 ସୂର୍ୟ୍ଯ ତଳେ ଜଣେ ମନୁଷ୍ଯ ପରିଶ୍ରମ କରି ଓ ହୃଦଯକୁ ଦୁଃଖ ଦଇେ କ'ଣ ପାଏ ?
22 O que as pessoas ganham com tanto esforço e ansiedade debaixo do sol?
23 କାରଣ ତାହାର ଦିନସବୁ କବଳେ ଦୁଃଖମଯ ଓ ତାହାର ଆଯାସ ମନସ୍ତାପ ଜନକ ଅଟେ। ରାତ୍ରି ରେ ହିଁ ତା'ର ହୃଦଯ ବିଶ୍ରାମ ପାଏ ନାହିଁ। ଏହା ମଧ୍ଯ ଅସାର।
23 Seus dias de trabalho são cheios de dor e tristeza, e nem mesmo à noite sua mente descansa. Nada faz sentido.
24 ଏପରି କହେି ଲୋକ ଅଛି କି ଯେ କହେି ମାଠାରୁେ ସୁଖୀ ହବୋ ପାଇଁ ଅଧିକ ଚେଷ୍ଟା କରିଛି।
24 Por isso, concluí que a melhor coisa a fazer é desfrutar a comida e a bebida e encontrar satisfação no trabalho. Percebi, então, que esses prazeres vêm da mão de Deus.
25 ଏବଂ ଏହା ଯାହା ମୁଁ ଶିକ୍ଷା କରିଛି, ଏହା ହେଉଛି ସବୁଠାରୁ ଭଲକଥା ଖାଇବା ପିଇବା, ଏବଂ କରିଥିବା କାର୍ୟ୍ଯକୁ ଉପଭୋଗ କରିବା। ମୁଁ ଦେଖୁଛି ଯେ, ଏହା ପରମେଶ୍ବରଙ୍କଠାରୁ ଆ ସେ।
25 Pois quem pode comer ou desfrutar algo sem ele?
26 ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।
26 Deus concede sabedoria, conhecimento e alegria àqueles que lhe agradam. Se, porém, um pecador enriquece, Deus lhe toma a riqueza e a entrega àqueles que lhe agradam. Isso também não faz sentido; é como correr atrás do vento.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Eclesiastes 2, comparar traduções ou montar um estudo — tudo direto pelo WhatsApp.