Eclesiastes 9
Oriya Bible (GL_ORIYA) vs NVI
1 ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।
1 Refleti nisso tudo e cheguei à conclusão de que os justos e os sábios, e aquilo que eles fazem, estão nas mãos de Deus. O que os espera, se amor ou ódio, ninguém sabe.
2 ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅ େଶୗଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରେତ୍ୟକକଙ୍କ ପାଇଁ ସବୁକିଛି ସମାନ।
2 Todos partilham um destino comum: o justo e o ímpio, o bom e o mau, o puro e o impuro, o que oferece sacrifícios e o que não oferece. O que acontece com o homem bom, acontece com o pecador; o que acontece com quem faz juramentos, acontece com quem teme fazê-los.
3 ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।
3 Este é o mal que há em tudo o que acontece debaixo do sol: O destino de todos é o mesmo. O coração dos homens, além do mais, está cheio de maldade e de loucura durante toda a vida; e por fim eles se juntarão aos mortos.
4 କାରଣ ଯେଉଁ ଲୋକ ଜୀବିତ ଲୋକ ସମୂହ ମଧିଅରେ ମିଶ୍ରିତ ତାହାର ଭରସା ଥାଏ।
4 Quem está entre os vivos tem esperança; até um cachorro vivo é melhor do que um leão morto!
5 ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି, ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ କିଅବା ସମାନେେ ଆଉ କୌଣସି ଫଳ ପାଆନ୍ତି ନାହିଁ। କାରଣ ସମାନଙ୍କେ ବିଷଯକ ସ୍ମରଣ ବିସ୍ମୃତ ହୁଏ।
5 Pois os vivos sabem que morrerão, mas os mortos nada sabem; para eles não haverá mais recompensa, e já não se tem lembrança deles.
6 ଯେପରି ସମାନଙ୍କେର ପ୍ ରମେ, ଠିକ୍ ସହେିପରି ସମାନଙ୍କେର ଘୃଣା ଓ ଇର୍ଷା ନଷ୍ଟ ହୁଏ। ଏବଂ ସୂର୍ୟ୍ଯ ତଳେ ଯାହା କିଛି କରାୟାଏ, ତହିଁରେ ଅନନ୍ତକାଳ ସମାନଙ୍କେର କୌଣସି ଅଂଶ ନ ଥାଏ।
6 Para eles o amor, o ódio e a inveja há muito desapareceram; nunca mais terão parte em nada do que acontece debaixo do sol.
7 ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।
7 Portanto, vá, coma com prazer a sua comida, e beba o seu vinho de coração alegre, pois Deus já se agradou do que você faz.
8 ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
8 Esteja sempre vestido com roupas de festa, e unja sempre a sua cabeça com óleo.
9 ସୂର୍ୟ୍ଯ ତଳେ ସେ ତୁମ୍ଭକୁ ଅସାର ଆଯୁଷର ଯେତେ ଦିନ ଦଇେଅଛନ୍ତି। ତୁମ୍ଭର ସହେି ଅସାର ଆଯୁଷର ସତେିକି ଦିନ ଆପଣା ପ୍ରିଯତମ ଭାର୍ୟ୍ଯା ସଙ୍ଗେ ଆନନ୍ଦ ରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ୟ୍ଯତଳେ କରିଥିବା କଠିନ କର୍ମର ଫଳ ଅଟେ।
9 Desfrute a vida com a mulher a quem você ama, todos os dias desta vida sem sentido que Deus dá a você debaixo do sol; todos os seus dias sem sentido! Pois essa é a sua recompensa na vida pelo seu árduo trabalho debaixo do sol.
10 ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
10 O que as suas mãos tiverem que fazer, que o façam com toda a sua força, pois na sepultura, para onde você vai, não há atividade nem planejamento, não há conhecimento nem sabedoria.
11 ମୁଁ ଫରେି ସୂର୍ୟ୍ଯ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ୟୁଦ୍ଧର ବିଜଯ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ।ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ବାରା ପ୍ରଭାବିତ ହୁଏ।
11 Percebi ainda outra coisa debaixo do sol: Os velozes nem sempre vencem a corrida; os fortes nem sempre triunfam na guerra; os sábios nem sempre têm comida; os prudentes nem sempre são ricos; os instruídos nem sempre têm prestígio; pois o tempo e o acaso afetam a todos.
12 କାରଣ ମନୁଷ୍ଯ ତା'ର କ'ଣ ହବୋକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ଯଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସହେିପରି ଲୋକମାନେ ଦବୈଦୁର୍ବିପାକର ଶିକାର ହୁଅନ୍ତି।
12 Além do mais, ninguém sabe quando virá a sua hora: Assim como os peixes são apanhados numa rede fatal e os pássaros são pegos num laço, também os homens são enredados pelos tempos de desgraça que caem inesperadamente sobre eles.
13 ମୁଁ ମଧ୍ଯ ସୂର୍ୟ୍ଯ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମାେ ଦୃଷ୍ଟି ରେ ମହତ ଥିଲା।
13 Também vi debaixo do sol este exemplo de sabedoria que muito me impressionou.
14 ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧ ରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧ ରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ।
14 Havia uma pequena cidade, de poucos habitantes. Um rei poderoso veio contra ela, cercou-a com muitos dispositivos de guerra.
15 ଏପରି ସମୟରେ ତହିଁ ମଧିଅରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦଖାଗେଲା। ପୁଣି ସେ ଆପଣା ଜ୍ଞାନ ଦ୍ବାରା ନଗର ରକ୍ଷା କଲା। ତଥାପି ସହେି ଦରିଦ୍ର ଲୋକଙ୍କୁ କହେି ସ୍ମରଣ କଲା ନାହିଁ।
15 Ora, naquela cidade vivia um homem pobre mas sábio, e com sua sabedoria ele salvou a cidade. No entanto, ninguém se lembrou daquele pobre.
16 ତବେେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କ ହେ କହେି ଶୁଣନ୍ତି ନାହିଁ।
16 Por isso pensei: Embora a sabedoria seja melhor do que a força, a sabedoria do pobre é desprezada, e logo já não se dá atenção às suas palavras.
17 ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ଯ ଅଧିକ ଶୁଣାୟାଏ।
17 As palavras dos sábios devem ser ouvidas com mais atenção do que os gritos de quem domina sobre tolos.
18 ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।
18 A sabedoria é melhor do que as armas de guerra, mas um só pecador destrói muita coisa boa.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Eclesiastes 9, comparar traduções ou montar um estudo — tudo direto pelo WhatsApp.